କାତାର-ଇକ୍ୱେଡର ଉଦ୍ଘାଟନୀ ନଭେମ୍ବର ୨୦ରେ
ଜେନେଭା, ୧୩ା୮(ଏପି): ପୁରୁଷ ଫୁଟ୍ବଲ ବିଶ୍ୱକପ୍ ଗୋଟିଏ ଦିନ ପୂର୍ବରୁ ଆରମ୍ଭ ହେବ। ଫେଡେରେଶନ ଅଫ୍ ଇଣ୍ଟରନ୍ୟାଶନାଲ ଫୁଟ୍ବଲ ଆସୋସିଏଶନ୍ସ(ଫିଫା) ଏ ସମ୍ପର୍କରେ ଗୁରୁବାର ଆନୁଷ୍ଠାନିକ ନିଷ୍ପତ୍ତି ନେଇଛି। ଆୟୋଜକ ଦେଶ କାତାରର ମ୍ୟାଚ ରବିବାର ସନ୍ଧ୍ୟାରେ ଆୟୋଜନ କରାଯିବା ଦ୍ୱାରା…
ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ ପ୍ରବାହ
ଲଣ୍ଡନ,୧୨ା୮: ଲଗାତର ଅନାବୃଷ୍ଟି ଓ ଗ୍ରୀଷ୍ମ ପ୍ରବାହ ଯୋଗୁ ଇଂଲଣ୍ଡର ବିଭିନ୍ନ ଅଞ୍ଚଳରେ ମରୁଡ଼ି ଦେଖାଦେଇଛି। କ୍ରମାଗତ ୫ମାସ ଧରି ସ୍ବାଭବିକଠାରୁ କମ୍ ବର୍ଷା ହୋଇଛି। ଜୁଲାଇରେ ହାରାହାରି ବୃଷ୍ଟିପାତ ୩୫% ରହିଥିବା ବେଳେ ଶନିବାର କେତେକ ଭାଗରେ ତାପମାତ୍ରା ୩୭…
ନ୍ୟୁୟର୍କରେ ବିବାଦୀୟ ଲେଖକ ସଲମାନ ରସିଦଙ୍କୁ ଛୁରାମାଡ
ନ୍ୟୁୟର୍କ,୧୨।୮: ଆମେରିକାର ନ୍ୟୁୟର୍କରେ ଏକ କାର୍ଯ୍ୟକ୍ରମରେ ଚର୍ଚ୍ଚିତ ଲେଖକ ସଲମାନ ରସିଦଙ୍କୁ ଛୁରାମାଡ଼ ହୋଇଛି। ବକ୍ତୃତା ଦେବାକୁ ସେ ଯାଉଥିବା ବେଳେ ଷ୍ଟେଜ୍ରେ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା କୁହାଯାଉଛି। ସେ ତଳେ ପଡ଼ିଯାଇଥିବା ବେଳେ ଆକ୍ରମଣକାରୀଙ୍କୁ ଅଟକ ରଖାଯାଇଛି। ୭୫…
ମଙ୍କିପକ୍ସ ପାଇଁ ଦାୟୀ ନୁହେଁ ମାଙ୍କଡ, ଦୟାକରି ମାରନ୍ତୁ ନାହିଁ: ଡବ୍ଲୁଏଚ୍ଓ
ଜେନେଭା,୧୨।୮: ବିଶ୍ୱର ଅନେକ ଦେଶରେ ମଙ୍କିପକ୍ସ ସଂକ୍ରମଣ ବୃଦ୍ଧି ପାଇଛି। ମଙ୍କିପକ୍ସ ପାଇଁ ମାଙ୍କଡ ଦାୟୀ ଭାବି ଅନେକ ଦେଶରେ ମାଙ୍କଡ ମାରିଦେଉଛନ୍ତି। କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍ଓ) ପକ୍ଷରୁ ମଙ୍କିପକ୍ସ ପାଇଁ ମାଙ୍କଡ ଦାୟୀ ନୁହେଁ ବୋଲି କୁହାଯାଇଛି।…
ଟ୍ରମ୍ପଙ୍କ ଘରେ ଚଢାଉ: ନ୍ୟୁକ୍ଲିୟର ତଥ୍ୟ ଖୋଜିବାକୁ ପହଞ୍ଚିଥିଲା ଏଫବିଆଇ!
ୱାଶିଂଟନ,୧୨ ।୮: ଆମେରିକା ଯାଞ୍ଚ ଏଜେନ୍ସି ଏଫବିଆଇ ଦ୍ୱାରା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫ୍ଲୋରିଡା ସ୍ଥିତ ଘରେ ଚଢାଉକୁ ନେଇ ଏକ ବଡ ତଥ୍ୟ ସାମ୍ନାକୁ ଆସିଛି । ଚଢାଉ ସମୟରେ ନ୍ୟୁକ୍ଲିୟର ତଥ୍ୟ ସହ ଅନ୍ୟ ଜିନିଷର ଖୋଳତାଡ…
ବୁଡି ଯାଉଥିବା ଭାରତୀୟ ନାଗରିକଙ୍କୁ ଉଦ୍ଧାର କଲା ପାକିସ୍ତାନ ନୌସେନା
କରାଚି,୧୨ ।୮: ପାକିସ୍ତାନ ନୌସେନା ଗୁରୁବାର ଆରବ ସାଗରରେ ବୁଡିଯାଉଥିବା ଏକ ଡଙ୍ଗାରୁ ଏହାର ଚାଳକ ଦଳଙ୍କ ସମେତ ୯ ଭାରତୀୟ ସଦସ୍ୟଙ୍କୁ ଉଦ୍ଧାର କରିଛନ୍ତି । ପାକ ନୌସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାକିସ୍ତାନ ନୌସେନାର ଜନ…
୭.୩% ଭାରତୀୟ ରଖିଛନ୍ତି ଡିଜିଟାଲ ମୁଦ୍ରା
ଜାତିସଂଘ, ୧୨ା୮:ଭାରତରେ ୨୦୨୧ରେ ମୋଟ ଜନସଂଖ୍ୟାର ୭.୩% ସେମାନଙ୍କ ନିକଟରେ ଡିଜିଟାଲ ମୁଦ୍ରା ରଖିଥିବା ଜାତିସଂଘ ଟ୍ରେଡ୍ ଆଣ୍ଡ୍ ଡେଭେଲପମେଣ୍ଟ ସଂସ୍ଥା ୟୁଏନ୍ସିଟିଏଡି କହିଛି। ଏହି ତାଲିକାରେ ୟୁକ୍ରେନ୍ ଶୀର୍ଷରେ ରହିଛି। ଏହାର ୧୨.୭% ଲୋକ ଡିଜିଟାଲ ମୁଦ୍ରାର ଅଧିକାରୀ। ୟୁକ୍ରେନ୍…
ଆମେରିକାରେ ଭାରତୀୟ ଶିଖ୍ ମହିଳାଙ୍କ ଆତ୍ମହତ୍ୟା: ମୃତଦେହ ଆଣିବାକୁ ପରିବାର ଲୋକଙ୍କ ନିବେଦନ
ଓ୍ବାଶିଂଟନ୍,୧୧।୮: ଆମେରିକାରେ ରହୁଥିବା ଜଣେ ଭାରତୀୟ ଶିଖ୍ ମହିଳା ନିର୍ଯାତନା ସହି ନ ପାରି ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ ମନଦୀପ କୌର। ୩୦ ବର୍ଷୀୟା ମନଦୀପଙ୍କ ୨ ଝିଅ ଅଛନ୍ତି। ୨ ଝିଅଙ୍କ ଜନ୍ମକୁ ନେଇ ସ୍ବାମୀ ସବୁବେଳେ…
ସିଙ୍ଗାପୁର ଛାଡ଼ି ଏହି ଦେଶରେ ଶରଣ ନେଲେ ଗୋଟବାୟା
କଲମ୍ବୋ,୧୧।୮: ଆଇନଗତ କାରଣରୁ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଏବେ ସିଙ୍ଗାପୁର ଛାଡିବାକୁ ପଡ଼ିଛି। ଏକ ନିର୍ଦ୍ଧିଷ୍ଟ ସମୟ ପରେ ସେ ଦେଶ ଛାଡିଛନ୍ତି ବୋଲି ଗୁରୁବାର ସିଙ୍ଗାପୁରର ଇମିଗ୍ରେସନ ଅଧିକାରୀମାନେ ସୂଚନା ଦେଇଛନ୍ତି। ଏକ ଗଣାମାଧ୍ୟମ ଖବର ଅନୁଯାୟୀ…
ଆଫଗାନିସ୍ତାନ ନାଗରିକଙ୍କୁ ରହିବା ପାଇଁ ଅନୁମତି ଦେଲା ସ୍ପେନ୍
ମାଦ୍ରିଦ୍,୧୧ା୮: ଆଫଗାନିସ୍ତାନରେ ତାଲିବାନ ସରକାର ଗତ ବର୍ଷ ଅଗଷ୍ଟ ୧୫ରେ କ୍ଷମତାକୁ ଆସିଥିଲେ। ଏହା ପରେ ଆମେରିକୀୟ ସେନା ସେଠାରୁ ଓହରି ଯାଇଥିଲେ। ହତ୍ୟାର ଆତଙ୍କ ଏବଂ ଦେଶରେ ବର୍ତ୍ତମାନର ସଙ୍କଟ ଯୋଗୁ ଲୋକମାନେ ସେଠାରୁ ଚାଲିଯିବାକୁ ବାଧ୍ୟ ହୋଇଛନ୍ତି। ଆଫଗାନିସ୍ତାନ…
‘ଆମ ଭବିଷ୍ୟତ ଆମେ ସ୍ଥିର କରିବୁ’
ତାଇପେ,୧୧ା୮: ଆମେରିକୀୟ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇଓ୍ବାନ ଗସ୍ତ ପରଠାରୁ ଚାଇନା ସହ ତାଙ୍କର ମତଭେଦ ବୃଦ୍ଧି ପାଇବାରେ ଲାଗିଛି। ଚାଇନା ଏବଂ ତାଇଓ୍ବାନ ନିଜ ନିଜ ସୀମାରେ (ଚାଇନା-ତାଇଓ୍ବାନ) ସାମରିକ ଅଭ୍ୟାସରେ ନିୟୋଜିତ ଅଛନ୍ତି। ଦୁଇ ଦେଶ ମଧ୍ୟରେ ଯୁଦ୍ଧର…
ପାକିସ୍ତାନୀ ଆତଙ୍କବାଦୀଙ୍କ ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା କରୁଛି ଚାଇନା…
ବେଜିଂ, ୧୧।୮ : ପାକିସ୍ତାନରୁ ବ୍ୟକ୍ତିଗତ ଲାଭ ପାଇଁ ଚାଇନା ଯେକୌଣସି ସ୍ତରକୁ ଯିବାକୁ ପ୍ରସ୍ତୁତ। କେବଳ ଏତିକି ନୁହେଁ ଚାଇନା ମଧ୍ୟ ଆତଙ୍କବାଦ ସହ ଆପୋଷ ବୁଝାମଣା କରିବାକୁ ପ୍ରସ୍ତୁତ ଅଛି। ନ୍ୟୁଜ ଏଜେନ୍ସି ଏଏନଆଇ ଅନୁଯାୟୀ, ପାକିସ୍ତାନ ସ୍ଥିତ…
Archives


