ଅନ୍ତର୍ଜାତୀୟ

ବାଇଡେନ୍‌ଙ୍କ ପାଇଁ ବଡ଼ ପରୀକ୍ଷା

ଓ୍ବାଶିଂଟନ୍‌, ୩୦ା୧୦: ଆମେରିକାରେ ମିଡ୍‌ଟର୍ମ ଇଲେକ୍ସନକୁ ଆଉ ମାତ୍ର ୧୧ ଦିନ ଥିବାବେଳେ ଉଚ୍ଚ ମୁଦ୍ରାସ୍ଫୀତି, ଗର୍ଭପାତ ଅଧିକାର ଆଦି ପ୍ରସଙ୍ଗ ଶାସକ ଡେମୋକ୍ରାଟିକ୍‌ ପାର୍ଟି ପାଇଁ ଚିନ୍ତାର କାରଣ ପାଲଟିଛି। ଫଳରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଉପରେ ଲୋକଙ୍କ ଭରସା…

ଟ୍ରସ୍‌ଙ୍କ ଫୋନ୍‌ ହ୍ୟାକ୍‌ କରାଇଥିଲେ ପୁଟିନ୍‌…

ଲଣ୍ଡନ/ମସ୍କୋ,୩୦।୧୦: ୟୁକ୍ରେନ ସହିତ ଯୁଦ୍ଧ ପରେ ଆମେରିକା ଏବଂ ବ୍ରିଟେନ ପରି ଦେଶର ପରବର୍ତ୍ତୀ ପଦକ୍ଷେପ ଉପରେ ରୁଷିଆର ତୀକ୍ଷ୍‌ଣ ନଜର ରଖିଛି। ଏଭଳି ପରିସ୍ଥିତିରେ ରୁଷିଆ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ନାଟୋ ଦେଶର ପ୍ରତ୍ୟେକ କାର୍ଯ୍ୟକଳାପ ଉପରେ ନଜର ରଖିବା…

ଟୁଇଟରରେ ବଡ ସଂଖ୍ୟାରେ ହୋଇପାରେ ଛଟେଇ, ଟେକ୍‌ଓଭର ପରେ ଏଲନ ମସ୍କ କରୁଛନ୍ତି ଯୋଜନା

ୱାଶିଂଟନ,୩୦ ।୧୦: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେଲସାର ସିଇଓ ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ କିଛିଦିନ ମଧ୍ୟରେ ଛଟେଇ ସଙ୍କେତ ଦେଇଛନ୍ତି । ଡିଲ ଶେଷ ହେବା ପରେ ଆକ୍ସନ ମୁଡରେ ନଜର ଆସିଛନ୍ତି ମସ୍କ…

ଦକ୍ଷିଣ କୋରିଆରେ ମୃତ୍ୟୁର ତାଣ୍ଡବ: ୧୯ ବିଦେଶୀଙ୍କ ସମେତ ୧୫୦ରୁ ଅଧିକ ମୃତ, ୩୫୦ରୁ ଅଧିକ ନିଖୋଜ

ସିଓଲ,୩୦ ।୧୦: ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ବଡ ଦୁର୍ଘଟଣା ଘଟିଯାଇଛି । ଶନିବାର ୨୯ ଅକ୍ଟୋବର ୨୦୨୨ରେ ହଲୋଇନ ଫେଷ୍ଟିଭାଲ ପାଳନ କରିବାକୁ ପହଞ୍ଚିଥିବା ଲୋକଙ୍କ ମଧ୍ୟରେ ଦଳାଚକଟା ହୋଇ ଉତ୍ସବର ପରିବେଶ ଆଖି ଲୁହରେ ଭିଜି ଯାଇଛି ।…

ଡ୍ରୋନ୍ ଆକ୍ରମଣର ଅଭିଯୋଗ ଆଣିଲା ରୁଷିଆ, ୟୁକ୍ରେନ ଦେଲା ଚେତବାନୀ

ମସ୍କୋ/କ୍ୱିଭ,୩୦ ।୧୦: ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ଶନିବାର ୟୁକ୍ରେନ୍ ଉପରେ ବଡ ଅଭିଯୋଗ ଆଣିଛି । ରୁଷିଆ କହିଛି ୟୁକ୍ରେନ କ୍ରିମିୟାର ସବୁଠାରୁ ବଡ ସହର ଓ ବନ୍ଦର, ଜାହାଜ ଉପରେ ଡ୍ରୋନ୍ ଆକ୍ରମଣ କରିଛି ଯାହା ଏକ ଆତଙ୍କବାଦୀ କାର୍ଯ୍ୟ…

ପୂର୍ବ ବାଗଦାଦରେ ଫୁଟବଲ ଷ୍ଟାଡିୟମ ନିକଟରେ ବିସ୍ଫୋରଣ, ୧୦ ମୃତ, ୨୦ରୁ ଅଧିକ ଆହତ

ବାଗଦାଦ,୩୦ ।୧୦: ଇରାକର ପୂର୍ବ ବାଗଦାଦରେ ହୋଇଥିବା ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ଅତିକମରେ ୨୦ଜଣ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ବିସ୍ଫୋରଣ ଏକ ଫୁଟବଲ ଷ୍ଟାଡିୟମ ଓ ଏକ କୈଫେ ନିକଟରେ…

ହଲୋଇନ ଫେଷ୍ଟିଭାଲରେ ଦଳାଚକଟା. ହୃଦଘାତରେ ୧୪୯ ମୃତ, ଶୋକ ପ୍ରକାଶ କଲେ ବାଇଡେନ, ସୁନକଙ୍କ ସମେତ ସାରା ବିଶ୍ୱର ଅନେକ ନେତା

ସିଓଲ,୩୦ ।୧୦: ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ଚାଲିଥିବା ହଲୋଇନ୍ ଫେଷ୍ଟିଭାଲରେ ଦଳାଚକଟାରେ ଏପର୍ଯ୍ୟନ୍ତ ୧୪୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ୧୫୦ରୁ ଅଧିକ ଆହତ ବି ହୋଇଛନ୍ତି । ଏହି ଘଟଣା ସମୟରେ କେତେକଙ୍କୁ…

ବୁଡ଼ାଜାହାଜରେ ମହିଳାଙ୍କୁ ବଳାତ୍କାର ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ନୌସେନା ମୁଖ୍ୟ

ଲଣ୍ଡନ,୨୯ା୧୦: ବୁଡ଼ାଜାହାଜରେ ମହିଳାଙ୍କୁ ବଳାତ୍କାର ନେଇ ନୌସେନା ମୁଖ୍ୟ ଚିନ୍ତିତ ବୋଲି କହିଛନ୍ତି। ବୁଡ଼ାଜାହାଜ ମଧ୍ୟରେ ମହିଳାଙ୍କୁ ଧମକ ଓ ବଳାତ୍କାର ମାମଲାରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପୂର୍ବତନ ରୟାଲ ନୌସେନା ଲେଫ୍ଟନାଣ୍ଟ…

ସୋମାଲିଆରେ ୨ କାର ବୋମା ବିସ୍ଫୋରଣ, ବହୁ ଲୋକଙ୍କ ମୃତ୍ୟୁ ଆଶଙ୍କା…

ମୋଗାଡିଶୁ,୨୯।୧୦ : ସୋମାଲିଆ ରାଜଧାନୀ ମୋଗାଡିଶୁର ଏକ ସରକାରୀ କାର୍ଯ୍ୟାଳୟ ନିକଟରେ ଶନିବାର ୨ଟି ଶକ୍ତିଶାଳୀ ବୋମା ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଘଟିଥିବା ସ୍ଥାନରେ ବହୁ ଲୋକ ଜମା ହୋଇଥିଲେ। ତେଣୁ ମୃତାହତଙ୍କ ସଂଖ୍ୟା ଅଧିକ ହେବାର ଆଶଙ୍କା ରହିଥିବା ସ୍ଥାନୀୟ…

ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଯୋଗାଣ ପ୍ରତିଶ୍ରୁତିରେ ବାଧା, ରୁଷିଆ ସହିତ ଆମେରିକାରେ ମଧ୍ୟ ଅସ୍ତ୍ରଶସ୍ତ୍ର ଅଭାବ…

ଓ୍ବାଶିଂଟନ,୨୯।୧୦ : ଆଠ ମାସ ଧରି ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଯୋଗୁ କେବଳ ରୁଷିଆ ନୁହେଁ ଆମେରିକାର ଅସ୍ତ୍ରଶସ୍ତ୍ର ମଧ୍ୟ ଖାଲି ହୋଇଯାଉଛି। ଏହି କାରଣରୁ, ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଯୋଗାଇଦେବାକୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିବା କଷ୍ଟକର ହୋଇପଡୁଛି। ଏହା ୟୁକ୍ରେନର…

ଆତଙ୍କବାଦ ମାନବିକତା ପାଇଁ ସବୁଠାରୁ ବଡ ବିପଦ, ଏସିଆ-ଆଫ୍ରିକାରେ ବୃଦ୍ଧି ପାଉଛି…

ଜେନେଭା,୨୯।୧୦ : ଆତଙ୍କବାଦକୁ ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ପରିଣତ କରିଥିବା ଦେଶମାନଙ୍କୁ ଚେତାବନୀ ଦେବା ପାଇଁ ଜାତିସଂଘର ଆତଙ୍କବାଦ ବିରୋଧୀ ପ୍ରତିବନ୍ଧକ ବ୍ୟବସ୍ଥା ପ୍ରଭାବଶାଳୀ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶନିବାର ସ୍ପଷ୍ଟ ଭାବେ କହିଛନ୍ତି। ପାକିସ୍ତାନର ନାମ ନନେଇ…

ବର୍ତ୍ତମାନ ପର୍ଯ୍ୟନ୍ତ ବାୟୋ ବଦଳାଇନାହାନ୍ତି ଟୁଇଟରର ପୂର୍ବତନ ସିଇଓ

ଓ୍ବାଶିଂଟନ,୨୯ା୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ନିଜେ କିପରି ବିଗ୍‌ ବସ୍‌ ହୋଇଛନ୍ତି ତାହାର ଏକ ଉଦାହରଣ ଦେଇଛନ୍ତି। ଦୁଇ ହାତରେ ସିଙ୍କ୍‌ ଧରି ଟୁଇଟର ମୁଖ୍ୟାଳୟରେ ପହଞ୍ଚିଥିବା ଏଲନ ସୂଚାଇ ଦେଇଛନ୍ତି ଯେ, ସେ କେତେ କ୍ୟାରିୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri