ଅନ୍ତର୍ଜାତୀୟ

ଇଣ୍ଡୋନେସିଆ ଭୂକମ୍ପ ତାଣ୍ଡବ: ଗଲାଣି ୧୬୨ ଲୋକଙ୍କ ଜୀବନ, ଏବେ ବି ଅନେକ ନିଖୋଜ

ଜାକର୍ତ୍ତା,୨୨।୧୧: ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ହୋଇଥିବା ଭୂକମ୍ପ ଯୋଗୁ ୧୬୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଶହ ଶହ ଲୋକ ଆହତ ହୋଇଛନ୍ତି ଏବଂ ଅନେକ ଲୋକ ନିଖୋଜ ଅଛନ୍ତି। ଭୂକମ୍ପ ପରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡିଛନ୍ତି। ସୋମବାର…

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ପୁରୁଣା ଭିଡିଓ ଭାଇରାଲ

ପ୍ୟାରିସ,୨୨ ।୧୧: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କୁ ସର୍ବସାଧାରଣରେ ଜଣେ ମହିଳା ଥାପଡ ମାରିଥିଲେ । ମେହର ନ୍ୟୁଜ ଏଜେନ୍ସି ଏକ ଭାଇରାଲ ଭିଡିଓ ଶେୟାର କରି ଏହି ସୂଚନା ଦେଇଛି । ହେଲେ ଏହି ଭିଡିଓଟି ବହୁ ପୁରୁଣା ବୋଲି…

ରକେଟ୍‌ ମାଡ଼ରେ ୩ ମୃତ

ଇସ୍ତାନବୁଲ,୨୧।୧୧: ସିରିଆ ରକେଟ୍‌ ମାଡ଼ରେ ତୁର୍କିର ସୀମାବର୍ତ୍ତୀ ସହର କାରକାମିସରେ ସୋମବାର ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ତୁର୍କି ଗୃହମନ୍ତ୍ରୀ ମହମୁତ ଓଜେର ସୂଚନା ଦେଇଛନ୍ତି।…

ଇଣ୍ଡୋନେସିଆରେ ଭୂକମ୍ପ: ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି

ଜାକର୍ତ୍ତା,୨୧।୧୧: ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ସୋମବାର ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ରହିଥିଲା। ଭୂକମ୍ପ ସମୟରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇଆସିଥିଲେ। ଏଥିରେ ସହରରେ ୪୬ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କଲା ଆମେରିକା

ୱାଶିଂଟନ,୨୧।୧୧: ଜି-୨୦ ଶିଖର ସମ୍ମିଳନୀରେ ଭାରତର ଅଂଶଗ୍ରହଣ ପାଇଁ ଆମେରିକା ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛି। ହ୍ବାଇଟ ହାଉସର ଉପ ଜାତୀୟ ସୁରକ୍ଷା ପରାମର୍ଶଦାତା ଜୋନାଥନ ଫାଇନର ମୋଦିଙ୍କୁ ପ୍ରଶଂସା କରି କହିଛନ୍ତି, ଜି-୨୦ ଶିଖର ସମ୍ମିଳନୀରେ ମିଳିତ…

ଇଣ୍ଡୋନେସିଆରେ ଭୂକମ୍ପ: ୨୦ ମୃତ, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଜାକର୍ତ୍ତା,୨୧ା୧୧: ସୋମବାର ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶରେ ଭୂକମ୍ପ ଅନୂଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ଥିଲା। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୦ ଆହତ ହୋଇଥିବା ନେଇ ଜଣେ ସ୍ଥାନୀୟ ଅଧିକାରୀ ଏହି ସୂଚନା…

୯ ମାସରେ ରୁଷିଆ ମାଡ଼ କରିଛି ୪୭୦୦ରୁ ଅଧିକ କ୍ଷେପଣାସ୍ତ୍ର: ଜେଲେନେସ୍କିଙ୍କ ଅଭିଯୋଗ…

କ୍ୱିଭ୍‌,୨୧।୧୧ : ନଅ ମାସ ଧରି ଚାଲିଥିବା ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ନହୋଇ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ତାଙ୍କ ଦେଶର ବିନାଶର କାହାଣୀ ବର୍ଣ୍ଣନା କରୁଥିବାବେଳେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ ନଅ…

ବାଜଓ୍ବାଙ୍କ ପରିବାର ୬ ବର୍ଷରେ ହୋଇଛନ୍ତି ଅରବପତି…

ଇସଲାମାବାଦ,୨୧।୧୧ : ଆଗାମୀ କିଛି ଦିନ ମଧ୍ୟରେ ଅବସର ନେବାକୁ ଯାଉଥିବା ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱାଙ୍କ ପରିବାରକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ଆସିଛି। ଏହି କାରଣରୁ, ତାଙ୍କ କାର୍ଯ୍ୟକାଳରେ ଦୁର୍ନୀତି କଳଙ୍କ ଲାଗିବାକୁ ଯାଉଛି।…

ଟୁଇଟର୍‌କୁ ଫେରିବାକୁ ମୋର ଆଗ୍ରହ ନାହିଁ: ଟ୍ରମ୍ପ

ୱାଶିଂଟନ,୨୧।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋଶିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍‌କୁ ଫେରିଛନ୍ତି। ଟ୍ରମ୍ପଙ୍କ ଟୁଇଟର୍‌ ଆକାଉଣ୍ଟ ଆକ୍ଟିଭ୍‌ ହେବା ପରେ ତାଙ୍କ ଫଲୋଅର୍ସ ମଧ୍ୟ ଦ୍ରୁତ ଗତିରେ ବଢୁଛନ୍ତି। କିନ୍ତୁ ଏଥିରେ ଖୁସି ନାହାନ୍ତି ଟ୍ରମ୍ପ। ସେ କହିଛନ୍ତି,…

ବାଲୁଚିସ୍ତାନରେ ବିଦ୍ରୋହୀଙ୍କ ବିରୋଧରେ ପାକିସ୍ତାନ ବ୍ୟବହାର କରୁଛି ଚାଇନା ଡ୍ରୋନ…

ଇସଲାମାବାଦ,୨୧।୧୧ : ପାକିସ୍ତାନୀ ସେନା ବର୍ତ୍ତମାନ ଚାଇନାର ଡ୍ରୋନ ସିଏଚ-୪ବି ବ୍ୟବହାର କରି ବାଲୁଚିସ୍ତାନରେ ବିଦ୍ରୋହୀଙ୍କୁ ଦମନ କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ପାକିସ୍ତାନ ଯୁଦ୍ଧ ବିମାନ ଏବଂ ହେଲିକପ୍ଟର ସାହାଯ୍ୟରେ ବାଲୁଚ ଉପରେ ଆକ୍ରମଣ କରିଆସୁଛନ୍ତି, କିନ୍ତୁ ବର୍ତ୍ତମାନ ଡ୍ରୋନ ଦ୍ୱାରା…

କଲରାଡୋ ନାଇଟ କ୍ଲବ ଗୁଳିକାଣ୍ଡକୁ ନେଇ ପ୍ରତିକ୍ରିୟା ରଖିଲେ ବାଇଡେନ

ୱାଶିଂଟନ,୨୧ ।୧୧: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନି । ରବିବାର କଲରାଡୋର ଏଲଜିବିଟିକ୍ୟୁ କ୍ଲବରେ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆଖିବୁଜା ଗୁଳିଚାଳନାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୧୮ ଜଣ ଆହତ ହୋଇଛନ୍ତି…

ଗ୍ରୀସ୍‌ରେ ଭୂକମ୍ପ, ସୁନାମି ସତର୍କ ସୂଚନା ଜାରି…

ଏଥେନ୍ସ,୨୧।୧୧ : ସୋମବାର ଗ୍ରୀସ୍‌ରେ ଭୂମିକମ୍ପ ଅନୁଭୂତ ହୋଇଛି। ସୋମବାର ବିଳମ୍ବିତ ରାତି ୧ଟା ୨୫ରେ ସ୍ଥାନୀୟ କ୍ରିଟରେ ଅନୁଭୁତ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୫ ଥିଲା। ଏହା ଯୋଗୁ ସୁନାମି ହେବା ଆଶଙ୍କା ନେଇ ସତର୍କ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri