ଅନ୍ତର୍ଜାତୀୟ

ଏଲିଜାବେଥ ହେବେ ଫ୍ରାନ୍ସର ନୂଆ ପ୍ରଧାନମନ୍ତ୍ରୀ

ପ୍ୟାରିସ,୧୭ ।୫: ଫ୍ରାନ୍ସର ରାଷ୍ଟ୍ରପତି କାର୍ଯ୍ୟାଳୟ ଏଲିସି ଏକ ବୟାନରେ କହିଛନ୍ତି ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ଔପଚାରିକ ଭାବେ ତାଙ୍କ ଇସ୍ତଫା ପ୍ରଦାନ କରିଛନ୍ତି । ଆଉ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ତାଙ୍କ ଇସ୍ତଫା ଗ୍ରହଣ କରି ନେଇଛନ୍ତି ।...

ମସଜିଦ୍‌ ନିକଟରେ ବଡ଼ ବିସ୍ଫୋରଣ

କରାଚି,୧୭।୫: କରାଚିର ଖରାଦର ଅଞ୍ଚଳରେ ଥିବା ନ୍ୟୁ ମେମୋନ ମସଜିଦ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୧୦ ଜଣ ଆହତ ହୋଇଛନ୍ତି। ଖରାଦାର ଅଞ୍ଚଳରେ ଥିବା ବୋଲ୍ଟନ ମାର୍କେଟ ନିକଟରେ...

ରୁଷିଆ ସୀମାରେ ୟୁକ୍ରେନ୍‌ ସୈନ୍ୟ

କିଭ୍‌/ମସ୍କୋ, ୧୬ା୫: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ସୋମବାର ୮୨ ଦିନରେ ପହଞ୍ଚିଛି। ଦିନ ଯେତେ ଲମ୍ବୁଛି ୟୁକ୍ରେନ୍‌ରେ ବେଶୀ କିଛି ହାସଲ କରିବାର ଆଶା ରୁଷିଆ ପାଇଁ ସେତେ ମଉଳିବାରେ ଲାଗିଛି। ଶକ୍ତିଶାଳୀ ରୁଷୀୟ ସୈନ୍ୟଙ୍କୁ ରୋକିବାରେ ୟୁକ୍ରେନ୍‌...

ମାତ୍ର ଗୋଟିଏ ଦିନର ପେଟ୍ରୋଲ ବାକି

କଲମ୍ବୋ,୧୬।୫: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ପେଟ୍ରୋଲ ଷ୍ଟକ୍‌ ଆଉ ମାତ୍ର ଗୋଟିଏ ଦିନ ପାଇଁ ରହିଛି। ଏହି ଦ୍ୱୀପଦେଶର ଅର୍ଥନୀତି ଅନିଶ୍ଚିତ ସ୍ଥିତିରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେ କହିଛନ୍ତି। ଦେବାଳିଆ ହୋଇପଡ଼ିଥିବା ଦେଶକୁ ଆଗାମୀ ଦିନରେ ଅଧିକ...

ଦ୍ରୁତ ଗତିରେ ବଢିଚାଲିଛି କରୋନା, ସହରରେ ଲକ୍‌ଡାଉନ

ପୋଙ୍ଗାଙ୍ଗ୍‌,୧୬।୫: କରୋନା ସଂକ୍ରମଣ କାରଣରୁ ଉତ୍ତର କୋରିଆ ସ୍ଥିତି ଦିନିକୁ ଦିନ ଉତ୍କଟ ହେବାରେ ଲାଗିଛି। ଦେଶରେ ମୋଟ ୮,୨୦,୬୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୪୨ ଜଣ କାରୋନାରେ ପ୍ରାଣ ହରାଇଥିବା ବେଳେ ରବିବାର ଏକକାଳିନ ୧୫ ଜଣଙ୍କ ପ୍ରାଣହାନି...

ଭଗବାନ ରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଦେଖି ନେପାଳ ଲୋକ ବହୁତ ଖୁସି: ମୋଦି

କାଠମାଣ୍ଡୁ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନେପାଳ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଗୌତମ ବୁଦ୍ଧଙ୍କ ଜନ୍ମସ୍ଥାନ ଲୁମ୍ବିନୀରେ ନେପାଳର ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଦ୍ୱିପାକ୍ଷିକ ସହଭାଗୀତାରେ ନୂତନ କ୍ଷେତ୍ର ଅନୁସନ୍ଧାନ...

ଆକ୍ରମଣକାରୀଙ୍କ ଗିରଫ ପାଇଁ ପୋଲିସ ଉପରେ ଚାପ

କଲମ୍ବୋ,୧୬ା୫: ଗତ ସପ୍ତାହରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭକାରୀଙ୍କ ଉପରେ ହୋଇଥିବା ଆକ୍ରମଣରେ ସମ୍ପୃକ୍ତ ଥିବା ରାଜପାକ୍‌ସେ ପରିବାରର ବିଶ୍ୱସ୍ତବାଦୀଙ୍କୁ ଗିରଫ କରିବା ପାଇଁ ଶ୍ରୀଲଙ୍କାରେ ପୋଲିସ ଉପରେ ସୋମବାର ଚାପ ପଡ଼ିଛି। ଏହି ହିଂସାରେ ୯ ଜଣଙ୍କର ମୃତ୍ୟୁ ହେବା ପରେ...

ଇମ୍ରାନଙ୍କୁ ମରିୟମଙ୍କ ଚେତାବନୀ

ଇସଲାମାବାଦ,୧୬ା୫: ପାକିସ୍ତାନର ଶାସକ ଦଳ ମୁସ୍‌ଲିମ ଲିଗ୍‌-ନଓ୍ବାଜ (ପିଏମଏଲ-ଏନ୍‌) ନେତ୍ରୀ ମରିୟମ ନଓ୍ବାଜ କହିଛନ୍ତି ଯେ, ଯଦି ଇମ୍ରାନ ତାଙ୍କ ହତ୍ୟାକାଣ୍ଡର ଷଡ଼ଯନ୍ତ୍ରର ପ୍ରମାଣ ଦେଖାନ୍ତି ତେବେ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫଙ୍କ ଅପେକ୍ଷା ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ...

ଚିନ୍ତାରେ ଏକଛତ୍ରବାଦୀ ଶାସକ କିମ

ପ୍ୟୋଙ୍ଗୟଙ୍ଗ,୧୬।୫: ଉତ୍ତର କୋରିଆରେ କରୋନା ଦ୍ରୁତ ଗତିରେ ମାଡିଚାଲିଛି। କରୋନା ବୃଦ୍ଧି ହେତୁ ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଚିନ୍ତାରେ ପଡିଯାଇଛନ୍ତି। କରୋନା ମଧ୍ୟରେ କିମ ଲୋକଙ୍କୁ ଔଷଧ ଯୋଗାଇବାରେ ବିଫଳ ହୋଇଥିବାରୁ ଅଧିକାରୀମାନଙ୍କୁ ତାଗିଦ କରିଛନ୍ତି। ଔଷଧ...

ବୁଦ୍ଧଙ୍କ ଜନ୍ମସ୍ଥାନରେ ପହଞ୍ଚିଲେ ମୋଦି

କାଠମାଣ୍ଡୁ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନେପାଳ ଗସ୍ତରେ ଯାଇଛନ୍ତି। ସେଠାରେ ପହଞ୍ଚି ପ୍ରଧାନମନ୍ତ୍ରୀ ବୁଦ୍ଧଙ୍କ ଜନ୍ମସ୍ଥାନ ଲୁମ୍ବିନୀ ଯାଇଛନ୍ତି। ସେ ଲୁମ୍ବିନୀରେ ପହଞ୍ଚିବା ପରେ ନେପାଳର ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିଛନ୍ତି। ବୁଦ୍ଧ...

ଚର୍ଚ୍ଚରେ ଗୁଳିମାଡ଼, ବାଇଡେନ୍‌ ସରକାରଙ୍କ ଚିନ୍ତା ବଢ଼ିଲା…

ଓ୍ବାଶିଂଟନ, ୧୬।୫ : ଆମେରିକାରେ ପ୍ରତିଦିନ ଗୁଳିମାଡ଼ ଘଟଣା ସାମ୍ନାକୁ ଆସୁଛି। ସଦ୍ୟତମ ମାମଲା ଆମେରିକାର କାଲିଫର୍ନିଆ ଘଟିଛି। ସେଠାରେ ଏକ ଚର୍ଚ୍ଚରେ ଗୁଳିମାଡ଼ ହୋଇଛି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ସନ୍ଦିଗ୍ଧ...

ଭିଡିଓ ମେସେଜ ରେକର୍ଡ କଲେ ଇମ୍ରାନ, ହତ୍ୟା ପରେ ଭାଇରାଲ କରିବାକୁ ନିର୍ଦ୍ଦେଶ

ଇସଲାମାବାଦ,୧୬ ।୫: ଗାଦିଚ୍ୟୁତ ହେବା ପରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ତାଙ୍କ ଜୀବନ ବିପଦରେ ଥିବା ଦେଖାଯାଉଛି । ଇମ୍ରାନ ଫୈସଲାବାଦ ଜଲସାରେ ଏକ ସଭାକୁ ସମ୍ବୋଧନ ଦେବା ବେଳେ କହିଥିଲେ କେତେଜଣ ଲୋକ ତାଙ୍କୁ ହତ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri