ଅନ୍ତର୍ଜାତୀୟ

ମହାରାଣୀଙ୍କ ମୃତ୍ୟୁ ପରେ ଆକାଶରେ ଦିଶିଲା ୨ ଇନ୍ଦ୍ରଧନୁ

ଲଣ୍ଡନ,୯।୯: ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ରାଣୀଙ୍କୁ ଶେଷ ସମ୍ମାନ ଜଣାଇବା ପାଇଁ ବକିଙ୍ଗହମ ପ୍ୟାଲେସ ବାହାରେ ଶହ ଶହ ଲୋକ ଏକତ୍ରିତ ହୋଇ ଶୋକ କରିଥିଲେ। ସେଠାରେ ଥିବା ଲୋକେ ଆକାଶରେ ଦୁଇଟି…

ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଦେହାନ୍ତ ପରେ ପ୍ୟାଲେସ ଆଗରେ ନାଚିଲେ ଦମ୍ପତି

ଲଣ୍ଡନ,୯ା୯: ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କର ଗୁରୁବାର ରାତିରେ ଦେହାନ୍ତ ହୋଇଛି। ଭାରତ ସମେତ ଅନ୍ୟ ଦେଶର ରାଜନେତାମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ବ୍ରିଟେନରେ ଶୋକର ଲହରୀ ଖେଳିଯାଇଛି। ଗତକାଲି ଯେତେବେଳେ ବକିଂହାମ ପ୍ୟାଲେସ ଦ୍ୱାରା ଏହି ସୂଚନା ଦିଆଯାଇଥିଲା,…

ଏତିକି ଟଙ୍କାର ସମ୍ପତ୍ତି ଛାଡିଯାଇଛନ୍ତି ମହାରାଣୀ ଏଲିଜାବେଥ ଦ୍ୱିତୀୟ

ଲଣ୍ଡନ,୯।୯: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ୯୬ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି। ବ୍ରିଟେନରେ ସର୍ବାଧିକ ସମୟ ପର୍ଯ୍ୟନ୍ତ ସେ ଶାସନ ଗାଦିରେ ରହିଥିଲେ। ବିଶ୍ୱର ସର୍ବ ପୂରାତନ ସଂସଦୀୟ ଗଣତାନ୍ତ୍ରିକ…

ଆମେରିକାରେ ଭାରତୀୟ ବଂଶୋଦ୍ଭବ ଏମ୍‌ପିଙ୍କୁ ମିଳିଲା ଧମକ

ନ୍ୟୁୟର୍କ,୯।୯: ଆମେରିକାରେ ଭାରତୀୟଙ୍କ ପ୍ରତି ଘୃଣା ଭାବ ବଢିବାରେ ଲାଗିଛି। ସାଧାରଣ ଲୋକଙ୍କୁ ଧମକ ପରେ ବର୍ତ୍ତମାନ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ଏମ୍‌ପି ପ୍ରମିଲା ଜୟପାଲଙ୍କୁ ଫୋନରେ ଧମକ ଦିଆଯାଇଛି। ଜଣେ ବ୍ୟକ୍ତି ତାଙ୍କୁ ଫୋନରେ ଧମକ ଦେଇ ଭାରତକୁ ଫେରିବାକୁ…

ହ୍ୱିସଲବ୍ଲୋୟରଙ୍କୁ ଚୁପ ରହିବାକୁ ଦିଆଯାଇଥିଲା ୭୦ ଲକ୍ଷ ଡଲାର, ମସ୍କ ଓକିଲଙ୍କ ଗୁରୁତର ଅଭିଯୋଗ

ୱାଶିଂଟନ,୯ ।୯: ଏଲନ ମସ୍କ ଓ ଟୁଇଟର ମଧ୍ୟରେ ୪୪ ଅରବ ଡଲାରର ଡିଲ ଭାଙ୍ଗିଯିବା ପରେ ଏବେ ଦୁଇ ପକ୍ଷଙ୍କ ମଧ୍ୟରେ ଆଇନର ଲଢେଇ ଜାରି ରହିଛି । ଇତିମଧ୍ୟରେ ମସ୍କଙ୍କ ଓକିଲ ସୋସିଆଲ ମିଡିଆ କମ୍ପାନୀ ଟୁଇଟରକୁ ନେଇ…

୧୦ଦିନ ପର୍ଯ୍ୟନ୍ତ ସଂରକ୍ଷିତ ରହିବ ମହାରାଣୀଙ୍କ ମର ଶରିର

ଲଣ୍ଡନ,୯ ।୯: ମହାରାଣୀ ଏଲିଜାବେଥ ୨ୟଙ୍କ ପରଲୋକ ପରେ ଏବେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଲାଇନ ଲାଗିବା ଆରମ୍ଭ ହୋଇଯାଇଛି । ଲୋକେ ତାଙ୍କ ପରଲୋକ ଖବର ଶୁଣି ଭାବୁକ ହୋଇଯାଇଛନ୍ତି । ଆଉ ସମସ୍ତଙ୍କ ମନରେ ଗୋଟିଏ କଥା କେବେ…

ମହାରାଣୀଙ୍କ ମହାପ୍ରୟାଣ:୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ଲଣ୍ଡନ, ୯ା୯:ବ୍ରିଟେନରେ ସର୍ବାଧିକ କାଳ ଶାସନ କରିଥିବା ମହାରାଣୀ ଏଲିଜାବେଥ୍‌-୨ୟଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୯୬ ବର୍ଷ ହୋଇଥିଲା। ମୃତ୍ୟୁବେଳକୁ ସେ ସ୍କଟଲାଣ୍ଡ୍‌ର ବାଲ୍‌ମୋରାଲ କାସଲେରେ ଥିଲେ। ଦୀର୍ଘଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ବ୍ୟାଧିରେ ପୀଡ଼ିତ ଥିଲେ। ଏ ନେଇ…

ରୁଷିଆ ସେନାଙ୍କଠାରୁ ୪୦୦ ବର୍ଗ କିଲୋମିଟର ଅଞ୍ଚଳ ଛଡାଇ ନେଲେ ୟୁକ୍ରେନ ସେନା

କ୍ୱିଭ,୯ ।୯: ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଗୁରୁବାର କହିଛନ୍ତି ଦେଶ ପାଇଁ ଦୁଇଟି ଭଲ ଖବର ରହିଛି । ଗୋଟିଏ ହେଉଛି ୟୁକ୍ରେନ୍ ସେନା ପୂର୍ବ ଭାଗରେ କିଛି ଅଞ୍ଚଳକୁ ରୁଷିଆ ସେନାଙ୍କ କବଳରୁ ମୁକ୍ତ କରିଛନ୍ତି ଅନ୍ୟଟି ହେଉଛି…

ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକ

ଲଣ୍ଡନ/ନୂଆଦିଲ୍ଲୀ,୮ା୯: ବ୍ରିଟେନ୍‌ର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ୯୬ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଏନେଇ ବକିଙ୍ଗହାମ୍‌ ପ୍ୟାଲେସ୍‌ ପକ୍ଷରୁ ଏହି ଦୁଃଖଦ ସୂଚନା ଦିଆଯାଇଛି । ସେ ୭୦ ବର୍ଷ ଧରି ଶାସନ କରିଥିଲେ। ୯୬ ବର୍ଷୀୟା ମହାରାଣୀ ଗତବର୍ଷ ଅକ୍ଟୋବରରୁ…

ସାମରିକ ସହାୟତା ଘୋଷଣା କଲା ଆମେରିକା

କିଭ୍‌, ୮ା୯: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଗୁରୁବାର ୟୁକ୍ରେନ୍‌ ରାଜଧାନୀ କିଭ୍‌ରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ୟୁକ୍ରେନ୍‌ ସମେତ ୟୁରୋପୀୟ ଦେଶଗୁଡ଼ିକ ପାଇଁ ୨ ବିଲିୟନ ଡଲାର ସାମରିକ ସହାୟତା ଘୋଷଣା କରିଛନ୍ତି। ଏହି ଅବସରରେ ସେ…

ପ୍ରଥମ ଥର କମ୍ପାନୀର ସିଇଓ ହେଲା ରୋବୋ

ବେଜିଂ,୮ା୯: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଜୀବନକୁ ଅଧିକ ସହଜ କରିଥିବା ବେଳେ ଏହାର ଉପଯୋଗରେ ନିର୍ମିତ ରୋବୋ ଧୀରେ ଧୀରେ ମାନବ କର୍ମଚାରୀଙ୍କ ସ୍ଥାନ ନେବାକୁ ଯାଉଛି। ଚାଇନା ଏହାର ମେଟାଭର୍ସ କମ୍ପାନୀ ନେଟ୍‌ଡ୍ରାଗନ୍‌ ଓ୍ବେବ୍‌ସଫ୍ଟରେ ଏକ ରୋବୋକୁ ସିଇଓ ନିଯୁକ୍ତି…

ବ୍ରିଟେନ ମହାରାଣୀ ଅସୁସ୍ଥ: ସ୍କଟଲାଣ୍ଡରେ ପହଞ୍ଚିଲା ରାଜ ପରିବାର

ଲଣ୍ଡନ,୮।୯: ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାକୁ ନେଇ ଡାକ୍ତର ଚିନ୍ତା ପ୍ରକଟ କରିଥିବା ବେଳେ ୯୬ବର୍ଷୀୟା ମହାରାଣୀ ବର୍ତ୍ତମାନ ଡାକ୍ତରଙ୍କ ତତ୍ତ୍ୱାବଧାନରେ ରହିଛନ୍ତି। ଏନେଇ ବକିଂଘମ୍‌ ପ୍ୟାଲେସ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ରାଜ ପରିବାରର ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri