ଅନ୍ତର୍ଜାତୀୟ

ଆର୍ଥିକ ସଙ୍କଟ ଯୋଗୁ ବଢୁଛି ଗଣିକା ବୃତ୍ତି, ଚିନ୍ତାରେ ସରକାର…

କଲମ୍ବୋ, ୩୦।୭ : ଅର୍ଥିକ ସଙ୍କଟ ଘେରି ରହିଥିବା ଶ୍ରୀଲଙ୍କା ସାମ୍ନାରେ ଏକ ନୂତନ ଆହ୍ବାନ ସୃଷ୍ଟି ହୋଇଛି। ଚାକିରୀ ହରାଇଥିବା ଅଧିକାଂଶ ମହିଳା ବର୍ତ୍ତମାନ ରୋଜଗାର ପାଇଁ ଗଣିକା ବୃତ୍ତି ଆପଣେଇବାକୁ ହେବାକୁ ବାଧ୍ୟ ହେଉଛନ୍ତି। ଏନେଇ ସରକାରଙ୍କ ଚିନ୍ତା…

ପାକିସ୍ତାନ ପାଇଁ ଭସ୍ମାସୁର ପାଲଟିଛନ୍ତି ଆତଙ୍କବାଦୀ, ୬ ମାସରେ ୪୩୪ ଆକ୍ରମଣରେ ୩୨୩ ପାକିସ୍ତାନୀ ସୈନ୍ୟ ମୃତ…

ଇସଲାମାବାଦ, ୩୦।୭ : ପାକିସ୍ତାନର ସୁରକ୍ଷା ଅବସ୍ଥା ଅତ୍ୟନ୍ତ ଖରାପ ସ୍ଥିତିରେ ପହଞ୍ଚିଛି। କେବଳ ଚଳିତ ବର୍ଷର ପ୍ରଥମ ଛଅ ମାସରେ ସୁରକ୍ଷା ବାହିନୀ ଉପରେ ୪୩୪ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଅତି କମରେ ୩୨୩ ପାକିସ୍ତାନୀ ସୈନ୍ୟଙ୍କ ମୃତ୍ୟୁ…

ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ: ଛାତ୍ର-ଶିକ୍ଷକଙ୍କ ସମେତ ୧୧ମୃତ

ଢାକା,୩୦।୭: ବାଂଲାଦେଶରୁ ଏକ ଭୟଙ୍କର ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଏଠାରେ ଉଚ୍ଚଶିକ୍ଷା ଏବଂ ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଏକ ଦଳ ସେମାନଙ୍କ ଶିକ୍ଷକମାନଙ୍କ ସହିତ ଟୁର୍‌ରେ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଟ୍ରେନ୍‌ ସହ ମାଇକ୍ରୋବସ୍‌ର ଧକ୍କା…

ରୁଷିଆ ଆକ୍ରମଣ ପରେ ୟୁକ୍ରେନରୁ ଶସ୍ୟ ରତ୍ପାନୀ ଆରମ୍ଭ

ଓଡେସା,୩୦।୭: ରୁଷିଆ-ୟୁକ୍ରେନ ମଧ୍ୟରେ ଶସ୍ୟ ଚୁକ୍ତି ହେବା ପରେ ଓଡେସାରୁ ୟୁକ୍ରେନକୁ ଶସ୍ୟ ରପ୍ତାନି ଆରମ୍ଭ ହୋଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଓଡେସା ସ୍ଥିତ କଳାସାଗରରେ ପହଞ୍ଚି ଶସ୍ୟ ରପ୍ତାନି ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି। ରୁଷିଆ ୟୁକ୍ରେନ ଉପରେ…

ବ୍ରାଜିଲରେ ପ୍ରଥମ‘ମଙ୍କିପକ୍ସ’ଆକ୍ରାନ୍ତଙ୍କ ମୃତ୍ୟୁ

ବ୍ରାସିଲିଆ,୩୦।୭: କରୋନା ପରେ ଏବେ ଧିରେ ଧିରେ କାୟା ମେଲାଉଛି ‘ମଙ୍କିପକ୍ସ’ସଂକ୍ରମଣ। ଏହାରି ଭିତରେ ବ୍ରାଜିଲରେ ପ୍ରଥମ‘ମଙ୍କିପକ୍ସ’ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ୪୧ ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାନୁଯାୟୀ,…

ପାକିସ୍ତାନର ପ୍ରଥମ ହିନ୍ଦୁ ମହିଳା ଡିଏସ୍‌ପି ମନିଶା ରୋପେଟା

ଇସ୍‌ଲାମାବାଦ୍‌,୩୦।୭: ପାକିସ୍ତାନ ସିନ୍ଧରେ ଜଣେ ହିନ୍ଦୁ ମହିଳା ପୋଲିସ ଅଧିକାରୀ ମନିଶା ରୋପେଟାଙ୍କୁ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ପାକିସ୍ତାନରେ ଏହା ପ୍ରଥମ ଘଟଣା, ଯେଉଁଥିରେ ଜଣେ ୨୬ବର୍ଷୀୟା ମହିଳା ଅଧିକାରୀଙ୍କୁ ପୋଲିସ ବିଭାଗର ଉଚ୍ଚପଦ ମିଳିଛି। ପୁରୁଷ…

ପୃଥିବୀରେ ଖସିବ ଚାଇନା ରକେଟ

ବେଜିଂ,୩୦।୭: ଚାଇନାର ନିର୍ମାଣାଧୀନ ମହାକାଶ ଷ୍ଟେଶନକୁ ନୂତନ ବିଜ୍ଞାନ ଉପକରଣ ନେଇ ଯାଇଥିବା ସବୁଠୁ ଶକ୍ତିଶାଳୀ ରକେଟ ଲଙ୍ଗ୍‌ ମାର୍ଚ୍ଚ-୫ବି ଓ୍ବାଇ୩ ଏବେ ପୃଥିବୀକୁ ଖସୁଛି। ଏହା ଚଳିତ ସପ୍ତାହ ଶେଷ ଭାଗରେ ଖସିବାକୁ ଥିବାବେଳେ ନିର୍ଦ୍ଦିଷ୍ଟ କେଉଁ ସ୍ଥାନରେ ପଡ଼ିବ…

ଶକିରାଙ୍କୁ ହୋଇପାରେ ୮ ବର୍ଷ ଜେଲ

ବାର୍ସିଲୋନା,୩୦।୭: ଖ୍ୟାତନାମା ପପ୍‌ ସିଙ୍ଗର ଶକିରାଙ୍କ ବିରୋଧରେ ଟାକ୍ସ ଠକେଇ ଅଭିଯୋଗ ସାମ୍ନାକୁ ଆସିଛି। ୨୦୧୨ରୁ ୨୦୧୪ ମଧ୍ୟରେ ସେ ୧୪.୫ ମିଲିୟନ୍‌ ୟୁରୋ (୧,୧୭,୩୮, ୪୭, ୫୦୦ ଟଙ୍କା) ଟାକ୍ସ ପୈଠ ନ କରିବା ଆଧାରରେ ସ୍ପେନ୍‌ର ଏକ କୋର୍ଟରେ…

ନିଆଁ ସହ ଖେଳ ନାହିଁ

ଓ୍ବାଶିଂଟନ/ବେଜିଂ,୩୦।୭: ତାଇଓ୍ବାନ ପ୍ରସଙ୍ଗରେ ପୁଣି ମୁହାଁମୁହିଁ ଅବସ୍ଥାରେ ଆମେରିକା ଓ ଚାଇନା। ଏହି ଦ୍ୱୀପ ରାଷ୍ଟ୍ରକୁ ନେଇ ମୁଣ୍ଡ ନ ଖେଳାଇବାକୁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଚେତାବନୀ ଦେଇଛନ୍ତି। ଜିନ୍‌ପିଙ୍ଗ୍‌ ତାଇଓ୍ବାନକୁ ବଳପୂର୍ବକ…

୫୬୦୦ ଆଫଗାନିସ୍ତାନ ନାଗରିକଙ୍କୁ ନିଜ ଦେଶରୁ ବିଦାକଲା ଇରାନ

ତେହେରାନ,୨୯ା୭: ନିଜ ଦେଶରେ ଆଫଗାନିସ୍ତାନ ନାଗରିକଙ୍କ ସଂଖ୍ୟାକୁ ନେଇ ଇରାନ ଆଫଗାନିସ୍ତାନ ନାଗରିକମାନଙ୍କୁ ବିଦାକରିଛି। କାବୁଲରେ ତାଲିବାନ ନେତୃତ୍ୱାଧୀନ ସରକାର କହିଛନ୍ତି, ଗତ କିଛି ସପ୍ତାହ ମଧ୍ୟରେ ଇରାନ ନିଜ ଦେଶରୁ ୫,୬୦୦ ସାଧାରଣ ନାଗରିକଙ୍କୁ ବାହାର କରିଛି। ଶରଣାର୍ଥୀ ତଥା…

ନିଲାମ ହେଲା ୭.୫ କୋଟି ବର୍ଷ ତଳର ଡାଇନୋସର କଙ୍କାଳ, ଦାମ୍‌ ରହିଛି…

ନ୍ୟୁୟର୍କ,୨୯ା୭: ନ୍ୟୁୟର୍କର ସୁଥ୍‌ବେ ନିଲାମ ହାଉସ୍‌ରେ ମିଳିଥିବା ୭୭ ମିଲିୟନ ବର୍ଷ ପୁରୁଣା ଡାଇନୋସର କଙ୍କାଳ ୬୧ ମିଲିୟନ ଡଲାରରେ ବିକ୍ରି ହୋଇଛି। ନିଲାମ ଗୃହର ବରିଷ୍ଠ ଉପସଭାପତି ଏ ବିଷୟରେ ସୂଚନା ଦେଇଛନ୍ତି। ଏହି ମାସ ଆରମ୍ଭରେ ନ୍ୟୁୟର୍କର ସୁଥ୍‌ବେ…

‘ହିଂସା ଅନୁମତି କାହାକୁ ଦିଆଯିବ ନାହିଁ’

ଓ୍ବାଶିଂଟନ,୨୯ା୭: ଜାତିସଂଘର କର୍ମଚାରୀ ଏବଂ ସୁବିଧା ବିରୋଧରେ ଆକ୍ରମଣ ଅନ୍ତର୍ଜାତୀୟ ନିୟମ ବିରୋଧ ବୋଲି ଆମେରିକା କହିଛି। ଏଭଳି ଆକ୍ରମଣର ଅନୁସନ୍ଧାନ ପାଇଁ କଙ୍ଗୋ ସରକାରଙ୍କ ଉଦ୍ୟମକୁ ଆମେରିକା ପ୍ରଶଂସା କରିଛି। ହିଂସାକୁ ଅନୁମତି ଦିଆଯିବା ଉଚିତ୍‌ ନୁହେଁ। ବୈଦେଶିକ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri