ଅନ୍ତର୍ଜାତୀୟ

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା। ଏଥିରୁ ପ୍ରାୟ ୪୫୦ଟି ମସ୍କୋ ଦିଗକୁ ଆସିଥିବା ଏବଂ ସେଗୁଡ଼ିକୁ ଧ୍ୱଂସ କରାଯାଇଥିବା…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଅତ୍ୟଧିକ ଚାପ ପଡ଼ିଛି। ପରିସ୍ଥିତି ଏତେ ଗୁରୁତର ହୋଇପଡ଼ିଛି…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି ଯେ ଏହି ଗତି ପ୍ରଗତି ପାଇଁ ଅତ୍ୟାବଶ୍ୟକ। ଏହି ପ୍ରସଙ୍ଗକୁ ନେଇ ପ୍ରମୁଖ…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social) ରେ ଏକ ପୋଷ୍ଟ କରି ଟ୍ରମ୍ପ ଏହି ଗଣମାଧ୍ୟମ ସଂସ୍ଥାଗୁଡ଼ିକ ଉପରେ କ୍ରମାଗତ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ. ଗ୍ରାହାମ ସ୍ୟାଙ୍କସନିଂ ରୁଷିଆ ଆଣ୍ଡ ଇରାନ ଆକ୍ଟ ଅଫ ୨୦୨୬’ ନାମକ ଆଇନରେ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ ବିପର୍ଯ୍ୟୟ ମୁକାବିଲାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ୪୧ବର୍ଷ ପୁରୁଣା ଏହି ପୂର୍ବତନ ଇଟାଲୀୟ…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର ପାଇଁ ଫ୍ରାନ୍ସରୁ ଋଣ ସୂତ୍ରରେ ମେକ୍ସିକୋକୁ ଅଣାଯାଇଛି। ୧୮୪୦ ମସିହାରୁ ଏହା ଦେଶ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା, ଯେଉଁଥିରେ ଅତିକମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ ପୋଷଣ କରି ଢାକା କହିଛି ଯେ ସମ୍ପର୍କରେ ଉନ୍ନତି ଆଣିବା ପାଇଁ ଶେଖ…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ ସ୍ତର (ମ୍ୟାଣ୍ଟଲ)ର ଧୀର ଗତିଶୀଳତା, ପଥରଗୁଡ଼ିକର ପୁନଃଚକ୍ରଣ ଏବଂ ପୃଥିବୀର ଜଳବାୟୁ ନିୟନ୍ତ୍ରଣରେ…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ କାଉଣ୍ଟି ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ପାଇଲଟ୍‌ ବିମାନରୁ ସୁରକ୍ଷିତ ଭାବେ ବାହାରି…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି ଅବୈଧ ପଥ ଦେଇ ପାର ହେବାକୁ ଚେଷ୍ଟା କରିବା ବେଳେ ଇରାନ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?