୨୦୨୪ରେ ନିର୍ବାଚନ ଲଢ଼ିବେ ଟ୍ରମ୍ପ୍…
ଓ୍ବାଶିଂଟନ,୧୬।୧୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସର ପ୍ରାର୍ଥୀତା ପାଇଁ କାଗଜପତ୍ର ଦାଖଲ କରିଛନ୍ତି। ଟ୍ରମ୍ପଙ୍କ ଏହି ନିଷ୍ପତ୍ତି ସହିତ ବର୍ତ୍ତମାନ ଏହା ସ୍ପଷ୍ଟ ହୋଇଛି ଯେ ସେ ୨୦୨୪ରେ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।…
୮ ଦେଶର ନେତାଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ…
ବାଲି,୧୬।୧୧ : ଇଣ୍ଡୋନେସିଆର ବାଲିରେ ଅନୁଷ୍ଠିତ ଜି -୨୦ ଶିଖର ସମ୍ମିଳନୀର ବୁଧବାର ଦ୍ୱିତୀୟ ଦିନ। ଏଠାରେ ବିଭିନ୍ନ ଦେଶ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ପ୍ରଧାନମନ୍ତ୍ରୀ ମୋଦି ନରେନ୍ଦ୍ର ଆଠଟି ଦେଶର ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ। ଏଥି…
ଶିଡ଼ିରେ ଝୁଣ୍ଟିଲେ ବାଇଡେନ, ସାହାରା ଦେଲେ ଜୋକୋ, ଭିଡ଼ିଓ ଭାଇରାଲ…
ବାଲି,୧୬।୧୧ : ଇଣ୍ଡୋନେସିଆର ବାଲିରେ ଅନୁଷ୍ଠିତ ଜି -୨୦ ଶିଖର ସମ୍ମିଳନୀର ବୁଧବାର ଦ୍ୱିତୀୟ ଦିନ। ଏଠାରେ ବିଭିନ୍ନ ଦେଶ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ଏବେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ…
ମହୁମାଛିଙ୍କ ଆୟୁଷ କମୁଛି
ଓ୍ବାଶିଂଟନ୍,୧୬ା୧୧: ଆମ ପାଇଁ ଫୁଲରୁ ମହୁ ସଂଗ୍ରହ କରି ଫେଣାରେ ସଂରକ୍ଷିତ ରଖୁଥିବା ମହୁମାଛିର ଆୟୁଷ ଅଧା କମିଯାଇଛି। ପୂର୍ବରୁ ମହୁମାଛି ୩୪ ଦିନ ବଞ୍ଚୁଥିବାବେଳେ ଏବେ ୧୮ ଦିନ ଜୀବିତ ରହୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଗଛରେ ଫୁଲ ଫୁଟିବା…
୮୦୦ କୋଟି ଜନସଂଖ୍ୟା ସମ୍ମୁଖରେ ଭୋକ-ଦାରିଦ୍ର୍ୟ-ବୃଦ୍ଧାବସ୍ଥା ସମସ୍ୟା…
ନୂଆଦିଲ୍ଲୀ,୧୫।୧୧ : ଦୁନିଆର ମାନବ ଜନସଂଖ୍ୟା ବର୍ତ୍ତମାନ ୮୦୦ କୋଟି ଅତିକ୍ରମ କରିଛି। ୧୯୫୦ ମସିହାରେ ଯେଉଁ ମାନବଙ୍କ ସଂଖ୍ୟା ମାତ୍ର ଅଢ଼େଇଶହ କୋଟି ଥିଲା, ତାହା ବର୍ତ୍ତମାନ ତିନିଗୁଣରୁ ଅଧିକ ହୋଇଛି। କେବଳ ଏତିକି ନୁହେଁ, ମିଳିତ ଜାତିସଂଘ ଆକଳନ…
ବାଲିରେ ଓଡ଼ିଶାର ବାଲିଯାତ୍ରା ସମ୍ପର୍କରେ କହିଲେ ପ୍ରଧାନମନ୍ତ୍ରୀ…
ବାଲି,୧୫।୧୧ : ଇଣ୍ଡୋନେସିଆର ବାଲିରେ ଜି -୨୦ଶିଖର ସମ୍ମିଳନୀ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ବାଲି ସହ ଭାରତର ଶହଶହ ବର୍ଷର ସମ୍ପର୍କ ଅଛି। ଇଣ୍ଡୋନେସିଆ ଏହି ପରମ୍ପରାକୁ ଜୀବନ୍ତ ରଖିଛି। ବାଲିରେ ଏକ…
ପାକିସ୍ତାନ ପ୍ରଧାନମନ୍ତ୍ରୀ କରୋନା ପଜିଟିଭ୍, ଗୋଟିଏ ଦିନ ତଳେ ବିଦେଶ ଗସ୍ତରୁ ଫେରିଥିଲେ…
ଇସଲାମାବାଦ,୧୫।୧୧ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହେବାଜ ସରିଫ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାକୁ ପାକିସ୍ତାନର ସୂଚନା ମନ୍ତ୍ରୀ ମରିୟମ ଔରଙ୍ଗଜେବ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ଦୁଇ ଦିନ ଧରି ପ୍ରଧାନମନ୍ତ୍ରୀ ଅସୁସ୍ଥ ଅନୁଭବ କରୁଥିଲେ।…
ଇସ୍ଲାମିକ୍ ଆଇନ କାର୍ଯ୍ୟ କରିବାକୁ ତାଲିବାନ୍ ସରକାରଙ୍କ ନିର୍ଦ୍ଦେଶ
କାବୁଲ,୧୫ା୧୧: ତାଲିବାନ୍ର ପ୍ରଥମ ପାଳି ଶାସନ ବେଳେ ଆଫାଗାନିସ୍ତାନବାସୀ ଅଣନିଃଶ୍ୱାସୀ ହୋଇପଡିଥିଲେ। ତାଲିବାନ୍ର ଦ୍ୱିତୀୟ ଶାସନ ପାଳିରେ ମଧ୍ୟ ଫେରୁଛି ବର୍ବରତା। ୨୦୨୧ ଅଗଷ୍ଟ ୧୫ରେ କାବୁଲ ଦଖଲ ପରେ ଅନ୍ତର୍ଜାତୀୟ ସ୍ବୀକୃତି ଆଶାରେ ତାଲିବାନ୍ ଶାସକ ପୂର୍ବାପେକ୍ଷା ନରମ ଆଭିମୁଖ୍ୟ…
ଜେଲନସ୍କିଙ୍କ ବଡ ବୟାନ, ଖେରସନରେ ରୁଷିଆ ସେନା ପଛକୁ ହଟିବା ଯୁଦ୍ଧ ଶେଷ ହେବାର ଆରମ୍ଭ
କ୍ୱିଭ,୧୫ ।୧୧: ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି କହିଛନ୍ତି ଖେରସନରୁ ରୁଷିଆ ସେନା ପଛକୁ ହଟିଯିବା ଯୁଦ୍ଧ ଶେଷର ଆରମ୍ଭ । ଏହା ପୂର୍ବରୁ ଖେରସନ ସହରରୁ ରୁଷିଆ ସେନା ପଛକୁ ହଟି ଯାଇଛନ୍ତି । ଏହା ପୂର୍ବରୁ ବି ଜେଲନସ୍କି…
ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଲେ ମୋଦି
ବାଲି,୧୫।୧୧: ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆର ବାଲିରେ ପହଞ୍ଚିଛନ୍ତି। ଏଠାରେ ସେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଛନ୍ତି। ବ୍ରିଟେନ ପ୍ରଧାନମନ୍ତ୍ରୀ ହେବା ପରେ ସୁନକଙ୍କ ସହ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କର ପ୍ରଥମ…
କରୋନା ଆକ୍ରାନ୍ତ ହେଲେ କାମ୍ବୋଡିଆ ପ୍ରଧାନମନ୍ତ୍ରୀ, ନିକଟରେ ବିଶ୍ୱର ଅନେକ ନେତାଙ୍କୁ ଭେଟିଥିଲେ
ବାଲି,୧୫।୧୧: କାମ୍ବୋଡିଆ ପ୍ରଧାନମନ୍ତ୍ରୀ ହନ ସେନ କରୋନା ଆକ୍ରାନ୍ତ ହୋଇଛନ୍ତି। ନିକଟରେ ସେ ଅନେକ ଦେଶର ନେତାଙ୍କୁ ଭେଟିଥିଲେ। ହୁନ କାମ୍ବୋଡିଆର ନୋମ ପେନ୍ହରେ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ସମ୍ମିଳନୀ ଆୟୋଜନ କରିଥିଲେ। ଏଥିରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ,…
ଜି-୨୦ ଶିଖର ସମ୍ମିଳନୀ ଆରମ୍ଭ: ଯୁଦ୍ଧ ସଙ୍କଟ ଉପରେ ଆଲୋକପାତ କଲେ ମୋଦି
ବାଲି,୧୫।୧୧: ଇଣ୍ଡୋନେସିଆର ବାଲିରେ ଆଜିଠାରୁ ଜି-୨୦ ଶିଖର ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ଭାରତର ପ୍ରତିନିଧିତ୍ୱ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ବିଶେଷ ମତ ଦେଇଛନ୍ତି। ସେ…
Archives


