ଅନ୍ତର୍ଜାତୀୟ

ଋଷି ସୁନକ ନିରାଶ

ଲଣ୍ଡନ,୬।୯: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଦୌଡ଼ରେ ପଛରେ ପଡ଼ିଯାଇଥିବା ୪୨ ବର୍ଷୀୟ ରିଚ୍‌ମଣ୍ଡ ଏମ୍‌ପି ଋଷି ସୁନକ ଶେଷ ପର୍ଯ୍ୟାୟ ମତଦାନରେ ଫ୍ରଣ୍ଟରନର୍‌ ଲିଜ୍‌ ଟ୍ରସ୍‌ଙ୍କଠାରୁ ପ୍ରାୟ ୨୧ ହଜାର ଭୋଟରେ ପରାଜିତ ହୋଇଛନ୍ତି। ଇନ୍‌ଫୋସିସ୍‌ ସହପ୍ରତିଷ୍ଠାତା ଏନ୍‌.ଆର୍‌. ନାରାୟଣମୂର୍ତ୍ତିଙ୍କ ଜ୍ୱାଇଁ ତଥା…

ଡାଉନିଂ ଷ୍ଟ୍ରିଟ୍‌ରେ ଲିଜ୍‌ ଟ୍ରସ୍‌

ଲଣ୍ଡନ,୬।୯: କଞ୍ଜରଭେଟିଭ୍‌ ପାର୍ଟିର ନବବିର୍ବାଚିତ ନେତା ତଥା ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିବା ଲିଜ୍‌ ଟ୍ରସ୍‌ ଭାରତ-ବ୍ରିଟେନ୍‌ ମଧ୍ୟରେ ରଣନୈତିକ, ଅର୍ଥନୈତିକ ସମ୍ପର୍କକୁ ମଜଭୁତ୍‌ ସପକ୍ଷରେ ଥିବା ବରିଷ୍ଠ ବ୍ରିଟିଶ୍‌ ରାଜନେତାଙ୍କ ମଧ୍ୟରୁ ଅନ୍ୟତମ। ଟ୍ରସ୍‌ ଅନ୍ତର୍ଜାତୀୟ ବାଣିଜ୍ୟ ସଚିବ ଥିବାବେଳେ ଗତବର୍ଷ…

ବ୍ରିଟେନ ମହାରାଣୀଙ୍କୁ ଇସ୍ତଫା ପତ୍ର ଦେବେ ବୋରିସ ଜନସନ, ଲିଜ ଟ୍ରସ୍ ନେବେ ଶପଥ

ଲଣ୍ଡନ,୬ ।୯: ଶାସକ କଂଜରଭେଟିଭ ପାର୍ଟିର ନେତା ପଦର ଦୌଡରେ ମନ୍ତ୍ରୀ ଲିଜ ଟ୍ରସ୍ ବିଜୟୀ ହୋଇଛନ୍ତି । ସେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭରୀତୀୟ ମୂଳ ବାସନ୍ଦା ଋଷି ସୁନକଙ୍କୁ କଡା ମୁକାବିଲାରେ ହରାଇଛନ୍ତି । ଏବେ ଲିଜ ବ୍ରିଟେନ…

ଚାଇନାରେ ଭୂକମ୍ପ: ଚାଲିଗଲା ୩୦ ଜୀବନ

ବେଜିଂ,୫।୯: ଚାଇନାର ସିଚୁଆନ ପ୍ରଦେଶର ଲୁଣ୍ଡିଙ୍ଗ୍‌ କାଉଣ୍ଟିରେ ସୋମବାର ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୮ ଥିବା ନେଇ ଜାତୀୟ ଭୂଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଭୂକମ୍ପ ଫଳରେ ୩୦…

ବ୍ରିଟେନର ପ୍ରଧାନମନ୍ତ୍ରୀ ହେଲେ ଲିଜ୍‌ ଟ୍ରସ୍‌

ଲଣ୍ଡନ,୫ା୯: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ଲିଜ୍‌ ଟ୍ରସ୍‌। ସେ ଭାରତୀୟ ବଂଶୋଭବ ଋଷି ସୁନକଙ୍କୁ ପରାସ୍ତ କରିଛନ୍ତି। ଲିଜ୍‌ ୮୧,୩୨୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଋଷି ୬୦,୩୯୯ ଖଣ୍ଡ ଭୋଟ୍‌ ପାଇ ପରାସ୍ତ ହୋଇଛନ୍ତି। ଋଷି…

ରୁଷିଆ ଦୂତାବାସ ସମ୍ମୁଖରେ ବିସ୍ଫୋରଣ: ୨୦ ମୃତ

କାବୁଲ,୫ା୯: ଆଫଗାନିସ୍ତାନ ରାଜଧାନୀ କାବୁଲସ୍ଥିତ ରୁଷିଆ ଦୂତାବାସ ସମ୍ମୁଖରେ ସୋମବାର ଆତ୍ମଘାତୀ ବିସ୍ଫୋରଣ ହୋଇଛି। ଫଳରେ ୨୦ ଜଣଙ୍କ ଜୀବନ ଯାଇଛି। ଦୂତାବାସର ପ୍ରବେଶ ଦ୍ୱାର ନିକଟରେ ହୋଇଥିବା ଏହି ବିସ୍ଫୋରଣରେ ଦୁଇ ରାଷ୍ଟ୍ରଦୂତଙ୍କର ମଧ୍ୟ ଜୀବନ ଯାଇଥିବା କୁହାଯାଉଛି। ରିପୋର୍ଟ…

କାନାଡାରେ ବର୍ବରକାଣ୍ଡ: ୧୦ ମୃତ, ୧୫ ଆହତ

ଓଟୱା,୫।୯: କାନାଡାର ସସ୍କାଚୱାନ ପ୍ରଦେଶରେ ଏକ ବଡ଼ଧରଣର ହିଂସାକାଣ୍ଡ ଘଟିଛି। ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାକାଣ୍ଡ ଘଟିଥିଲା। ଏଥିରେ ଛୁରାମାଡ଼ ଘଟଣାରେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୫ଜଣ ଆହତ ହୋଇଥିବା ସରକାରୀ ତଥ୍ୟରୁ ସୂଚନା ଦିଆଯାଇଛି। ଘଟଣାରେ ସମ୍ପୃକ୍ତ ୨…

ଆଫଗାନିସ୍ତାନରେ ଭୂକମ୍ପ: ୬ ମୃତ, ୯ ଆହତ

କାବୁଲ,୫ା୯: ସୋମବାର ଆଫଗାନିସ୍ତାନ ଏବଂ ପାକିସ୍ତାନର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ଥିଲା। ଏହି ଭୂକମ୍ପରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଆଫଗାନିସ୍ତାନର କୁନାର ପ୍ରଦେଶର…

ଭୟଙ୍କର ଦୁର୍ଘଟଣା: ଟ୍ରେନ୍‌-କାର୍‌ ଧକ୍କା, ୫ ଜଣଙ୍କ ଜୀବନ ଗଲା

ହଙ୍ଗେରୀ,୫ା୯: ସୋମବାର ହଙ୍ଗେରୀର ଦକ୍ଷିଣ ଭାଗରେ ଥିବା ଏକ ରେଳ କ୍ରସିଂରେ ଟ୍ରେନ୍‌ ଏବଂ କାର୍‌ ମଧ୍ୟରେ ଧକ୍କା ହେବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନାନୁସାରେ, ଯେତେବେଳେ ଟ୍ରେନ୍‌ ରେଳ କ୍ରସିଂ ନିକଟରେ ଯାଉଥିଲା, ସେତେବେଳେ ଏକ କାର୍‌…

ଚାଇନାରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୮…

ବେଜିଂ, ୫।୯ : ସୋମବାର ମଧ୍ୟାହ୍ନ ୧୨ଟା ୨୫ରେ ଚାଇନାରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ଥିଲା ବୋଲି ଜାତୀୟ ଭୂଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସିଚୁଆନ ପ୍ରଦେଶର ଲୁଣ୍ଡିଙ୍ଗ୍‌ କାଉଣ୍ଟିରେ ଭୂକମ୍ପ…

ଆମେରିକାର ଚିନ୍ତା ବଢ଼ାଉଛି ତୁର୍କୀ, ନାଟୋ ସଦସ୍ୟ ହୋଇ ରୁଷିଆକୁ କରୁଛି ସହାୟତା…

ଓ୍ବାଶିଂଟନ, ୫।୯ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନା ଧରୁନି। ଏହା ଯୋଗୁ ୟୁରୋପରେ ମଧ୍ୟ ସଙ୍କଟ ସୃଷ୍ଟି ହୋଇଛି। ଆମେରିକା ଏବଂ ପାଶ୍ଚାତ୍ୟ ଦେଶଗୁଡିକର ପ୍ରତିବନ୍ଧକ ବିରୁଦ୍ଧରେ ରୁଷିଆ ୟୁରୋପକୁ ତୈଳ ଓ ଗ୍ୟାସ ଯୋଗାଣକୁ…

ପାକିସ୍ତାନ ବନ୍ୟାରେ ୧୩ଶହରୁ ଅଧିକ ମୃତ, ମାହାମାରୀ ବ୍ୟାପିବା ଆଶଙ୍କା, ୧୨.୫ ଅରବ ଡଲାର କ୍ଷତି

ଇସଲାମାବାଦ,୫ ।୯: ପଡୋଶୀ ଦେଶ ପାକିସ୍ତାନରେ ଏବେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ବର୍ଷା ଓ ବନ୍ୟା ଏବେ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । ବନ୍ୟାରେ ଏବେ ପର୍ଯ୍ୟନ୍ତ ୧୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri