ଅନ୍ତର୍ଜାତୀୟ

‘ରାତି ୮ଟାରେ ବଜାର ବନ୍ଦ ହେଲେ ଜନ୍ମନେବେ କମ ସନ୍ତାନ’: ପାକ ପ୍ରତିରକ୍ଷାମନ୍ତ୍ରୀ

ଇସଲାମାବାଦ,୬ ।୧: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଖ୍ୱାଜା ଆଶିଫଙ୍କ ଏକ ଅଜବ ବୟାନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସେ କହିଛନ୍ତି ଯେଉଁଠାରେ ବଜର ରାତି ୮ଟାରେ ବନ୍ଦ ହୋଇଯାଉଛି ସେଠାରେ କମ ସନ୍ତାନ ପ୍ରସବ ହେଉଛନ୍ତି…

ଟୁଇଟରକୁ ନେଇ ଆଶ୍ଚର୍ଯ୍ୟ କଲା ଭଳି ରିପୋର୍ଟ, ୨୦୦ ମିଲିୟନରୁ ଅଧିକ ୟୁଜର୍ସଙ୍କ ଇମେଲ ଆଇଡି ହୋଇଛି ଲିକ

ୱାଶିଂଟନ,୬ ।୧: ଟୁଇଟର ୟୁଜର୍ସଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର । କାରଣ ଟୁଇଟର ୟୁଜର୍ସଙ୍କ ଡାଟା ସହ ଜଡିତ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି । ଏକ ସୁକ୍ୟୁରିଟି ରିସର୍ଚ୍ଚ ବୁଧବାର ଦାବି କରିଛି କି ହ୍ୟାକର୍ସ ୨୦୦ ମିଲିୟନରୁ…

ଖବରଦାତାଙ୍କ ପଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ, ୨୦୦୩ରୁ ଏବେ ପର୍ଯ୍ୟନ୍ତ ୯୩ ହତ୍ୟା

ଇସଲାମାବାଦ,୬ ।୧: ଖବରଦାତାଙ୍କ ପାଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ ମଧ୍ୟରୁ ଗୋଟିଏ ଭାବେ ଗଣା ଯାଉଛି । ରିପୋଟର୍ସ ୱିଦାଉଟ ବର୍ଡର୍ସର ରିପୋର୍ଟ ଅନୁଯାୟୀ, ଭାରତ ଏମିତି ଦେଶର ସୂଚିରେ ୫ମ ସ୍ଥାନରେ ରହିଥିବା ବେଳେ ଏଠାରେ ପ୍ରେସର ସ୍ୱାଧିନତା…

ରଙ୍ଗହୀନ ପ୍ରବାଳ ‘ଫିସ୍‌ ଫାଇଟ୍‌’ର କାରଣ

ଲଣ୍ଡନ,୬।୧: ସମୁଦ୍ରରେ ଅନେକ ପ୍ରଜାତିର ପ୍ରାଣୀ ବାସ କରନ୍ତି। କିଛି ପ୍ରାଣୀ ନିଜଠାରୁ କ୍ଷୁଦ୍ର ଜୀବଙ୍କୁ ଶିକାର କରନ୍ତି ତ ଆଉ କିଛି ସାମୁଦ୍ରିକ ପ୍ରବାଳ ଉପରେ ନିର୍ଭର କରନ୍ତି। ସମୁଦ୍ରରେ ରହୁଥିବା କ୍ଷୁଦ୍ରମାଛ ବଟର୍‌ଫ୍ଲାଏ ଫିସ୍‌ ବିଶେଷ ଭାବେ ଆକ୍ରୋପୋରା…

ୟୁକ୍ରେନକୁ ୨.୮୫ ଅରବ ଡଲାରର ନୂଆ ସେନା ସହାୟତା ଯୋଗାଇଦେବ ଆମେରିକା

ୱାଶିଂଟନ,୬ ।୧: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଦୁଇ ଦିନ ଯୁଦ୍ଧ ବିରତି ଘୋଷଣା ପରେ ଆମେରିକା ଏକ ବଡ ଘୋଷଣା କରିଛି । ଆମେରିକା ଯୁଦ୍ଧଗ୍ରସ୍ତ ୟୁପ୍ରେନକୁ ପାଖାପାଖି ୩ ଅରବ ଡଲାର ମୂଲ୍ୟର ସେନା ସହାୟତା ଯୋଗାଇଦେବ, ଯେଉଁଥିରେ ପ୍ରଥମଥର କିଛି…

୩୬ଘଣ୍ଟା ପାଇଁ ଯୁଦ୍ଧ ବିରତି ଘୋଷଣା କଲେ ପୁଟିନ୍‌

ମସ୍କୋ,୫।୧: ରୁଷିଆ ଓ ୟୁକ୍ରେନ୍‌ ଭିତରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ମସ୍କୋ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ପୁଟିନ୍‌ ୟୁକ୍ରେନ୍‌ ସହ ୩୬ ଘଣ୍ଟା ଆର୍ଥାତ୍‌ ୨ଦିନ ପାଇଁ ଯୁଦ୍ଧ ବିରତି ପାଇଁ ଘୋଷଣା…

କୋଭିଡ୍‌ ରୋଗୀଙ୍କ ପାଇଁ ହସ୍ପିଟାଲରେ ନାହିଁ ଶଯ୍ୟା

ବେଜିଂ,୫।୧: ଚାଇନା ରାଜଧାନୀ ବେଜିଂରେ କୋଭିଡ୍‌ ସଂକ୍ରମଣ ଉତ୍କଟ ରୂପ ଧାରଣ କରିଛି। ରୋଗୀ ଚିକିତ୍ସା ପାଇଁ ହସ୍ପିଟାଲଗୁଡ଼ିକରେ ଶଯ୍ୟା ଅଭାବ ଦେଖାଯାଇଛି। ରୋଗୀ, ବିଶେଷ କରି ବରିଷ୍ଠ ଲୋକେ ହଲ୍‌ ଓ୍ବେରେ ଷ୍ଟ୍ରେଚର କିମ୍ବା ହୁଇଲ୍‌ଚେୟାରରେ ଥାଇ ଅକ୍ସିଜେନ୍‌ ନେଉଥିବା…

ଆମେରିକାରେ ଗୁଳିକାଣ୍ଡ: ଚାଲିଗଲା ଗୋଟିଏ ପରିବାରର ୮ ଜୀବନ

ସଲ୍ଟ ଲେକ୍‌ ସିଟି,୫।୧: ଆମେରିକାର ଉଟାହ ସହରରେ ବୁଧବାର ଗୁଳିକାଣ୍ଡ ଘଟି ୫ ପିଲାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦକ୍ଷିଣ ଉଟାହରୁ ଏକ ଘରୁ ମୃତଦେହଗୁଡ଼ିକୁ ଉଦ୍ଧାର କରିଛି। ଗୁଳିକାଣ୍ଡର କାରଣ ଜଣାପଡ଼ିନାହିଁ। ମୃତକମାନେ ଗୋଟିଏ ପରିବାରର…

‘ଆମେ ରୁଷିଆର ୮୦୦ ସୈନିକଙ୍କୁ ମାରିଛୁ’

କିଭ୍‌,୫ା୧: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏବେ ବି ଜାରି ରହିଛି। ଏହି ସମୟରେ ୟୁକ୍ରେନ ସେନା ପକ୍ଷରୁ କୁହାଯାଇଛି ଯେ, ଗତ କିଛି ଦିନ ମଧ୍ୟରେ ସେମାନେ ୮୦୦ରୁ ଅଧିକ ରୁଷିଆ ସୈନିକଙ୍କୁ ହତ୍ୟା କରିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଡୋନେଟସ୍କ…

ଆମେରିକାର ପ୍ରଥମ ମହିଳାଙ୍କ ହେବ କ୍ୟାନ୍‌ସର ସର୍ଜରି

ଓ୍ବାଶିଂଟନ,୫।୧: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ତ୍ରୀ ତଥା ଆମେରିକାର ପ୍ରଥମ ମହିଳା ଜିଲ ବାଇଡେନଙ୍କ କ୍ୟାନ୍‌ସର ସର୍ଜରି ହେବ। ରାଷ୍ଟପତିଙ୍କ କାର୍ଯ୍ୟାଳୟ ଦେଇଥିବା ସୂଚନା ଅନୁଯାୟୀ, ଭୟଭୀତ ହେବାର କିଛି ନାହିଁ ଏବଂ ଏହି ସର୍ଜରି ବହୁତ ଛୋଟ। ହ୍ବାଇଟ…

ଚାଇନାରେ ବୃଦ୍ଧି ପାଉଥିବା ସଂକ୍ରମଣ ନେଇ ଚିନ୍ତାରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ,ତଥ୍ୟ ପ୍ରକାଶ ଉପରେ ଗୁରୁତ୍ୱ…

ଜେନେଭା/ବେଜିଂ,୫।୧ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଭାରିଆଣ୍ଟ ଯୋଗୁଁ ଚାଇନାରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଡାକ୍ତରଖାନାର ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଏହି ସମୟରେ, କରୋନା ଦ୍ରୁତ ଗତିରେ ବ୍ୟାପିଥିବା ମାମଲା…

ବ୍ରିଟେନ ରାଜାଘରେ କଳି: ଯୁବରାଜ ଓ୍ବଲିୟମ-ହ୍ୟାରି ହାତାହାତି ନେଇ ଚର୍ଚ୍ଚା…

ଲଣ୍ଡନ,୫।୧ : ଜାନୁଆରୀ ୧୦ ରେ ପ୍ରକାଶିତ ହେବାକୁ ଥିବା ତାଙ୍କ ଆତ୍ମଜୀବନୀ ‘ସ୍ପେୟାର’ରେ ପ୍ରିନ୍ସ ହ୍ୟାରି ତାଙ୍କ ବ୍ୟକ୍ତିଗତ ଜୀବନର ଆଶ୍ଚର୍ଯ୍ୟଜନକ ଘଟଣା ବିଷୟରେ ବିସ୍ତୃତ ବିବରଣୀ ଦେଇଛନ୍ତି। ସେ ତାଙ୍କ ବଡ଼ ଭାଇ ପ୍ରିନ୍ସ ୱିଲିୟମଙ୍କ ବିରୋଧରେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?