ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି
ଟୋକିଓ,୨୭।୯: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟି କ୍ରିୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ଏହି ସମୟରେ ସେ ବହୁତ ଭାବପ୍ରବଣ ଦେଖାଯାଉଥିଲେ। ମୋଦିଙ୍କ ବ୍ୟତୀତ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ମଧ୍ୟ ଆବେଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ପହଞ୍ଚିଛନ୍ତି।…
ତେଜିଲା ହିଜାବ ବିରୋଧୀ ହିଂସା: ସୁରକ୍ଷାବାହିନୀ ଗୁଳିରେ ଟଳିପଡିଲେ ଆଉ ଜଣେ ଯୁବତୀ
ତେହରାନ,୨୭। ୯: ଇରାନରେ ହିଜାବ ବିରୋଧରେ ହିଂସା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏସବୁ ମଧ୍ୟରେ ଇରାନର ସୁରକ୍ଷା ବାହିନୀ ଅତ୍ୟାଚାରର ଆଉ ଏକ ଉଦାହରଣ ସାମ୍ନାକୁ ଆସିଛି। ଏଠାରେ ୨୦ ବଷର୍ର୍ୀୟା ଯୁବତୀ ହଦିସ ନଜାଫିଙ୍କୁ ଅତି ନିର୍ମମ ଭାବେ…
ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି
ଟୋକିଓ,୨୭।୯: ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଟୋକିଓରେ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କୁ ଭେଟିଛନ୍ତି। ଏହି ସମୟରେ ଭାରତ-ଜାପାନ ସମ୍ପର୍କକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଫୁମିଓ କିଶିଡାଙ୍କ ସହ ଦ୍ୱିପାକ୍ଷିକ ବୈଠକ ସମୟରେ ପ୍ରଧାନମନ୍ତ୍ରୀ…
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦେବେ ମୋଦି
ଟୋକିଓ,୨୭।୯: ସେପ୍ଟେମ୍ବର ୨୭ ଅର୍ଥାତ୍ ଆଜି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟିକ୍ରିୟା କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ଟୋକିଓରେ ପହଞ୍ଚିଛନ୍ତି। ସେଣ୍ଟ୍ରାଲ ଟୋକିଓର ନିପ୍ପନ ବୁଡୋକାନରେ ଭାରତୀୟ ସମୟ ସକାଳ…
ୟୁକ୍ରେନ୍ରେ ମଲେ ରୁଷୀୟ ସୈନ୍ୟଙ୍କ ପାପ ଧୋଇଯିବ: କିରିଲ
ମସ୍କୋ,୨୭୯: ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ପ୍ରାଣ ତ୍ୟାଗ କରୁଥିବା ଯବାନଙ୍କ ଜୀବନର ସବୁପାପ ଧୋଇ ହୋଇଯିବ। ସେମାନେ ସହଜରେ ମୋକ୍ଷ ପାଇବେ। ରୁଷିଆ ସୌନ୍ୟଙ୍କ ମନୋବଳ ବଢ଼ାଇବା ପାଇଁ ଅର୍ଥୋଡୋକ୍ସ ଚର୍ଚ୍ଚ ମୁଖ୍ୟ ପାଟ୍ରିଆର୍ଚ କିରିଲ ଏହା କହିଛନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…
ଇଟାଲୀରେ ଅତି ରାଷ୍ଟ୍ରବାଦୀ ସରକାର, ଜିଓର୍ଜିଆ ମେଲୋନି ହେବେ ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ
ରୋମ,୨୭ ।୯: ଇଟାଲୀରେ ହୋଇଥିବା ରାଷ୍ଟ୍ରୀୟ ନିର୍ବାଚନରେ ଧୁର ଦକ୍ଷିଣପନ୍ଥୀ ଓ ଅତି ରାଷ୍ଟ୍ରବାଦୀ ମେଣ୍ଟ ‘ଦ ବ୍ରଦର୍ସ ଅଫ ଇଟାଲୀ’କୁ ବହୁମତ ମିଳିଛି । ଏହାର ଅଧ୍ୟକ୍ଷ ଜିଓର୍ଜିଆ ମେଲୋନି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଦେଶର ନେତୃତ୍ୱ ନେଉଥିବା ପ୍ରଥମ…
ସୀମା ଟପିଲେ ଭୟଙ୍କର ପରିଣାମ
ମସ୍କୋ/ଓ୍ବାଶିଂଟନ୍, ୨୭ା୯: ପ୍ରାୟ ୭ ମାସ ଧରି ଚାଲିଥିବା ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଦିନକୁ ଦିନ ଅଧିକ ଜଟିଳ ହେବାରେ ଲାଗିଛି। ୟୁକ୍ରେନ୍ର ଖର୍କିଭ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳରୁ ରୁଷିଆ ସୈନ୍ୟ ପଛଘୁଞ୍ଚା ଦେବା ପରେ ଏବେ କ୍ରେମଲିନ୍ ୟୁରୋପକୁ ଆଣବିକ…
ସିକାଗୋ ପୋଲିସ ଷ୍ଟେଶନ ଭିତରେ ଗୁଳିକାଣ୍ଡ, ଦୁଇ ଆହତ
ସିକାଗୋ, ୨୭ ।୯: ଆମେରିକାର ସିକାଗୋ ସହର ୱେଷ୍ଟ ସାଇଟରେ ଥିବା ଏକ ପୋଲିସ କାର୍ଯ୍ୟାଳୟ ଭିତରେ ସୋମବାର ଜଣେ ବ୍ୟକ୍ତି ଆଉ ଜଣେ ବ୍ୟକ୍ତିଙ୍କୁ ଗୁଳି କରିଥିଲେ । ଏଥିରେ ସିକାଗୋ ପୋଲିସର ଜଣେ ଅଧିକାରୀ ବି ଆହତ ହୋଇଛନ୍ତି…
ରୁଷିଆ ସ୍କୁଲରେ ଗୁଳି, ୧୫ ମୃତ,୨୪ ଗୁରୁତର: ନିଜ ଗୁଳିରେ ଟଳିଲେ ଆତତାୟୀ
ମସ୍କୋ, ୨୬ା୯: ରୁଷିଆର ଇଜେଭ୍ସ୍କ ସହରରେ ଥିବା ଏକ ସ୍କୁଲରେ ଜଣେ ଆତତାୟୀ ସୋମବାର ଆଖିବୁଜା ଗୁଳି ଚଳାଇଛନ୍ତି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୧ ସ୍କୁଲ ପିଲା ରହିଛନ୍ତି। ଅଭିଯୁକ୍ତଙ୍କ…
ଅଣୁଅସ୍ତ୍ର ବ୍ୟବହାରକୁ ଗୁରୁତର ସହ ନେବାକୁ ଜେଲେନ୍ସ୍କିଙ୍କ ନିବେଦନ
କିଭ୍, ୨୬ା୯: ଅଣୁଅସ୍ତ୍ର ବ୍ୟବହାର ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଧମକ ଦେଉଥିବା ଅତିରଞ୍ଜିତ ନୁହେଁ ବୋଲି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି କହିଛନ୍ତି। ଏହା କେବଳ ଏକ ଧମକ ବୋଲି ଲାଗୁଥିଲେ ହେଁ ପୁଟିନ ଏପରି କରିପାରନ୍ତି ବୋଲି…
ସ୍କୁଲରେ ଗୁଳିବର୍ଷା: ଚାଳିଗଲା ୬ ଜୀବନ, ୨୦ ଆହତ
ମସ୍କୋ,୨୬।୯: ରୁଷିଆର ଇଜେଭସ୍କର ଏକ ବିଦ୍ୟାଳୟରେ ଗୁଳିମାଡ ଘଟିଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଇଜେଭସ୍କର ୮୮ ନମ୍ବର ସ୍କୁଲରେ ଏହି ଗୁଳିକାଣ୍ଡ ଘଟିଛି। ଆକ୍ରମଣକାରୀ କାହିଁକି ଗୁଳି ଚଳାଇଲେ ତାହା ଏପର୍ଯ୍ୟନ୍ତ ଜଣା…
ଲଣ୍ଡନ କଫି ଶପ୍ରେ ପାକିସ୍ତାନ ମନ୍ତ୍ରୀଙ୍କୁ ‘ଚୋରଣୀ’ ଡାକିଲେ ଲୋକେ
ଲଣ୍ଡନ,୨୬।୯: ଲଣ୍ଡନ କଫି ଶପ୍ରେ ପାକିସ୍ତାନର ମନ୍ତ୍ରୀ ମରିୟମ ଔରଙ୍ଗଜେବଙ୍କୁ ଅନେକ ଅପମାନର ସମ୍ମୁଖୀନ ହେବାକୁ ପଡ଼ିଲା। କଫି ପିଇବା ପାଇଁ ମରିୟମ ଲଣ୍ଡନରେ ଏକ କଫି ଦୋକାନରେ ପହଞ୍ଚିଥିଲେ, ସେହି ସମୟ ମଧ୍ୟରେ ସେଠାରେ ଉପସ୍ଥିତ ଥିବା କେବଳ ପାକିସ୍ତାନୀମାନେ…
Archives


