ଇମ୍ରାନ ଖାନ୍ଙ୍କୁ ଝଟ୍କା: ଅଯୋଗ୍ୟ ଘୋଷିତ କଲେ ନିର୍ବାଚନ କମିଶନର
ଇସ୍ଲାମାବାଦ୍,୨୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ପାକିସ୍ତାନର ନିର୍ବାଚନ ଆୟୋଗ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୫ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି। ତୋଷଖାନା ମାମଲାରେ ଇମ୍ରାନ ଖାନଙ୍କୁ ଦୁର୍ନୀତିଗ୍ରସ୍ତ ଅପରାଧରେ ଦୋଷୀ ସାବ୍ୟସ୍ତ…
ମେକ୍ସିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରରେ ଧକ୍କା ହେବା ପରେ ନିକଟରେ ଥିବା କିଛି ଘରେ ଲାଗିଲା ନିଆଁ
ମେକ୍ସିକୋ ସିଟି,୨୧ ।୧୦: ନର୍ଥ ଆମେରିକାର ମେସ୍କିକୋରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରେନ୍ ତେଲ ଟ୍ୟାଙ୍କର ସହ ଧକ୍କା ହେବା ଫଳରେ ଏଥିରେ ନିଆଁ ଲାଗିଯାଇଛି । ଚାହୁଁ ଚାହୁଁ ଟ୍ରେନରେ…
ଚାଇନା-ରୁଷିଆ ତୁଳନାରେ ଦୁର୍ବଳ ଆମେରିକା ସେନା, ଯୁଦ୍ଧ ଜିତିବାକୁ ସକ୍ଷମ ନୁହେଁ
ୱାଶିଂଟନ,୨୧ ।୧୦: କୁହାଯାଏ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ହେଉଛି ଆମରିକା । ତେବେ ବିଶ୍ୱ ସ୍ତରରେ ଏହି ଦେଶ ଆର୍ଥିକ ସ୍ତରରେ ଖୁବ୍ ମଜଭୁତ । ହେଲେ ପ୍ରତିରକ୍ଷା ମାମଲାରେ ଆମେରିକା ସେନା ଗୋଟିଏବି ଯୁଦ୍ଧ ଜିତିବାର କ୍ଷମତା ରଖନ୍ତି…
ନିଆଁ ଲାଗି ମସ୍ଜିଦ ଗମ୍ବୁଜ ଭୁଶୁଡ଼ିଲା
ଜାକର୍ତ୍ତା,୨୧।୧୦: ଇଣ୍ଡୋନେସିଆର ଜାକର୍ତ୍ତା ଇସ୍ଲାମିକ ସେଣ୍ଟର ଗ୍ରାଣ୍ଡ ମସ୍ଜିଦରେ ବୁଧବାର ନିଆଁ ଲାଗିବା ପରେ ବିଶାଳ ଗମ୍ବୁଜ ଭୁଶୁଡ଼ି ପଡ଼ିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ମସ୍ଜିଦ କର୍ତ୍ତୃପକ୍ଷ କହିଛନ୍ତି। ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ନିଆଁ ଲାଗି ଗମ୍ବୁଜଟି…
୧,୪୪୮ କିଲୋମିଟର ପହଁରିବାରେ ପ୍ରଥମ ମହିଳା
ଲଣ୍ଡନ, ୨୧/୧୦:ନର୍ଥ ୟୋର୍କଶାୟର ଥିରସ୍କ ସହରର ଜସ୍ମିନ୍ ହାରିସନ୍ (୨୩) ବିଶ୍ୱର ପ୍ରଥମ ମହିଳା ଭାବେ ସର୍ବାଧିକ ୯୦୦ ମାଇଲ (୧୪୪୮ କିଲୋମିଟର) ପହଁରି ରେକର୍ଡ କରିଛନ୍ତିିିି। ଦେଶର ପଶ୍ଚିମ ତଟ ଦେଇ ସେ ‘ଲ୍ୟାଣ୍ଡ୍ସ ଏଣ୍ଡ୍’ ରୁ ‘ଜନ୍ ଓ’ଗ୍ରୋଟ୍ସ’…
ଡାଉନିଂ ଷ୍ଟ୍ରିଟ୍ ଦୌଡ଼: ଟ୍ରସ୍ଙ୍କ ପରେ କିଏ
ଲଣ୍ଡନ,୨୧ା୧୦:ବ୍ରିଟେନରେ ଲିଜ୍ ଟ୍ରସ୍ଙ୍କ ଦେଢ଼ ମାସିଆ ସରକାରର ପତନ ଘଟିବା ପରେ ତାଙ୍କ ଉତ୍ତରାଧିକାରୀ କିଏ ହେବେ ତାକୁ ନେଇ ନାନା ଚର୍ଚ୍ଚା ହେଉଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ପ୍ରାକ୍ତନ ଅର୍ଥମନ୍ତ୍ରୀ ଋଷି ସୁନକ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ବୋଲି କୁହାଯାଉଛି।…
ସୁଦାନରେ ରକ୍ତ ସଂଘର୍ଷ: ୧୭୦ ଲୋକଙ୍କ ଜୀବନ ଚାଲିଗଲା
ଖାରଟୋମ,୨୧।୧୦:ସୁଦାନରୁ ଆଦିବାସୀମାନଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଗତ ଦୁଇ ଦିନ ମଧ୍ୟରେ ଦେଶର ଦକ୍ଷିଣ ବ୍ଲୁ ନାଇଲ୍ରେ ଆଦିବାସୀମାନଙ୍କ ମଧ୍ୟରେ ଜାତିଗତ ସଂଘର୍ଷରେ ୧୭୦ ଜଣଙ୍କର ମୃତ୍ୟୁ ହୋଇଛି। ବୁଧବାର ଲୋକଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଥିବା ସୁଦାନର ଅଧିକାରୀ…
କିଛି ଦେଶରେ ଆସିପାରେ କରୋନାର ଆଉ ଏକ ଲହର: ଡବ୍ଲୁଏଚଓ ଚିଫ୍ ସାଇଣ୍ଟିଷ୍ଟଙ୍କ ଚେତାବନୀ
ଜେନେଭା,୨୧ ।୧୦: ଦେଶରେ ଏବେ ଉତ୍ସବର ସମୟ ଚାଲିଥିବା ବେଳେ ଏହାରି ଭିତରେ କରୋନାର ଓମିକ୍ରନ ଭାରିଏଣ୍ଟର ସବ ଭାରିଏଣ୍ଟ ଏକ୍ସବିବି ଡରାଇବା ଆରମ୍ଭ କରି ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟ ବୈଜ୍ଞାନିକ ବା ଚିଫ ସାଇଣ୍ଟିଷ୍ଟ ସୌମ୍ୟା…
୪୫ଦିନରେ ଲିଜ୍ ଟ୍ରସ୍ ଛାଡିଲେ ଗାଦି
ଲଣ୍ଡନ,୨୦।୧୦: ୪୫ ଦିନର ଦାୟିତ୍ୱ ଗ୍ରହଣ କରିବା ପରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ୍ ଟ୍ରସ୍ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟ ଜଣେ ଉତ୍ତରାଧିକାରୀ ଚୟନ ନ ହେବା ପର୍ଯ୍ୟନ୍ତ ସେ ପ୍ରଧାନମନ୍ତ୍ରୀ ପଦବୀରେ ରହିବେ ବୋଲି ଟ୍ରସ୍ ଏକ…
୬ ଦେଶରେ ଓମିକ୍ରନ ସ୍ପାଉନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବଢ଼ିଲା ଚିନ୍ତା…
ଜେନେଭା,୨୦।୧୦ : ବିଶ୍ୱ ନାମରେ ଆତଙ୍କ ସୃଷ୍ଟି କରିଥିବା କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। ଫଳରେ କରୋନା ମାର୍ଗଦର୍ଶିକା ପୁଣି ଫେରିବା ଆରମ୍ଭ କରିଛି। ଏବେ ପୁଣି ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ଜରୁରୀ ହୋଇ ପଡ଼ିଛି। ଅପରପକ୍ଷରେ,…
ବ୍ରିଟେନରେ ଦରଦାମ୍ ବୃଦ୍ଧି ଆକାଶ ଛୁଆଁ, ଦିନକୁ ଥରେ ଖାଇବାକୁ ବାଧ୍ୟ ହେଉଛନ୍ତି ଲୋକେ…
ଲଣ୍ଡନ,୨୦।୧୦ : ରୁଷିଆ-ୟୁକ୍ରେନ ଯୁଦ୍ଧ, ଜାରି ରହିଛି। ଏହା ଯୋଗୁ ତୈଳ ମୂଲ୍ୟ ଏବଂ ମୁଦ୍ରାସ୍ଫୀତି ବିଶ୍ୱରେ ସଙ୍କଟ ସୃଷ୍ଟି କରିଛି। ଏହାର ପ୍ରଭାବ ବ୍ରିଟେନରେ ସର୍ବାଧିକ ଅନୁଭୁତ ହୋଇଛି। ଏକ ରିପୋର୍ଟ ଅନୁଯାୟୀ, ଖାଦ୍ୟସାମଗ୍ରୀର ଦରଦାମ ବୃଦ୍ଧି ଯୋଗୁ ବ୍ରିଟେନର…
ଇଣ୍ଡୋନେସିଆରେ ଛୋଟପିଲାଙ୍କ ସମସ୍ତ ସିରପ୍ ଉପରେ ପ୍ରତିବନ୍ଧକ…
ଜାକର୍ତ୍ତା,୨୦।୧୦ : ଇଣ୍ଡୋନେସିଆ ସରକାର ଦେଶରେ ଉପଲବ୍ଧ ଥିବା ଛୋଟପିଲାଙ୍କ ସମସ୍ତ ସିରପ୍ ଏବଂ ସମସ୍ତ ତରଳ ଔଷଧ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଗତ କିଛି ମାସ ମଧ୍ୟରେ ୯୯ ଶିଶୁଙ୍କ ମୃତ୍ୟୁକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ମିଡିଆ…
Archives


