ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି
ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଅରୁଣାଚଳ ସୀମାରୁ ମାତ୍ର ୮୦୦ କିଲୋମିଟର ଦୂର ସିଚୁଆନ୍ ପାର୍ବତ୍ୟ ଅଞ୍ଚଳରେ ଚାଲିଛି…
ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…
ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା ଏହାକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନଙ୍କ ଏକ ଅତ୍ୟନ୍ତ…
ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ
ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ସ୍ବିିସ ପୋଲିସ ଅଧିକାରୀମାନେ ସକାଳ ୭ଟାରେ ଦୁର୍ଘଟଣା ବିଷୟରେ…
କଟକଣା ହଟିଲେ ସାଲିସ ପାଇଁ ଇରାନ୍ ରାଜି
ତେହରାନ୍,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ ତେବେ ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ସାଲିସ କରିବା ସହିତ ଆଲୋଚନା ପାଇଁ…
ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍ରେ ୪ ବର୍ଷର ଗବେଷଣା ପରେ ସଫଳତା
ଟେକ୍ସାସ୍,୧୬ା୨:ଆମେରିକାର ଟେକ୍ସାସ୍ ରାଜ୍ୟସ୍ଥିତ ଡଲାସ୍ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର ଜଣକ ନିଜ ଖେଳିବା ଘରେ ଏକ ଆଣବିକ ରିଆକ୍ଟର ପ୍ରସ୍ତୁତ କରିଛନ୍ତି, ଯାହାକି…
ତରଳୁଛି ହିମବାହ, ବିଶ୍ୱକୁ ବିପଦ
ଲଣ୍ଡନ୍/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧% ହୋଇଥିଲେ ମଧ୍ୟ ସେସବୁ ତରଳିବା ଯୋଗୁ ଏକ-ପଞ୍ଚମାଂଶ (୧୬-୨୦%) ହିମବାହ ଅଞ୍ଚଳ ଜଳମଗ୍ନ…
‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର
କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ ଆମେରିକା ବିଦେଶ ମନ୍ତ୍ରୀ ମାର୍କୋ ରୁବିଓଙ୍କ ଦାବିକୁ ଖଣ୍ଡନ କରି ଭାରତୀୟ ବିଦେଶ…
ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ
ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ ଆଶା କରାଯାଉଛି । ଜଣେ ଅଧିକାରୀ କହିଛନ୍ତି ଯେ ଭାରତ ଏବଂ ୟୁକେ…
ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା
ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ…
ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ
ଓ୍ୱାଶିଂଟନ୍,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ହେବା ସହିତ ସମାଧାନର ବାଟ ବାହାରିବ ଏବଂ ଉଭୟ ରାଷ୍ଟ୍ର ଯୁଦ୍ଧରୁ ବିରତ…
WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…
ଓ୍ବାଶିଂଟନ୍,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍ଡ ରିପୋର୍ଟ ଅନ୍ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫ ବିଲିୟନ ଲୋକ ଅର୍ଥାତ୍ ପ୍ରତି ଚାରି ଜଣଙ୍କ ମଧ୍ୟରୁ ଜଣେ କିଛି ନା…
ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ
ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ ରହମାନଙ୍କ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ସାଧାରଣ ନିର୍ବାଚନରେ ଏକ ବଡ଼ ବିଜୟ…
Archives


