ଅନ୍ତର୍ଜାତୀୟ

ବିକ୍ଷୋଭ ନ କରିବାକୁ ନିଜ ନାଗରିକକୁ କହିଲା ଚାଇନା

କଲମ୍ବୋ,୧୨।୭: ଶ୍ରୀଲଙ୍କାର ବନ୍ଧୁ ବୋଲାଉଥିବା ଚାଇନା ବିକ୍ଷୋଭ ନ କରିବା ପାଇଁ ଉତ୍ତ୍ୟକ୍ତ ଦେଶବାସୀଙ୍କୁ ତାଗିଦ୍‌ କରିଛି। ଶ୍ରୀଲଙ୍କାରେ ଥିବା ଚାଇନା ରାଷ୍ଟ୍ରଦୂତ ବିକ୍ଷୋଭ ବନ୍ଦ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଏ ନେଇ ଚାଇନା ରାଷ୍ଟ୍ରଦୂତ କାର୍ଯ୍ୟାଳୟ ପକ୍ଷରୁ...

ପ୍ରଧାନମନ୍ତ୍ରୀଙ୍କ ଘରେ ନିଆଁ: ୩ ଗିରଫ

କଲମ୍ବୋ,୧୨।୭: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରମସିଂଘେଙ୍କ ବାସଭବନରେ ନିଆଁ ଲଗାଇବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ଅଭିଯୁକ୍ତମାନଙ୍କୁ ୧୦ ଦିନିଆ କଷ୍ଟଡିକୁ ପଠାଇ ଦିଆଯାଇଛି। କ୍ରିମିନାଲ ଇନ୍‌ଭେଷ୍ଟିଗେଟିଂ ଡିପାର୍ଟମେଣ୍ଟ (ସିଆଇଡି) ରବିବାର ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ବାସଭବନରେ...

ଶ୍ରୀଲଙ୍କାକୁ ସାହାଯ୍ୟ କରିବାକୁ ପ୍ରସ୍ତୁତ ମିଳିତ ଜାତିସଂଘ

ନ୍ୟୁୟର୍କ,୧୨।୭: ଶ୍ରୀଲଙ୍କାରେ ଚାଲିଥିବା ହିଂସାକୁ ନିନ୍ଦା କରିଛନ୍ତି ମିଳିତ ଜାତିସଂଘର ମହାସଚିବ ଜେନେରାଲ ଆଣ୍ଟୋନିଓ ଗୁଟେରସ। ଶ୍ରୀଲଙ୍କାର ଘଟଣାକ୍ରମ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଶ୍ରୀଲଙ୍କାକୁ ସମର୍ଥନ କରିବାକୁ ମିଳିତ ଜାତିସଂଘ ପ୍ରସ୍ତୁତ ଅଛି। ଏକ ନୂତନ ସରକାର ଗଠନ...

ସେପ୍ଟେମ୍ବର ୫ରେ ଘୋଷଣା ହେବ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ, ରେସ୍‌ରେ ୧୧ ପ୍ରାର୍ଥୀ

ଲଣ୍ଡନ,୧୨ ।୭: ବ୍ରିଟେନର ଶାସକ କନଜରଭେଟିଭ ପାର୍ଟିର ସୂଚନା ଅନୁଯାୟୀ, ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ୫ ସେପ୍ଟେମ୍ବରରେ କରାଯିବ । ତେବେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ ଜନସନ ସେପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିବାକୁ କୁହାଯାଇଛି । ଏବେ...

ଚଢ଼ାଉରୁ ବର୍ତ୍ତିବା ପାଇଁ ‘କିଲ୍‌ ସ୍ବିଚ୍‌’

ସାନ୍‌ ଫ୍ରାନ୍ସିସ୍‌କୋ/ନୂଆଦିଲ୍ଲୀ, ୧୨ା୭ : ବିଭିନ୍ନ ଦେଶରେ କ୍ୟାବ୍‌ ସର୍ଭିସ୍‌ ଦେଉଥିବା କମ୍ପାନୀ ଉବର ବିରୋଧରେ ସାଂଘାତିକ ତଥ୍ୟ ସାମ୍‌ନାକୁ ଆସିଛି। ଇଣ୍ଟରନ୍ୟାଶନାଲ କନ୍‌ସୋର୍ସିୟମ୍‌ ଅଫ୍‌ ଇନ୍‌ଭେଷ୍ଟିଗେଟିଭ୍‌ ଜର୍ନାଲିଷ୍ଟ (ଆଇସିଆଇଜେ) ଏବଂ ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ ‘ଉବର ଫାଇଲ୍ସ’ ନାମରେ ଅନେକ...

ପ୍ରଚାର ସମୟରେ ଜୀବନ ଯାଇଥିବା ଶିଞ୍ଜୋଙ୍କ ପାର୍ଟି ହାତେଇଲା ବିଜୟ

ଟୋକିଓ, ୧୧ା୭: ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଗୁଳିକରି ହତ୍ୟାର ୨ଦିନ ପରେ ଉଚ୍ଚସଦନରେ ହୋଇଥିବା ନିର୍ବାଚନରେ ତାଙ୍କ ଦଳ ଲିବେରାଲ ଡେମୋକ୍ରାଟିକ୍‌ ପାର୍ଟି(ଏଲ୍‌ଡିପି)କୁ ଏକ ବଡ଼ ସଫଳତା ମିଳିଛି। ଲୋକପ୍ରିୟ ନେତାଙ୍କ ଆବେଙ୍କ ମୃତ୍ୟୁ ପରେ ଶାସକ...

୧୩ରେ ଇସ୍ତଫା, ୨୦ରେ ମତଦାନ

କଲେମ୍ବୋ,୧୧।୭: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ମଧ୍ୟରେ ଦେଶର ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କ ବିରୋଧରେ ବ୍ୟାପକ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ଗୋଟବାୟା ସୋମବାର ନିଜ ପଦରୁ ଇସ୍ତଫା ଦେବା ପାଇଁ ଘୋଷଣା କରିଛନ୍ତି। ତେବେ ଜୁଲାଇ ୧୮ରେ ରାଷ୍ଟ୍ରପତି...

ଭାରତକୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କାର ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୧୧।୭: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କା ଅବସ୍ଥା ବିଗିଡି ଯାଇଛି। ଦେଶର ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଦେଶର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କ ପରିବାର ସହିତ କୁଆଡେ ପଳାଇଛନ୍ତି। ବିକ୍ଷୋଭକାରୀମାନେ ରାଷ୍ଟ୍ରପତିଙ୍କ ଇସ୍ତଫା ଦାବି କରୁଛନ୍ତି। ଏହି...

ଶ୍ରୀଲଙ୍କାରେ ଆଳୁ କିଲୋ ୮୦୦, ଟମାଟୋ ୧୦୦୦, କାଠ ଚୁଲି ଜାଳୁଛନ୍ତି ଲୋକେ

କଲମ୍ବୋ,୧୧ ।୭: ଏବେ ସାରା ବିଶ୍ୱ ଦେଖି ସାରିଛି ଶ୍ରୀଲଙ୍କା ଆର୍ଥିକ ପରିସ୍ଥିତିର ଭୟାବହତା । ସାଧାରଣ ଜନତା କିଭଳି ଭାବେ ରାଷ୍ଟ୍ରପତି ଭବନ କବଜା କରି ରଖିଛନ୍ତି । ଏବେ ଦେଶରେ ନା ରାଷ୍ଟ୍ରପତି ଅଛନ୍ତି, ନା ପ୍ରଧାନମନ୍ତ୍ରୀ...

ଆନୁଷ୍ଠାନିକ ଭାବେ ଇସ୍ତଫା ଘୋଷଣା କଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୧ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟକୁ ନେଇ ଲୋକେ ଉଗ୍ର ହେବା ସହ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି । ଏମାନେ ରାଷ୍ଟ୍ରପତି ଭବନ ଓ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶି ସେଠାରେ ରହୁଛନ୍ତି । ସେମାନଙ୍କର ଦାବି ହେଲା,...

ଟୁଇଟର ଡିଲ ଶେଷ: ମସ୍କଙ୍କୁ କୋର୍ଟକୁ ନେବ ଟୁଇଟର, ନ୍ୟୁୟର୍କର ସର୍ବୋଚ୍ଚ ଆଇନ ସଂସ୍ଥାକୁ ଦେଇଛି ଦାୟିତ୍ୱ

ୱାଶିଂଟନ,୧୧ ।୭: ଟୁଇଟର ଡିଲକୁ ନେଇ ସବୁଠି ଏବେ ଚର୍ଚ୍ଚା । ୪୪ ଅରବ ଡଲାରରେ ଟୁଇଟରକୁ କ୍ରୟ କରିବା ଡିଲ ଏବେ ଶେଷ ହୋଇଛି କହିଲେ ଚଳେ । ଏବେ ଏହାକୁ ନେଇ ଟେଲସା ତଥା ସ୍ପେସଏକ୍ସର ସିଇଓ...

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଘରକୁ ପିକନିକ ସ୍ପଟ କରିଛନ୍ତି ପ୍ରଦର୍ଶନକାରୀ

କଲମ୍ବୋ,୧୧ ।୭: ଶ୍ରୀଲଙ୍କାର ବିଗିଡିଯାଇଥିବା ଆର୍ଥିକ ସ୍ଥିତିକୁ ନେଇ ଏବେ ସେଠାରେ ପ୍ରଦର୍ଶନକାରୀମାନେ ଉଗ୍ର ହୋଇଛନ୍ତି । ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରମସିଂଘେଙ୍କ ସରକାରୀ ବାସଭବନ ‘ଟେମ୍ପଲ ଟ୍ରି’କୁ ଏବେ ପ୍ରଦର୍ଶନକାରୀ ନିଜ କବଜାରେ ରଖିଛନ୍ତି । କେବଳ ସେତିକି ନୁହେଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri