ଅନ୍ତର୍ଜାତୀୟ

ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର

ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ ନିଷିଦ୍ଧ କରାଯାଇଛି। ଫିଲ୍ମର ‘ପାକିସ୍ତାନ ବିରୋଧୀ’ ବାର୍ତ୍ତା ଯୋଗୁଁ ବାହାରିନ୍, କୁଏତ୍, ଓମାନ,...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ ହୋଇଛି, ଅନେକ ପ୍ରସ୍ତାବ ଦିଆଯାଇଛି ଏବଂ ଅନେକ ହସ୍ତକ୍ଷେପ କରାଯାଇଛି, କିନ୍ତୁ ଭୂମିରେ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ପ୍ରଥମ ଥର ପାଇଁ, ଆମେରିକାର କାଲିଫର୍ନିଆ ରାଜ୍ୟରେ ChatGPT ଉପରେ ସିଧାସଳଖ...

ଭାରତକୁ ବଡ଼ ଝଟକା ଦେଲା ମେକ୍ସିକୋ, ୫୦% ଟାରିଫ୍‌ ଲଗାଇବା ପରେ ଏସବୁ ଜିନିଷର ବଢିଯିବ ଦାମ୍‌

ନୂଆଦିଲ୍ଲୀ, ୧୨ା୧୨: ମେକ୍ସିକୋ ସିନେଟ୍‌ରେ ବୁଧବାର ନୂଆ ଟାରିଫ୍‌ ରିଜାଇମ୍‌ ସମ୍ପର୍କିତ ଏକ ବିଲ୍‌ ପାରିତ ହୋଇଛି। ବିଧେୟକ ସପକ୍ଷରେ ୭୬ ଓ ବିରୋଧରେ ୫ ଭୋଟ ପଡ଼ିଥିବାବେଳେ ୩୫ ଜଣ ସିନେଟର ମତଦାନରୁ ବିରତ ରହିଥିଲେ। ଉକ୍ତ ବିଲ୍‌...

ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ

ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହୋଇଥିବା ବେଳେ ଆଜି ସକାଳୁ ପୁଣିଥରେ ଭୂକମ୍ପ ଦେଖାଯାଇଛି...

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି ବିଦ୍ରୋହୀ ଗୋଷ୍ଠୀର ନିୟନ୍ତ୍ରଣରେ ଥିବା ଏହି ହସ୍ପିଟାଲ୍ ଉପରେ ହୋଇଥିବା ଆକ୍ରମଣରେ ଅତି...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା ଦୂତାବାସ ସ୍ପଷ୍ଟ କରିଛି ଯେ ଯଦି କୌଣସି ପର୍ଯ୍ୟଟକ ଭିସା ଆବେଦନକାରୀଙ୍କର ଆମେରିକା...

ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ ଆମେରିକା ନାଗରିକତ୍ୱ ପ୍ରଦାନରେ ସହାୟକ ହେବ। ତେବେ ଭାରତ ଓ ଚାଇନା ଆଦି...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି କାଟିଥିଲେ ଏବଂ ପରେ ଏକ ବ୍ଲେଣ୍ଡରରେ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି। ଏହି ସମୟରେ ଉଭୟ ନେତା ଦିଲ୍ଲୀ ଓ ୱାଶିଂଟନ୍ ମଧ୍ୟରେ ଥିବା...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ ବର୍ତ୍ତମାନ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ୧୨ ଫେବୃଆରୀ ସକାଳ ୭:୩୦...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ ସମର୍ଥନ ବିକ୍ରୟକୁ ଅନୁମୋଦନ କରିଛି। ଆମେରିକା ପ୍ରତିରକ୍ଷା ସୁରକ୍ଷା ସହଯୋଗ ଏଜେନ୍ସି (DSCA)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri