ଅନ୍ତର୍ଜାତୀୟ

ଉଇଗର ମୁସଲିମ ଧର୍ମ ପ୍ରଚାରକ ଉମର ହୁସୈନଙ୍କର ଚାଇନର ଶିନଜିୟାଂଗ ଜେଲରେ ମୃତ୍ୟୁ, କାଟୁଥିଲେ ୫ ବର୍ଷର ଜେଲଦଣ୍ଡ

ୱାଶିଂଟନ,୩୧ ।୧୨: ଚାଇନର ଶିନଜିୟାଂଗରେ ଥିବା ଏକ ଜେଲରେ ଦଣ୍ଡ ଭୋଗୁଥିବା ଉଇଗର ମୁସଲିମ ଧର୍ମ ପ୍ରଚାରକ ଉମର ହୁସୈନଙ୍କର ମୃତ୍ୟୁ ଖବର ସାମ୍ନାକୁ ଆସିଛି । ଫେବୃୟାରୀ ୨ରେ ଲିଭର କ୍ୟାନସର ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।…

ପିଲା ଛୋଟ ଥିବା ବେଳେ ଏକ ଦଶକ ପର୍ଯ୍ୟନ୍ତ ଓବାମାଙ୍କୁ ବରଦାସ୍ତ କରି ନ ଥିଲେ ମିଶେଲ

ୱାଶିଂଟନ,୩୦ ।୧୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସହଧର୍ମିଣୀ ମିଶେଲ ଓବାମା ବଡ କଥା କହିଛନ୍ତି । ଆମେରିକାର ଏହି ପୂର୍ବତନ ଫାଷ୍ଟ ଲେଡି କହିଛନ୍ତି ଯେତେବେଳେ ତାଙ୍କ ପିଲାମାନେ ଛୋଟ ଥିଲେ ସେତେବେଳେ ସେ ତାଙ୍କ ସ୍ୱାମୀ ଅର୍ଥାତ୍…

ପିଟିଆଇ ଏମ୍‌ପିଙ୍କ ସାମୂହିକ ଇସ୍ତଫା ନାମଞ୍ଜୁର

ଇସଲାମାବାଦ୍‌,୩୦।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାର୍ଟି ପିଟିଆଇ ଏମ୍‌ପିଙ୍କ ସାମୂହିକ ଇସ୍ତଫାକୁ ପ୍ରତ୍ୟାଖ୍ୟାନ କରିଛନ୍ତି ପାକିସ୍ତାନ ନ୍ୟାଶନାଲ ଆସେମ୍ବଲି ବାଚସ୍ପତି ରାଜା ପରଭେଜ ଅଶରଫ। ସମ୍ବିଧାନ ଅନୁଯାୟୀ, ଇସ୍ତଫା ବ୍ୟକ୍ତିଗତ ଭାବରେ ଗ୍ରହଣ କରାଯାଇପାରିବ ଏବଂ ସାମୂହିକ ଭାବରେ ନୁହେଁ।…

ନୋବେଲ ବିଜେତା ସୁ କିଙ୍କୁ ୭ ବର୍ଷ ଜେଲ୍‌

ନାଏପିଡାଉ,୩୦।୧୨: ଦୁର୍ନୀତି ଅଭିଯୋଗରେ ମିଆଁମାର କୋର୍ଟ ଶୁକ୍ରବାର ନୋବେଲ ପୁରସ୍କାର ବିଜେତା ଆଙ୍ଗ ସାନ ସୁ କିଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ହେଲିକପ୍ଟର ନିଯୁକ୍ତି ଏବଂ ରକ୍ଷଣାବେକ୍ଷଣ ସହ ଜଡିତ ପାଞ୍ଚଟି ଦୁର୍ନୀତି ମାମଲାରେ ସୁ କିଙ୍କୁ ଏହି…

ଚାଇନା କରୋନା ପରିସ୍ଥିତି ଚିନ୍ତାଜନକ: ଉଦ୍‌ବେଗ ପ୍ରକାଶ କଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା,୩୦।୧୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଦାନୋମ ଗେବ୍ରେସିୟସ ଚାଇନାରେ କରୋନା ପରିସ୍ଥିତି ଗୁରୁତର ଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଚାଇନା କରୋନା ନିୟମ କୋହଳ କରିବା ପରେ ଏକ ଚିନ୍ତାଜନକ ପରିସ୍ଥିତି ଉପୁଜିଛି।…

ଦକ୍ଷିଣ କୋରିଆରେ ଚିହ୍ନଟ ହେଲା ମସ୍ତିଷ୍କକୁ କ୍ଷତି ପହଞ୍ଚାଉଥିବା ଏମିବା ୧୦ ଦିନରେ ନେଇପାରେ ଜୀବନ

ସିଓଲ,୩୦ ।୧୨: ଦକ୍ଷିଣ କୋରିଆରେ ମସ୍ତିଷ୍କକୁ କ୍ଷତି ପହଞ୍ଚାଉଥିବା ଏମିବା ପହଞ୍ଚିଯାଇଛି । ଏଥିରେ ଆକ୍ରାନ୍ତ ହୋଇ ଜଣେ ୫୦ ବର୍ଷିୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଦକ୍ଷିଣ କୋରିଆରେ ଏମିବା ସଂକ୍ରମଣର ଏହା ପ୍ରଥମ ଘଟଣା । ନେଗଲେରିୟା…

ଭାରତ, ଆମେରିକା ସମେତ ୭ ଦେଶ ଚାଇନା ଉପରେ ଲଗାଇଲେ ଯାତ୍ରା ପ୍ରତିବନ୍ଧକ

ୱାଶିଂଟନ/ନୂଆଦିଲ୍ଲୀ,୩୦ ।୧୨: ଚାଇନାରେ ବେଳକୁ ବେଳ ଅଣାୟତ୍ତ ହୋଇଛି କୋଭିଡ ସଂକ୍ରମଣ । କେବଳ ଡିସେମ୍ବର ମାସରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩୫ କୋଟି ବୋଲି କୁହାଯାଉଛି । ଚାଇନାର ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଓ…

ଦକ୍ଷିଣ ଚାଇନା ସାଗରରେ ଉତ୍ତେଜନା ବୃଦ୍ଧି କରୁଛି ଡ୍ରାଗନ, ଆମେରିକା ବିମାନର ନିକଟତର ହେଲା ଚାଇନା ଯୁଦ୍ଧ ବିମାନ

ୱାଶିଂଟନ,୩୦ ।୧୨: ଦକ୍ଷିଣ ଚାଇନା ମହାସାଗରରେ ନିଜ ବଳ କଷିବା ଛାଡୁନାହିଁ ଚାଇନା । ଏବେ ଚାଇନାକୁ ନେଇ ବଡ ଦାବି କରିଥିବା ଆମେରିକା କହିଛି, ଦକ୍ଷିଣ ଚାଇନା ସାଗରରେ ଆମେରିକା ବାୟୁସେନା ନିକଟତର ହୋଇଛି ଚାଇନର ଏକ ଯୁଦ୍ଧ ବିମାନ…

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବେଞ୍ଜାମିନ୍‌ ନେତ୍‌ନ୍ୟାହୁ

ଜେରୁଜେଲମ,୨୯।୧୨: ଦକ୍ଷିଣପନ୍ଥୀ ନେତା ବେଞ୍ଜାମିନ୍‌ ନେତ୍‌ନ୍ୟାହୁ ପୁଣି ଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଗୁରୁବାର ସେ ପ୍ରଧାନମନ୍ତ୍ରୀ ପଦ ପାଇଁ ଗୋପନୀୟତାର ଶପଥ ପାଠ କରିଥିଲେ। ଷଷ୍ଠ ଥର ପାଇଁ ସେ ଇସ୍ରାଏଲରେ ସରକାର ଗଠନ କରିଛନ୍ତି। ପୁନର୍ବାର କ୍ଷମତାକୁ ଫେରିବା…

ବିନା ହିଜାବରେ ଚେସ୍‌ ଖେଳିଲେ

ଅଲ୍‌ମାଟି,୨୯ା୧୨: ଏଫ୍‌ଆଇଡିଇ ଓ୍ବାଲର୍‌ଡ ରାପିଡ୍‌ ଆଣ୍ଡ୍‌ ବ୍ଲିଜ୍‌ ଚାମ୍ପିୟନ୍‌ଶିପ୍‌ କାଜାଖାସ୍ତାନର ଅଲ୍‌ମାଟିରେ ଆୟୋଜିତ ହୋଇଛି। ଏଥିରେ ଇରାନର ଚେସ୍‌ ଖେଳାଳି ସାରା ଖାଦେମ୍‌ ଭାଗନେଇଥିଲେ। ଇରାନ ସରକାର ମହିଳାମାନଙ୍କ ପାଇଁ ହିଜାବ ପରିଧାନକୁ ବାଧ୍ୟତାମୂଳକ କରିଥିବା ବେଳେ ସାରା ଏହାକୁ ଅବଜ୍ଞା…

ହୋଟେଲରେ ନିଆଁ ଲାଗି ୧୬ ମୃତ

ଫନୋମ୍‌ ପେନ୍‌ହ,୨୯ା୧୨: କାମ୍ବୋଡିଆର ଏକ ହୋଟେଲ କାସିନୋରେ ଗୁରୁବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ୧୨…

ଦକ୍ଷିଣ କୋରିଆ ରାଜପଥରେ ଅଗ୍ନିକାଣ୍ଡ: ୫ ଜଣଙ୍କ ଜୀବନ ଗଲା

ସିଓଲ,୨୯ା୧୨: ଗୁରୁବାର ଦକ୍ଷିଣ କୋରିଆର ଏକ ପ୍ରମୁଖ ଏକ୍ସପ୍ରେସଓ୍ବେରେ ବଡ଼ ଅଗ୍ନିକାଣ୍ଡ ଘଟିଛି। ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ୩୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ଜରୁରିକାଳୀନ ଅଧିକାରୀ ଏହି ସୂଚନା ଦେଇଛନ୍ତି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓଗୁଡିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri