ଅନ୍ତର୍ଜାତୀୟ

ଚାଇନାରେ କରୋନା ଆତଙ୍କ, ବେଜିଂରେ ମିନି ଲକ୍‌ଡାଉନ…

ବେଜିଂ,୧୯।୧୧ : ଚାଇନାରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ଦେଖାଦେଇଛି। ରାଜଧାନୀ ବେଜିଂରେ ୫୦୦ କରୋନା ଆକାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦେଶରେ ୨୫ ହଜାରରୁ ଅଧିକ ମାମଲା ଚିହ୍ନଟ ହୋଇଛି। ବେଜିଂରେ ସରକାରଙ୍କ ପକ୍ଷରୁ ମିନି ଲକଡାଉନ୍‌ ଜାରି…

କମଲା ହାରିସ-ଜିନପିଙ୍ଗ୍‌ ଭେଟ…

ବ୍ୟାଙ୍କକ,୧୯।୧୧ : ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଶନିବାର ବ୍ୟାଙ୍କକରେ ଭେଟିଛନ୍ତି। ଏକ ସଂକ୍ଷିପ୍ତ କିନ୍ତୁ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଉଭୟ ଯୋଗ ଦେଇଛନ୍ତି। ବ୍ୟାଙ୍କକ ଠାରେ ହେବାକୁ ଥିବା ଏସିଆ-ପାସିଫିକ ଅର୍ଥନୈତିକ ସହଯୋଗ (ଏପିଇସି) ଶିଖର…

ୟୁକ୍ରେନ୍‌ ପରି ତାଇଓ୍ବାନ ଉପରେ ଆକ୍ରମଣ ହେବା ଆଶଙ୍କା, ୧୭ ଚାଇନା ଯୁଦ୍ଧ ବିମାନ-୩ ଯୁଦ୍ଧ ପୋତ ସୀମାରେ…

ତାଇପେଇ,୧୯।୧୧ : ରୁଷିଆର ୟୁକ୍ରେନ ଉପରେ ଆକ୍ରମଣ ପରେ ଅନ୍ୟ ଏକ ଯୁଦ୍ଧର ବିପଦ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ତାଇୱାନ ଆଡ଼କୁ ନିଜର ଯୁଦ୍ଧ ବିମାନ ଏବଂ ଯୁଦ୍ଧ ଜାହାଜ ପଠାଇ ଚାଇନା କ୍ରମାଗତ ଭାବେ ଯୁଦ୍ଧ ଆଶଙ୍କା ସୃଷ୍ଟି…

ସେନା ମୁଖ୍ୟ ନିଯୁକ୍ତି ନେଇ ପାକିସ୍ତାନ ସରକାରରେ ମତଭେଦ

ଇସଲାମାବାଦ,୧୯ା୧୧: ପାକିସ୍ତାନ ସରକାରରେ ନୂତନ ସେନା ମୁଖ୍ୟ ନିଯୁକ୍ତିକୁ ନେଇ ମତଭେଦ ତୀବ୍ର ହୋଇଛି। ଶାସକ ମିଳିତ ମଞ୍ଚର ବରିଷ୍ଠ ଅଧିକାରୀମାନେ ଏହି ପ୍ରସଙ୍ଗରେ ବିରୋଧୀ ବିବୃତ୍ତି ଦେଇଛନ୍ତି। ନଭେମ୍ବର ୨୯ରେ ଅବସର ନେବାକୁ ଥିବା ଆର୍ମି ଚିଫ୍‌ ଜେନେରାଲ କମର…

ରବିବାର ନେପାଳରେ ନିର୍ବାଚନ, ବିରୋଧ କରୁଥିବା କମ୍ୟୁନିଷ୍ଟ ପାର୍ଟି ସଦସ୍ୟ ଗିରଫ…

କାଠମାଣ୍ଡୁ,୧୯।୧୧ : ନେପାଳରେ ରବିବାର ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ଶନିବାର ନେପାଳ କମ୍ୟୁନିଷ୍ଟ ପାର୍ଟି (କାନ୍ତିକାରୀ ମାଓବାଦୀ)ର ୬ଜଣ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ଅଭିଯୋଗ ହୋଇଛି ଯେ ହେବାକୁ ଥିବା ସାଧାରଣ ନିର୍ବାଚନ ବିରୋଧରେ ଏହି ଦଳର…

ଆଫଗାନିସ୍ତାନ ଶରଣାର୍ଥୀଙ୍କୁ ଇରାନ ସୀମାରେ ଛାଡୁଛି ତୁର୍କୀ…

ଆଙ୍କରା,୧୯।୧୧ : ତୁର୍କୀ ନିୟମିତ ଭାବେ ହଜାର ହଜାର ଆଫଗାନିସ୍ତାନ ଶରଣାର୍ଥୀଙ୍କୁ ଇରାନ ସୀମାରେ ଛାଡୁଛି। ସେମାନଙ୍କୁ ଇରାନ ବାଟେ ଆଫଗାନିସ୍ତାନ ଫେରିବାକୁ ବାଧ୍ୟ କରାଯାଉଛି। ହ୍ୟୁମାନ ରାଇଟ୍ସ ୱାଚ ରିପୋର୍ଟରେ ଏହା ଦାବି କରାଯାଇଛି। ଆଫଗାନିସ୍ତାନର ଟୋଲୋ ନ୍ୟୁଜ ମାନବିକ…

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଫ୍ରାନ୍ସର ସମର୍ଥନ…

ଜେନେଭା,୧୯।୧୧ : ବ୍ରିଟେନ ପରେ ଫ୍ରାନ୍ସ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ପ୍ରସଙ୍ଗ ମଧ୍ୟ ଉଠାଇଛି। ମିଳିତ ଜାତିସଂଘରେ ଫ୍ରାନ୍ସର ଡେପୁଟି ସ୍ଥାୟୀ ପ୍ରତିନିଧୀ ନାଥାଲି ବ୍ରଡହର୍ଷ୍ଟ କହିଛନ୍ତି ଯେ ସେ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ…

‘ଭାରତ ଆମ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ’

ଓ୍ବାଶିଂଟନ,୧୯ା୧୧: ଆମେରିକା ପୁଣିଥରେ ବିଶ୍ୱସ୍ତରରେ ଭାରତ ସହ ସମ୍ପର୍କକୁ ଗୁରୁତ୍ୱ ଦେଇଛି। ଆମେରିକା କହିଛି, ଭାରତ ଆମର ଗୁରୁତ୍ୱପୂର୍ଣ୍ଣ ସହଯୋଗୀ। ଆମେରିକାର ବୈଦେଶିକ ବିଭାଗର ଡେପୁଟି ମୁଖପାତ୍ର ବେଦାନ୍ତ ପଟେଲ  ଖବରଦାତା ସମ୍ମିଳନୀରେ କହିଛନ୍ତି, ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଏବଂ…

ରନ୍‌ଓ୍ବେରେ ବିମାନ-ଦମକଳ ଟ୍ରକ ମୁହାଁମୁହିଁ ଧକ୍କା, ୨ ମୃତ…

ଲିମା,୧୯।୧୧ : ପେରୁର ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିମାନ ଉଡ଼ାଣ ପାଇଁ ପ୍ରସ୍ତୁତ ହେଉଥିବା ଏକ ବିମାନ ରନୱେରେ ଅଗ୍ନିଶମ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଲାଟାମ ଏୟାରଲାଇନ୍ସର ଏହି ବିମାନ ଟକର ପରେ ନିଆଁକୁ ଆୟତ୍ତ କରିଥିଲା। ଅଧିକାରୀଙ୍କ ଅନୁଯାୟୀ…

ଆପାର୍ଟମେଣ୍ଟ ଭୁଶୁଡ଼ି ୯ ମୃତ, ଜଣେ ନିଖୋଜ

ମସ୍କୋ,୧୯ା୧: ରୁଷିଆର ପ୍ରଶାନ୍ତ ଦ୍ୱୀପ ସଖାଲିନ୍‌ରେ ଥିବା ଏକ ୫ ମହଲା ବିଶିଷ୍ଟ କୋଠା ଭୁଶୁଡ଼ି ପଡ଼ିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ନିଖୋଜ ଅଛନ୍ତି। ଶନିବାର ଏନେଇ ରାଜ୍ୟପାଳ ସୂଚନା ଦେଇଛନ୍ତି। ଜରୁରିକାଳୀନ ସେବା ସୂତ୍ରରୁ ପ୍ରକାଶ…

ପ୍ରଥମ ଥର ପାଇଁ କିମ୍‌ଙ୍କ ଝିଅ ସାମ୍ନାକୁ ଆସିଲେ…

ପ୍ୟୋଙ୍ଗୟାଙ୍ଗ,୧୯।୧୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ବିଷୟରେ ଅନେକ ଗୁପ୍ତ କଥା ଅଛି ଯାହା କେହି ଜାଣନ୍ତି ନାହିଁ। ବିଶେଷକରି ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ବହୁତ କମ ତଥ୍ୟ ଦୁନିଆକୁ ଜଣା। ତେବେ କିମ୍‌…

ସିଇସି ରାଜୀବ କୁମାର ନେପାଳ ନିର୍ବାଚନରେ ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ

କାଠମାଣ୍ଡୁ,୧୯।୧୧(ପି.ଟି.): ନେପାଳ ସାଧାରଣ ନିର୍ବାଚନ ଆସନ୍ତା ରବିବାର ଅନୁଷ୍ଠିତ ହେଉଥିବାବେଳେ ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ ଭାବେ ଶୁକ୍ରବାର ସେଠାରେ ପହଞ୍ଚତ୍ଛନ୍ତି। ତାଙ୍କ ସହ ନିର୍ବାଚନ ଆୟୋଗର ୨ ଅଧିକାରୀଙ୍କ ସମେତ ୪ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri