ପୁଟିନ୍ଙ୍କୁ କ୍ଷମତାଚ୍ୟୁତ କରିବା ଷଡ଼ଯନ୍ତ୍ର…
କ୍ୱିଭ୍/ମସ୍କୋ, ୧୬।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ କ୍ଷମତାଚ୍ୟୁତ କରିବା ଷଡ଼ଯନ୍ତ୍ର ଚାଲିଛି ବୋଲି ୟୁକ୍ରେନର ଜେନେରାଲ ଅଫ ଆର୍ମି ଇଣ୍ଟେଲିଜେନ୍ସ ଦାବି କରିଛି। ୟୁକ୍ରେନର ମେଜର ଜେନେରାଲ କିର୍ଲୋ ବୁଡାନୋଭାନ ଦାବି କରିଛନ୍ତି ଯେ ଅଗଷ୍ଟ ସୁଦ୍ଧା...
ପାକିସ୍ତାନକୁ କ୍ରୀତଦାସ କରିଛି ଆମେରିକା, କହିଲେ ଇମ୍ରାନ୍…
ଇସଲାମାବାଦ୍, ୧୬।୫ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ-ଜାରଦାରୀଙ୍କୁ ଟାର୍ଗେଟ କରିଛନ୍ତି। ଇମ୍ରାନ୍ କହିଛନ୍ତି ଯେ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ ସମୟରେ ବିଲାୱାଲ ଆମେରିକାର ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ...
ପୁଟିନ୍ଙ୍କୁ ରକ୍ତ କର୍କଟ, ଆମେରିକା ପତ୍ରିକାର ଦାବି…
ଓ୍ବାଶିଂଟନ/ମସ୍କୋ, ୧୬।୫ : ଆମେରିକାର ଏକ ପତ୍ରିକା ରିପୋର୍ଟ କରିଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରକ୍ତ କର୍କଟ ଭଳି ଗୁରୁତର ରୋଗରେ ପୀଡିତ। ନ୍ୟୁ ଲାଇନ୍ସ ପତ୍ରିକା ରୁଷିଆର ନେତାଙ୍କ ନିକଟତର ଜଣେ ବ୍ୟକ୍ତିଙ୍କ ଦ୍ୱାରା ପ୍ରଦାନ...
ଦେବସହାୟମ୍ଙ୍କୁ ସନ୍ଥ ଘୋଷଣା କଲେ ପୋପ୍
ଭାଟିକାନ୍ ସିଟି, ୧୬ା୫: ଅଷ୍ଟାଦଶ ଶତାବ୍ଦୀରେ ହିନ୍ଦୁରୁ ଖ୍ରୀଷ୍ଟଧର୍ମ ଆପଣାଇଥିବା ଦେବସହାୟମ ପିଲାଇଙ୍କୁ କ୍ୟାଥୋଲିକ୍ ଚର୍ଚ୍ଚର ମୁଖ୍ୟ ପୋପ୍ ଫ୍ରାନ୍ସିସ୍ ରବିବାର ସନ୍ଥ ଘୋଷଣା କରିଛନ୍ତି। ଲାଜାରସ୍ ଭାବେ ମଧ୍ୟ ଜଣା ଦେବସହାୟମ୍ ଜନ୍ମର ୩୦୦ ବର୍ଷ ପରେ ଏହି...
ବନ୍ଧୁକ ସଂସ୍କୃତି କାଳ
ନ୍ୟୁୟର୍କ, ୧୬ା୫: ପ୍ରାୟ ୫୦ ବର୍ଷ ପୂର୍ବେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଲିନ୍ଡୋନ୍ ବେନ୍ସ ଜନସନ୍ ଦେଶରେ ଘଟୁଥିବା ଅପରାଧ ମଧ୍ୟରୁ ଅଧିକାଂଶ ବନ୍ଧୁକ ଦ୍ୱାରା ଘଟୁଥିବା କହିଥିଲେ। ବନ୍ଧୁକ ସଂସ୍କୃତି ପ୍ରତି ଖାମଖିଆଲ ମନୋଭାବ ଏବଂ ଆତ୍ମରକ୍ଷା ପାଇଁ...
ପାକିସ୍ତାନରେ ୨ ଶିଖ୍ ବ୍ୟବସାୟୀଙ୍କୁ ହତ୍ୟା
ପେଶାଓ୍ବର,୧୬।୫(ପି.ଟି.): ପାକିସ୍ତାନର ଉତ୍ତରପଶ୍ଚିମ ଖାଇବର-ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ ପେଶାଓ୍ବର ସହରରେ ରବିବାର ଦିନ ଦ୍ୱିପ୍ରହରରେ ୨ ଜଣ ଶିଖ୍ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଦୁଇଜଣ ଦୁର୍ବୃତ୍ତ ବାଇକ୍ରେ ଆସି ରଞ୍ଜିତ ସିଂ(୪୨) ଏବଂ କୁଲ୍ଜିତ ସିଂ(୩୮)ଙ୍କୁ ଗୁଳି କରିଥିଲେ।...
କାଲିଫର୍ନିଆ ଚର୍ଚ୍ଚରେ ଗୁଳିକାଣ୍ଡ
କାଲିଫର୍ନିଆ,୧୬ ।୫: ଆମେରିକାରେ ଗୁଳିକାଣ୍ଡ ଘଟଣା ଲାଗି ରହିଛି । ଶନିବାର ବଫେଲୋ ସୁପରମାର୍କେଟରେ ଗୁଳିକାଣ୍ଡ ପରେ ରବିବାର କାଲିଫର୍ନିଆର ଏକ ଚର୍ଚ୍ଚରେ ଗୁଳିକାଣ୍ଡ ହୋଇଥିବା ଜଣାପଡିଛି । ସ୍ଥାନୀୟ ପୋଲିସର ସୂଚନା ଅନୁଯାୟୀ, ସାଉଥ କାଲିଫର୍ନିଆରେ ପ୍ରୋସ୍ୱିଟେରିୟମ ଚର୍ଚ୍ଚରେ...
ଫିନଲ୍ୟାଣ୍ଡକୁ ଚେତାବନୀ ଦେଲା ରୁଷିଆ
ହେଲସିଙ୍କି,୧୫।୫:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଯୁଦ୍ଧ ମଧ୍ୟରେ ଫିନଲ୍ୟାଣ୍ଡ ସରକାର ରବିବାର ଏକ ବଡ ଘୋଷଣା କରିଛନ୍ତି। ଫିନଲ୍ୟାଣ୍ଡ ନାଟୋର ସଦସ୍ୟତା ପାଇଁ ଆବେଦନ କରିବାକୁ ନିଷ୍ପତ୍ତି ନେଇଛି। ଏହାପୂର୍ବରୁ ଦୁଇ ୟୁରୋପୀୟ ଦେଶ...
ପାକିସ୍ତାନର ଉତ୍ତର ୱଜିରିସ୍ତାନରେ ଆତ୍ମଘାତି ବିସ୍ଫୋରଣ, ୩ ସୁରକ୍ଷାକର୍ମୀଙ୍କ ସମେତ ୬ ମୃତ
ଇସଲାମାବାଦ,୧୫ ।୫: ଭାରତ ବିରୋଧରେ ଆତଙ୍କବାଦର ମଞ୍ଜି ବୁଣୁଥିବା ପାକିସ୍ତାନ ଏବେ ନିଜେ ସେହି ନିଆଁରେ ଜଳି ପୋଡି ପାଉଁଶ ହେଉଛି । ଉତ୍ତର ୱଜିରିସ୍ତାନର ମିରାନଶାହ ଅଞ୍ଚଳରେ ରବିବାର ହୋଇଥିବା ଆତ୍ମଘାତି ବିସ୍ଫୋରଣରେ ୩ ସୁରକ୍ଷାକର୍ମୀଙ୍କ ସହ ୬...
ସରକାର ବଦଳିବା ପରେ ବି ସୁଧୁରିଲାନି ପାକିସ୍ତାନର ଅବସ୍ଥା
ଇସଲାମାବାଦ,୧୫ା୫: ପାକିସ୍ତାନରେ ନୂତନ ସରକାର କ୍ଷମତାକୁ ଆସିବା ପରେ ମଧ୍ୟ ସ୍ଥିତିରେ ସୁଧାର ଆସୁନାହିଁ। ଅନ୍ତର୍ଜାତୀୟ ମୂଲ୍ୟ ବୃଦ୍ଧି ହେତୁ ଦେଶର ଅର୍ଥନୀତି ଦ୍ରୁତଗତିରେ ହ୍ରାସ ପାଉଛି। ଏଥି ସହିତ ଏପ୍ରିଲ ମାସ ପର୍ଯ୍ୟନ୍ତ ପାକିସ୍ତାନର ତେଲ ଏବଂ ଖାଦ୍ୟ...
ଉତ୍ତର କୋରିଆରେ ହାହାକାର, ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ସାଢ଼େ ୮ ଲକ୍ଷରୁ ଅଧିକ ସଂକ୍ରମିତ…
ପୋଙ୍ଗୟାଙ୍ଗ, ୧୫।୫ : ଉତ୍ତର କୋରିଆ ଏପରି ଏକ ଦେଶ ଯେଉଁଠାରେ ଏକଛତ୍ରବାନଦୀ ଶାସକ କିମ ଜୋଙ୍ଗ ଉନଙ୍କ ଅନୁମତି ବିନା ଗଛର ପତ୍ର ମଧ୍ୟ ପ୍ରବେଶ କରି ପାରେନା। ଯେତେବେଳେ ସମଗ୍ର ବିଶ୍ୱ କରୋନା ମହାମାରୀ ଦ୍ୱାରା ସଙ୍କଟରେ...
‘ହିଂସା ଦୂର ପାଇଁ କଠୋର ପଦକ୍ଷେପ ଲୋଡ଼ା’
ଓ୍ବାଶିଂଟନ,୧୫ା୫: ନ୍ୟୁୟର୍କର ସୁପର ମାର୍କେଟରେ ବୋମା ବିସ୍ଫୋରଣ ହେବା ଘଟଣା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁଣି ଥରେ ଚକିତ କରିଛି। ଏଭଳି ହିଂସାକୁ ଦୂର କରିବା ପାଇଁ ଯଥାଶୀଘ୍ର କଠୋର ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ ବୋଲି ରାଷ୍ଟ୍ରପତି କହିଛନ୍ତି।...
Archives


