ସାରା ବିଶ୍ୱରେ ପୁଣିଥରେ ହାହାକାର କରିପାରେ କରୋନା, ଚାଇନାରେ ବିଏଫ.୭ ବିଗାଡିଲାଣି ସ୍ଥିତି, ଡବ୍ଲୁଏଚଓ ମାଗିଲା କରୋନା ଡାଟା
ଜେନେଭା,୨୨ ।୧୨: ଚାଇନାରେ ବ୍ୟାପି ଚାଲିଥିବା କରୋନା ସଂକ୍ରମଣ ପୁଣିଥରେ ସାରା ବିଶ୍ୱର ଚିନ୍ତାକୁ ବଢାଇ ଦେଲାଣି । କିଛି ମିଡିଆ ରିପୋର୍ଟରେ କୁହାଯାଉଛି କି ପ୍ରତି ସପ୍ତାହରେ ଚାଇନାରେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି । ହେଲେ ବିଶ୍ୱ…
କୋଭିଡ-୧୯: ଚିନ୍ତା ବଢାଇଲାଣି ଆମେରିକାରେ ମିଳିଥିବା ନୂଆ ଭାରିଏଣ୍ଟ
ୱାଶିଂଟନ/ନୂଆଦିଲ୍ଲୀ,୨୨ ।୧୨: କରୋନା ମହାମାରୀର ବିପଦକୁ ଦେଖି କେନ୍ଦ୍ର ତଥା ରାଜ୍ୟ ସରକାର ସତର୍କ ହେବା ଆରମ୍ଭ କଲେଣି । ଆମେରିକାରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସତର୍କ ହୋଇଯାଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ…
ଇସ୍ରାଏଲ ପ୍ରଧାନମନ୍ତ୍ରୀ ଗଠନ କଲେ ନୂଆ ସରକାର, ଶପଥ ଗ୍ରହଣ ତାରିଖ ହୋଇନି ସ୍ପଷ୍ଟ
ତେଲ ଆଭିବ, ୨୨ ।୧୨: ଖୁବ୍ ଟଣା ଭିଡା ପରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ବୁଧବାର ବିଳମ୍ବିତ ରାତିରେ ସରକାର ଗଠନ କରିବାକୁ ଘୋଷଣା କରିଛନ୍ତି । ସେ ରାଷ୍ଟ୍ରପତି ଇସହାକ ହଞ୍ଜୋଗଙ୍କୁ କହିଛନ୍ତି ୩୮ ଦିନର ମେଣ୍ଟ ବାର୍ତ୍ତା…
ଆମେରିକାରେ ପହଞ୍ଚି ବାଇଡେନଙ୍କୁ ସାକ୍ଷାତ୍ କଲେ ଜେଲନସ୍କି, ୟୁକ୍ରେନକୁ ଆହୁରି ସେନା ସହାୟତା ଯୋଗାଇ ଦେବ ୟୁଏସ
ୱାଶିଂଟନ,୨୨ ।୧୨: ୟୁକ୍ରେନ୍-ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୧୦ ମାସରୁ ଅଧିକ ସମୟ ହୋଇଥିଲେ ବି ଏବେ ପର୍ଯ୍ୟନ୍ତ ଏହା ଥମିବାର କୌଣସି ନଜର ଆସୁନାହିଁ । ଏହାରି ଭିତରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ହ୍ୱାଇଟ ହାସରେ ଆମେରିକା ରାଷ୍ଟ୍ରପତି…
୧୯ ବର୍ଷ ପରେ ଜେଲ୍ରୁ ବାହାରିବେ ‘ବିକିନି କିଲର’
କାଠମାଣ୍ଡୁ,୨୧।୧୨: ଫ୍ରାନ୍ସର ସିରିଏଲ କିଲର ଚାଲର୍ସ ଶୋଭରାଜଙ୍କୁ ମୁକ୍ତ କରିବାକୁ ନେପାଳ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୟସ ଆଧାରରେ ତାଙ୍କୁ ମୁକ୍ତ କରାଯାଇଛି। ଦୁଇ ଆମେରିକୀୟ ପର୍ଯ୍ୟଟକଙ୍କୁ ହତ୍ୟା ଅଭିଯୋଗରେ ଚାଲର୍ସ ୨୦୦୩ରୁ ନେପାଳର ଜେଲରେ ଅଛନ୍ତି। ମୁକ୍ତ ହେବାର ୧୫…
୨୫ ଆତଙ୍କବାଦୀଙ୍କୁ ହତ୍ୟା କଲା ପାକିସ୍ତାନ ସୁରକ୍ଷା ବାହିନୀ
ଇସଲାମାବାଦ,୨୧ା୧୨: ପାକିସ୍ତାନର ସୁରକ୍ଷା ବାହିନୀ ଉତ୍ତର-ପଶ୍ଚିମ ସହର ବାନୁରେ ଆତଙ୍କବାଦୀ ବିରୋଧୀ କେନ୍ଦ୍ରରେ ଲୁଚି ରହିଥିବା ୩୫ ଇସଲାମବାଦୀ ଆତଙ୍କବାଦୀଙ୍କ ମଧ୍ୟରୁ ୨୫ ଜଣଙ୍କୁ ହତ୍ୟା କରିଛି। ତେହେରିକ-ଇ-ତାଲିବାନ ପାକିସ୍ତାନର ସଦସ୍ୟମାନେ ଏକ ଗୋଷ୍ଠୀଙ୍କୁ ଅଟକ ରଖିଥିଲେ। ଯାହାକୁ ଦୃଷ୍ଟିରେ ରଖି…
୨୦ ହଜାର ସୈନ୍ୟଙ୍କୁ ସେବାମୁକ୍ତ କଲେ ଶ୍ରୀଲଙ୍କା ସରକାର…
କଲେମ୍ବୋ,୨୧।୧୨ : ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ମଧ୍ୟ ସେନାକୁ ପ୍ରଭାବିତ କରୁଛି। ସମ୍ପ୍ରତି, ରାନିଲି ୱିକ୍ରମସିଂଘେ ସରକାର ଖର୍ଚ୍ଚ ହ୍ରାସ କରିବାର ଅଭିଯାନର ଏକ ଅଂଶ ଭାବରେ ସେନାରେ ୧୬ ହଜାରରୁ ଅଧିକ ପଦବୀ ହଟାଇବାକୁ ନିଷ୍ପତ୍ତି ନେଇଥିଲେ। ଏଥିସହ ପ୍ରତିରକ୍ଷା…
୩ ମାସରେ ଆସିବ ୩ ଲହର: ଚାଇନାକୁ ଚେତାବନୀ…
ବେଜିଂ,୨୧।୧୨ : ଚାଇନାରେ କରୋନା ସଂକ୍ରମଣ କାୟା ବିସ୍ତାର କରୁଛି। ହଂକଂ ପୋଷ୍ଟର ଖବର ଅନୁଯାୟୀ ଚାଇନା ସରକାର କରୋନା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ନାହାନ୍ତି। କାରଣ ସାରା ଦେଶରେ ଜନ ବିରୋଧ ପରେ ସରକାର ଶୂନ-କୋଭିଡ ନୀତି…
୧୦ ଦେଶରେ ପୁଣି କରୋନା ଆତଙ୍କ…
ଓ୍ବାଶିଂଟନ,୨୧।୧୨ : ଚାଇନା ସମେତ ବିଶ୍ୱର ଅନେକ ଦେଶରେ କରୋନା ସଂକ୍ରମଣ ପୁଣି ଥରେ ବ୍ୟାପିବା ଆରମ୍ଭ କରିଛି। ପ୍ରତିଦିନ ପାଞ୍ଚରୁ ଛଅ ଲକ୍ଷ ନୂତନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ୧,୫୦୦ରୁ ୨,୦୦୦ ଲୋକ ମଧ୍ୟ ମରୁଛନ୍ତି। ଚାଇନା ଏବଂ…
ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହେଲେ ଶେର ବାହାଦୂର ଦେଉବା
କାଠମାଣ୍ଡୁ,୨୧ା୧୨: ନେପାଳରେ ସଂସଦୀୟ ନେତା ନିର୍ବାଚନ ଘୋଷଣା କରାଯାଇଛି। ନିର୍ବାଚନ କମିଟି ନେପାଳର ପ୍ରଧାନମନ୍ତ୍ରୀ ତଥା ଶାସକ ନେପାଳ କଂଗ୍ରେସର ଅଧ୍ୟକ୍ଷ ଶେର ବାହାଦୂର ଦେଉବାଙ୍କୁ ସଂସଦୀୟ ଦଳର ନେତା ପଦ ପାଇଁ ବିଜେତା ଘୋଷଣା କରାଯାଇଛି। ଏହା ସହିତ ନେପାଳର…
ଟୁଇଟରର ସିଇଓ ପଦରୁ ଇସ୍ତଫା ଦେଇପାରନ୍ତି ଏଲନ୍ ମସ୍କ
ଓ୍ବାଶିଂଟନ୍,୨୧।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାରେ ସାମିଲ ହୋଇଥିବା ଏଲୋନ ମସ୍କ ଟୁଇଟରର ନୂତନ ମୁଖ୍ୟ ହେବା ଆରମ୍ଭରୁ ବିବାଦ ଘେରରେ ରହିଛନ୍ତି। ବର୍ତ୍ତମାନ ତାଙ୍କୁ ନେଇ ଆଉ ଏକ ଖବର ସାମ୍ନାକୁ ଆସିଛି। ଯାହା ଏବେ ଚର୍ଚ୍ଚାର ବିଷୟ…
ଚାଇନାରେ କରୋନା ତାଣ୍ଡବ ଆରମ୍ଭ…
ବେଜିଂ,୨୧।୧୨ : ଯେତେବେଳେ ସମଗ୍ର ବିଶ୍ୱ କରୋନା ସଂକ୍ରମଣରୁ ବାହାରକୁ ଆସୁଛି, ସେତେବେଳେ ଚାଇନାରେ ଏକ ନୂତନ ସଂକ୍ରମଣର ଲହର ଆରମ୍ଭ ହୋଇଛି। ସୋସିଆଲ ମିଡିଆରେ ପ୍ରସାରିତ ଭିଡିଓରେ ଦର୍ଶାଯାଇଛି ଯେ ଚାଇନାର ଡାକ୍ତରଖାନାଗୁଡ଼ିକ ଆକ୍ରାନ୍ତ ଏବଂ ମୃତଦେହ ସଂଖ୍ୟା ବଢ଼ିବାରେ…
Archives


