ଅନ୍ତର୍ଜାତୀୟ

ଚାଇନା ନାଗରିକଙ୍କ ବ୍ୟାଗ୍‌ରୁ ବାଦୁଡ଼ି ମାଂସ ଧରିଲା ସନ୍ଧାନୀ କୁକୁର

ବ୍ୟାଙ୍କକ୍‌,୧୨।୧୧: ଥାଇଲାଣ୍ଡର ସୁବର୍ଣ୍ଣଭୂମି ଏୟାରପୋର୍ଟରେ ଜଣେ ଚାଇନା ନାଗରିକ ନିଜ ବ୍ୟାଗ୍‌ରେ ଚାଲାଣକରି ଆଣୁଥିବା ବାଦୁଡ଼ି ମାଂସକୁ ସନ୍ଧାନୀ କୁକୁର ଧରିଛି। ପ୍ରାଣୀଧନ ଉନ୍ନୟନ ବିଭାଗର କୁକୁରଟି ବିମାନବନ୍ଦରରେ ଡ୍ୟୁଟିରେ ନିୟୋଜିତ ଥିବାବେଳେ ମାଲେସିଆ, କମ୍ବୋଡିଆ, ତାଇଓ୍ବାନ, ଲାଓସ୍‌, ଭିଏତ୍‌ନାମ ଓ…

୮ ଡଲାର ସବସ୍କ୍ରିପଶନ ନିଷ୍ପତ୍ତିକୁ ଫେରାଇ ନେଲା ଟୁଇଟର

ୱାଶିଂଟନ,୧୨ ।୧୧: ଟୁଇଟରର ଚଢେଇ ସାରା ବିଶ୍ୱର ମୁଣ୍ଡକୁ ବିଗାଡିବାରେ ଲାଗିଛି । ଟୁଇଟରର ନୂଆ ମାଲିକ ଏଲନ ମସ୍କ ଶୁକ୍ରବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି ଯାହା ଏବେ ପୁଣି ଚର୍ଚ୍ଚାକୁ ଆସିଛି । ରିପୋର୍ଟ ଅନୁଯାୟୀ, କମ୍ପାନୀ ଚଳିତ…

୨୦୨୩ରେ ଚାଇନାକୁ ଟପିବ ଭାରତ

ଓ୍ବାଶିଂଟନ୍‌,୧୨।୧୧: ବିଶ୍ୱର ସବୁଠାରୁ ଅଧିକ ସଂଖ୍ୟକ ଲୋକ ଚାଇନାରେ ବସବାସ କରନ୍ତି। ବିଶ୍ୱ ଜନସଂଖ୍ୟାରେ ଚାଇନା ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଏହାପଛକୁ ଅର୍ଥାତ୍‌ ଦ୍ୱିତୀୟରେ ଭାରତ ରହିଛି। ମାତ୍ର ଗୋଟିଏ ମାସ ପରେ ଏହି ସ୍ଥାନ ପରିବର୍ତ୍ତନ ହେବାର ଦେଖିବାକୁ…

ରୁଷିଆ ରାଷ୍ଟ୍ରପତିଙ୍କୁ ଡରାଉଛି ହତ୍ୟାର ଭୟ! ଜି-୨୦ ସମ୍ମିଳନୀରେ ଏଥିପାଇଁ ଯୋଗଦେବେ ନାହିଁ ପୁଟିନ: ବ୍ରିଟିଶ ଗଣମାଧ୍ୟମର ଦାବି

ମସ୍କୋ,୧୧ ।୧୧: ହତ୍ୟାର ଆଶଙ୍କା କରି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜି-୨୦ ସମ୍ମିଳନୀରେ ଯୋଗ ଦେବେ ନାହିଁ ବୋଲି କୁହାଯାଉଛି । ବ୍ରିଟିଶ ଖବରକାଗଜ ରୁଷିଆ ସୂତ୍ରରୁ ମିଳିଥିବା ସୂଚନାକୁ ନେଇ ଏହି ଦାବି କରିଛି । କ୍ରିମଲିନ ସମର୍ଥକ…

ଚାଇନାରେ ପୁଣି ଫେରିଲା କରୋନା ମହାମାରୀ, ଅଧିକାଂଶ ସହର ସମ୍ପୂର୍ଣ୍ଣ ଲକଡାଉନ, ହଜାର ହଜାର ଲୋକ ଘରେ ବନ୍ଦୀ

ବେଜିଂ,୧୧ ।୧୧: ଗତ ଏପ୍ରିଲ ମାସ ପରେ ଗୁରୁବାର ପୁଣିଥରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ୧୦,୨୦୦ରୁ ଅଧିକ କରୋନା ପଜିଟିଭ ଚିହ୍ନଟ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ରାଜଧାନୀ…

୨୧ ଲକ୍ଷ ଲୋକଙ୍କ ଚାକିରି ଉପରେ ପଡ଼ିପାରେ ପ୍ରଭାବ

ଓ୍ବାଶିଂଟନ,୧୧ା୧୧: ଆମେରିକାରେ ବିମୁଦ୍ରୀକରଣ ହେବାର ସମ୍ଭାବନାକୁ ନେଇ ଲୋକଙ୍କ ଚିନ୍ତା ବୃଦ୍ଧି ପାଇଛି। ଏହି ବିମୁଦ୍ରୀକରଣ ମଧ୍ୟରେ ଆମେରିକାର ସ୍ଥାନୀୟ ଖବରକାଗଜରେ ଏକ ସର୍ଭେ ବାହାରିଛି। ସର୍ଭେ ରିପୋର୍ଟ ଆଶ୍ଚର୍ଯ୍ୟଜନକ। ଏହି ସର୍ଭେରେ ଆକଳନ କରାଯାଇଛି, ଅର୍ଥନୈତିକ ଦୃଷ୍ଟିକୋଣରୁ ଆମେରିକାରେ ଆସନ୍ତା…

ମୋଦି-ବାଇଡେନଙ୍କ ମଧ୍ୟରେ ରହିଛି ସୁସମ୍ପର୍କ

ଓ୍ବାଶିଂଟନ,୧୧।୧୧: ଇଣ୍ଡୋନେସିଆର ବାଲିରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଆମେରିକା ଭାରତ ବିଷୟରେ ଏକ ବଡ଼ ମନ୍ତବ୍ୟ ଦେଇଛି। ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ କଥାବାର୍ତ୍ତା ପୂର୍ବରୁ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା କହିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ମେକ୍ସିକୋ ବାର୍‌ରେ ଫୁଟିଲା ଗୁଳି: ୪ ମହିଳାଙ୍କ ସମେତ ୯ ମୃତ

ମେକ୍ସିକୋ ସିଟି,୧୧ା୧୧: ହିଂସା ପ୍ରଭାବିତ ମେକ୍ସିକୋର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୪ ମହିଳାଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଗୁଳିକାଣ୍ଡରେ ଅନ୍ୟ ୨ଜଣ ମହିଳା ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଭାରତୀୟ ଦଳକୁ ଟ୍ରୋଲ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୧୧।୧୧: ଅଷ୍ଟ୍ରେଲିଆରେ ଚାଲିଥିବା ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ଇଂଲଣ୍ଡଠାରୁ ୧୦ ଉଇକେଟରେ ହାରିବା ପରେ ଭାରତ ବିଶ୍ୱକପ ଜିତିବାର ଆଶା ଶେଷ ହୋଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୧୬୮ ରନ୍‌ କରିଥିଲା। ଏହାର ଜବାବରେ ଇଂଲଣ୍ଡ ଦଳ କୌଣସି…

ଯୌନ ନିର୍ଯାତନା ମାମଲାରେ ଓସ୍କାର ବିଜେତା ପଲ ହାଗିସ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୧୧।୧୧: ଓସ୍କାର ବିଜେତା ନିର୍ଦ୍ଦେଶକ ପଲ ହାଗିସ ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥିସହ ପୀଡିତାଙ୍କୁ ୭.୫ ମିଲିୟନ ଆମେରିକୀୟ ଡଲାର କ୍ଷତିପୂରଣ ଦେବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୫ ଟରୋଣ୍ଟୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ…

ୟୁକ୍ରେନ୍ ଛାଡିଥିବା ଭାରତୀୟ ଛାତ୍ରଙ୍କୁ ଅଫର ଦେଲା ରୁଷିଆ

ମସ୍କୋ,୧୧ ।୧୧: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ବହୁ ଭାରତୀୟ ମେଡିକାଲ ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି । ଫେବୃୟାରୀ ୨୦୨୨ର ଶେଷ ଭାଗରେ ଯେତେବେଳେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କଲା ସେତେବେଳେ ଅଧିକାଂଶ ଭାରତୀୟ ଛାତ୍ରଙ୍କୁ…

ପ୍ରତିନିଧି ସଭାକୁ ୫ ଭାରତୀୟ ବଂଶୋଦ୍ଭବ ନିର୍ବାଚିତ

ଓ୍ବାଶିଂଟନ,୧୧ା୧୧:ଆମେରିକାର ମିଡ୍‌ଟମର୍‌ସରେ ଡେମୋକ୍ରାଟିକ୍‌ ପାର୍ଟିର ରେକର୍ଡ ସଂଖ୍ୟକ ୫ ଭାରତୀୟ ବଂଶୋଦ୍ଭବ ଆଇନ ପ୍ରଣେତା ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌କୁ ନିର୍ବାଚିତ ହୋଇଛନ୍ତି। ରାଜା କ୍ରିଷ୍ଣାମୂର୍ତ୍ତି, ରୋ ଖାନ୍ନା, ପ୍ରମିଳା ଜୟପାଲ ଓ ଆମି ବେରା ପ୍ରତିନିଧି ସଭାକୁ ନିର୍ବାଚିତ ହୋଇଥିବାବେଳେ ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri