ନିର୍ବାଚନରେ ଲିକୁଡ ପାର୍ଟିର ବିପୁଳ ବିଜୟ, ନେତନ୍ୟାହୁ ପୁଣି ପ୍ରଧାନମନ୍ତ୍ରୀ, ମୋଦି ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ/ତେଲ ଆଭିବ,୪ ।୧୧: ଇସ୍ରାଏଲର ସାଧାରଣ ନିର୍ବାଚନରେ ରାଜନୈତିକ ଦଳ ‘ଲିକୁଡ’କୁ ବିପୁଳ ବିଜୟ ମିଳିଛି । ଏହାସହ ବେନଜାମିନ ନେତନ୍ୟାହୁ ପୁଣିଥରେ ଇସ୍ରାଏଲର ଶାସନ ଭାର ସମ୍ଭାଳିବାକୁ ଯାଉଛନ୍ତି । ନେତନ୍ୟାହୁ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ୟାର ଲାପିଡଙ୍କ ଦଳକୁ ନିର୍ବାଚନରେ…
କୋପ୍ ୨୭କୁ ଗ୍ରେଟାଙ୍କ ବର୍ଜନ
ଷ୍ଟକ୍ହୋମ୍,୪ା୧୧:କ୍ଷମତାରେ ଥିବା ଲୋକେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟର ସମାଧାନକୁ ପ୍ରାଥମିକତା ଦେଉନାହାନ୍ତି। ତେଣୁ ଇଜିପ୍ଟରେ ହେବାକୁ ଥିବା କୋପ୍ ୨୭ରେ ଯୋଗଦେବେ ନାହିଁ ବୋଲି ସୁଇଡେନ୍ର ପରିବେଶ କର୍ମୀ ଗ୍ରେଟା ଥନ୍ବର୍ଗ କହିଛନ୍ତି। ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ୨୭ତମ ସମ୍ମିଳନୀ…
ଗଣତନ୍ତ୍ରକୁ ସୁଦୃଢ଼ କରିବେ ମହିଳା
ମେକ୍ସିକୋ ସିଟି,୪ା୧୧:ମେକ୍ସିକୋ ସିଟି ମେୟର କ୍ଲାଉଡିଆ ଶେଇବଉମ୍ ପେସାରେ ଜଣେ ଡାକ୍ତର। ଜଣେ ପରିବେଶବିତ୍ ଭାବେ ଜଣାଶୁଣା ଏହି ୬୦ ବର୍ଷୀୟା ମହିଳା ୨୦୨୪ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ମେକ୍ସିକୋ ସମ୍ବିଧାନ ଅନୁସାରେ ରାଷ୍ଟ୍ରପତି ଆଣ୍ଡ୍ରେସ୍ ମାନୁଏଲ ଲୋପେଜ୍…
ନେତନ୍ୟାହୁଙ୍କ ବିଜୟ ପରେ ୪ଟି ରକେଟ ଆକ୍ରମଣ କଲା ଗାଜା ପଟ୍ଟି
ତେଲ ଅଭିବ,୪ ।୧୧: ବେନଜାମିନ ନେତନ୍ୟାହୁ ଇସ୍ରାଏଲର ସାଧାରଣ ନିର୍ବାଚନରେ ବିଜୟ ଲାଭ କରିବା ପରେ ଏହାର କିଛି ସମୟ ମଧ୍ୟରେ ଗାଜା ପଟ୍ଟି ପକ୍ଷରୁ ଇସ୍ରାଏଲ ସହର ଉପରେ ୪ଟି ରକେଟରେ ଆକ୍ରମଣ କରଯାଇଛି । ଏଥିମଧ୍ୟରୁ ଗୋଟିଏକୁ ଆୟରମ…
ଉଭେଇଯିବ ବୃହତ୍ ହିମବାହ
ଓ୍ବାଶିଂଟନ,୪ା୧୧:ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱତାପନ ଯୋଗୁ ଆମେରିକାର ୟଲୋଷ୍ଟୋନ୍ ପାର୍କ୍ସ, ଇଟାଲୀର ଡୋଲୋମାଇଟ୍ସ ଏବଂ ତାଞ୍ଜାନିଆର ମାଉଣ୍ଟ କିଲିମାଞ୍ଜାରୋ ସମେତ ବିଶ୍ୱର ଅନେକ ପ୍ରସିଦ୍ଧ ହିମବାହ ୨୦୫୦ ସୁଦ୍ଧା ତରଳିଯିବ ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି।…
ଇମ୍ରାନଙ୍କୁ ହତ୍ୟା କରିବାକୁ ଆସିଥିଲି : ଅଭିଯୁକ୍ତ
ଇସ୍ଲାମାବାଦ୍,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଗୁଳିମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ପରେ ଅଭିଯୁକ୍ତ ଜଣଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଁ ଇମ୍ରାନ ଖାନ୍ଙ୍କୁ ହତ୍ୟା କରିବାକୁ ଆସିଥିଲି। ଇମ୍ରାନ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିନଥିବା…
ଗୁଳିକାଣ୍ଡ ପରେ ପ୍ରତିକ୍ରିୟା ରଖିଲେ ଇମ୍ରାନ
ଇସ୍ଲାମାବାଦ୍,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଗୁଳିମାଡ ହୋଇଛି। ଏଥିରେ ଉମ୍ରାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ହେବା ପରେ ଇମ୍ରାନଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି,…
ଇମ୍ରାନଙ୍କୁ ଗୁଳି କରିଥିବା ଅଭିଯୁକ୍ତ ଗିରଫ
ଇସଲାମାବାଦ୍,୩।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନ୍ସାଫ ଦ୍ୱାରା ଜାରି ରହିଥିବା ଆଜାଦୀ ମାର୍ଚ୍ଚ ଲାହୋର ପଦଯାତ୍ରା ଗୁରୁବାର ଗୁଜରାନଓ୍ବାଲାର ଆଲ୍ଲା ଛକରେ ପହଞ୍ଚିଥିଲା। ସେହି ସମୟରେ ଇମ୍ରାନଙ୍କ ଉପରେ ଗୁଳିମାଡ଼ ହୋଇଥିଲା। କଣ୍ଟେନର ଉପରେ ଇମ୍ରାନ…
ରୁଷିଆ-ୟୁକ୍ରେନ ଯୁଦ୍ଧରେ ୧୪୦ ଲକ୍ଷ ଲୋକ ପଳାୟନ କରିଛନ୍ତି
ନ୍ୟୁୟର୍କ,୩ା୧୧: ରୁଷିଆ-ୟୁକ୍ରେନ ଯୁଦ୍ଧ ପ୍ରାୟ ୧୪୦ ଲକ୍ଷ ଲୋକଙ୍କୁ ପଳାଇବା ପାଇଁ ବାଧ୍ୟ କରିଛି। ଏହା ବିଶ୍ୱ ବ୍ୟାପୀ ଶରଣାର୍ଥୀ ଏବଂ ବିସ୍ଥାପିତଙ୍କ ସଂଖ୍ୟାକୁ ୧୦ କୋଟି ୩୦ ଲକ୍ଷକୁ ବୃଦ୍ଧି କରିଛି। ଜାତିସଂଘର ଶରଣାର୍ଥୀ ମୁଖ୍ୟ ଏହି ସୂଚନା ଦେଇଛନ୍ତି।…
ଇମ୍ରାନ ଖାନଙ୍କ ରାଲିରେ ଗୁଳିକାଣ୍ଡ
ଇସଲାମାବାଦ,୩।୧୧: ପାକିସ୍ତାନର ଗୁଜରାନୱାଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଆଜାଦି ମାର୍ଚ୍ଚରେ ଗୁଳିକାଣ୍ଡ ଘଟିଛି। ଇମ୍ରାନଙ୍କ କଣ୍ଟେନର ନିକଟରେ ଏହି ଗୁଳିକାଣ୍ଡ ଘଟିଛି। ଏଥିରେ ଇମ୍ରାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ଇମ୍ରାନଙ୍କ ଡାହାଣ ଗୋଡରେ ଗୁଳି ବାଜିଛି। ତାଙ୍କୁ…
ଇସ୍ରାଏଲରେ ଭୋଟ ଗଣନା ଜାରି, ନେତନ୍ୟାହୁଙ୍କୁ ମିଳିପାରେ ସ୍ପଷ୍ଟ ବହୁମତ, ପୁଣିଥରେ ହୋଇପାରନ୍ତି ପ୍ରଧାନମନ୍ତ୍ରୀ
ଜେରୁଜେଲମ,୩ ।୧୧: ଇସ୍ରାଏଲର ସାଧାରଣ ନିର୍ବାଚନରେ ରାଜନୈତିକ ଦଳ ‘ଲିକୁଡ’କୁ ସ୍ପଷ୍ଟ ବହୁମତ ମିଳିବ ବୋଲି ଆଶା କରାଯାଉଛି । ଏବେ ପର୍ଯ୍ୟନ୍ତ ପ୍ରାୟ ୯୦ ପ୍ରତିଶତ ଭୋଟ ଗଣତି ସରିଛି ଓ ଏଥିରୁ ଅନୁମାନ କରାଯାଉଛି କି ବେନଜାମିନ ନେତନ୍ୟାହୁ…
୨୦ ବର୍ଷରେ ୧୭୬ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି କିମ୍…
ପ୍ୟୋଙ୍ଗୟାଙ୍ଗ,୩।୧୧ : ଚଳିତ ବର୍ଷ ଉତ୍ତର କୋରିଆ ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷା କରୁଛି। କ୍ଷେପଣାସ୍ତ୍ର ପରୀକ୍ଷଣକୁ ନେଇ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ଆକ୍ସନ ମୋଡରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରୁ କ୍ଷେପଣାସ୍ତ୍ର…
Archives


