ପାକିସ୍ତାନ ବନ୍ୟା: ଉଦ୍ଧାର କାର୍ଯ୍ୟରେ ଲାଗିଥିବା ସେନା ହେଲିକପ୍ଟର ନିଖୋଜ
ଇସଲାମାବାଦ,୨ ।୮: ପାକିସ୍ତାନର ଏକ ସେନା ହେଲିକପ୍ଟର ସୋମବାର ନିଖୋଜ ହୋଇଯାଇଛି । ସେନାର ମିଡିଆ ୱିଙ୍ଗ ଟୁଇଟରରେ ସୂଚନାଦେଇ କହିଛନ୍ତି, ଏଭିଏଶନ ହେଲିକପ୍ଟର ବେଲୁଚିସ୍ତାନର ଲାସବେଲାରେ ବନ୍ୟା ପୀଡିତଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ସମୟରେ ଆକାଶମାର୍ଗରେ ଏଟିସିଠାରୁ...
ଅଲ କାଏଦା ମୁଖ୍ୟଙ୍କ ମୃତ୍ୟୁ ସମ୍ପର୍କରେ ଭାରତ ପାଖରେ ରହିଥିଲା ସୂଚନା!
ନୂଆଦିଲ୍ଲୀ/ୱାଶିଂଟନ,୨ ।୮: କାବୁଲରେ ଆମେରିକାର ଡ୍ରୋନ ଆକ୍ରମଣରେ ଆତଙ୍କବାଦୀ ସଙ୍ଗଠନ ଅଲ କାଏଦା ମୁଖ୍ୟ ଅଲ-ଜବାହିରିଙ୍କ ମୃତ୍ୟୁ ହୋଇଛି । ଗୋଟିଏ ପଟେ ଏହି ଅପରେଶନରେ ଆମରିକାରକୁ ଆତଙ୍କବାଦ ବିରୋଧରେ ବଡ ସଫଳତା ମିଳିଥିବା ବେଳେ ଅନ୍ୟପଟେ ବିଶେଷ ସୂତ୍ରରୁ...
‘ଅରବପତି ପୁଅ ପାଇଁ ମୁଁ ଗର୍ବିତ ନୁହେଁ’
ନ୍ୟୁୟର୍କ,୨।୮: ଟେସଲା ମୁଖ୍ୟ ଏଲନ ମସ୍କଙ୍କ ପିତା ଏରୋଲ ମସ୍କ ଆଜିକାଲି ବେଶ୍ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ ସ୍ବୀକାର କରିଛନ୍ତି ଯେ ସେ ତାଙ୍କ ଅରବପତି ପୁଅ ପାଇଁ ଗର୍ବିତ ନୁହଁନ୍ତି କାରଣ ସମଗ୍ର ମସ୍କ ପରିବାର ଅନେକ...
ଶସ୍ତା ହୋଇପାରେ ଶସ୍ୟ, ଯୁଦ୍ଧ ପରେ ପ୍ରଥମ କରି ୟୁକ୍ରେନରୁ ବାହାରିଲା ଏକ ଶସ୍ୟ ଭର୍ତ୍ତି ଜାହାଜ
କ୍ୱିଭ,୨ ।୮: ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ପ୍ରଥମଥର ଲାଗି ୟୁକ୍ରେନର ବନ୍ଦର ଓଡେଶାରୁ ଶସ୍ୟ ଭର୍ତ୍ତି ଏକ ଜାହାଜ ବାହାରିଛି । ଏଥିରୁ ଅନୁମାନ କରାଯାଉଛି କି ଏହା ପହଞ୍ଚିବା ପରେ ସାରା ବିଶ୍ୱରେ ଶସ୍ୟର ଦାମ କମ ହୋଇପାରେ...
ଜାତିସଂଘ ମୁଖ୍ୟଙ୍କ ଚେତାବନୀ: ପରମାଣୁ ମହାବିପତ୍ତିଠାରୁ ବିଶ୍ୱ ମାତ୍ର ଗୋଟିଏ ପାଦ ଦୂରରେ
ଜେନେଭା,୨ ।୮: ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ସୋମବାର ଚେତାବନୀ ଦେଇ କହିଛନ୍ତି, ବିଶ୍ୱ ପରମାଣୁ ବିନାଶଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି । ପରମାଣୁ ଅସ୍ତ୍ର ବିସ୍ତାରକୁ ରୋକିବା ଏବଂ ପରମାଣୁ ମୁକ୍ତ ବିଶ୍ୱ ସୃଷ୍ଟି...
ଆମେରିକାର ଡ୍ରୋନ୍ ଆକ୍ରମଣରେ ପ୍ରାଣ ହରାଇଲେ ଅଲ-କାଏଦା ମୁଖ୍ୟ
ନ୍ୟୁୟର୍କ,୨ା୮: ଆଫଗାନିସ୍ତାନରେ ଆତଙ୍କବାଦ ବିରୋଧୀ ଅପରେଶନରେ ଅଲ-କାଏଦାର ମୁଖ୍ୟ ଆୟମାନ ଅଲ-ଜାୱାହିରି ପ୍ରାଣ ହରାଇଛନ୍ତି। ଆଫଗାନିସ୍ତାନର ରାଜଧାନୀ କାବୁଲରେ ଆମେରିକାର ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି (ସିଆଇଏ) ଦ୍ୱାରା ଡ୍ରୋନ ଷ୍ଟ୍ରାଇକ୍ରେ ରବିବାର ଜାୱାହିରିଙ୍କ ମୃତ୍ୟୁ ଘଟିଛି। ରାଷ୍ଟ୍ରପତି ଜୋ ବାଇଡେନ...
ସ୍ତ୍ରୀଙ୍କୁ ବ୍ଲାକ୍ମେଲ କରୁଥିଲେ ପୋଲିସ କର୍ମଚାରୀ: କାନ, ଓଠ, ନାକ ହାଣିଲେ ସ୍ବାମୀ
ଲାହୋର,୧।୮: ପାକିସ୍ତାନରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କୁ ମହିଳାଙ୍କୁ ବ୍ଲାକ୍ମେଲ କରିବା ମହଙ୍ଗା ପଡ଼ିଛି। ଯେଉଁଥିରେ ସ୍ବାମୀ ଉକ୍ତ ପୋଲିସ କର୍ମଚାରୀଙ୍କ ନାକ, କାନ, ଓଠ କାଟିଦେଇଛନ୍ତି। ଏଭଳି ଘଟଣା ଘଟିଛି ପାକିସ୍ତାନର ପଞ୍ଜାବ ପ୍ରଦେଶରେ।...
ମଙ୍କିପକ୍ସ: ନ୍ୟୁୟର୍କରେ ଘୋଷଣା ହେଲା ହେଲ୍ଥ ଏମରଜେନ୍ସ
ନ୍ୟୁୟର୍କ,୧ ।୮: ସାରା ବିଶ୍ୱରେ ମାଡି ଚାଲିଲାଣି ମଙ୍କିପକ୍ସ । ନ୍ୟୁୟର୍କରେ ଏହ ବେଳେକୁ ବେଳ ଅଧିକ ହେଉଥିବାରୁ ସେଠାରେ ଜନସ୍ୱାସ୍ଥ୍ୟ ହେଲ୍ଥ ଏମରଜେନ୍ସି ଘୋଷଣା କରିଛି । ୟୁରୋପ ସହ ଆମେରିକାରେ ବେଳକୁ ବେଳ ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା...
ରୁଷିଆର ମିଶାଇଲ ମାଡ଼ରେ ଧନୀ ବ୍ୟବସାୟୀ ଦମ୍ପତି ନିହତ
କିଭ୍,୧ା୮: ରୁଷିଆର ମିଶାଇଲ ମାଡ଼ରେ ୟୁକ୍ରେନ୍ର ଅନ୍ୟତମ ଧନୀ ବ୍ୟବସାୟୀ ଓଲେକ୍ସି ଭାଡାତୁରସ୍କି(୭୪) ଏବଂ ତାଙ୍କର ସ୍ତ୍ରୀ ରାଇସାଙ୍କ ମୃତ୍ୟୁ ଘଟିଛି। ଭାଡାତୁରସ୍କି ଦମ୍ପତି ମାଇକୋଲେଭ୍ ସ୍ଥିତ ବାସଭବନରେ ଥିବାବେଳେ ରୁଷୀୟ ସୈନ୍ୟ ଟାର୍ଗେଟ କରିଥିଲେ। ଓଲେକ୍ସି ହେଉଛନ୍ତି ଶସ୍ୟ...
ଚାଇନାର ଧମକ ପରେ ପେଲୋସିଙ୍କ ତାଇଓ୍ବାନ ଗସ୍ତ ବାତିଲ…
ଓ୍ବାଶିଂଓନ/ବେଜିଂ,୧।୮ : ଆମେରିକାର ହାଉସ ଅଫ କମନ୍ସ ଅଧ୍ୟକ୍ଷ ନାନସୀ ପେଲୋସିଙ୍କ ଏସିଆ ଗସ୍ତ ତାଲିକାରୁ ତାଇୱାନକୁ ହଟାଇ ଦିଆଯାଇଛି। ଶୁକ୍ରବାର ଠାରୁ ପେଲୋସିଙ୍କ ଗସ୍ତ ଆରମ୍ଭ ହେଉଛି। ଗସ୍ତ ସମୟରେ ସେ ତାଇଓ୍ବାନର ତାଇପେଇ ଯିବାକୁ ସଙ୍କେତ ଦେଇଥିଲେ।...
ଅନେକ ମହିଳାଙ୍କ ସହ ନେ-ୟୋଙ୍କ ସମ୍ପର୍କ
ଓ୍ବାଶିଂଟନ୍, ୧ା୮: ନେ-ୟୋ ଭାବେ ଜଣା ଆମେରିକୀୟ ଗାୟକ ଶାଫେର ଚିମେରେ ସ୍ମିଥ୍ଙ୍କ ନାଁରେ ସ୍ତ୍ରୀ କ୍ରିଷ୍ଟାଲ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ନେ-ୟୋ ଜଣେ ସିରିଏଲ ଠକ ଏବଂ ଅନେକ ମହିଳାଙ୍କ ସହ ସେ ସମ୍ପର୍କ ରଖିଛନ୍ତି ବୋଲି କ୍ରିଷ୍ଟାଲ...
ଲାଡେନଙ୍କ ଦାନ ଗ୍ରହଣ କରିଛନ୍ତି ଚାଲର୍ସ
ଲଣ୍ଡନ, ୧ା୮: ବ୍ରିଟେନ ପ୍ରିନ୍ସ ଚାଲର୍ସ ଆମେରିକାରେ ୯/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ଓସାମା ବିନ୍ ଲାଡେନ୍ଙ୍କ ଠାରୁ ଦାନ ଅର୍ଥ ଗ୍ରହଣ କରିଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି। ଅଲ୍-କାଏଦା ସଙ୍ଗଠନର ଏହି ନିହତ ଆତଙ୍କବାଦୀଙ୍କ ପରିବାର ୨୦୧୩ରେ ଚାଲର୍ସଙ୍କ...
Archives


