ସିଟ୍ ବେଲ୍ଟ ବାନ୍ଧି ନ ଥିବାରୁ ଜରିମାନା ଦେଲେ ସୁନକ…
ଲଣ୍ଡନ,୨୧।୧ : ପାଶ୍ଚାତ୍ୟ ଦେଶଗୁଡିକ ନିୟମ ଏବଂ ଆଇନଗୁଡିକ ଉପରେ କେତେ କଠୋର, ଏହା ଜାଣିହେବ ଯେ ସେଠାରେ ନିୟମ ପାଳନ ନକରିବାରୁ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ। କାରରେ ସିଟ ବେଲ୍ଟ ନ ପିନ୍ଧି ନଥିବାରୁ…
ପାକିସ୍ତାନରେ ନୂଆ ସଙ୍କଟ: ଜାହାଜ ଏଜେଣ୍ଟ ରପ୍ତାନି ବନ୍ଦ କରିବାକୁ ଦେଲେ ଚେତାବନୀ…
ଇସଲାମାବାଦ,୨୧।୧ : ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ପାକିସ୍ତାନ ଉପରେ ଆଉ ଏକ ବିପଦ ଘନେଇବାରେ ଲାଗିଛି। ଶିପିଂ ଏଜେଣ୍ଟମାନେ ପାକିସ୍ତାନ ସରକାରଙ୍କୁ ସମସ୍ତ ରପ୍ତାନି କାର୍ଗୋ ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି। କାରଣ ବିଦେଶୀ ଶିପିଂ ଲାଇନ ଦେଶକୁ ସେମାନଙ୍କ…
ଗାବନର ବୈଦେଶିକ ମନ୍ତ୍ରୀ ମିସେଲ ମୋସା ଆଡାମୋଙ୍କ ପରଲୋକ, ଶୋକ ପ୍ରକାଶ କଲେ ଜୟଶଙ୍କର…
ଲିବ୍ରେଭିଲେ,୨୧।୧ : ଗାବନର ବୈଦେଶିକ ମନ୍ତ୍ରୀ ମିସେଲ ମୋସା ଆଡାମୋଙ୍କ ଦେହାନ୍ତ ହୋଇଛି। ଗାବନର ରାଷ୍ଟ୍ରପତି ଅଲି ବଙ୍ଗୋ ଓଡିମ୍ବା ଏକ ଟୁଇଟରେ ତାଙ୍କୁ ଗାବନଙ୍କ ପାଇଁ ଏକ ବଡ କ୍ଷତି ବୋଲି ବର୍ଣ୍ଣନା କରିଛନ୍ତି ଏବଂ ତାଙ୍କୁ ଜଣେ ମହାନ…
ରୁଷିଆ-ୟୁକ୍ରେନ ମଧ୍ୟରେ କଥାବାର୍ତ୍ତା ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରିବେ ମୋଦି: ଫ୍ରାନସିସି ଖବରଦାତା
ୱାଶିଂଟନ,୨୧ ।୧: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ସାରା ବିଶ୍ୱ ପାଇଁ ଚର୍ଚ୍ଚାର ବିଷୟ ପାଲଟଛି । ବିଶେଷ କରି ପଶ୍ଚିମ ଦେଶ ପାଇଁ ଏବେ ଏହି ଯୁଦ୍ଧ ଚିନ୍ତାର କାରଣ ହୋଇଗଲାଣି । ଯୁଦ୍ଧ ଶେଷ ହେବାର କୌଣସି…
କ୍ରିସ ହିପକିନ୍ସ ହୋଇପାରନ୍ତି ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ
ୱେଲିଂଟନ,୨୧ ।୧: ନ୍ୟୁଜିଲାଣ୍ଡର ଶିକ୍ଷାମନ୍ତ୍ରୀ କ୍ରିସ ହିପକିନ୍ସ ଦେଶର ପରବର୍ତ୍ତି ପ୍ରଧାନମନ୍ତ୍ରୀ ହୋଇପାରନ୍ତି । ପ୍ରଧାନମନ୍ତ୍ରୀ ପଦ ପାଇଁ କ୍ରିସ ହିପକିନ୍ସ ଏକମାତ୍ର ପ୍ରାର୍ଥି । ଦୁଇ ଦିନ ପରେ ସେ ଇସ୍ତଫା ଦେଇଥିବା ଜେରିଣ୍ଡା ଅର୍ଡର୍ନଙ୍କ ସ୍ଥାନ ନେବେ ।…
୧୦ ବର୍ଷ ଧରି ଗୋପନରେ ସହାୟତା
ଓ୍ବାଶିଂଟନ,୨୧।୧: ଆମେରିକାର ଆଲବାମାସ୍ଥିତ ଛୋଟ ସହର ଗେରାଲ୍ଡାଇନ୍ରେ ଜଣେ କୃଷକ ବର୍ଷ ବର୍ଷ ଧରି ଗୋପନରେ ଲୋକଙ୍କ ବିଲ୍ ପଇଠ କରିଚାଲିଥିଲେ। ଅସହାୟ ଲୋକଙ୍କୁ ଔଷଧ କିଣିବା ପାଇଁ କୃଷକ ହୋଡି ବୁଫୋର୍ଡ ଚିଲ୍ଡ୍ରେସ୍ ଅନେକ ହଜାର ଡଲାର ଦାନ କରିଥିଲେ।…
ୱାଗନର ପିଏମସିକୁ ଅପରାଧିକ ସଙ୍ଗଠନ ଘୋଷଣା କଲା ଆମେରିକା, ଆସନ୍ତା ସପ୍ତାହରେ ଘୋଷଣା ହେବ ପ୍ରତିବନ୍ଧକ
ୱାଶିଂଟନ,୨୧ ।୧: ହ୍ୱାଇଟ ହାଉସର ପ୍ରବକ୍ତା ଜନ କିର୍ବି କହିଛନ୍ତି, ଆମେରିକା ଶୁକ୍ରବାର ‘ୱେଗନର’ ପିଏମସିକୁ ପାରମ୍ପରିକ ଅପରାଧିକ ସଙ୍ଗଠନ ଘୋଷଣା କରିଛି । ହ୍ୱାଇଟ ହାଉସ ବ୍ରିଫିଙ୍ଗରେ କିର୍ବି କହିଛନ୍ତି ଏହି ୟେୱଗେନି ପ୍ରିଗୋଝିନର ସେନା କମ୍ପାନୀ ବିରୋଧରେ ଅତିରିକ୍ତ…
ୟୁକ୍ରେନ୍କୁ ୨୭.୫ ବିଲିୟନ୍ ଡଲାର ସାମରିକ ସହାୟତା ଦେଲାଣି ଆମେରିକା
ଓ୍ବାଶିଂଟନ୍,୨୧।୧: ୨୦୨୨ ଫେବୃୟାରୀ ୨୪ରେ ୟୁକ୍ରେନ୍ ଉପରେ ରୁଷିଆ ପ୍ରଥମ ଆକ୍ରମଣ କରିଥିଲା। ଏହି ଯୁଦ୍ଧକୁ ଶୁକ୍ରବାର ୩୩୧ ଦିନ ପୂରିଥିବାବେଳେ ଆମେରିକା ଆଉ ୨.୫ ବିଲିୟନ୍ ଡଲାର ସାମରିକ ସହାୟତା ଘୋଷଣା କରିଛି। ଏହାକୁ ମିଶାଇ କିଭ୍କୁ ଆମେରିକାର ମୋଟ…
ଆମେରିକାର ନୂଆ ନେତା ହୋଇପାରିବି
ଓ୍ବାଶିଂଟନ,୨୧ା୧: ଆଗଧାଡ଼ିର ଭାରତୀୟ ବଂଶୋଦ୍ଭବ ରିପବ୍ଲିକାନ୍ ନେତ୍ରୀ ନିକ୍କି ହାଲି ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରେ ସାମିଲ ହେବାକୁ ଯାଉଛନ୍ତି। ଫକ୍ସ ନ୍ୟୁଜ୍କୁ ସାକ୍ଷାତ୍କାର ଦେବାବେଳେ ୫୧ ବର୍ଷୀୟା ନିକ୍କି ନିଜେ ଏନେଇ ସଙ୍କେତ ଦେଇଛନ୍ତି। ଦେଶକୁ ଏକ ନୂଆ ଦିଗରେ…
‘ପୁଟିନ୍ ଜୀବିତ ଥିବା ସନ୍ଦେହ’
ଡାଭୋସ୍,୨୧।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଜୀବିତ କି ମୃତ ଜଣାନାହିଁ ବୋଲି ୟୁକ୍ରେନ୍ ପ୍ରତିପକ୍ଷ ଭୋଲୋଡିମିର ଜେଲେନ୍ସ୍କି ପ୍ରକାଶ କରିଛନ୍ତି। ରୁଷିଆ ଓ ପୁଟିନ୍ ନ ରହନ୍ତୁ ବୋଲି ୟୁକ୍ରେନୀୟ ରାଷ୍ଟ୍ରପତି ଚାହୁଁଥିବା ଏହାର ଜବାବରେ ରୁଷୀୟ ନେତାମାନେ କହିଛନ୍ତି।…
ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶକ୍ତିଶାଳୀ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୫
କାର୍ଡେବା,୨୧ ।୧: ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶନିବାର ଭୋର ୩ଟା ୩୯ରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୬.୫ । ନ୍ୟାଶନାଲ ସିସ୍ମୋଲୋଜି ପକ୍ଷରୁ ଏହି ସୂଚନା ଦିଆଯାଇଛି…
ଏଲ୍ଏସିରେ ଯୁଦ୍ଧ ପ୍ରସ୍ତୁତି ଦେଖିଲେ ଜିନ୍ପିଙ୍ଗ୍
ବେଜିଂ,୨୧ା୧: ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ପୂର୍ବ ଲଦାଖ ସଂଲଗ୍ନ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ ନିଜ ସୈନ୍ୟଙ୍କ ଯୁଦ୍ଧ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ପିପୁଲ୍ସ ଲିବରେଶନ୍ ଆର୍ମି (ପିଏଲ୍ଏ)ର ବେଜିଂ ମୁଖ୍ୟାଳୟରୁ ସେ ଭାରତ-ଚାଇନା ସୀମାରେ…
Archives


