ଡେ କେୟାରରେ ଗୁଳିମାଡ଼ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ
ବ୍ୟାଙ୍କକ୍,୬ା୧୦: ଗୁରୁବାର ଥାଇଲାଣ୍ଡର ଏକ ଡେ କେୟାର ସେଣ୍ଟରରେ ଗୁଳିମାଡ଼ ହୋଇଛି। ଏଥିରେ ୩୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨୨ ଜଣ ଶିଶୁ ଅଛନ୍ତି। ଦେଶର ପ୍ରଧାନମନ୍ତ୍ରୀ ପ୍ରୟୁଥ ଚାନ-ଓଚା ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତମାନଙ୍କୁ…
ଗୋଟିଏ ଦିନର ବିଦ୍ୟୁତ ବିଲ୍ ୩୭ ଲକ୍ଷ ଟଙ୍କା
ଗୋଟିଏ ଦିନର ବିଦ୍ୟୁତ ବିଲ୍ ୩୭ ଲକ୍ଷ ଟଙ୍କା। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ବ୍ରିଟେନର ଜଣେ ଯୁବତୀଙ୍କ ସହ ଏହା ଘଟିଛି। ତାଙ୍କର ଗୋଟିଏ ଦିନର ବିଦ୍ୟୁତ ବିଲ୍ ଦିନକୁ ୪୦,୦୦୦ ପାଉଣ୍ଡ (୩୭ ଲକ୍ଷ ଟଙ୍କା) ଆସିଛି।…
ଆନି ଏର୍ନକ୍ସଙ୍କୁ ସାହିତ୍ୟରେ ନୋବେଲ
ସ୍ବିଡେନ୍,୬।୧୦: ଚଳିତବର୍ଷ ସାହିତ୍ୟ ପାଇଁ ନୋବେଲ ପୁରସ୍କାର ଗୁରୁବାର ଘୋଷଣା କରାଯାଇଛି। ଫରାସୀ ଲେଖକ ଆନି ଏର୍ନକ୍ସଙ୍କୁ ଏହି ପୁରସ୍କାର ମିଳିବ। ଆନି ସେପ୍ଟେମ୍ବର ୧, ୧୯୪୦ରେ ଜନ୍ମଗ୍ରହଣ କରିଥିଲେ। ସେ ଜଣେ ଫରାସୀ ଲେଖକ ଏବଂ ସାହିତ୍ୟର ପ୍ରଫେସର। ତାଙ୍କର…
ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୧୬ ଜୀବନ, ୨୪ ଆହତ
କାଠମାଣ୍ଡୁ,୬।୧୦: ନେପାଳର ବାରା ଜିଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଏହି ସଡକ ଦୁର୍ଘଟଣା ବାରା ଜିଲାର ମାଡେଶ ପ୍ରଦେଶରେ ଘଟିଛି। ଆହତମାନଙ୍କୁ…
ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅନ୍ତର୍ଜାତୀୟ କ୍ରିକେଟର୍ ଗିରଫ
କାଠମାଣ୍ଡୁ,୬।୧୦: ନେପାଳ କ୍ରିକେଟର ସନ୍ଦୀପ ଲାମିଚାନେଙ୍କୁ ଗୁରୁବାର କାଠମାଣ୍ଡୁ ବିମାନବନ୍ଦରରେ ପୋଲିସ ଗିରଫ କରଛି। ସନ୍ଦୀପଙ୍କ ନାଁରେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। କାଠମାଣ୍ଡୁ ଜିଲା କୋର୍ଟ ଅଗଷ୍ଟ ୨୩ରେ ସନ୍ଦୀପଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଥିଲେ। ବର୍ତ୍ତମାନ…
ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ନେଇ ସତର୍କ ସୂଚନା ଜାରି…
ଇସଲାମାବାଦ,୬।୧୦ : ପାକିସ୍ତାନ ସରକାର ସମଗ୍ର ଦେଶରେ ଆତଙ୍କବାଦୀ ଆକ୍ରମଣ ନେଇ ଆଲର୍ଟ ଜାରି କରିଛନ୍ତି। ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି ଏବଂ ଅତ୍ୟଧିକ ସଜାଗ ରହିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମିଡିଆ ରିପୋର୍ଟରେ କୁହାଯାଇଛି ଯେ ଆତଙ୍କବାଦୀ ଆକ୍ରମଣ ପାକିସ୍ତାନରେ…
ଥାଇଲାଣ୍ଡରେ ଗୁଳିକାଣ୍ଡ: ୩୧ ମୃତ
ବ୍ୟାଙ୍କକ୍,୬।୧୦: ଥାଇଲାଣ୍ଡରେ ଏକ ବଡ଼ ଗୁଳିକାଣ୍ଡ ଘଟିଛି। ଏଥିରେ ୩୧ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ରହିଛନ୍ତି। ଏକ ଚାଇଲ୍ଡ କେୟାର ସେଣ୍ଟରରେ ଏକ ଗୁଳିକାଣ୍ଡ ଘଟିଥିବା ଜଣାପଡିଛି। ଏକ ବନ୍ଧୁକଧାରୀ ବ୍ୟକ୍ତି ସେଣ୍ଟର ଭିତରକୁ ପଶି…
କାଲିଫର୍ନିଆରେ ଭାରତୀୟ ବଂଶୋଦ୍ଭବ ଛାତ୍ରଙ୍କୁ ହତ୍ୟା
କାଲିଫର୍ନିଆ,୬।୧୦: ଆମେରିକାର କାଲିଫର୍ନିଆରେ ଜଣେ ୨୦ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଛାତ୍ରଙ୍କୁ ହତ୍ୟା କରାଯାଇଛି। ତାଙ୍କୁ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ହଷ୍ଟେଲରେ ହତ୍ୟା କରାଯାଇଥିବା ଜଣାପଡିଛି। ଏହି ଘଟଣାରେ ମୃତ ଛାତ୍ରଙ୍କ କୋରିଆ ରୁମମେଟଙ୍କୁ ଗିରଫ କରାଯାଇଛି। ଆମେରିକାର ପୋଲିସ କହିଛି…
ତାଇଓ୍ବାନକୁ ବାରୁଦ ଗଦାରେ ପରିଣତ କରିବାକୁ ଆମେରିକାର ଯୋଜନା…
ତାଇପେ,୬।୧୦ : ଚାଇନାର ଆକ୍ରମଣର ବିପଦକୁ ଦୃଷ୍ଟିରେ ରଖି ଆମେରିକା ନୂଆ ରଣନୀତି ଅନୁସାରେ ତାଇୱାନକୁ ଏକ ବାରୁଦ ଗଦାରେ ପରିଣତ କରିବା ଲାଗି ଯୋଜନା ପ୍ରସ୍ତୁତି ଆରମ୍ଭ କରିଛି। ଆମେରିକା ଯୋଜନା କରିଛି ଯେ ତାଇୱାନରେ ବିପୁଳ ପରିମାଣର ଗୁଳି…
ଜାପାନ ଗଣମାଧ୍ୟମ ପ୍ରତିନିଧିଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ…
ନାପିଦ୍ୱ,୬।୧୦ : ଜାପାନର ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମ୍ୟାନମାର କୋର୍ଟ ଦ୍ୱାରା ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସରକାର ବିରୋଧୀ ଭିଡିଓ ପ୍ରସ୍ତୁତ କରି ଗଣମାଧ୍ୟମ ପ୍ରତିନିଧି ଜଣକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଜାପାନର କୂଟନୀତିଜ୍ଞ ଗୁରୁବାର ଏହି ସୂଚନା…
ଉତ୍ତର କୋରିଆକୁ ସୁରକ୍ଷା ପ୍ରଦାନ କରୁଛନ୍ତି ଚାଇନା-ରୁଷିଆ, ଜାତିସଂଘରେ ଆମେରିକାର କଡ଼ା ସମାଲୋଚନା…
ଜେନେଭା,୬।୧୦ : ଦୀର୍ଘ ଦିନ ଧରି ଉତ୍ତର କୋରିଆ କ୍ରମାଗତ ଭାବରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରୁଛି। ନିକଟରେ ଉତ୍ତର କୋରିଆ ଜାପାନ ଉପରେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଉତ୍ତର କୋରିଆ ଉପରେ କ୍ରୋଧିତ ଆମେରିକା ମିଳିତ ଜାତିସଂଘରେ ରୁଷିଆ…
୪ ଅପହୃତ ଭାରତୀୟଙ୍କ ମୃତ ଦେହ ମିଳିଲା, ୮ ମାସର ଶିଶୁକନ୍ୟା ବି ସାମିଲ…
ସ୍କ୍ରାମେଣ୍ଟୋ,୬।୧୦ : ଆମେରିକାର କାଲିଫର୍ନିଆର ମର୍ସିଡ ସହରରେ ଅପହୃତ ହୋଇଥିବା ଚାରିଜଣ ଭାରତୀୟ ମୂଳ ଲୋକଙ୍କର ମୃତଦେହ ମିଳିଛି। ମୃତକଙ୍କ ମଧ୍ୟରେ ଭାରତୀୟ ମୂଳ ଦମ୍ପତି ଏବଂ ସେମାନଙ୍କର ଆଠ ମାସର ଶିଶୁ କନ୍ୟା ଓ ସେମାନଙ୍କର ଜଣେ ବନ୍ଧୁ ଅଛନ୍ତି।…
Archives


