ଅନ୍ତର୍ଜାତୀୟ

‘ମୋ ଗୋଡରୁ ୩ ଗୁଳି ବାହାରିଛି’

ଇସଲାମାବାଦ୍‌,୮।୧୦: ଗୁଜରାନୱାଲାରେ ଏକ ରାଜନୈତିକ ସମାବେଶରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁଳି କରାଯାଇଥିଲା। ଏହି ଗୁଳିକାଣ୍ଡରେ ତାଙ୍କ ଡାହାଣ ଗୋଡରୁ ତିନିଟି ଗୁଳି କଢାଯାଇଛି। ଲାହୋରର ଜମାନ ପାର୍କରେ ଥିବା ତାଙ୍କ ବାସଭବନରୁର ବେକି ଆଣ୍ଡରସନଙ୍କ ସହ ଏକ…

ବିପଦ ଜୋନ୍‌ରେ ଅଧା ଜନସଂଖ୍ୟା

ଶାମ୍‌-ଏଲ୍‌-ଶେଖ୍‌,୮।୧୧: ଜଳବାୟୁ ପରିବର୍ତ୍ତନର ପ୍ରଭାବରୁ ଚଳିତ ବର୍ଷ ଅନେକ ଦେଶ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟର ସାମ୍‌ନା କରିଛନ୍ତି ଓ ବ୍ୟାପକ ଧନଜୀବନ କ୍ଷୟ ହୋଇଛି। ୨୦୧୫ରୁ ୨୦୨୨ ବିଶ୍ୱର ସବୁଠୁ ଉତ୍ତପ୍ତ ବର୍ଷ ବୋଲି ବିଶ୍ୱ ପାଣିପାଗ ସଂଗଠନ(ଡବ୍ଲ୍ୟୁଏମ୍‌ଓ)…

ଆମେରିକାରେ ମଧ୍ୟବର୍ତ୍ତିକାଳିନ ନିର୍ବାଚନ, ଟ୍ରମ୍ଫ-ବାଇଡେନଙ୍କ ପାଇଁ ଅଗ୍ନି ପରୀକ୍ଷା, ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଉପରେ ପଡିପାରେ ପ୍ରଭାବ

ୱାଶିଂଟନ,୮ ।୧୧: ଆମେରିକାରେ ଆଜି ଅର୍ଥାତ୍ ମଙ୍ଗଳବାର ମିଡ-ଟର୍ମ ଇଲେକସନ ବା ମଧ୍ୟବର୍ତ୍ତି କାଳିନ ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ଲକ୍ଷ ଲକ୍ଷ ଆମେରିକୀୟ ଏଥିରେ ମତଦାନ କରିବେ । ଏହି ନିର୍ବାଚନ ଉପରେ ଆମେରିକା ସହ ସାରା ବିଶ୍ୱର…

ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମରେ ୧୫୦୦୦ ଲୋକଙ୍କର ହୋଇଛି ମୃତ୍ୟୁ: ଡବ୍ଲୁଏଚଓ

ଜେନେଭା,୮ ।୧୧: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ୟୁରୋପର କ୍ଷେତ୍ରୀୟ ନିର୍ଦ୍ଦେଶକ ଡା. ହଂସ ହେନରି କ୍ଲୁଜ ସୋମବାର କହିଛନ୍ତି, ଚଳିତ ବର୍ଷ ୟୁରୋପରେ ଗରମ ଯୋଗୁ ଅତିକମରେ ୧୫,୦୦୦ଙ୍କ ମୃତ୍ୟୁ ହୋଇଛି । କ୍ଲୁଜ ଏକ ବୟାନରେ କହିଛନ୍ତି, ଏବେ ପର୍ଯ୍ୟନ୍ତ…

ଆମେରିକା ପରେ ୟୁକେ ମନ୍ତ୍ରୀଙ୍କ ତାଇଓ୍ବାନ ଗସ୍ତ: ଆପତ୍ତି ଉଠାଇଲା ଚାଇନା

ବେଜିଂ,୭।୧୧: ବ୍ରିଟେନର ବାଣିଜ୍ୟ ମନ୍ତ୍ରୀ ଗ୍ରେଗ ହେଣ୍ଡସଙ୍କ ତାଇୱାନ ଗସ୍ତକୁ ନେଇ ଚାଇନା ଆପତ୍ତି ଉଠାଇଛି। ବ୍ରିଟେନ ୱାନ ଚାଇନା ନୀତିର ଉଲ୍ଲଂଘନ କରୁଛି ବୋଲି ଚାଇନା କହିଛି। ବ୍ରିଟେନ ୱାନ ଚାଇନା ନୀତି ଉପରେ ନିଜର ପ୍ରତିଶ୍ରୁତି ଦେଇଥିବା ବେଳେ…

ପଳାତକ ସଞ୍ଜୟ ଭଣ୍ଡାରୀଙ୍କୁ ଭାରତ ଆଣିବାକୁ ଫିଟିଲା ବାଟ: ବ୍ରିଟେନ ଦେଲା ଅନୁମତି

ଲଣ୍ଡନ/ନୂଆଦିଲ୍ଲୀ,୭।୧୧: ଅସ୍ତ୍ରଶସ୍ତ୍ର ଡିଲର ତଥା ପଳାତକ ସଞ୍ଜୟ ଭଣ୍ଡାରୀଙ୍କ ପ୍ରତ୍ୟର୍ପଣ କ୍ଷେତ୍ରରେ ଭାରତକୁ ଏକ ସଫଳତା ମିଳିଛି। ବ୍ରିଟେନର ଓ୍ବେଷ୍ଟମିନ୍‌ଷ୍ଟର କୋର୍ଟ ସଞ୍ଜୟଙ୍କ ଭାରତ ପ୍ରତ୍ୟର୍ପଣ ନେଇ ସୋମବାର ମଞ୍ଜୁରି ପ୍ରଦାନ କରିଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ ଭାରତ ଅଣାଯିବ। ସଞ୍ଜୟଙ୍କ ବିରୋଧରେ…

ରୁଷିଆ ଆକ୍ରମଣକୁ ଡରିଲେଣି ଜେଲେନସ୍କି

କ୍ୱିଭ୍‌,୭ା୧୧: ୟୁକ୍ରେନ ଉପରେ ରୁଷିଆର ଅଧିକ ଆକ୍ରମଣ ନେଇ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଭୟଭୀତ ହୋଇପଡ଼ିଛନ୍ତି। ରୁଷିଆ ଆକ୍ରମଣ ଭୟରେ କ୍ୱିଭ୍‌ର ମେୟର ଯଥାଶୀଘ୍ର କ୍ୱିଭ୍‌ ଛାଡ଼ିବାକୁ ପ୍ରସ୍ତୁତ ରହିବାକୁ ବାସିନ୍ଦାଙ୍କୁ ଅନୁରୋଧ କରିଛନ୍ତି। ଏହି ଆକ୍ରମଣରେ ଜଳ ଏବଂ ବିଦ୍ୟୁ…

ଚାଇନାରେ ପଢୁଥିବା କେଉଁ ଭାରତୀୟ ଛାତ୍ରଙ୍କୁ ମିଳିବ ଲାଇସେନ୍ସ ଜାଣନ୍ତୁ…

ବେଜିଂ,୭ା୧୧: ପ୍ରତିବର୍ଷ ବହୁ ସଂଖ୍ୟକ ଭାରତୀୟ ଛାତ୍ରୀଛାତ୍ର ଡାକ୍ତରୀ ଅଧ୍ୟୟନ ପାଇଁ ଚାଇନା ଯାଇଥାନ୍ତି। ତେବେ କରୋନା ଅବଧି ସମୟରେ ହଜାର ହଜାର ଭାରତୀୟ ଛାତ୍ରୀଛାତ୍ରଙ୍କୁ ଘରକୁ ଫେରିବାକୁ ପଡ଼ିଥିଲା। ଏହି କାରଣରୁ ଅନେକ ପିଲା ସେମାନଙ୍କ ପାଠପଢ଼ା ଶେଷ ବି…

ଶାହରୁଖ-ସଲମାନଙ୍କଠାରୁ ମଧ୍ୟ ଭଲ ଅଭିନୟ କରିପାରନ୍ତି ଇମ୍ରାନ୍‌…

ଇସଲାମାବାଦ,୭।୧୧ : ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ) ମୁଖ୍ୟ ମୌଲାନା ଫଜଲୁର ରେହମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଇମ୍ରାନ ଖାନଙ୍କ ଉପରେ ହୋଇଥିବା ଆକ୍ରମଣ କେବଳ ଡ୍ରାମା। ଇମ୍ରାନ ଅଭିନୟ ଦକ୍ଷତାରେ…

ହାର୍‌ ମାନିବନି ନାସା, ପୁଣିଥରେ ଲଞ୍ଚ କରିବ ଆର୍ଟେମିସ୍‌

ଓ୍ବାଶିଂଟନ,୭ା୧୧: ଅନେକ ଥର ବିଫଳ ହେବା ପରେ ଆମେରିକାର ସ୍ପେସ୍‌ ଏଜେନ୍ସି ନଭେମ୍ବର ୧୪ରେ ପୁଣିଥରେ ଆର୍ଟେମିସ୍‌-୧ ମୁନ ମିଶନକୁ ମହାକାଶକୁ ପଠାଇବା ପାଇଁ ପ୍ରସ୍ତୁତ ହେଉଛି। କିଛି ଦିନ ପୂର୍ବରୁ ନାସାକୁ ବହୁ ପ୍ରତୀକ୍ଷିତ ମିଶନ ଆର୍ଟେମିସ-୧ ମିଶନ ପ୍ରତ୍ୟାହାର…

ଆମେରିକା-ଦକ୍ଷିଣ କୋରିଆ ଉପରେ ଆକ୍ରାମକ ହେଲେ କିମ୍‌, କ୍ଷେପଣାସ୍ତ୍ର ପରୀକ୍ଷଣ ସୈନ୍ୟ ମୁକାବିଲା ଅଭ୍ୟାସ…

ପ୍ୟୋଙ୍ଗୟାଙ୍ଗ,୭।୧୧ : ଉତ୍ତର କୋରିଆ, ଦକ୍ଷିଣ କୋରିଆ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଗତ ସପ୍ତାହରେ ଉତ୍ତର କୋରିଆ ଦ୍ୱାରା ୧୨ ପାଖାପାଖି କ୍ଷେପଣାସ୍ତ୍ର ଉତକ୍ଷେପଣ କରାଯାଇଥିଲା। ଏବେ ଉତ୍ତର କୋରିଆ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ପକ୍ଷରୁ…

ଇମ୍ରାନଙ୍କ ପୋଷ୍ଟମର୍ଟମ କରାଇବାକୁ କହିଲେ ଶେହବାଜ ସରିଫ…

ଇସଲାମାବାଦ,୭।୧୧ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ବିବୃତ୍ତି ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ଇମ୍ରାନଙ୍କୁ ପୋଷ୍ଟମର୍ଟମ କରିବାକୁ ପରାମର୍ଶ ଦେଉଥିବାର ନଜର ଆସିଛନ୍ତି। ଶେହବାଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri