ନେହେରୁ, ମାଉଣ୍ଟବେଟେନ୍ଙ୍କ ଡାଏରୀ ପ୍ରକାଶନ ଉପରେ ରୋକ
ଲଣ୍ଡନ, ୧।୫: ଭାରତର ଶେଷ ଭାଇସ୍ରଏ ଲର୍ଡ ମାଉଣ୍ଟବ୍ୟାଟେନ, ସ୍ତ୍ରୀ ଏଡ୍ଓ୍ବିନା ଏବଂ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ବ୍ୟକ୍ତିଗତ ଡାଏରୀ ଓ ଚିଠିକୁ ସର୍ବସାଧାରଣରେ ପ୍ରକାଶ ଉପରେ ବ୍ରିଟେନ୍ର ଏକ ଟ୍ରିବ୍ୟୁନାଲ କୋର୍ଟ ରୋକ ଲଗାଇଛନ୍ତି। ବ୍ରିଟେନ୍ର ସାଉଥହାମ୍ପଟନ୍...
୯ରେ ଅଲ୍ଆଉଟ୍ ଓ୍ବାର
ଲଣ୍ଡନ/ମସ୍କୋ, ୧।୫: ଫେବୃୟାରୀ ୨୪ରେ ରୁଷିଆ ଆକ୍ରମଣ କରିବା ପରଠୁ ୟୁକ୍ରେନ୍ର ବିଭିନ୍ନ ସହର ଧ୍ୱସ୍ତବିଧ୍ୱସ୍ତ ହେବା ସହ ହଜାର ହଜାର ନିରୀହଙ୍କ ଜୀବନ ଗଲାଣି। ଏହାସତ୍ତ୍ୱେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ରକୁ ମସ୍କୋ ଦଖଲ କରିପାରିନାହିଁ। ମାତ୍ର ୫...
ମାନିବୁନି କରୋନା କଟକଣା, ଲୋକଙ୍କୁ ଗିରଫ କଲା ପୋଲିସ…
ଅଟଓ୍ବା, ୩୦।୪ : କାନାଡାରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା କରୋନା କଟକଣାକୁ ବିରୋଧ କରି ଲୋକେ ଏକଜୁଟ ହୋଇଛନ୍ତି। ଲୋକେ କରୋନା କଟକଣାରେ ବ୍ୟତିବ୍ୟସ୍ତ ହୋଇ ଏହାକୁ ନମାନିବାକୁ କହିଛନ୍ତି। ଲୋକେ ବିରୋଧ ପ୍ରଦର୍ଶନ କରିବା ଆରମ୍ଭ କରିଛନ୍ତି।...
୬ ମହଲା କୋଠା ଭୁଶୁଡ଼ିଲା, ଫସି ରହିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଲୋକ
ବେଜିଂ,୩୦ା୪: ଚାଇନାର ହୁନାନ ଜିଲାରେ ୬ ମହଲା ବିଶିଷ୍ଟ ଆବାସିକ କୋଠା ଭୁଶୁଡ଼ିବା ପରେ ଅତି କମରେ ୩୯ ଜଣ ନିଖୋଜ ଅଛନ୍ତି ଏବଂ ୨୦ରୁ ଅଧିକ ଜଣ ଫସି ରହିଛନ୍ତି। ଚାଇନାର ଅଧିକାରୀମାନେ ଶନିବାର ଏହି ସୂଚନା ଦେଇଛନ୍ତି।...
ଭାଷଣ ଭୁଲିଗଲେ ବାଇଡେନ
ଓ୍ବାଶିଂଟନ,୩୦ା୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ବାଇଡେନ ଆମେରିକା ସଂସଦରେ ଭାଷଣ ଦେଉଥିବା ସମୟରେ ‘କ୍ଲେପ୍ଟୋକ୍ରାସି’ ଶବ୍ଦ କହିବାରେ ଝୁଣ୍ଟିଥିଲେ। ବାଇଡେନ ୟୁକ୍ରେନକୁ ଅତିରିକ୍ତ ୩୩ ବିଲିୟନ ଡଲାର ସହାୟତା ଲୋଡ଼ିଥିଲେ। ଏହି ସମୟରେ ସେ...
ସ୍ବାମୀଙ୍କୁ ବିକ୍ରି ପାଇଁ ମହିଳା ଦେଲେ ବିଜ୍ଞାପନ
ଫ୍ଲୋରିଡା,୩୦।୪: ଫ୍ଲୋରିଡାର ଜଣେ ମହିଳା ଘର ସାଙ୍ଗକୁ ତାଙ୍କ ସ୍ବାମୀଙ୍କୁ ବିକ୍ରି କରିବା ପାଇଁ ଏକ ବିଜ୍ଞାପନ ଦେଇଥିବା ଖବର ସାମ୍ନାକୁ ଆସିଛି। ଯାହାକୁ ନେଇ ସବୁଠି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ମୁତାବକ, ୪୩ ବର୍ଷୀୟା କ୍ରିଷ୍ଟାନ...
ସାଧାରଣ ନାଗରିକଙ୍କୁ ଦେବାକୁ ପଡୁଛି ଯୁଦ୍ଧର ମୂଲ୍ୟ
କ୍ୱିଭ,୩୦ ।୪: ରୁଷିଆ ୟୁକ୍ରେନ୍ ଯୁଦ୍ଧକୁ ୬୫ ଦିନ ପୂରଣ ହେଲାଣି । ହେଲେ ଏବେବି ରୁଷିଆ ସେନାଙ୍କ ଆକ୍ରମଣ କମ ହୋଇନାହିଁ । ଯୁଦ୍ଧର ଏହି ଘନଘଟା ମଧ୍ୟରେ ୟୁକ୍ରେନର ବୁଚା ସହରରେ ହୋଇଥିବା ନରସଂହାରକୁ ସାରା ବିଶ୍ୱ...
ଚାଇନାରେ କରୋନା ସୁନାମୀ: ଗୋଟିଏ ଦିନରେ ୨୦ହଜାରରୁ ଅଧିକ ଓମିକ୍ରନ୍ ସଂକ୍ରମିତ
ବେଜିଂ,୩୦ ।୪: କରୋନା ମହାମାରୀ ପୁଣିଥରେ ଚାଇନାର ଚିନ୍ତାକୁ ବଢାଇ ଦେଇଛି । ଚାଇନାର ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏବେ ଚାଇନାରେ ଓମିକ୍ରନର ସୁନାମୀ ଦେଖାଦେଇଛି । ଶୁକ୍ରବାର ଦେଶରେ ୨୦ ହଜାରରୁ ଅଧିକ କରୋନା...
ଜେଲେନସ୍କିଙ୍କ ଦାବି କ୍ୱିଭରେ ମିଳିଲା ଆଉ ଏକ ସାମୁହିକ କବର
କ୍ୱିଭ,୩୦ ।୪: ୟୁକ୍ରେନର ମୁଖ୍ୟ ସହର କ୍ୱିଭ ଓବ୍ଲାଷ୍ଟରେ ଏକ ସାମୁହିକ କବର ମିଳିଥିବା ସୂଚନା ମିଳିଛି । ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି କହିଛନ୍ତି ସହରରେ ଏକ ସାମୁହିକ କବର ମିଳିଛି । ଏଥିରେ ପାଖାପାଖି ୯୦୦ ଲୋକଙ୍କୁ...
ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ବିଦାହେବେ
କଲମ୍ବୋ,୩୦।୪: ଗମ୍ଭୀର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ଶ୍ରୀଲଙ୍କାରେ ସୃଷ୍ଟ ରାଜନୈତିକ ଅଚଳାବସ୍ଥାର ସମାଧାନ ଲାଗି ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ପ୍ରଧାନମନ୍ତ୍ରୀ ପଦରୁ ତାଙ୍କ ବଡ଼ଭାଇ ମହିନ୍ଦା ରାଜପାକ୍ସେଙ୍କୁ ହଟାଇବା ପାଇଁ ଶୁକ୍ରବାର ରାଜି ହୋଇଛନ୍ତି। ପାର୍ଲାମେଣ୍ଟର ସବୁ ଦଳକୁ...
ଚାଇନା ଫେରିବେ ଭାରତୀୟ ଛାତ୍ରୀଛାତ୍ର
ବେଜିଂ,୩୦।୪: କୋଭିଡ୍ ମହାମାରୀ ବେଳେ ଚାଇନାରୁ ପଳାଇଆସିଥିବା ଭାରତୀୟ ଛାତ୍ରୀଛାତ୍ର ଏବେ ସେଠାକୁ ଫେରିବାର ସୁଯୋଗ ପାଇବେ। ଏଥିପାଇଁ ଶୁକ୍ରବାର ବେଜିଂ ଏକ ଯୋଜନା ଘୋଷଣା କରିଛି। ଭିଜା ଓ ବିମାନ କଟକଣା ଯୋଗୁ ଏହି ଛାତ୍ରୀଛାତ୍ର ୨ ବର୍ଷ...
କାବୁଲ ମସ୍ଜିଦରେ ବିସ୍ଫୋରଣ: ୧୦ ମୃତ
କାବୁଲ,୩୦।୪: ଆଫଗାନିସ୍ତାନ ରାଜଧାନୀ କାବୁଲର ଏକ ମସ୍ଜିଦରେ ଶୁକ୍ରବାର ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ୧୫ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା...
Archives


