ଯନ୍ତ୍ରଣା ନିବାରକ ‘ରୋବୋଟିକ୍ ପିଲ୍’
ଓ୍ବାଶିଂଟନ,୧୩।୧୦: ମଧୁମେହ, କ୍ୟାନ୍ସର ଭଳି ଦୁରାରୋଗ୍ୟ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ପ୍ରତିଦିନ ଇଞ୍ଜେକ୍ସନ ନେବାକୁ ପଡ଼ିଥାଏ। ଅନେକ ଲୋକଙ୍କ ପକ୍ଷେ ନିୟମିତ ଇଞ୍ଜେକ୍ସନ୍ ନେବା ସହଜ କଥା ନ ହେଲେ ମଧ୍ୟ ଜୀବନ ରକ୍ଷା ପାଇଁ ସେମାନେ ଡରରେ ଏହା...
୫୦ ଦେଶ ମିଳିତ ଭାବେ ୟୁକ୍ରେନର ବାୟୁସେନାକୁ କରିବେ ସୁଦୃଢ଼
ବ୍ରୁସଲେସ୍,୧୨ା୧୦: ବେଲଜିୟମର ରାଜଧାନୀ ବ୍ରୁସଲେସ୍ରେ ୫୦ରୁ ଅଧିକ ଦେଶର ପ୍ରତିନିଧିମାନେ ୟୁକ୍ରେନର ବାୟୁ ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ନିଷ୍ପତ୍ତି ନେବେ। ବୁଧବାର ଅନୁଷ୍ଠିତ ଏକ ସମାବେଶରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ ୟୁକ୍ରେନ ଯୁଦ୍ଧର ସଦ୍ୟତମ ପରିସ୍ଥିତି...
ନଭେମ୍ବରରେ ଭାରତ ଗସ୍ତରେ ଆସିବେ ଆମେରିକା ଅର୍ଥ ସଚିବ
ଓ୍ବାଶିଂଟନ,୧୨।୧୦: ଆମେରିକା ଅର୍ଥ ସଚିବ ଜାନେଟ୍ ୟେଲେନ୍ ନଭେମ୍ବର ମାସରେ ଭାରତ ଗସ୍ତରେ ଆସିବେ। ସେ ଆମେରିକା-ଭାରତ ଅର୍ଥନୀତି ଓ ଫାଇନାନ୍ସିଆଲ ସହଭାଗିତା ବୈଠକର ନବମ ସଂସ୍କରଣରେ ଯୋଗଦେବେ। ବିଶ୍ୱ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ଚ୍ୟାଲେଞ୍ଜକୁ ସାମ୍ନା କରିବାକୁ ହେଲେ...
ପୁଣି ୟୁକ୍ରେନ ଉପରେ ମିଶାଇଲ ମାଡ଼ କଲା ରୁଷିଆ
କିଭ୍,୧୨।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ବୁଧବାର ରୁଷିଆ ସେନା ୟୁକ୍ରେନର ଆଭିଡିଭକା ଉପରେ ମିଶାଇଲ ମାଡ଼ କରିଛି। ଏହି ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୮ ଜଣ ଆହତ ହୋଇଛନ୍ତି। ଗତ...
କ୍ରିମିଆ ବ୍ରିଜ୍ ବିସ୍ଫୋରଣ ଘଟଣା: ୮ ଗିରଫ
ମସ୍କୋ,୧୨ା୧୦: କ୍ରିମିଆ ବ୍ରିଜ୍ ବିସ୍ଫୋରଣ ଘଟଣାରେ ରୁଷିଆର ସଂଘୀୟ ସୁରକ୍ଷା ସେବା ଫେଡେରାଲ ସିକ୍ୟୁରିଟି ସର୍ଭିସ (ଏଫ୍ଏସ୍ବି) ୮ ଜଣଙ୍କୁ ଗିରଫ କରିଛି। ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖ୍ୟ ଗୁପ୍ତଚର ବିଭାଗ ଏହି ଆକ୍ରମଣ କରିଛି। ରୁଷିଆର ସରକାରୀ ଏଜେନ୍ସି...
ଆଣବିକ ଆକ୍ରମଣ କଲେ ପେଣ୍ଟାଗନ ଦେବ ଜବାବ: ପୁଟିନଙ୍କୁ ବାଇଡେନଙ୍କ ଚେତାବନୀ…
ଓ୍ବାଶିଂଟନ,୧୨।୧୦ : ପାଖାପାଖି ୮ ମାସ ଧରି ଚାଲିଥିବା ରୁଷିଆ-ୟୁକ୍ରେନ ଯୁଦ୍ଧରେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାର ନେଇ ଆଶଙ୍କା ବୃଦ୍ଧି ପାଉଛି। ରୁଷିଆର ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନଙ୍କ ଦ୍ୱାରା ଆଣବିକ ଆକ୍ରମଣର ଭୟ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ...
ଶକ୍ତିର ଆକଳନ ନକରି ୟୁକ୍ରେନ୍ ଯୁଦ୍ଧକୁ ଡେଇଁଛନ୍ତି ପୁଟିନ୍, ଏବେ ସେନା ପ୍ରତ୍ୟାହାର କରିବା ଉଚିତ: ବାଇଡେନଙ୍କ କଟାକ୍ଷ…
ଓ୍ବାଶିଂଟନ,୧୨।୧୦ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆର ପ୍ରତିପକ୍ଷ ଭ୍ଲାଦିମିର ପୁଟିନଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଯେ ପୁଟିନ୍ ୟୁକ୍ରେନର ଶକ୍ତିର ଆକଳନ ନକରି ଯୁଦ୍ଧକୁ ଡେଇଁ ପଡ଼ିଛନ୍ତି। ଏବେ ପୁଟିନ ଫଶି ଯାଇଛନ୍ତି। ବାଇଡେନ କହିଛନ୍ତି...
ଏଲୋନ ମସ୍କ ଆଣିଲେ ବନର୍ଟ ହେୟାର ଅତର, ଏକ ମିନିଟ ମଧ୍ୟରେ ବିକ୍ରି ହେଲା ୧୦ ହଜାର ବୋତଲ…
ଓ୍ବାଶିଂଟନ,୧୨।୧୦ : ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ଟେସଲା କମ୍ପାନୀର ମାଲିକ ଏଲୋନ ମସ୍କ ବର୍ତ୍ତମାନ ଏକ ନୂତନ ବ୍ୟବସାୟରେ ପ୍ରବେଶ କରିଥିବା ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ସେ ବନର୍ଟ ହେୟାର ନାମକ ଏକ ଅତର ଲଞ୍ଚ...
ମାଇକୋପ୍ଲାଜମା ଜେନିଟାଲିୟମ ସୁପରବଗ୍ ଜାଲରେ ପୃଥିବୀ, ଅଧାରୁ ଅଧିକ ଜନସଂଖ୍ୟା ହରାଉଛନ୍ତି ପ୍ରଜନନ କ୍ଷମତା…
ନୂଆଦିଲ୍ଲୀ,୧୨।୧୦ : ସୁପରବଗ ଯଥା ବ୍ୟାକ୍ଟେରିଆର ଏକ ରୂପ, ଯାହା ବେଳେବେଳେ ଏତେ ବିପଜ୍ଜନକ ହୋଇଯାଇଥାଏ ଯେ ଏହା ମନୁଷ୍ୟର ଜୀବନକୁ ମଧ୍ୟ ପ୍ରଭାବିତ କରିଥାଏ। ଏପରି ଏକ ସୁପରବଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଯେଉଁଥିପାଇଁ ଅନେକ ବୈଜ୍ଞାନିକ...
ସ୍ୟୁ ଚୀ ପୁଣି ଦୁଇ ମାମଲାରେ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡାଦେଶ ବୃଦ୍ଧି ପାଇ ହେଲା ୨୬ ବର୍ଷ…
ନାପିଦ୍ୱ,୧୨।୧୦ : ମ୍ୟାନମାରର ଅବସରପ୍ରାପ୍ତ ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ ପୁଣି ଆଉ ଦୁଇଟି ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହା ସହିତ ତାଙ୍କ ଜେଲ ଦଣ୍ଡାଦେଶ ୨୬ ବର୍ଷକୁ ବୃଦ୍ଧି କରାଯାଇଛି। ମ୍ୟାନମାର ଆଇନ ଅଧିକାରୀମାନେ...
ନ୍ୟୁଜର୍ସିରେ ଗାନ୍ଧୀ ସଂଗ୍ରହାଳୟ …
ଓ୍ବାଶିଂଟନ,୧୨।୧୦ : ଆମେରିକାର ନ୍ୟୁ ଜର୍ସି, ଆଟଲାଣ୍ଟିକ ସିଟିରେ ମହାତ୍ମା ଗାନ୍ଧୀଙ୍କ ଜୀବନ ଏବଂ ବାର୍ତ୍ତା ପାଇଁ ଉତ୍ସର୍ଗୀକୃତ ଏକ ସଂଗ୍ରହାଳୟ ଲୋକାର୍ପିତ କରାଯାଇଛି। ଏନେଇ ଆୟୋଜିତ ଏକ ଉତ୍ସବରେ ନ୍ୟୁୟର୍କର କନସୁଲ ଜେନେରାଲ ଅଫ ଇଣ୍ଡିଆ ରଣଧୀର ଜୟସ୍ବାଲଙ୍କ...
କିଙ୍ଗ୍ ଚାଲର୍ସ ତୃତୀୟଙ୍କ ରାଜାଭିଷେକ ଆସନ୍ତା ବର୍ଷ, ତାରିଖ ହେଲା ଘୋଷଣା…
ଲଣ୍ଡନ,୧୨।୧୦ : ଆସନ୍ତା ବର୍ଷ ବ୍ରିଟେନର ମହାରାଜା ଚାଲର୍ସ ତୃତୀୟ ମୁକୁଟ ପିନ୍ଧିବେ। ଏଥିପାଇଁ ୬ ମଇ ୨୦୨୩ ତାରିଖ ସ୍ଥିର କରାଯାଇଛି। ୱେଷ୍ଟମିନିଷ୍ଟର ଆବେରେ ଏହି ସମାରୋହ ଅନୁଷ୍ଠିତ ହେବ। ମଙ୍ଗଳବାର ବକିଙ୍ଗହମ ପ୍ୟାଲେସ ଏହି ଘୋଷଣା କରିଛି।...
Archives


