ଅନ୍ତର୍ଜାତୀୟ

ନାଟୋ ସଦସ୍ୟତା ପାଇଁ ଆବେଦନ କରିବ ୟୁକ୍ରେନ

କିଭ୍‌,୩୦।୯: ୟୁକ୍ରେନର ୪ଟି ଅଞ୍ଚଳ ରୁଷିଆରେ ବିଲୟ ହେବା ପରେ ଶୁକ୍ରବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ୟୁକ୍ରେନ ନାଟୋ ସଦସ୍ୟତା ପାଇଁ ଆବେଦନ କରିବ। କିଭ୍‌ ତୁରନ୍ତ ନାଟୋର ଫାଷ୍ଟ…

କାବୁଲ ଆତ୍ମଘାତୀ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି

କାବୁଲ,୩୦।୯: ଆଫଗାନିସ୍ତାନର ରାଜଧାନୀ କାବୁଲ ସ୍ଥିତ ଏକ ସ୍କୁଲରେ ଶୁକ୍ରବାର ଘଟିଥିବା ଆତ୍ମଘାତୀ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଥିବା ଜଣାପଡିଛି। ସ୍ଥାନୀୟ ଗଣମାଧ୍ୟମ ସୂଚନା ମୁତାବକ, ମୃତକଙ୍କ ମଧ୍ୟରେ ଅଧିକାଂଶ ଛାତ୍ରୀଛାତ୍ର ଥିବା ସୂଚନା ମିଳିଛି। ଆହତମାନଙ୍କୁ ସ୍ଥାନୀୟ…

ଆଫଗାନିସ୍ତାନରେ ବିସ୍ଫୋରଣ: ୧୯ ମୃତ, ୨୭ ଆହତ

କାବୁଲ,୩୦।୯: ଆଫଗାନିସ୍ତାନରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ହୋଇଛି। ଏଥର ରାଜଧାନୀ କାବୁଲର ଶିଆ ଅଞ୍ଚଳକୁ ଟାର୍ଗେଟ କରାଯାଇ ଆକ୍ରମଣ କରାଯାଇଛି। ଆତ୍ମଘାତୀ ବିସ୍ଫୋରଣରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୭ ଜଣ ଆହତ ହୋଇଛନ୍ତି। କାବୁଲ ପୋଲିସର ଜଣେ…

ଖେର୍ସନ, ଜାପୋରିଜିଆକୁ ସ୍ବାଧୀନ ରାଜ୍ୟ ଘୋଷଣା କଲା ରୁଷିଆ

ମସ୍କୋ,୨୯।୯: ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ବଡ଼ ଗେମ୍‌ ଖେଲିଛନ୍ତି। ରୁଷିଆ ଖେର୍ସନ ଏବଂ ଜାପୋରିଜିଆକୁ ସ୍ବାଧୀନ ରାଜ୍ୟ ଭାବରେ ଘୋଷଣା କରିଛି। ରୁଷିଆର ଏହି ପଦକ୍ଷେପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ।…

ସଫଳତାରସହ ଉଡିଲା ବିଶ୍ୱର ପ୍ରଥମ ବିଜୁଳି ଚାଳିତ ବିମାନ

ୱାଶିଂଟନ,୩୦ ।୯: ସମ୍ପୂର୍ଣ୍ଣ ଭାବେ ବିଜୁଳିରେ ଚାଲୁଥିବା ବିଶ୍ୱର ପ୍ରଥମ ବିମାନ ଏଲିସ ତା’ର ପ୍ରଥମ ଉଡାର ସଫଳତାର ସହ ପୂର୍ଣ୍ଣ କରିଛି । ଗ୍ରାଣ୍ଡ କାଉଂଟି ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗୁରୁବାର ସକାଳ ୭ଟା ୧୦ରେ ବିମାନଟି ଉଡାଣ ଆରମ୍ଭ…

ମ୍ୟାନମାରରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ନାଇପିଡ,୩୦ ।୯: ମ୍ୟାନମାରର ବର୍ମାରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୁତ ହୋଇଛି । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜିର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୧ ଥିବା କୁହାଯାଇଛି । ମ୍ୟାନମାରର ବର୍ମାରେ ଶୁକ୍ରବାର ସକାଳ ପ୍ରାୟ ୩ଟା…

ୟୁକ୍ରେନୀୟ ମାନବାଧିକାର କର୍ମୀଙ୍କୁ ଅଲ୍ଟରନେଟିଭ୍‌ ନୋବେଲ

ଷ୍ଟକ୍‌ହୋମ୍‌, ୩୦ା୯:ୟୁକ୍ରେନୀୟ ମାନବାଧିକାର କର୍ମୀ ଓଲେସ୍କାଣ୍ଡ୍ରା ମେଟ୍‌ଭିଚୁକ୍‌ଙ୍କୁ ଚଳିତ ବର୍ଷର ରାଇଟ୍‌ ଲାଇଭ୍‌ଲିହୁଡ୍‌ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଅଲ୍ଟରନେଟିଭ୍‌ ନୋବେଲ ପ୍ରାଇଜ୍‌ ନାମରେ ପରିଚିତ ଏହି ପୁରସ୍କାର ପ୍ରଥମ ଥର ପାଇଁ ୟୁକ୍ରେନ୍‌ ହାତକୁ ଯାଇଛି। ସେଣ୍ଟର ଫର୍‌ ସିଭିଲ ଲିବର୍ଟିଜ୍‌…

ପୁଟିନ୍‌ଙ୍କ ଘାତକ ଘୋଷଣା ଆଜି

ମସ୍କୋ/କିଭ୍‌,୩୦ା୯:ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶୁକ୍ରବାର ରେଡ୍‌ ସ୍କୋୟାର ଭିକ୍ଟ୍ରି କନ୍‌ସର୍ଟରେ ଯୋଗଦେଇ ୟୁକ୍ରେନ୍‌ର ୪ ଅଞ୍ଚଳକୁ ନିଜ ଦେଶରେ ମିଶ୍ରଣ ଘୋଷଣା କରିବେ। ରୁଷିଆ ଦଖଲରେ ଥିବା ଡୋନେସ୍କ, ଲୁହାନ୍‌ସ୍କ, ଖେରସୋନ ଓ ଜାପୋରିଝିଆରେ ୫ ଦିନ ଧରି ଚାଲିଥିବା…

ଆମେରିକାରେ ତାଣ୍ଡବ ରଚିଛି ‘ଇୟାନ’, ସଡ଼କ ଜଳମଗ୍ନ, ହସ୍ପିଟାଲର ଛାତ ଉଡିଲା, ଫ୍ଲୋରିଡାରେ ବନ୍ୟା, ବିଜୁଳି ସଙ୍କଟ

ସେଣ୍ଟ ପିଟର୍ସବର୍ଗ,୩୦ ।୯: ଘୂର୍ଣ୍ଣିଝଡ଼ ‘ଇୟାନ’ ଆମେରିକାରେ ତାଣ୍ଡବ ରଚିଛି । ଏହାର ପ୍ରଭାବରେ ଫ୍ଲୋରିଡାରେ ବନ୍ୟା ସହ ବଜୁଳି ସଙ୍କଟ ଦେଖାଦେଇଛି । ଷ୍ଟେକ ଦ୍ୱିପ ନିକଟରେ ୨ରୁ ୭ ମିଟର ଉ୍‌ଚ୍ଚତାର ସମୁଦ୍ର ଲହଡି ଆସିବାରୁ ଡଙ୍ଗା ବୁଡି…

ଗୋଟବାୟାଙ୍କୁ ଭେଟିଲେ ସୁବ୍ରମଣ୍ୟମ

କଲମ୍ବୋ,୨୯।୯: ଆର୍ଥିକ ଓ ରାଜନୈତିକ ସଙ୍କଟ ଦେଇ ବର୍ତ୍ତମାନ ଶ୍ରୀଲଙ୍କା ଗତି କରୁଛି। ଫଳରେ ଦେଶବାସୀଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଜନସାଧାରଣଙ୍କ ତୀବ୍ର ବିରୋଧ ପରେ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଦେଶ ଛାଡ଼ିବାକୁ…

ରୁଷିଆରେ ମିଶିବ ୟୁକ୍ରେନର ଏହି ୪ଅଞ୍ଚଳ

ମସ୍କୋ/କିଭ୍‌,୨୯।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଗତ ୭ ମାସ ଧରି ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷିଆ ୟୁକ୍ରେନର ଅନେକ ଅଞ୍ଚଳକୁ ଜବରଦଖଲ କରିଥିବା ଦାବି କରିଥିଲା। ଏହି ଅଧିକୃତ ଅଞ୍ଚଳଗୁଡ଼ିକୁ ରୁଷିଆ ସହିତ ମିଶାଇବା ପାଇଁ ରାଷ୍ଟ୍ରପତି…

ଚାଇନା-ଆମେରିକା ମଧ୍ୟରେ ଏମିତି ସମ୍ପର୍କ ଚାହୁଁଛି ପାକିସ୍ତାନ

ଇସଲାମାବାଦ,୨୯ା୯: ପାକିସ୍ତାନ ବନ୍ୟା ପୀଡ଼ିତଙ୍କ ପାଇଁ ଆମେରିକାକୁ ସାହାଯ୍ୟ ମାଗିବା ପରେ ବୈଦେଶିକ ମନ୍ତ୍ରୀ ବିଲାଓ୍ବାଲ ଭୁଟ୍ଟୋ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଚାଇନା ଏବଂ ଆମେରିକା ମଧ୍ୟରେ ଖରାପ ସମ୍ପର୍କକୁ ସୁଦୃଢ଼ କରିବାରେ ପାକିସ୍ତାନ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri