ଥାଇଲାଣ୍ଡରେ ଗଞ୍ଜେଇ ବୈଧ
ବ୍ୟାଙ୍କକ୍, ୧୦ା୬:ଥାଇଲାଣ୍ଡ ଗଞ୍ଜେଇ ବ୍ୟବହାରକୁ ଗୁରୁବାର ବୈଧ ଘୋଷଣା କରିଛି। ଏପରି କରିବାରେ ଥାଇଲାଣ୍ଡ ଏସିଆ ମହାଦେଶର ପ୍ରଥମ ଦେଶ ହୋଇଛି। ଗଞ୍ଜେଇ ଚାଷ ଏବଂ ଖାଦ୍ୟ ସାମଗ୍ରୀରେ ଏହାର ବ୍ୟବହାର କରାଯାଇପାରିବ ବୋଲି ଥାଇଲାଣ୍ଡ ସରକାରଙ୍କ ପକ୍ଷରୁ କୁହାଯାଇଛି।...
ରୁଷିଆ-ୟୁକ୍ରେନ ଯୁଦ୍ଧ: ନଷ୍ଟ ହୋଇଥିବା ପ୍ରତିଟି କୋଠାରେ ୫୦-୧୦୦ ଲୋକଙ୍କର ହୋଇଛି ମୃତ୍ୟୁ
କ୍ୱିଭ,୧୦ ।୬: ପ୍ରାୟ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେଲାଣି ଜାରି ରହିଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ଗୁରୁବାର ଏହି ଯୁଦ୍ଧର ୧୦୬ ଦିନରେ ସେବେରୋଦୋନେସ୍କରେ ଦୁଇ ଦେଶର ସେନାଙ୍କ ମଧ୍ୟରେ ଜବରଦସ୍ତ ସଂଘର୍ଷ ହୋଇଥିବା ଜଣାପଡିଛି । ପ୍ରତିରକ୍ଷା...
ଆମେରିକା ନିମ୍ନ ସଦନରେ ବନ୍ଧୁକ ବିଲ୍ ପାରିତ
ଓ୍ବାଶିଂଟନ୍ ୧୦ା୬: ବଫାଲୋ, ନ୍ୟୁୟର୍କ, ଉଭାଲଡେ ଗୁଳିକାଣ୍ଡ ପରେ ଆମେରିକାର ଜୋ ବାଇଡେନ୍ଙ୍କ ସରକାର ବୁଧବାର ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ୍ରେ ବନ୍ଧୁକ ନିୟନ୍ତ୍ରଣ ବିଲ୍ ଆଣିଛନ୍ତି। ବିଲ୍ ସପକ୍ଷରେ ୨୨୩ ଭୋଟ ଏବଂ ବିପକ୍ଷରେ ୨୦୪ ଭୋଟ ପଡ଼ିଥିଲା। ଫଳରେ...
ଉଦ୍ଘାଟନ ନ ହେଉଣୁ ଭୁଷୁଡ଼ିଲା ବ୍ରିଜ୍, ୨୦ରୁ ଅଧିକ ଆହତ
ମେକ୍ସିକୋ,୯।୬: ମେକ୍ସିକୋରେ ସହରର ମେୟର ଗୁରୁବାର ଏକ ବ୍ରିଜ୍ ଉଦ୍ଘାଟନ କରୁଥିବା ବେଳେ ଏହା ଭୁଷୁଡି ପଡିଛି। ଫଳରେ ତାଙ୍କୁ ମିଶାଇ ୨୦ରୁ ଅଧିକ ଲୋକ ନଦୀ ଭିତରକୁ ଖସି ପଡ଼ି ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ଜଣଙ୍କ...
ଚାଇନାରେ ପ୍ରବଳ ବନ୍ୟା: ୧୦ ମୃତ, ୩ ନିଖୋଜ
ବେଜିଂ,୯ା୬: କେନ୍ଦ୍ରୀୟ ଚାଇନାର ହୁନାନରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ଅତି କମ୍ରେ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ନିଖୋଜ ଅଛନ୍ତି। ଜୁନ ଆରମ୍ଭରୁ ଏହି ରାଜ୍ୟରେ ବର୍ଷା ହୋଇଛି। ଅନ୍ୟ କେତେକ ରାଜ୍ୟରେ ମଧ୍ୟ...
ଭାରତକୁ ପ୍ରଶଂସା କଲା ଚାଇନା
ବେଜିଂ,୯ା୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାକୁ ସାହାଯ୍ୟ କରିଥିବାରୁ ଚାଇନା ଭାରତକୁ ପ୍ରଶଂସା କରିଛି। ଏକ ଖବରଦାତା ସମ୍ମିଳନୀରେ ଚାଇନାର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଝାଓ ଲିଜିଆନ କହିଛନ୍ତି, ଶ୍ରୀଲଙ୍କାକୁ ସାହାଯ୍ୟ କରିଥିବାରୁ ଭାରତକୁ ଅନେକ ଅନେକ...
ପୁଣି ଭଙ୍ଗାଗଲା ହିନ୍ଦୁ ମନ୍ଦିର
ଇସଲାମାବାଦ,୯ା୬: ପୁଣିଥରେ ପାକିସ୍ତାନରେ ଥିବା ଏକ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। କରାଚିରେ ଥିବା ଏକ ହିନ୍ଦୁ ମନ୍ଦିରରେ ଦେବତାମାନଙ୍କର ମୂର୍ତ୍ତି ଭଙ୍ଗାଯାଇଛି। ବୁଧବାର କରାଚିର କୋରଙ୍ଗି ଅଞ୍ଚଳର ଶ୍ରୀ ମାରି ମାତା ମନ୍ଦିରରେ ଦେବୀଦେବଙ୍କ...
ବାତ୍ୟା ଭଳି ଏବେ ‘ଲୁ’ର ହେବ ନାମକରଣ…
ସେଭିଲ/ନୂଆଦିଲ୍ଲୀ, ୯।୬ : ବାତ୍ୟା ଭଳି ଏବେ ଖୁବ ଶୀଘ୍ର ‘ଲୁ’ର ମଧ୍ୟ ନାମକରଣର କରାଯିବ। ‘ଲୁ’ର ନାମକରଣ କରିବାର କାରଣ ହେଉଛି ଏହାର ଗୁରୁତ୍ୱକୁ ପ୍ରତିପାଦନ କରିବା। ସାଧାରଣ ଲୋକ ଏବଂ ସରକାରୀ କର୍ମଚାରୀଙ୍କୁ ସଚେତନ କରିବା ସହିତ...
ଆଲପ୍ସ୍ରୁ ଉଦ୍ଧାର ହେଲେ ୧୦୭ ଶିକ୍ଷକ-ଶିକ୍ଷାର୍ଥୀ…
ଭିଏନା/ବର୍ଲିନ୍, ୯।୬ : ଜର୍ମାନୀରୁ ଅଷ୍ଟ୍ରିଆକୁ ଏକ ସ୍କୁଲ ଯାତ୍ରା ସମୟରେ ଆଲପ୍ସ ପାହାଡରେ ଅଟକି ରହିଥିବା ୧୦୭ ଶିକ୍ଷକ ଏବଂ ଶିକ୍ଷାର୍ଥୀଙ୍କୁ ବିମାନ ଦ୍ୱାରା ଏୟାର ଲିଫ୍ଟ କରାଯାଇଛି। ଓ୍ପରଲବର୍ଗର ପୋଲିସ କହିଛି ଯେ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ...
ଆଫଗାନିସ୍ତାନ ଯାଉଥିବା ଭାରତୀୟ ସହାୟତାକୁ ଚୋରି କରୁଛି ପାକିସ୍ତାନ…
କାବୁଲ, ୯।୬ : ଭାରତରୁ ଆଫଗାନିସ୍ତାନକୁ ପଠାଯାଉଥିବା ମାନବିକ ସହାୟତାକୁ ପାକିସ୍ତାନ ଚୋରି କରିବାରେ ଲାଗିଛି। ଥରେ ଏହି ସହାୟତା ଆଫଗାନିସ୍ତାନରେ ପହଞ୍ଚିବା ପରେ ଗହମରେ ପରିପୂର୍ଣ୍ଣ ଟ୍ରକ ଗୁଡିକ ପାକିସ୍ତାନକୁ ଫେରି ଆସୁଛି। ଗଣମାଧ୍ୟମ ରିପୋର୍ଟରେ ଏହି ସୂଚନା...
ରାତି ସାଢେ ୮ଟାରୁ ପାକିସ୍ତାନରେ ବନ୍ଦହେବ ବଜାର
ଇସଲାମାବାଦ,୯ ।୬: ପାକିସ୍ତାନରେ ଦେଖାଯାଇଥିବା ଆର୍ଥିକ ସଙ୍କଟ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି । ଏବେ ସେଠାରେ ବିଜୁଳି ବଞ୍ଚାଇବା ଲାଗି ଏକ ଗୁରୁତ୍ୱପୁର୍ଣ୍ଣ ଉପାୟ ଚିନ୍ତା କରାଯାଇଛି । ପାକିସ୍ତାନ ସମାଚାର ଏଜେନ୍ସି ଜିଓ ନ୍ୟୁଜର ସୂଚନା...
ଟ୍ରେନ୍ ଲାଇନ୍ଚ୍ୟୁତ: ୨୧ ମୃତ
ତେହରାନ୍, ୯ା୬: ପୂର୍ବ ଇରାନ୍ ତବାସ୍ ସହର ନିକଟରେ ବୁଧବାର ଏକ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଆହୁରି ୪୭ ଜଣ ଆହତ ହୋଇଛନ୍ତି। ଟ୍ରେନ୍ରେ ୩୫୦ ଯାତ୍ରୀ ରହିଥିଲେ। ରାଜଧାନୀ ତେହରାନ୍ଠାରୁ ପ୍ରାୟ...
Archives


