ଅନ୍ତର୍ଜାତୀୟ

୩ ଦିନ ପୂର୍ବରୁ କରାଯାଇଥିଲା ତୁର୍କୀ-ସିରିଆ ବିନାଶକାରୀ ଭୂକମ୍ପର ଭବିଷ୍ୟବାଣୀ

ଆମଷ୍ଟରଡମ,୭ ।୨: ତୁର୍କୀ ଓ ସିରିଆରେ ସୋମବାର ଆସିଥିବା ଭୂକମ୍ପରେ ଏବେ ପର୍ଯ୍ୟନ୍ତ ପ୍ରାୟ ୪୩୬୫ ଲୋକଙ୍କ ମୃତ୍ୟୁ ହୋଇଥିବା ଖବର ଆସିଛି । ଆହୁରି ଶହ ଶହ ଲୋକେ ବଡବଡ କୋଠାର ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି ।…

ଭୂସ୍ଖଳନରେ ଚାଲିଗଲା ୩୬ ଜୀବନ

ଲିମା,୭।୨: ଦକ୍ଷିଣ ପେରୁର ଏକ ଭୂସ୍ଖଳନରେ ଅତି କମରେ ୩୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଭୂସ୍ଖଳନ ଘଟଣାରେ ଅନେକ ଲୋକ ଆହତ ହୋଇଥିବା କୁହାଯାଉଛି। ପ୍ରବଳ ବର୍ଷା ପରେ ପେରୁରେ ଭୂସ୍ଖଳନ ଘଟିଛି। କାମାନା ପ୍ରଦେଶର ମାରିଆନୋ ନିକୋଲାସ ଭାଲକାରସେଲ…

ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ସ୍ମୃତି ଏବେବି ମନରେ ରହିଛି ସତେଜ: ଆମେରିକା

ଓ୍ବାଶିଂଟନ୍‌,୭।୨: ୨୦୦୮ରେ ମୁମ୍ବାଇରେ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ନିର୍ଦ୍ଦୟ ଆକ୍ରମଣର ସ୍ମୃତି ଉଭୟ ଭାରତ ଏବଂ ଆମେରିକାର ମନରେ ଏବେ ବି ସତେଜ ରହିଛି ବୋଲି ବାଇଡେନ ପ୍ରଶାସନ ପକ୍ଷରୁ କୁହାଯାଇଛି। ଆମେରିକା ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ନେଡ ପ୍ରାଇସ କହିଛନ୍ତି,…

ତାସଘର ଭଳି ଭୁଶୁଡ଼ିଲା କୋଠା

ଇସ୍ତାନବୁଲ, ୭।୨: ଗୋଟିଏ ଦିନରେ ତିନିଟି ଶକ୍ତିଶାଳୀ ଭୂକମ୍ପ ତୁର୍କୀ ଏବଂ ସିରିଆକୁ ଦୋହଲାଇ ଦେଇଛି। ଦୁଇ ଦେଶର ପାରିପାର୍ଶ୍ୱିକ ବାତାବରଣର ଚିତ୍ର ମଧ୍ୟ ବଦଳିଯାଇଛି। ଚାରିଆଡ଼େ କାନ୍ଦ ବୋବାଳିର ଶବ୍ଦ ଶୁଣାଯାଉଥିବାବେଳେ ଡାକ୍ତରଖାନାରେ ରକ୍ତଭିଜା ଶରୀରରେ ଛାଇ ହୋଇଯାଇଛି। ବିଲ୍ଡିଂର…

ସନ୍ଧ୍ୟା ସୁଦ୍ଧା ସାରା ବିଶ୍ୱରେ ୭୮ ଭୂକମ୍ପ, ସିରିଆରେ ୪୬

ଅଲେପ୍ପୋ,୭ ।୨: ସୋମବାର ସକାଳେ ଥରି ଉଠିଛି ମଧ୍ୟ-ପୂର୍ବର ୪ଟି ଦେଶ ତୁର୍କୀ, ସିରିଆ, ଲେବାନନ ଓ ଇସ୍ରାଏଲ । ସବୁଠାରୁ ଅଧିକ କ୍ଷୟକ୍ଷତି ତୁର୍କୀ ଓ ଏହାକୁ ଲାଗି ରହିଥିବା ସିରିଆରେ ହୋଇଛି । ତୁର୍କୀରେ ୧୨ ଘଣ୍ଟା ମଧ୍ୟରେ…

ତୁର୍କୀ-ସିରିଆ ଭୂକମ୍ପ: ମୃତ୍ୟୁସଂଖ୍ୟା ୩୮୦୦ ଛୁଇଁଲା, ଭାରତ ପଠାଇଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ନୂଆଦିଲ୍ଲୀ,୭।୨: ତୁର୍କୀ ଏବଂ ସିରିଆ ସମେତ ଚାରିଟି ଦେଶରେ ଭୂକମ୍ପ ବ୍ୟାପକ ଧ୍ୱଂସ ଘଟାଇଛି। ତୁର୍କୀର ନୁର୍‌ଦାଗି ଠାରୁ ୨୩ କିଲୋମିଟର ପୂର୍ବରେ ଏହି କମ୍ପନ ଅନୁଭୂତ ହୋଇଥିଲା। ଏହାର ପ୍ରଭାବ ସିରିଆ ପର୍ଯ୍ୟନ୍ତ ଥିଲା। ଭୂକମ୍ପ ଯୋଗୁ ଅନେକ ଅଟ୍ଟାଳିକା…

ତୁର୍କୀ, ସିରିଆ ଭୂକମ୍ପରେ ମୃତ୍ୟୁସଂଖ୍ୟା ୨୩୦୦କୁ ବୃଦ୍ଧି

ଇସ୍ତାନବୁଲ୍‌,୬।୨: ତୁର୍କୀ ଓ ସିରିଆରେ ରବିବାର ବିଳମ୍ବିତ ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଲୋକମାନେ ଶୋଇଥିବା ସମୟରେ ଭୂକମ୍ପ ହେବାରୁ ୨,୩୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇବା ସହ ୧୦ହଜାରରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା…

ପୁଣିଥରେ ୭.୮ ତୀବ୍ରତାର ଭୂକମ୍ପରେ ଥରିଲା ତୁର୍କି

ଅଙ୍କାରା,୬ ।୨: ପଶ୍ଚିମ ଏସିଆର କିଛି ଦେଶ ବିନାଶକାରୀ ଭୂକମ୍ପରେ ସୋମବାର ସକାଳେ ଥରି ଉଠିଛି । ତୁର୍କି ସମେତ ଚାରି ଦେଶ ଲେବାନନ, ସିରିଆ ଓ ଇସ୍ରାଏଲରେ ସୋମବାର ଆସିଥିବା ଭୂକମ୍ପ ସମଗ୍ର ଦେଶକୁ ଏକ ପ୍ରକାର ଥରାଇ ଦେଇଛି…

ତୁର୍କୀ, ସିରିଆରେ ସବୁଠାରୁ ବଡ଼ ଭୂକମ୍ପ

ଇସ୍ତାନବୁଲ,୬।୨: ସୋମବାର ସକାଳେ ତୁର୍କୀ ଏବଂ ସିରିଆରେ ୨ଟି ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏହା ଏତେ ଶକ୍ତିଶାଳୀ ଥିଲା ଯେ, ବହୁ ବଡ଼ ବଡ଼ କୋଠା, ଅଟ୍ଟାଳିକା ଭୁଶୁଡି ମାଟିରେ ମିଶିଯାଇଛି। ଭୂକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ…

ତୁର୍କୀରେ ଭୂକମ୍ପ ମୃତ୍ୟୁସଂଖ୍ୟା ୧୩୦୦ ଟପିଲାଣି

ଆଙ୍କରା,୬ା୨: ସୋମବାର ତୁର୍କୀ ଏବଂ ସିରିଆରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ତୁର୍କୀର ନୁରଦାଗି ଠାରୁ ୨୩ କିଲୋମିଟର ପୂର୍ବରେ ହୋଇଛି। ଏହାର ତୀବ୍ରତା ୭.୮ ଥିଲା। ପ୍ରାୟ ଏକ ମିନିଟ୍‌ ଧରି ଚାଲିଥିବା ଏହି ଭୂକମ୍ପ ଯୋଗୁ ଅନେକ…

‘ଏଥର ବିରୋଧ ପ୍ରଦର୍ଶନ କଲେ ଗିରଫ ହେବ’

ଇସଲାମାବାଦ,୬ା୨: ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲାହ ସୋମବାର ଇମ୍ରାନ ଖାନ୍‌ଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇମ୍ରାନ ପୁଣିଥରେ ସରକାର ବିରୋଧୀ ପ୍ରଦର୍ଶନ ଆରମ୍ଭ କରିବାକୁ ସାହସ କରନ୍ତି, ତେବେ ତାଙ୍କୁ ଗିରଫ କରାଯିବ। ପଞ୍ଜାବ ପ୍ରଦେଶର ମୁଲତାନରେ ଏକ…

ଆକ୍ରମଣର ୬ ମାସ ପରେ ସଲମାନଙ୍କ ପୁସ୍ତକ ଉନ୍ମୋଚିତ

ଲଣ୍ଡନ,୬ା୨: ଭାରତୀୟ ବଂଶୋଭବ ଲେଖକ ସଲମାନ ରୁଶଦୀଙ୍କୁ ନ୍ୟୁୟର୍କରେ ଗତବର୍ଷ ଛୁରାମାଡ଼ ହୋଇଥିଲା। ଏହି ଆକ୍ରମଣରେ ସେ ଅଳ୍ପକେ ମୃତ୍ୟୁମୁଖରୁ ବଞ୍ଚିତତ୍ଲେ। ଏପରିକି ଗୋଟିଏ ଆଖି ମଧ୍ୟ ହରାଇଥିଲେ। ଏହି ସମୟରେ ସଲମାନ ତାଙ୍କର ନୂତନ ପୁସ୍ତକ ‘ଭିକ୍ଟ୍ରି ସିଟି’ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?