ଅନ୍ତର୍ଜାତୀୟ

ଜି-୭ ନେତାଙ୍କୁ ଭେଟିଲେ ମୋଦି

ବର୍ଲିନ, ୨୮ା୬: ଜର୍ମାନୀର ଏଲ୍‌ମାଉଠାରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। ରବିବାରଠାରୁ ଜର୍ମାନୀ ଗସ୍ତରେ ଥିବା ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ...

ଯୁଦ୍ଧ ବନ୍ଦ ପାଇଁ ଜେଲେନ୍‌ସ୍କିଙ୍କ ନିବେଦନ

କିଭ୍‌, ୨୮ା୬: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ସୋମବାର ଭର୍ଚୁଆଲ ମାଧ୍ୟମରେ ଜି-୭ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି। ସେ ଜି-୭ ଦେଶଗୁଡ଼ିକୁ ଅଧିକ ସହାୟତା ମାଗିବା ସହ ଶୀତଋତୁ ପୂର୍ବରୁ ରୁଷିଆ ଜାରି ରଖିଥିବା ଯୁଦ୍ଧକୁ ଶେଷ କରିବା ନିମନ୍ତେ...

ଚାଇନାର ବିଆର୍‌ଆଇକୁ ଝଟକା

ଏଲମାଉ, ୨୮।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ)କୁ ପ୍ରତିହତ କରିବା ପାଇଁ ଜି-୭ ରାଷ୍ଟ୍ର ମୁଖ୍ୟମାନେ ୬୦୦ ବିଲିୟନ ଡଲାରର ଏକ ଭିତ୍ତିଭୂମି ନିର୍ମାଣ ପ୍ରକଳ୍ପର ଯୋଜନା କରିଛନ୍ତି। ପାର୍ଟନରଶିପ୍‌...

ଆମେରିକାରେ ଟ୍ରେନ୍ ଦୁର୍ଘଟଣା: ୨ ମୃତ, ୫୦ରୁ ଅଧିକ ଆହତ

ୱାଶିଂଟନ,୨୮ ।୬: ଆମେରିକାର ମିସୌରିରେ ଏକ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ହୋଇଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ମିସୌରିରେ ଏକ ଟ୍ରେନ୍ ଲାଇନଚ୍ୟୁତ ହେବାରୁ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହେବା ସହ...

ଗୁପ୍‌ଚୁପ୍‌ ବିକ୍ରି ଉପରେ ଲାଗିଲା ପ୍ରତିବନ୍ଧକ

କାଠମାଣ୍ଡୁ,୨୭।୬: ଘାଟିରେ ହଇଜା ରୋଗ ବୃଦ୍ଧି ପାଉଥିବାରୁ କାଠମାଣ୍ଡୁ ଉପତ୍ୟକାର ଲଲିତପୁର ମହାନଗର ନିଗମ(ଏଲ୍‌ଏମ୍‌ସି)ରେ ଗୁପ୍‌ଚୁପ୍‌ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଯାଇଛି। ବର୍ତ୍ତମାନ ସୁଦ୍ଧା ଏଠାରେ ହଇଜାର ୧୨ଟି ମାମଲା ସାମ୍ନାକୁ ଆସିସାରିଛି। ଶନିବାର ସହରରେ ଗୁପ୍‌ଚୁପ୍‌ ବିକ୍ରୟ ତଥା...

ଏହି ଦେଶରେ ସ୍କୁଲ ବନ୍ଦ, ଓ୍ବାର୍କ ଫ୍ରମ୍‌ ହୋମ୍‌ରେ କର୍ମଚାରୀ

କଲମ୍ବୋ,୨୭।୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୈଦେଶିକ ମୁଦ୍ରାର ଘୋର ଅଭାବ ଯୋଗୁ ଶ୍ରୀଲଙ୍କା ନିଜ ନାଗରିକଙ୍କ ପାଇଁ ଜରୁରୀ ଜିନିଷ ଆମଦାନୀ କରିବାକୁ ମଧ୍ୟ ଅସକ୍ଷମ। ପେଟ୍ରୋଲ-ଡିଜେଲକୁ ନେଇ...

ଆମେରିକାରେ ତୀବ୍ର ହେଉଛି ମହିଳାଙ୍କ ‘ସେକ୍ସ ଷ୍ଟ୍ରାଇକ’

ୱାଶିିଂଟନ ୨୭।୬ : ଆମେରିକା ସୁପ୍ରିମକୋର୍ଟ ମହିଳାଙ୍କ ଗର୍ଭପାତକୁ ନେଇ ଦେଇଥିବା ରାୟକୁ ବିରୋଧ କରି ମହିଳାମାନେ ଏବେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ମହିଳାମାନେ ପୁରୁଷମାନଙ୍କ ସହିତ ଶାରୀରିକ ସମ୍ପର୍କ ରଖିବେ ନାହିଁ ବୋଲି ଧମକ ମଧ୍ୟ ଦେଇଛନ୍ତି। ଏହାକୁ...

ଜର୍ମାନ ଚାନ୍ସସେଲରଙ୍କୁ ଭେଟିଲେ ମୋଦି

ଏଲ୍‌ମାଉ,୨୭।୬: ଜି-୭ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜର୍ମାନୀର ଏଲ୍‌ମାଉରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଜର୍ମାନ ଚାନ୍ସସେଲର ଓଲାଫ ସ୍କୋଲଜ ସ୍ବାଗତ କରିଥିଲେ। ଉଭୟ ନେତା କିଛି ସମୟରେ ଆଲୋଚନା କରିଥିଲେ। ଏହି ସମ୍ମିଳନୀରେ...

ପାକିସ୍ତାନରେ ଆତଙ୍କବାଦ ପାଇଁ ଇମ୍ରାନ୍‌ ଦାୟୀ, ଶହବାଜ ସରିଫଙ୍କ ଦାବି…

ଇସଲାମାବାଦ, ୨୭।୬ : ପ୍ରଧାନମନ୍ତ୍ରୀ ଶହବାଜ ସରିଫ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ପାକିସ୍ତାନରେ ଆତଙ୍କବାଦୀ ସକ୍ରିୟତା ପାଇଁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ ଦେଶରେ ଆତଙ୍କବାଦୀ ଘଟଣା ପାଇଁ ଇମ୍ରାନ ଖାନ ହିଁ ଦାୟୀ। ଆତଙ୍କବାଦ ବିରୋଧରେ...

ଶକ୍ତିଶାଳୀ ରକେଟ ପରୀକ୍ଷଣ କଲା ଇରାନ…

ତେହେରାନ, ୨୭।୬ : ଇରାନର ଗଣମାଧ୍ୟମର ଏକ ରିପୋର୍ଟ ଅନୁସାରେ ଇରାନ ଏକ ଶକ୍ତିଶାଳୀ ରକେଟ ଉତକ୍ଷେପଣ କରିଛି। ଇରାନ ରାଜ୍ୟ ଟେଲିଭିଜନ ରିପୋର୍ଟ ମୁତାବକ, ୟୁରୋପୀୟ ସଂଘ ସହିତ ପରମାଣୁ ଚୁକ୍ତିର ଗୋଟିଏ ଦିନ ପରେ ଏକ ସାଟେଲାଇଟ...

ମ୍ୟୁନିଖରେ ଆର୍ଜେଣ୍ଟିନା ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦ୍ୱିପାକ୍ଷିକ ସମ୍ପର୍କକୁ ନେଇ ହେଲା ଆଲୋଚନା

ମ୍ୟୁନିଖ,୨୭ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବେ ଜର୍ମାନୀ ଗସ୍ତରେ ଅଛନ୍ତି । ସେଠାରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ସେ ଜର୍ମାନୀ ଗସ୍ତ କରିଛନ୍ତି । ରବିବାର ମୋଦି ଜି-୭ ଶିଖର ସମ୍ମିଳନୀରେ ଆର୍ଜେଣ୍ଟିନା ରାଷ୍ଟ୍ରପତି...

ଜି ୭: ରୁଷିଆ ଉପରେ ଚାପ

ଏଲ୍‌ମଉ,୨୭ା୬: ରୁଷିଆକୁ ମହଙ୍ଗା ପଡ଼ିବ ୟୁକ୍ରେନ୍‌ ଆକ୍ରମଣ। ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ କଟକଣା ଜାରି କରୁଥିବାବେଳେ ଆଗକୁ ସେଠାରୁ ସୁନା ଆମଦାନୀ ମଧ୍ୟ ବନ୍ଦ କରାଯିବ ବୋଲି ରବିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri