ଅନ୍ତର୍ଜାତୀୟ

ଆମେରିକାରେ ଗୁଳିକାଣ୍ଡ: ୯ ମୃତ

ଓ୍ବାଶିଂଟନ,୨୨ା୧: ଆମେରିକାର ଲସ୍‌ ଆଞ୍ଜେଲସ୍‌ରେ ଆଖିବୁଜା ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଲସ୍‌ ଆଞ୍ଜେଲ୍‌ସର ପୂର୍ବ ମୋଣ୍ଟେରୀ ପାର୍କରେ ଚାଇନାର ନୂଆବର୍ଷ ପାଳନ ପରେ ଏହି ଗୁଳି ବିନିମୟ ହୋଇଥିବା…

କୋଠା ଭୁଶୁଡ଼ି ଜଣେ ଶିଶୁଙ୍କ ସମେତ ୧୦ ମୃତ

ଡାମାସକସ୍‌,୨୨ା୧: ରବିବାର ସିରିଆର ଉତ୍ତର ଆଲେପ୍ପୋରେ ଏକ କୋଠା ଭୁଶୁଡ଼ି ପଡ଼ିବାରୁ ଜଣେ ଶିଶୁ ସମେତ ଅତି କମ୍‌ରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ପାଞ୍ଚ ମହଲା ବିଶିଷ୍ଟ କୋଠାଟି ଭୁଶୁଡି ପଡିଥିଲା । କୁହାଯାଉଛି, ଲଗାତର ଜଳ ନିଷ୍କାସନ…

ଜାପାନରେ ଆପାର୍ଟମେଣ୍ଟ ଅଗ୍ନିକାଣ୍ଡରେ ୪ ଜୀବନ୍ତ ଦଗ୍ଧ…

ଟୋକିଓ,୨୨।୧ : ଜାପାନର କୋବେ ସହରରେ ରବିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଏକ ଆପାର୍ଟମେଣ୍ଟରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଅନ୍ୟ ୪ ଜଣ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ…

ଭାରତକୁ ଅନୁସରଣ କଲା ଚାଇନା, ଆଇଏମଏଫ ବେଲ ଆଉଟ ପ୍ୟାକେଜ ପାଇଁ ଶ୍ରୀଲଙ୍କାକୁ ଦେଲା ଆଶ୍ୱାସନା…

ବେଜିଂ,୨୨।୧ : ଋଣଗ୍ରସ୍ତ ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଚାଇନା ମଧ୍ୟ ଭାରତକୁ ଅନୁସରଣ କରିଛି। ୨.୯ ବିଲିୟନ ଡ଼ଲାରର ଏକ ବେଲଆଉଟ ପ୍ୟାକେଜ ଆଇଏମଏଫରୁ ରିଲିଜ ପାଇଁ ଶ୍ରୀଲଙ୍କାକୁ ଚାଇନା ଆଶ୍ୱାସନା ଦେଇଛି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର…

ଆମେରିକାରେ ପୁଣି ଗୁଳିକାଣ୍ଡ, ସମାରୋହରେ ଗୁଳି ଚାଳନାରେ ବହୁ ଆହତ…

ଓ୍ବାଶିଂଟନ,୨୨।୧ : ଆମେରିକାରେ ପୁଣି ଗୁଳିକାଣ୍ଡ ଘଟିଛି। କାଲିଫର୍ନିଆରେ ଏକ କାର୍ଯ୍ୟରେ ଜଣେ ଅଜଣା ବ୍ୟକ୍ତି ଗୁଳି ଚଳାଇଛନ୍ତି। କୁହାଯାଉଛି ଯେ ଚାଇନାର ନୂଆ ବର୍ଷକୁ ଦୃଷ୍ଟିରେ ରଖି ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି ଘଟିଛି। ଏହି ଘଟଣାରେ ପ୍ରାୟ ୧୬…

ଆମେରିକାରେ ଗ୍ୟାସ ଷ୍ଟେଶନରେ ଡକାୟତି, ମୂଳ ଭାରତୀୟଙ୍କୁ ଗୁଳି କରି ହତ୍ୟା…

ଓ୍ବାଶିଂଟନ,୨୨।୧ : ଆମେରିକାର ଫିଲାଡେଲଫିଆର ଏକ ଗ୍ୟାସ ଷ୍ଟେଶନରେ ଡକାୟତି ଘଟଣାରେ ଜଣେ ମୂଳ ଭାରତୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ତାଙ୍କ ବୟସ ୬୬ ବର୍ଷ। ସେ ଗ୍ୟାସ ଷ୍ଟେଶନରେ କର୍ମଚାରୀ ଭାବରେ କାର୍ଯ୍ୟ କରୁଥିଲେ। ହତ୍ୟା ଘଟଣାରେ…

ଆମେରିକା ମିଡ଼ିଆରେ ସଙ୍କଟ: ବେରୋଜଗାର ହେଉଛନ୍ତି ଗଣମାଧ୍ୟମ ପ୍ରତିନିଧି…

ଓ୍ବାଶିଂଟନ,୨୨।୧ : ସିଏନଏନ ଠାରୁ ୱାଶିଂଟନ ପୋଷ୍ଟ ପର୍ଯ୍ୟନ୍ତ ଆମେରିକାର ଗଣମାଧ୍ୟମ କଠିନ ସମୟର ସମ୍ମୁଖୀନ ହେଇଛନ୍ତି। କାରଣ ଆର୍ଥିକ ଅବନତିର ଭୟ ମଧ୍ୟରେ ଅନେକ ଆଉଟଲେଟ ଚଳିତ ଶୀତଦିନରେ ଛଟେଇ ଘୋଷଣା କରିଛନ୍ତି। ଦ ଭର୍ଜ ୱେବସାଇଟ ତଥା ନ୍ୟୁୟର୍କ…

ଆଫଗାନିସ୍ତାନରେ ଭୂକମ୍ପ…

କାବୁଲ,୨୨।୧ : ଆଫଗାନିସ୍ତାନର ଫୈଜାବାଦରେ ଭୂକମ୍ପ ଅନୁଭୂତ ହୋଇଛି। ରବିବାର ପୂର୍ବାହ୍ନ ୯ଟା ୪୫ରେ ୪.୨ ତୀବ୍ରତାଯୁକ୍ତ ଭୂକମ୍ପ ଅନୁଭୁତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ଯେ ଫୈଜାବାଦର ଦକ୍ଷିଣ-ପୂର୍ବରେ ୭୯କିଲୋମିଟର…

ତିବ୍ବତରେ କରୋନା ଦ୍ୱାରା ନରସଂହାର ପାଇଁ ଚାଇନାର ଷଡ଼ଯନ୍ତ୍ର…

ବେଜିଂ/ଲାସା,୨୨।୧ : ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ସରକାର କଠୋର ଜିରୋ କୋଭିଡ ନୀତି ବିରୋଧରେ ସାଧାରଣ ଲୋକଙ୍କ ଆନ୍ଦୋଳନର ଚାପରେ କଟକଣାକୁ ଉଠାଇ ନେଇଛନ୍ତି। କିନ୍ତୁ ଏହାର ବାସ୍ତବତା ଅନ୍ୟ କିଛି ରହିଛି ବୋଲି ଅନ୍ତର୍ଜାତୀୟସ୍ତରରେ ଚvର୍ଚ୍ଚା ହେଉଛି। ଭଏସ…

ଆଫଗାନିସ୍ତାନରେ ଭୂକମ୍ପ

କାବୁଲ,୨୨ା୧: ଆଫଗାନିସ୍ତାନ ଫୈଜାବାଦର ୭୯ କିଲୋମିଟର ଦକ୍ଷିଣ-ପୂର୍ବରେ ରବିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୨ ଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସ୍‌ମୋଲୋଜି(ଏନ୍‌ସିଏସ୍‌) ଦ୍ୱାରା ଏହି ସୂଚନା ଦିଆଯାଇଛି। ଏନସିଏସ୍‌ ଟୁଇଟ୍‌ କରି କହିଛି, ଜାନୁୟାରୀ…

କ୍ରିସ୍‌ ହିପ୍‌କିନ୍ସ ନ୍ୟୁଜିଲାଣ୍ଡର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଓ୍ବେଲିଂଟନ୍‌,୨୨।୧: ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ଲାଗି ଜେସିଣ୍ଡା ଆର୍ଡେର୍ନ ଘୋଷଣା କରିବା ପରେ ଦେଶର ଶିକ୍ଷାମନ୍ତ୍ରୀ କ୍ରିସ୍‌ ହିପ୍‌କିନ୍ସ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ପଦ ପାଇଁ ସେ ଏକମାତ୍ର ପ୍ରାର୍ଥୀ ଭାବେ ଦୌଡ଼ରେ ପ୍ରବେଶ କରିଛନ୍ତି।…

ନେପାଳ ସହିତ ରାସଓ୍ବା-କେରୁଙ୍ଗା ସୀମା ଦେଇ ବାଣିଜ୍ୟ ବନ୍ଦ କଲା ଚାଇନା…

ବେଜିଂ/କାଠମାଣ୍ଡୁ,୨୨।୧ : ଚାଇନା ନେପାଳ ସହିତ ରାସୁଓ୍ବା-କେରୁଙ୍ଗ ସୀମା ଦେଇ ବାଣିଜ୍ୟ ବନ୍ଦ କରିଦେଇଛି। ପୁଷ୍ପା କମଲ ଦହଲ ପ୍ରଚଣ୍ଡ ପ୍ରଧାନମନ୍ତ୍ରୀ ହେବାର ପ୍ରାୟ ତିନି ବର୍ଷ ପରେ ଗତ ଡିସେମ୍ବର ୨୯ରେ ଏହା ଖୋଲା ଯାଇଥିଲା। ବର୍ତ୍ତମାନ ନୂତନ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri