କ୍ରିମିଆ ବ୍ରିଜ୍ ବିସ୍ଫୋରଣ ଘଟଣା: ୮ ଗିରଫ
ମସ୍କୋ,୧୨ା୧୦: କ୍ରିମିଆ ବ୍ରିଜ୍ ବିସ୍ଫୋରଣ ଘଟଣାରେ ରୁଷିଆର ସଂଘୀୟ ସୁରକ୍ଷା ସେବା ଫେଡେରାଲ ସିକ୍ୟୁରିଟି ସର୍ଭିସ (ଏଫ୍ଏସ୍ବି) ୮ ଜଣଙ୍କୁ ଗିରଫ କରିଛି। ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖ୍ୟ ଗୁପ୍ତଚର ବିଭାଗ ଏହି ଆକ୍ରମଣ କରିଛି। ରୁଷିଆର ସରକାରୀ ଏଜେନ୍ସି ଆରଆଇ…
ଆଣବିକ ଆକ୍ରମଣ କଲେ ପେଣ୍ଟାଗନ ଦେବ ଜବାବ: ପୁଟିନଙ୍କୁ ବାଇଡେନଙ୍କ ଚେତାବନୀ…
ଓ୍ବାଶିଂଟନ,୧୨।୧୦ : ପାଖାପାଖି ୮ ମାସ ଧରି ଚାଲିଥିବା ରୁଷିଆ-ୟୁକ୍ରେନ ଯୁଦ୍ଧରେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାର ନେଇ ଆଶଙ୍କା ବୃଦ୍ଧି ପାଉଛି। ରୁଷିଆର ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନଙ୍କ ଦ୍ୱାରା ଆଣବିକ ଆକ୍ରମଣର ଭୟ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ…
ଶକ୍ତିର ଆକଳନ ନକରି ୟୁକ୍ରେନ୍ ଯୁଦ୍ଧକୁ ଡେଇଁଛନ୍ତି ପୁଟିନ୍, ଏବେ ସେନା ପ୍ରତ୍ୟାହାର କରିବା ଉଚିତ: ବାଇଡେନଙ୍କ କଟାକ୍ଷ…
ଓ୍ବାଶିଂଟନ,୧୨।୧୦ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆର ପ୍ରତିପକ୍ଷ ଭ୍ଲାଦିମିର ପୁଟିନଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଯେ ପୁଟିନ୍ ୟୁକ୍ରେନର ଶକ୍ତିର ଆକଳନ ନକରି ଯୁଦ୍ଧକୁ ଡେଇଁ ପଡ଼ିଛନ୍ତି। ଏବେ ପୁଟିନ ଫଶି ଯାଇଛନ୍ତି। ବାଇଡେନ କହିଛନ୍ତି ଯେ…
ଏଲୋନ ମସ୍କ ଆଣିଲେ ବନର୍ଟ ହେୟାର ଅତର, ଏକ ମିନିଟ ମଧ୍ୟରେ ବିକ୍ରି ହେଲା ୧୦ ହଜାର ବୋତଲ…
ଓ୍ବାଶିଂଟନ,୧୨।୧୦ : ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ଟେସଲା କମ୍ପାନୀର ମାଲିକ ଏଲୋନ ମସ୍କ ବର୍ତ୍ତମାନ ଏକ ନୂତନ ବ୍ୟବସାୟରେ ପ୍ରବେଶ କରିଥିବା ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ସେ ବନର୍ଟ ହେୟାର ନାମକ ଏକ ଅତର ଲଞ୍ଚ କରିଛନ୍ତି।…
ମାଇକୋପ୍ଲାଜମା ଜେନିଟାଲିୟମ ସୁପରବଗ୍ ଜାଲରେ ପୃଥିବୀ, ଅଧାରୁ ଅଧିକ ଜନସଂଖ୍ୟା ହରାଉଛନ୍ତି ପ୍ରଜନନ କ୍ଷମତା…
ନୂଆଦିଲ୍ଲୀ,୧୨।୧୦ : ସୁପରବଗ ଯଥା ବ୍ୟାକ୍ଟେରିଆର ଏକ ରୂପ, ଯାହା ବେଳେବେଳେ ଏତେ ବିପଜ୍ଜନକ ହୋଇଯାଇଥାଏ ଯେ ଏହା ମନୁଷ୍ୟର ଜୀବନକୁ ମଧ୍ୟ ପ୍ରଭାବିତ କରିଥାଏ। ଏପରି ଏକ ସୁପରବଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଯେଉଁଥିପାଇଁ ଅନେକ ବୈଜ୍ଞାନିକ ଚିନ୍ତିତ…
ସ୍ୟୁ ଚୀ ପୁଣି ଦୁଇ ମାମଲାରେ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡାଦେଶ ବୃଦ୍ଧି ପାଇ ହେଲା ୨୬ ବର୍ଷ…
ନାପିଦ୍ୱ,୧୨।୧୦ : ମ୍ୟାନମାରର ଅବସରପ୍ରାପ୍ତ ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ ପୁଣି ଆଉ ଦୁଇଟି ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହା ସହିତ ତାଙ୍କ ଜେଲ ଦଣ୍ଡାଦେଶ ୨୬ ବର୍ଷକୁ ବୃଦ୍ଧି କରାଯାଇଛି। ମ୍ୟାନମାର ଆଇନ ଅଧିକାରୀମାନେ ବୁଧବାର…
ନ୍ୟୁଜର୍ସିରେ ଗାନ୍ଧୀ ସଂଗ୍ରହାଳୟ …
ଓ୍ବାଶିଂଟନ,୧୨।୧୦ : ଆମେରିକାର ନ୍ୟୁ ଜର୍ସି, ଆଟଲାଣ୍ଟିକ ସିଟିରେ ମହାତ୍ମା ଗାନ୍ଧୀଙ୍କ ଜୀବନ ଏବଂ ବାର୍ତ୍ତା ପାଇଁ ଉତ୍ସର୍ଗୀକୃତ ଏକ ସଂଗ୍ରହାଳୟ ଲୋକାର୍ପିତ କରାଯାଇଛି। ଏନେଇ ଆୟୋଜିତ ଏକ ଉତ୍ସବରେ ନ୍ୟୁୟର୍କର କନସୁଲ ଜେନେରାଲ ଅଫ ଇଣ୍ଡିଆ ରଣଧୀର ଜୟସ୍ବାଲଙ୍କ ସମେତ…
କିଙ୍ଗ୍ ଚାଲର୍ସ ତୃତୀୟଙ୍କ ରାଜାଭିଷେକ ଆସନ୍ତା ବର୍ଷ, ତାରିଖ ହେଲା ଘୋଷଣା…
ଲଣ୍ଡନ,୧୨।୧୦ : ଆସନ୍ତା ବର୍ଷ ବ୍ରିଟେନର ମହାରାଜା ଚାଲର୍ସ ତୃତୀୟ ମୁକୁଟ ପିନ୍ଧିବେ। ଏଥିପାଇଁ ୬ ମଇ ୨୦୨୩ ତାରିଖ ସ୍ଥିର କରାଯାଇଛି। ୱେଷ୍ଟମିନିଷ୍ଟର ଆବେରେ ଏହି ସମାରୋହ ଅନୁଷ୍ଠିତ ହେବ। ମଙ୍ଗଳବାର ବକିଙ୍ଗହମ ପ୍ୟାଲେସ ଏହି ଘୋଷଣା କରିଛି। ରୟାଲ…
ରୁପେକୁ ଦୁଇ ଦେଶରେ ମାନ୍ୟତା, ଅନ୍ୟ ଦେଶଙ୍କ ସହ ଯୋଗାଯୋଗରେ ଅଛି ଭାରତ, କହିଲେ ସୀତାରମଣ…
ୱାଶିଂଟନ /ନୂଆଦିଲ୍ଲୀ,୧୨।୧୦ : ଧୀରେ ଧୀରେ ଡିଜିଟାଲ ପେମେଣ୍ଟ ଏବଂ ଅର୍ଥନୈତିକ କ୍ଷେତ୍ରରେ ଭାରତର ଗ୍ରହଣୀୟତା ବିଶ୍ୱ ସ୍ତରରେ ବୃଦ୍ଧି ପାଉଛି। ବର୍ତ୍ତମାନ ଭାରତର ରୁପେ ପେମେଣ୍ଟ ସିଷ୍ଟମ (ରୁପେ)କୁ ବର୍ତ୍ତମାନ ସିଙ୍ଗାପୁର ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ…
ସିଙ୍ଗାପୁରରେ କରୋନାର ଏକ୍ସବିବି ଭାରିଆଣ୍ଟ୍ ଚିହ୍ନଟ…
ସିଙ୍ଗାପୁର ସିଟି,୧୨।୧୦ : ଚାଇନା ପରେ, ଓମିକ୍ରନର ନୂଆ ଭାରିଆଣ୍ଟ ଏକ୍ସବିବି ଯୋଗୁ ସିଙ୍ଗାପୁରରେ ଆତଙ୍କ ସୃଷ୍ଟି ହୋଇଛି। ସିଙ୍ଗାପୁର ସରକାର ଏହା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ବୋଲି କହିଛନ୍ତି। କରୋନାର ଏହି ନୂତନ ସବ୍-ଭାରିଆଣ୍ଟକୁ ଅଧିକ ସାଂଘାତିକ ବୋଲି…
ଜି-୭ ଦେଶର ଶରଣ ନେଲେ ଜେଲେନସ୍କି…
କ୍ୱିଭ୍,୧୨।୧୦ : ରୁଷିଆର ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ପରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଗ୍ରୁପ ଅଫ ସେଭେନ ଅର୍ଥାତ୍ ଜି -୭ ଦେଶର ନେତାଙ୍କ ଶରଣ ନେଇଛନ୍ତି। ସେ ଏହି ସମସ୍ତ ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଥିଲେ।…
ଆମେରିକାରେ ଦୀପାବଳି: ବାଇଡେନଙ୍କ ପୂର୍ବରୁ ଟ୍ରମ୍ପ୍ କରିବେ ପାଳନ…
ଓ୍ବାଶିଂଟନ,୧୨।୧୦ : ଦୀପାବଳି ଉତ୍ସବ ପାଇଁ ଭାରତ ତଥା ସମଗ୍ର ବିଶ୍ୱରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆମେରିକୀୟ ନେତାମାନେ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୀପାପଳି…
Archives


