ଇନ୍ଧନ ଟ୍ୟାଙ୍କର-ବସ ମୁହାଁମୁହିଁ ଧକ୍କା,୧୮ ଜୀବନ୍ତ ଦଗ୍ଧ…
ମେକ୍ସିକୋ ସିଟି,୧୧।୯ : ମେକ୍ସିକୋରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏଠାରେ ମୋଣ୍ଟେରୀ ସହରକୁ ଯାଉଥିବା ରାଜପଥରେ ଏକ ଇନ୍ଧନ ଭର୍ତ୍ତି ଟ୍ୟାଙ୍କର ଏବଂ ଏକ ବସ ଧକ୍କା ହୋଇଥିଲା। ଘଟଣାସ୍ଥଳରେ…
ପପୁଆ ନ୍ୟୁ ଗିନିରେ ବଡ ଧରଣର ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୭.୭
ପୋର୍ଟ ମୋରେସବେ,୧୧ ।୯: ପପୁଆ ନ୍ୟୁ ଗିନିରେ ଏକ ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ଲାଇରେ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୭ ରହିଥିବା ସୂଚନା ମିଳିଛି । ଭୂକମ୍ପ ଫଳରେ ସାରା ଅଞ୍ଚଳ ଏକ…
ଆଇପିଇଏଫ୍ ବାଣିଜ୍ୟ ମଞ୍ଚରୁ ଓହରିଲା ଭାରତ
ନୂଆଦିଲ୍ଲୀ/ଲସ୍ଏଞ୍ଜେଲ୍ସ,୧୧ା୯: ଏସୀୟ ରାଷ୍ଟ୍ରଗୁଡ଼ିକ ସହ ମୁକ୍ତ ବାଣିଜି୍ୟକ ସମ୍ପର୍କ ପ୍ରତିଷ୍ଠା ଲକ୍ଷ୍ୟରେ ଆମେରିକା ନେତୃତ୍ୱରେ ଗଠିତ ଇଣ୍ଡୋ-ପାସିଫିକ୍ ଇକୋନୋମିକ୍ ଫ୍ରେମ୍ଓ୍ବାର୍କ (ଆଇପିଇଏଫ୍) ବାଣିଜି୍ୟକ ଆଲୋଚନାରୁ ଭାରତ ଓହରିଯାଇଛି। ଆଇପିଇଏଫ୍ର ୧୪ ରାଷ୍ଟ୍ର ମଧ୍ୟରୁ ଭାରତ ହେଉଛି ଏକମାତ୍ର ସଦସ୍ୟ, ଯାହାକି ଆମେରିକାର…
୭୫ ବର୍ଷ ପରେ ଏକାଠି ହେଲେ ଭଉଣୀଭାଇ
ଇସ୍ଲାମାବାଦ,୧୧ା୯: ଦେଶ ବିଭାଜନର ୭୫ ବର୍ଷ ପରେ ଜଳନ୍ଧରର ଅମରଜିତ ସିଂ କର୍ତାରପୁରର ଗୁରୁଦ୍ୱାରା ଦର୍ବାର ସାହିବରେ ତାଙ୍କ ପାକିସ୍ତାନୀ ଭଉଣୀଙ୍କୁ ଭେଟିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ। ୧୯୪୭ରେ ପାକିସ୍ତାନ ଭାରତରୁ ଅଲଗା ହୋଇଯିବା ସହ ତାଙ୍କ ପରିବାର ମଧ୍ୟ ପରସ୍ପରଠାରୁ…
ଉପାଧି ଫେରିପାଇବେ କି ହ୍ୟାରି, ମେଘାନ
ଲଣ୍ଡନ, ୧୧ା୯: ଏଲିଜାବେଥ୍ ଦ୍ୱିତୀୟଙ୍କ ପରେ ତାଙ୍କ ବଡ଼ ପୁଅ ଚାଲର୍ସ ବ୍ରିଟେନ୍ ରାଜା ହୋଇଥିବା ବେଳେ ଏବେ ପ୍ରିନ୍ସ ହ୍ୟାରି ଏବଂ ସ୍ତ୍ରୀ ମେଘାନ ମର୍କେଲଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଆଈ ମା’ ଏଲିଜାବେଥ୍ ମହାରାଣୀ ଥିବାରୁ କିଙ୍ଗ୍…
ଆମେରିକା ୯/୧୧ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୨୧ ବର୍ଷ, ଥରି ଉଠିଥିଲା ଦେଶ
ୱାଶିଂଟନ,୧୧ ।୯: ଆମେରିକାର ୯/୧୧ ଆତଙ୍କବାଦୀ ଆକ୍ରମଣକୁ ଆଜି ୨୧ ବର୍ଷ ପୁରଣ ହୋଇଛି । ଏହି ଦିନକୁ ଆମେରିକା ପାଇଁ କଳା ଦିବସ ବୋଲି କୁହାଯାଏ । ଆମେରିକା ଇତିହାସରେ ଏହା ସବୁଠାରୁ ବଡ ଆତଙ୍କବାଦୀ ଆକ୍ରମଣ ଥିଲା ।…
ଶେଷକୃତ୍ୟରେ ସାମିଲ ହେବେ ବାଇଡେନ୍
ଓ୍ବାଶିଂଟନ୍, ୧୧ା୯: ବ୍ରିଟେନ ମହାରାଣୀ ଏଲିଜାବେଥ୍ଙ୍କ ଶେଷକୃତ୍ୟ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଯୋଗଦେବେ ବୋଲି କହିଛନ୍ତି। କିଙ୍ଗ୍ ଚାଲର୍ସ ତୃତୀୟଙ୍କ ସହ ଏ ଯାଏ କଥା ହୋଇ ନ ଥିବା ବାଇଡେନ୍ କହିଛନ୍ତି। କାର୍ଯ୍ୟକ୍ରମ ବାବଦରେ ବିସ୍ତୃତ ବିବରଣୀ…
ଏଲିଜାବେଥ୍ଙ୍କ ପରେ ମାର୍ଗାରେଟ୍
କୋପେନ୍ହାଗେନ, ୧୧ା୯: ଏଲିଜାବେଥ୍ ଦ୍ୱିତୀୟଙ୍କ ପରଲୋକ ପରେ ଏବେ ଡେନ୍ମାର୍କର କୁଇନ୍ ମାର୍ଗାରେଟ୍ ଦ୍ୱିତୀୟ ୟୁରୋପର ସର୍ବାଧିକ କାଳ ଶାସନରେ ଥିବା ମହାରାଣୀ ହୋଇଛନ୍ତି। ବାପା ଫ୍ରେଡ୍ରିକ୍ ନବମଙ୍କ ମୃତ୍ୟୁ ପରେ ୧୯୭୨ରେ ମାର୍ଗାରେଟ୍ ୩୧ ବର୍ଷ ବୟସରେ ମହାରାଣୀ ହୋଇଥିଲେ।…
ଖାରକିଭରୁ ପଛକୁ ହଟିଲେ ରୁଷିଆ ସେନା, ଜେଲନସ୍କି କହିଲେ ଭଲ ନିଷ୍ପତ୍ତିି
କ୍ୱିଭ,୧୧ ।୯: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଗୁୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକ ଆସିଛି । ପ୍ରଥମଟି ହେଉଛି ୟୁକ୍ରେନର ଉତ୍ତର-ପୂର୍ବର ପ୍ରମୁଖ ରେଲୱେ ସହର କୁପିୟାଂସ୍କ ଉପରେ ୟୁକ୍ରେନ ସେନା କବଜା କରି ନେଇଛନ୍ତି । ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ…
ତିମି ସହ ଧକ୍କା ଦେଇ ଓଲଟି ପଡ଼ିଲା ବୋଟ୍, ୫ ଜଣଙ୍କ ଜୀବନ ଗଲା
ଓ୍ବେଲିଂଟନ,୧୦ା୯: ନ୍ୟୁଜିଲାଣ୍ଡର ଏକ ଚାର୍ଟର ବୋଟ୍ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବୋଟ୍ଟି କାଇକୌରାର ସାଉଥ୍ ଆଇଲାଣ୍ଡ ସହର ନିକଟରେ ଏକ ତିମି ସହ ଧକ୍କା ଦେଇ ଓଲଟି ପଡ଼ିବାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ବୋଟ୍ରେ ଥିବା ଅନ୍ୟ ୬ ଜଣଙ୍କୁ…
ବୈଜ୍ଞାନିକଙ୍କ ଚେତାବନୀ: ଏହି ଦେଶରେ ଦେଖାଦେବ ମରୁଡ଼ି, ଉତ୍ତାପ, ନିଆଁ ଆଉ ବନ୍ୟା
ଲସ୍ଏଞ୍ଜେଲ୍ସ,୧୦ା୯: କାଲିଫର୍ନିଆରେ ୧୦ ଦିନର ରେକର୍ଡ ଭାଙ୍ଗିଛି ଗରମ। ଯାହାକି ଅତ୍ୟନ୍ତ ଅସ୍ବାଭାବିକ ଥିଲା। ଲସ୍ ଆଞ୍ଜେଲ୍ସର କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଜଳବାୟୁ ବୈଜ୍ଞାନିକ ଡାନିଏଲ ସ୍ବେଡ଼୍ ତାଙ୍କ ବ୍ଲଗରେ ଲେଖିଛନ୍ତି, କ୍ରମାଗତ ୧୦ ଦିନ ପାଇଁ କାଲିଫର୍ନିଆ ବ୍ଲାକ୍ଆଉଟ୍। ବୈଜ୍ଞାନିକମାନେ କହିଛନ୍ତି,…
ଚାଇନାରେ ମେଡିକାଲ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କୁ ଭାରତର ଚେତାବନୀ
ନୂଆଦିଲ୍ଲୀ/ବେଜିଂ,୧୦ା୯: ଚାଇନାରେ ମେଡିକାଲ ପଢ଼ିବାକୁ ଅପେକ୍ଷା କରିଥିବା ଛାତ୍ରୀଛାତ୍ରଙ୍କୁ ଭାରତ ଚେତାବନୀ ଦେଇଛି। ନୂତନ ଛାତ୍ର ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବା ପରେ ଚାଇନାରେ ଅଧ୍ୟୟନର ପରବର୍ତ୍ତୀ ସମସ୍ୟା ନେଇ ସତର୍କ କରାଇଛି ଭାରତ। ଯେମିତିକି କମ୍ ପାସ ଶତକଡ଼ା, ଚାଇନାର…
Archives


