କ୍ଷମା ମାଗିଲେ ପୁଟିନ୍!
ମସ୍କୋ,୬।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଇସ୍ରାଏଲକୁ କ୍ଷମା ମାଗିଛନ୍ତି। ହିଟଲରଙ୍କୁ ନେଇ ରୁଷିଆର ବୈଦେଶିକ ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ ପାଇଁ ପୁଟିନ କ୍ଷମା ମାଗିଥିବା ଇସ୍ରାଏଲ ପ୍ରଧାନମନ୍ତ୍ରୀ ନାଫଟାଲି ବେନ୍ନେଟ୍ଟ କହିଛନ୍ତି। ନିକଟରେ ରୁଷିଆର ବୈଦେଶିକ ମନ୍ତ୍ରୀଙ୍କ ସର୍ଗେୟି...
ନେଦରଲ୍ୟାଣ୍ଡ ରାଷ୍ଟ୍ରଦୂତଙ୍କୁ ଭାରତର କଡ଼ା ଜବାବ: ଦୟାକରି ଆମକୁ ଉପଦେଶ ଦିଅନ୍ତୁ ନାହିଁ
ନ୍ୟୁୟର୍କ,୬।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର କଡ଼ା ନିନ୍ଦା କରିଛନ୍ତି। ଅନେକ ଦେଶ ରୁଷିଆ ଉପରେ କଟକଣା ଲଗାଉଛନ୍ତି। ରୁଷିଆ ବିରୋଧରେ ଜାତିସଂଘର ବିଭିନ୍ନ ମଞ୍ଚରେ ମଧ୍ୟ ନିନ୍ଦା ପ୍ରସ୍ତାବ ଆସୁଛି। ଭାରତ...
ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ବଢୁଛି ତୈଳ ଦର
ନ୍ୟୁୟର୍କ,୬ା୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୁଇ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଲାଗିରହିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଯୋଗୁ ଖାଦ୍ୟ ଏବଂ ଶକ୍ତିର ଅଭାବ ପରିଲକ୍ଷିତ ହେଉଛି। ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ମିଳିତ ଜାତିସଂଘ ସୁରକ୍ଷା...
ଦୁଇ ଲକ୍ଷ ଶିଶୁଙ୍କୁ ବନ୍ଦୀକରି ରଖିଛି ରୁଷିଆ: ୟୁକ୍ରେନ୍
କ୍ୱିଭ,୬ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧ କିଛିଦିନ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି । ହେଲେ ଏହାରି ଭିତରେ ଉଭୟ ଦେଶର ବହୁ କ୍ଷତି ହାଇଥିଲେ ବି କେହି ମୁଣ୍ଡ ନୁଆଇଁବାକୁ ରାଜି ନୁହେଁ । ରୁଷିଆ ଦ୍ୱାରା...
ସମଗ୍ର ବିଶ୍ୱ ପାଇଁ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଶେଷ ହେବା ଉଚିତ: ଆଣ୍ଟୋନିଓ ଗୁଟେରସ
ୱାଶିଂଟନ,୬ ।୫: ରୁଷିଆ-ୟୁକ୍ରେନ ଯୁଦ୍ଧ ୨ ମାସରୁ ଅଧିକ ସମୟ ହେଲା ଜାରି ରହିଛି । ଏହାରି ଭିତରେ ରୁଷିଆ ୟୁକ୍ରେନର ପ୍ରାୟ ସମସ୍ତ ବଡ ବଡ ସହରକୁ ନଷ୍ଟ କରି ସାରିଛି । ୭୨ ଦିନ ହେବ ଚାଲିଥିବା...
ମସ୍କ ହୋଇପାରନ୍ତି ଟୁଇଟର ସିଇଓ
ଓ୍ବାଶିଂଟନ୍, ୬ା୫: ସ୍ପେସ୍ଏକ୍ସ ମାଲିକ ଏଲନ ମସ୍କ ଟୁଇଟର କିଣିବା ପରେ ଏହାର ସିଇଓ କିଏ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଟୁଇଟର କିଣା ନେଇ ସମସ୍ତ ପ୍ରକ୍ରିୟା ଶେଷ ହେବା...
କୋଭିଡ୍ ମୃତ୍ୟୁ ଦେଢ଼ କୋଟି
ଜେନେଭା,୬ା୫:କୋଭିଡ୍ ମହାମାରୀରେ ୨୦୨୦ ଏବଂ ୨୦୨୧ରେ ଦେଢ଼ କୋଟିରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଛନ୍ତି। ବିଭିନ୍ନ ଦେଶ ଦେଇଥିବା ତଥ୍ୟ ଠାରୁ ଏହି ସଂଖ୍ୟା ପ୍ରାୟ ୩ ଗୁଣ ଅଧିକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଗୁରୁବାର...
ମହିଳାଙ୍କ ଡ୍ରାଇଭିଂ ଲାଇସେନ୍ସ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ
କାବୁଲ,୫।୫:ଆଫଗାନିସ୍ତାନରେ ତାଲିବାନୀ ଶାସନ ପରେ ସବୁଠାରୁ ଅଧିକ କ୍ଷତି ମହିଳାମାନେ ସହୁଛନ୍ତି। ମହିଳାଙ୍କ ଉପରେ ସମସ୍ତ ପ୍ରତିବନ୍ଧକ ଲଗାଇବା ପରେ ତାଲିବାନ ସେମାନଙ୍କ ବିରୋଧରେ ଆଉ ଏକ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ଆଫଗାନିସ୍ତାନର ମହିଳାମାନଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରିବା...
ରୁଷିଆକୁ ଶସ୍ତାରେ ତୈଳ ଦେବାକୁ ଦାବି କଲା ଭାରତ
ନୂଆଦିଲ୍ଲୀ/ମସ୍କୋ,୫।୫: ଗତ ୨ମାସ ହେଲାଣି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଏହି ଆକ୍ରମଣ ଯୋଗୁ ସମସ୍ତ ପଶ୍ଚିମ ଦେଶ ରୁଷିଆକୁ ବିରୋଧ କରିବା ସହ ଅନେକ ଆର୍ଥିକ ଓ ବ୍ୟବସାୟିକ ପ୍ରତିବନ୍ଧକ ଲଗାଇଛନ୍ତି। ଏହାର ପ୍ରତିଜବାବରେ ରୁଷିଆ...
‘ରାହୁଲ ଗାନ୍ଧୀ ଜଣେ ବିନମ୍ର, ସରଳ ବ୍ୟକ୍ତି’
ନୂଆଦିଲ୍ଲୀ,୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେପାଳ ଗସ୍ତକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ରାହୁଲ ନେପାଳ ଯାଇଥିବାବେଳେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଭିଡିଓରେ...
ସଂଘାଇ ପରେ ଏବେ ବେଜିଂ ପାଳି: ହେବ ଲକ୍ଡାଉନ
ବେଜିଂ,୫।୫: ଗୋଟିଏ ପଟେ ସାରା ବିଶ୍ୱରେ ଯେଉଁଠି କରୋନା ନିୟନ୍ତ୍ରଣରେ ଆସୁଥିବା ବେଳେ କିନ୍ତୁ ଏନ୍ତୁଡିଶାଳ କୁହାଯାଉଥିବା ଚାଇନାର ସ୍ଥିତି ଏବେ ଅଣାୟତ୍ତ ହେବାରେ ଲାଗିଛି। ଚାଇନାର ସଂଘାଇ ପରେ ଏବେ ରାଜଧାନୀ ବେଜିଂରେ କରୋନା ପ୍ରକୋପ ବଢ଼ିବାରେ ଲାଗିଛି।...
୧୨ ରୁଷିଆ ଜେନେରାଲଙ୍କୁ ହତ୍ୟା କରିଥିବା ଦାବି କଲା ୟୁକ୍ରେନ
କ୍ୱିଭ୍,୫।୫: ଦୁଇ ମାସରୁ ଅଧିକ ସମୟ ଧରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଥିବା ବେଳେ ଏହି ଯୁଦ୍ଧରେ ବହୁ ସଂଖ୍ୟକ ସୈନ୍ୟ ଏବଂ ସାଧାରଣ ନାଗରିକ...
Archives


