ଅନ୍ତର୍ଜାତୀୟ

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା ତିବ୍ବତର ସୀମାନ୍ତ ସହର ନିଙ୍ଗ୍‌ଚି ସହ ସଂଯୋଗ କରୁଛି। ଜୁଲାଇ ୧ରେ ଚାଇନା...

ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼

ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭ ଜଣ ଲୋକଙ୍କ ହାଡ଼ ବୋଲି ଆକଳନ କରୁଛନ୍ତି ଯାଞ୍ଚକର୍ତ୍ତା। ମେ’ ୧୭ରୁ ଚାଲିଥିବା...

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଅଭିଯୁକ୍ତା ସୁଥା ସିଭନାନଥମ। କୋଭିଡ୍‌ରେ ଯଦି...

ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍‌

ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍‌ ବୁଲେଟ ଟ୍ରେନ୍‌ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍‌ ଆରମ୍ଭ ହୋଇଥିବା ବେଳେ ଏହା ତିବ୍ବତର ପ୍ରାଦେଶିକ ରାଜଧାନୀ ଲହସା ଓ ଅରୁଣାଞ୍ଚଳ...

୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଶ୍ରେଣୀରେ ବସିଥିଲେ ଏହା ଦେଖି ଶିକ୍ଷୟିତ୍ରୀ ଜଣକ ଈର୍ଷାରେ ଜଳିଗଲେ। ସେ ଛାତ୍ରଙ୍କ...

ଉହାନ ଲାବ୍‌ ପ୍ରଘଟ ସୂତ୍ର ବିଶ୍ୱସନୀୟ ହେଲା କିପରି

ଓ୍ବାଶିଂଟନ,୨୫।୬: କରୋନା ମହାମାରୀ ସାରା ବିଶ୍ୱରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ତେବେ ଏହି ଭୂତାଣୁର ମୂଳ ଉତ୍ସ ଏବେ ବି ରହସ୍ୟାବୃତ ହୋଇ ରହିଛି। ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି (ଡବ୍ଲ୍ୟୁଆଇଭି)ରୁ ଏହି ଭୂତାଣୁର ଉତ୍ପତ୍ତି...

ଜେଲରେ ଜନ୍‌ ମେକେଫି ମୃତ

ମାଡ୍ରିଡ୍‌,୨୫।୬: ଆଣ୍ଟିଭାଇରସ୍‌ ଜଗତର ଜଣାଶୁଣା ନାମ ଜନ୍‌ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍‌ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍‌ର ବାର୍ସିଲୋନାସ୍ଥିତ ଏକ ଜେଲରେ ବୁଧବାର ଠାବ କରାଯାଇଛି। ତାଙ୍କୁ ବଞ୍ଚାଇବା ପାଇଁ ସବୁ ଉଦ୍ୟମ...

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ ବୋଲି ବିଶେଷଜ୍ଞମାନେ ଗୁରୁବାର କହିଛନ୍ତି। ବ୍ରିଷ୍ଟଲର ଅବସରପ୍ରାପ୍ତ ଡ୍ରାଇଭିଂ ଇନଷ୍ଟ୍ରକ୍ଟର ଡେଭ ସ୍ମିଥ...

ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍‌ ପ୍ରଦାନ ଅଭିଯାନ ଜାରି ରହିଛି। ତେବେ ଦିଆଯାଉଥିବା ଭାକ୍ସିନ୍‌ ଯୋଗୁ ଯୁବବର୍ଗଙ୍କଠାରେ ହାର୍ଟ...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଖୁବ୍‌ଶୀଘ୍ର ଏହି ରିପୋର୍ଟକୁ ପ୍ରକାଶ କରାଯିବ। ପୃଥିବୀର ବିଭିନ୍ନ ରେଡ଼ିଓ...

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ ପ୍ରଭାବ ପଡ଼ିଛି। ୨୦୧୮ରେ ଚେଟୋ ମାରମୋଣ୍ଟ ହୋଟେଲରେ ଜଣେ କଲ୍‌ଗର୍ଲଙ୍କ ସହ ବିତାଇଥିବା...

ମାସ୍କ୍‌ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଜେରୁଜେଲମ୍‌,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗ ଦର୍ଶିକା ଜାରି କରାଯାଇଛି। ତେବେ କିଛି ଦିନ ପୂର୍ବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri