‘ପାକିସ୍ତାନ ସହିତ ଆଉ ଏକ ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ ହେଉଛି’: ଅପରେଶନ ସିନ୍ଦୂର ୨ ପୂର୍ବରୁ ଥରିଲେ ଜର୍ଦ୍ଦାରୀ
ଇସଲାମାବାଦ,୩।୩: ଭାରତ ପାକିସ୍ତାନ ଉପରେ ଆଉ ଏକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି। ଅପରେଶନ ସିନ୍ଦୂରରେ ଏକ ବଡ଼ ପରାଜୟ ବରଣ କରିଥିବା ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦ୍ଦାରୀ ସଂସଦର ଏକ ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ସମୟରେ ଏହି…
ବଢିଲା ଯୁଦ୍ଧର ପରିସର, ଆମେରିକା ଦୂତାବାସ ଉପରେ ଡ୍ରୋନ ଆକ୍ରମଣ
ରିୟାଦ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ବଢ଼ିବାରେ ଲାଗିଛି। ସଦ୍ୟତମ ରିପୋର୍ଟ ଅନୁଯାୟୀ, ରିୟାଦରେ ଥିବା ଆମେରିକୀୟ ଦୂତାବାସ ଉପରେ ଡ୍ରୋନ ଆକ୍ରମଣ ନିଆଁ ଲଗାଇ ଦେଇଛି। ସାଉଦି ଆରବ କହିଛି ଯେ ଏହା ଚାରୋଟି ପ୍ରୋଜେକ୍ଟାଇଲକୁ ଖସାଇ…
ସୁଡ଼ଙ୍ଗରେ ଭରି ରହିଛି ଇରାନର ବିପୁଳ ଯୁଦ୍ଧାସ୍ତ୍ର
ତେହରାନ୍,୩ା୩: ଇରାନ ଗପ୍ତରେ ଏହାର ଭୂତଳ ଅସ୍ତ୍ର ଭଣ୍ଡାର ଏବଂ ସୁଡ଼ଙ୍ଗରେ ବିପୁଳ ଅସ୍ତ୍ରଶସ୍ତ୍ର ମହଜୁଦ ରଖିଛି। ସୋମବାର ଇରାନ ସେନା(ଆଇଆର୍ଜିସି) ପକ୍ଷରୁ ଏହାର ଏକ ଭିଡିଓ ଫୁଟେଜ୍ ଜାରି କରାଯାଇଛି। ଏହି ଫୁଟେଜ୍ରେ ଅନେକ ଶହ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର…
ଖାମେନେଇଙ୍କ ୨ ସମ୍ଭାବ୍ୟ ଉତ୍ତରାଧିକାରୀ ନିହତ: ଟ୍ରମ୍ପ୍
ତେହରାନ୍, ୩ା୩: ଆମେରିକା ଓ ଇସ୍ରାଏଲ୍ର ମିଳିତ ଆକ୍ରମଣରେ ଶନିବାର ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ନିହତ ହୋଇଥିଲେ। ଏଥିସହିତ ସୁପ୍ରିମ ଲିଡରଙ୍କ ଉତ୍ତରାଧିକାରୀ ହେବାର ସମ୍ଭାବନା ଥିବା ୨ ନେତାଙ୍କର ମଧ୍ୟ ଆକ୍ରମଣରେ ମୃତ୍ୟୁ ଘଟିଥିବା ଆମେରିକା…
ହୋର୍ମୁଜ୍ ଷ୍ଟ୍ରେଟ୍: ସର୍ବବୃହତ୍ ଏନର୍ଜି କରିଡର
ମୁମ୍ବାଇ ,୩ା୩: ଇରାନ-ଆମେରିକା ଯୁଦ୍ଧ ପରିପ୍ରେକ୍ଷୀରେ ଇରାନ ଓ ଓମାନ ମଝିରେ ରହିଥିବା ଏକ ସଂକୀର୍ଣ୍ଣ ସାମୁଦ୍ରିକ ପଥ ବା ପ୍ରଣାଳୀ ‘ହୋର୍ମୁଜ୍ ଷ୍ଟ୍ରେଟ୍’ର ବିଶେଷତ୍ୱ ଏବେ ବୈଶ୍ୱିକ ତୈଳ ପରିବହନ କ୍ଷେତ୍ରରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହୋଇଛି। ଇରାନ ଏବଂ…
ନାତାଞ୍ଜ ଆଣବିକ ସ୍ଥଳରେ ଆକ୍ରମଣ
ତେହରାନ୍, ୩ା୩: ଇରାନ୍ର ନାତାଞ୍ଜ ଆଣବିକ ସ୍ଥଳ ଉପରେ ଆମେରିକା ଏବଂ ଇସ୍ରାଏଲ୍ ରବିବାର ଆକ୍ରମଣ କରିଥିବା ଅନ୍ତର୍ଜାତୀୟ ଆଣବିକ ଶକ୍ତି ସଂସ୍ଥା (ଆଇଏଇଏ)କୁ ତେହରାନ୍ ଜଣାଇଛି। ସୋମବାର ଆଇଏଇଏର ୩୫ ରାଷ୍ଟ୍ର ଗଭର୍ନର ବୋର୍ଡ ବୈଠକ ବେଳେ ଇରାନ ରାଷ୍ଟ୍ରଦୂତ…
ଆକ୍ରମଣ ଜୋର୍ଦାର କରିବାକୁ ଟ୍ରମ୍ପ୍ଙ୍କ ଧମକ
ଓ୍ବାଶିଂଟନ୍,୩ା୩: ଇରାନ-ଆମେରିକା ଯୁଦ୍ଧ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଇସ୍ରାଏଲ ଏବଂ ଆମେରିକା ମିଳିତ ଭାବେ ଇରାନର ବହୁ ଗୁରୁତ୍ୱପୂର୍ଣ୍ଣ ସାମରିକ ପ୍ରତିଷ୍ଠାନକୁ ଟାର୍ଗେଟ କରି ୧୩୧ ସହର ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୫୫୦ ଜଣଙ୍କ…
ଲେବାନନ୍କୁ ବ୍ୟାପିଲା ଇରାନ୍ ଯୁଦ୍ଧ
ତେହରାନ୍, ୩ା୩: ଇରାନ୍ରେ ଆମେରିକା ଓ ଇସ୍ରାଏଲ୍ ସୋମବାର ଜୋର୍ଦାର ଆକ୍ରମଣ କରିଥିବାବେଳେ ମୃତ୍ୟୁସଂଖ୍ୟା ୫୫୫ରେ ପହଞ୍ଚତ୍ଥିବା ଇରାନୀୟ ରେଡ୍ କ୍ରିସେଣ୍ଟ ସୋସାଇଟି ପକ୍ଷରୁ କୁହାଯାଇଛି। ଏହାର ଜବାବରେ ଇରାନ ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଥିବା ଇସ୍ରାଏଲ୍ ଓ ଆମେରିକାର ସାମରିକ ବେସ୍…
ଘନଉଛି ତୈଳ ସଙ୍କଟ: ୨ ବୃହତ୍ ରିଫାଇନେରି ଉପରେ ଇରାନର ଆକ୍ରମଣ
ତେହରାନ୍ ,୩ା୩:ଇରାନ-ଆମେରିକା ଯୁଦ୍ଧ କ୍ରମଶଃ ଗମ୍ଭୀର ହେବାରେ ଲାଗିଛି। ସୋମବାର ତୃତୀୟ ଦିନରେ ଉଭୟ ପକ୍ଷ ଆକ୍ରମଣ ଜାରି ରଖିଥିଲାବେଳେ କ୍ଷୟକ୍ଷତି ମଧ୍ୟ ବଢିବାରେ ଲାଗିଛି। ଆମେରିକା ଟାର୍ଗେଟରେ କେବଳ ଇରାନ ରହିଛି। କିନ୍ତୁ ଆମେରିକା ବିରୋଧରେ ଉପସାଗରୀୟ ଅଞ୍ଚଳର ୬…
ଆମେରିକାର ୩ ଯୁଦ୍ଧବିମାନକୁ ଖସାଇଲା କୁଏଟ୍ ଏୟାର ଡିଫେନ୍ସ
ଓ୍ବାଶିଂଟନ,୨ା୩: କୁଏଟ୍ର ଏୟାର ଡିଫେନ୍ସ ଦ୍ୱାରା ଅଲଗା ଅଲଗା ବନ୍ଧୁତ୍ୱପୂର୍ଣ୍ଣ ଫାୟାରିଂରେ ଆମେରିକାର ୩ଟି ଏଫ୍-୧୫ଇ ‘ଷ୍ଟ୍ରାଇକ୍ ଇଗଲ’ ଯୁଦ୍ଧବିମାନ ଖସିଛି। ଇରାନରେ ଆମେରିକା-ଇସ୍ରାଏଲ୍ ମିଳିତ ସାମରିକ ଅଭିଯାନର ନିର୍ଦ୍ଦେଶନା ଦେଉଥିବା ଆମେରିକା ସେଣ୍ଟ୍ରାଲ କମାଣ୍ଡ ପକ୍ଷରୁ ଏହା କୁହାଯାଇଛି। ତେବେ…
ଆକ୍ରମଣ ଜୋର୍ଦାର: ଇରାନ୍ରେ ମୃତ୍ୟୁସଂଖ୍ୟା ୫୫୫
ତେହରାନ୍, ୨ା୩: ଇରାନ୍ରେ ଆମେରିକା ଓ ଇସ୍ରାଏଲ୍ ସୋମବାର ଜୋର୍ଦାର ଆକ୍ରମଣ କରିଥିବାବେଳେ ମୃତ୍ୟୁସଂଖ୍ୟା ୫୫୫ରେ ପହଞ୍ଚିଥିବା ଇରାନୀୟ ରେଡ୍ କ୍ରିସେଣ୍ଟ ସୋସାଇଟି ପକ୍ଷରୁ କୁହାଯାଇଛି। ଏହାର ଜବାବରେ ଇରାନ ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଥିବା ଇସ୍ରାଏଲ୍ ଓ ଆମେରିକାର ସାମରିକ ବେସ୍…
ଭାରତ-କାନାଡା ମଧ୍ୟରେ ୟୁରାନିୟମ ଚୁକ୍ତିନାମା: ଖୁବ୍ଶୀଘ୍ର ଉଭୟ ଦେଶ…
ନୂଆଦିଲ୍ଲୀ,୨ା୩: ୟୁରାନିୟମ ଏବଂ ଗୁରୁତ୍ୱପୂର୍ଣ୍ଣ ଖଣିଜ ଯୋଗାଣ ଲାଗି ଭାରତ ଓ କାନାଡା ମଧ୍ୟରେ ସୋମବାର ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ବିସ୍ତୃତ ଅର୍ଥନୈତିକ ସହଭାଗିତା ଚୁକ୍ତିନାମା ନେଇ ଖୁବ୍ଶୀଘ୍ର ସହମତିରେ ପହଞ୍ଚତ୍ବାକୁ ଉଭୟ ଦେଶ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ…
Archives


