ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଲା ରୁଷିଆ
ମସ୍କୋ/କିଭ୍/ଲଣ୍ଡନ,୧୪ା୧୦: ଆମେରିକା ନେତୃତ୍ୱାଧୀନ ନର୍ଥ ଆଟଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସାମରିକ ମେଣ୍ଟରେ ୟୁକ୍ରେନ୍ ସାମିଲ ହେଲେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ରରେ ଘମାଘୋଟ ଲଢ଼େଇ ହେବ। ଏହି ସଂଘର୍ଷରୁ ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେବ ବୋଲି ଗୁରୁବାର ରୁଷିଆ ସୁରକ୍ଷା…
ଝୁଲିଲା ଭାରତ, ବ୍ରିଟେନ ଏଫ୍ଟିଏ
ନୂଆଦିଲ୍ଲୀ/ଲଣ୍ଡନ,୧୪ା୧୦:ବ୍ରିଟେନରେ ବସବାସ କରୁଥିବା ଉଚ୍ଚ ଦକ୍ଷତାସମ୍ପନ୍ନ ପ୍ରବାସୀଙ୍କ ମଧ୍ୟରେ ଭାରତୀୟମାନେ ଲଗାତର ସର୍ବାଗ୍ରେ ରହିଆସିଛନ୍ତି। ସଦ୍ୟ ତଥ୍ୟାନୁସାରେ ଚଳିତବର୍ଷ ପ୍ରାୟ ୧,୧୮,୦୦୦ ଭାରତୀୟ ଛାତ୍ରୀଛାତ୍ର ବ୍ରିଟେନର ଷ୍ଟୁଡେଣ୍ଟ ଭିଜା ପାଇଛନ୍ତି, ଯାହାକି ପୂର୍ବବର୍ଷ ତୁଳନାରେ ୮୯% ଅଧିକ। ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ…
ୟୁକ୍ରେନ୍ର ମାଇକୋଲିଭ ଉପରେ ରୁଷିଆର ମିଶାଇଲ ବର୍ଷା, ଇରାନୀ ଡ୍ରୋନରୁ କ୍ୱିଭ ଉପରେ ଆକ୍ରମଣ
କ୍ୱିଭ,୧୪ ।୧୦: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ନେଇ ବେଳକୁ ବେଳ ଚିନ୍ତା ବଢିବାରେ ଲାଗିଛି । ଗୁରୁବାର ଗୋଟିଏ ପଟେ ରୁଷିଆ ୟୁକ୍ରେନ ଉପରେ କରିଥିବା ଆକ୍ରମଣକୁ ସଂଯୁକ୍ତ ରାଷ୍ଟ୍ର ମହାସଭାରେ ନିନ୍ଦା କରାଯାଉଥିବା ବେଳେ ଅନ୍ୟପଟେ ରୁଷିଆ ସେନା ୟୁକ୍ରେନର ମାଇକୋଲିଭ…
ଇରାକକୁ ମିଳିଲା ନୂଆ ରାଷ୍ଟ୍ରପତି
ବାଗଦାଦ,୧୩।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍ ରଶିଦ୍ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ଭାବେ ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା ରାଜନୈତିକ ଅଚଳାବସ୍ଥା ଦୂର ହୋଇ ନୂଆ ସରକାର ଗଠନ ଲାଗି ପଥ ପରିଷ୍କାର ହୋଇଯାଇଛି।…
ତୃତୀୟ ବିଶ୍ୱଯୁଦ୍ଧ ପାଇଁ ଧମକ ଦେଲା ରୁଷିଆ
ମସ୍କୋ,୧୩।୧୦: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି। ଗତ କିଛି ଦିନ ହେଲା ରୁଷିଆ ଅଧିକ ଆକ୍ରାତ୍ମକ ହୋଇ ଲଗାତର ଭାବେ ୟୁକ୍ରେନ ଉପରେ ଆକ୍ରମଣ କରୁଛି। ଏହି ଆକ୍ରମଣ ମଧ୍ୟରେ ୟୁକ୍ରେନ ନାଟୋରେ…
ସେନା ବସ୍ ଉପରେ ଗୁଳିମାଡ଼: ୧୮ ସୈନ୍ୟ ମୃତ୍ୟୁ, ୨୭ ଆହତ
ଡାମସକସ,୧୩।୧୦: ସିରିଆର ଡାମସକସ ନିକଟରେ ଗୁରୁବାର ଏକ ସେନା ବସ ଉପରେ ବୋମା ମାଡ କରାଯାଇଛି। ଏହି ଆକ୍ରମଣରେ ଅତିକମରେ ୧୮ ସୈନିକଙ୍କର ମୃତ୍ୟୁ ଘଟିଥିବା ବେଳେ ୨୭ ଜଣ ଆହତ ହୋଇଛନ୍ତି। ଗତ କିଛି ମାସ ମଧ୍ୟରେ ସିରିଆ ସରକାରୀ…
ନାବାଳିକା ବଳାତ୍କାର ମାମଲାରେ ଫସିଲେ ପୂର୍ବତନ କ୍ରିକେଟର, ବଢ଼ିଲା ରିମାଣ୍ଡ ଅବଧି
କାଠମାଣ୍ଡୁ,୧୩ା୧୦: ନାବାଳିକା ବଳାତ୍କାର ମାମଲାରେ ନେପାଳ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ସନ୍ଦୀପ ଲାମିଛାନେ ଫସିଛନ୍ତି। ସନ୍ଦୀପଙ୍କ ପୋଲିସ ହେପାଜତକୁ ଆହୁରି ବୃଦ୍ଧି କରାଯାଇଛି। ତାଙ୍କ ଓକିଲ କହିଛନ୍ତି, ତାଙ୍କ ରିମାଣ୍ଡକୁ ଆଉ ୫ ଦିନ ବୃଦ୍ଧି କରାଯାଇଛି। ଉଲ୍ଲେଖନୀୟ କଥା…
ଜଳିଗଲା ବସ୍, ୧୨ ଶିଶୁଙ୍କ ସମେତ ୧୮ ମୃତ
ଇସଲାମାବାଦ,୧୩ା୧୦: ପାକିସ୍ତାନରେ ଏକ ବସ୍ରେ ନିଆଁ ଲାଗିଯିବାରୁ ୧୨ ଶିଶୁଙ୍କ ସମେତ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀ ଏବଂ ଉଦ୍ଧାରକାରୀମାନେ ଗୁରୁବାର ଏହି ସୂଚନା ଦେଇଛନ୍ତି। ସମସ୍ତେ ବନ୍ୟା ସହାୟତା ଶିବିରରୁ ଘରକୁ ଫେରୁଥିଲେ। ବର୍ତ୍ତମାନ ଦେଶରେ ବନ୍ୟା ଜଳ…
ଚର୍ଚ୍ଚାରେ ନ୍ୟୁୟର୍କ ରାଜ୍ୟପାଳଙ୍କ ଦୀପାବଳି ବୟାନ, ସମସ୍ତେ କରୁଛନ୍ତି ପ୍ରଶଂସା
ନ୍ୟୁୟର୍କ,୧୩ ।୧୦: ଆମେରିକା ନ୍ୟୁୟର୍କର ରାଜ୍ୟପାଳ କୈଥି ହୋଚୁଲ ଦୀପାବଳିକୁ ନେଇ ଯାହା କହିଛନ୍ତି ତାହା ଆପଣ ବି ଶୁଣିଲେ ତାଙ୍କୁ ପ୍ରଶଂସା ନ କରି ରହିପାରିବେ ନାହିଁ । ସେ ଦୀପାବଳୀର ବାର୍ତ୍ତାରେ କହିଛନ୍ତି ବର୍ତ୍ତମାନ ସମୟ ପାଇଁ ଦୀପାବଳି…
ଭାରତକୁ ପ୍ରଶଂସା କଲା ଆଇଏମଏଫ
ଓ୍ବାଶିଂଟନ୍,୧୩।୧୦: ବିଶ୍ୱ ବ୍ୟାଙ୍କ ପରେ ବର୍ତ୍ତମାନ ଆଇଏମଏଫ ଅର୍ଥାତ୍ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ମଧ୍ୟ ମୋଦି ସରକାରଙ୍କ କ୍ୟାଶ୍ ଟ୍ରାନ୍ସଫର ଯୋଜନାକୁ ପ୍ରଶଂସା କରିଛି। ଆଇଏମଏଫ ଭାରତର ଡାରେକ୍ସ ବେନିଫିଟ୍ ଟ୍ରାନ୍ସଫର ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମକୁ ପ୍ରଶଂସା କରି…
ଆଣବିକ ଯୁଦ୍ଧ ଆଶଙ୍କା, ଆମେରିକା କିଣୁଛି ଆୟୋଡ଼ିନ ଟାବଲେଟ…
ଓ୍ବାଶିଂଟନ,୧୩।୧୦ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଯୁଦ୍ଧରେ ଏବେ ଆଣବିକ ଆକ୍ରମଣର ଆଶଙ୍କା ମଧ୍ୟ ବୃଦ୍ଧି ପାଉଛି। ତାଙ୍କର ସୀମା ତଥା ସାବଭୌମତ୍ୱର ସୁରକ୍ଷା ପାଇଁ ସେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାରକୁ ହାତଛଡ଼ା କରିବେ…
ଲକ୍ଷ୍ୟ ପୂରଣ କରିବାରେ ବିଫଳ ହୋଇଛି ଜାତିସଂଘ
ଇସଲମାବାଦ,୧୩ା୧୦: ଜାତିସଂଘ ଲକ୍ଷ୍ୟ ପୂରଣ କରିବାରେ ବିଫଳ ହୋଇଛି ଏହାର କାରଣ ହେଉଛି ଜାତିସଂଘ ପାକିସ୍ତାନ ବନ୍ୟା ପ୍ରପୀଡ଼ିତଙ୍କ ପାଇଁ ସ୍ଥିର କରିଥିବା ଅର୍ଥର ଅଧା ମଧ୍ୟ ସଂଗ୍ରହ କରିବାରେ ସକ୍ଷମ ହୋଇ ନାହିଁ। କେବଳ ଏତିକି ନୁହେଁ, ବର୍ତ୍ତମାନ ଜାତିସଂଘ…
Archives


