ଅନ୍ତର୍ଜାତୀୟ

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ ‘କୋଲୋସିୟମ’ଠାରୁ ବି ଆକାରରେ ବଡ଼ ଏହି ଗର୍ତ୍ତଟି ପ୍ରାୟ ଦୁଇ ବର୍ଷ ପୂର୍ବେ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସମେତ ବିଭିନ୍ନ ଦେଶର ନେତାମାନେ ପୂର୍ବରୁ ତାଙ୍କୁ ଶୁଭେଚ୍ଛା ଜଣାଇ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ ତାଙ୍କ ନେତୃତ୍ୱ, ରାଜନୈତିକ ଜ୍ଞାନ ଓ ଦୂରଦର୍ଶିତାର ପ୍ରଶଂସା କରିଛନ୍ତି । ପୁଟିନ୍…

୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…

ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ ସମ୍ପର୍କିତ ବିଲ ପାରିତ ହେବା ପରେ ଗୁରୁବାର ବିଦେଶ ମନ୍ତ୍ରଣାଳୟ ଭାରତର ଆଭିମୁଖ୍ୟ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ ଧକ୍କା ହୋଇଛି। ଏହି ‘ଅଗ୍ରହଣୀୟ ଆଚରଣ’କୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ (ଏମ୍‌ଇଏ)…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର ଏକ ଅତି ଅନନ୍ୟ ତଥା ହାଇ-ଟେକ ଉପାୟ ଆପଣେଇ ନେଇଛି। ଚାଇନାରେ ଏବେ…

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେପ୍ଟେମ୍ବର ୧୨-୧୩ରେ ଅନୁଷ୍ଠିତ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ସି…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ ଆଲୋଚନା ହୋଇଛି। ତେବେ ଏହି ପ୍ରସ୍ତାବଗୁଡ଼ିକ ଏଯାବତ୍‌ ଚୂଡ଼ାନ୍ତ ନୀତି ଭାବେ ଘୋଷଣା…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ ଉଲ୍ଲେଖ କରାଯାଇଥିବା ଦୁଇଟି ଉତ୍ପାଦ ହେଉଛି ଗୋରା ହେବା ପାଇଁ କ୍ରିମ୍‌ ‘ଚାନ୍ଦନୀ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଅତିକମରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଖବର ଅନୁଯାୟୀ,…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି। ଆମେରିକୀୟ ସିନେଟ୍‌ରେ ବିଲ୍‌କୁ ଅନୁମୋଦନ ମିଳିବା ପରେ ଏବେ ଏହାକୁ ହାଉସ ଅଫ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ ସମ୍ପର୍କିତ କାର୍ଯ୍ୟକ୍ରମ ପାଇଁ ଭାରତ ଗସ୍ତ କରିଥିଲେ ଏବଂ ସୋସିଆଲ ମିଡିଆରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?