କିଭ୍ରୁ ହଟିଲେଣି ଦୁଇତୃତୀୟାଂଶ ରୁଷୀୟ ସୈନ୍ୟ
ଓ୍ବାଶିଂଟନ,୫।୪: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ ୪୦ ଦିନରେ ପହଞ୍ଚତ୍ଛି। ଇତିମଧ୍ୟରେ ୟୁକ୍ରେନ୍ ରାଜଧାନୀ କିଭ୍ ନିକଟରୁ ମସ୍କୋ ତା’ର ଦୁଇତୃତୀୟାଂଶ ସୈନ୍ୟ ପ୍ରତ୍ୟାହାର କରିନେଲାଣି ବୋଲି ଆମେରିକା ପ୍ରତିରକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୋମବାର କହିଛନ୍ତି। ଉକ୍ତ...
ଇକ୍ୟୁଏଡର ଜେଲ ଦଙ୍ଗାରେ ୨୦ ମୃତ, ୫ ଗୁରୁତର ଆହତ
କ୍ୱିଟୋ,୫ ।୪: ଜେଲରେ ବନ୍ଧୁକ ଓ ଛୁରି ସାହାଯ୍ୟରେ ହୋଇଥିବା ଆକ୍ରମଣରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ସୋମବାର ଇକ୍ୟୁଏଡର ଅଧିକାରୀମାନେ ସୂଚନା ଦେଇଛନ୍ତି । କିଛି ସମୟ ପରେ ଅଧିକାରୀମାନେ ସ୍ଥିତିକୁ ଆୟତ୍ତ କରି ନେଇଛନ୍ତି । ଦେଶର...
ନିର୍ବାଚନ ଲଢ଼ିବେନି କ୍ୟାରି ଲାମ୍
ହଂକଂ, ୫ା୪: ହଂକଂ ଲିଡର କ୍ୟାରି ଲାମ୍ ଦ୍ୱିତୀୟ ଥର ଶାସନରେ ରହିବା ନିମନ୍ତେ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସୋମବାର ଘୋଷଣା କରିଛନ୍ତି। ଜୁନ୍ ୩୦ରେ ହଂକଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ତାଙ୍କ କାର୍ଯ୍ୟକାଳ ଶେଷ ହେବ। ଏଥିସହ...
ଇସ୍ତଫା ଦେଲେ ଶ୍ରୀଲଙ୍କା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନର
କଲମ୍ବୋ,୪।୪: ଶ୍ରୀଲଙ୍କା ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ବେଳେ ଏହାର କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି ସମ୍ପର୍କିତ ନିଷ୍ପତ୍ତି ନେବାର ଦିନକ ପୂର୍ବରୁ ଗଭର୍ନର ଅଜିଥ ନିଭାର୍ଡ କାବ୍ରାଲ୍ ଇସ୍ତଫା ଦେଇଛନ୍ତି। ଦେଶର ସମସ୍ତ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ଦେବା...
ବୁଚା ଗସ୍ତରେ ଜେଲେନ୍ସ୍କି
ବୁଚା,୪।୪: ଏକ ମାସରୁ ଅଧିକ ହେବ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ଜାରି ରଖିଛି। ୟୁକ୍ରେନର ବିଭିନ୍ନ ସହର ଗୁଡ଼ିକ ଉପରେ ରୁଷିଆ ସୈନ୍ୟ ଗୁଳିମାଡ଼ ଓ ମିଶାଇଲ ଆକ୍ରମଣକୁ ଜୋରଦାର କରିଛନ୍ତି। ଇତିମଧ୍ୟରେ ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର...
ଗୁଲଜାର ଅହମ୍ମଦ ହେବେ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ,୪।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନ୍ସାଫ(ପିଟିଆଇ)ର କୋର କମିଟିର ପରାମର୍ଶ ଏବଂ ଅନୁମୋଦନ ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ପାକିସ୍ତାନର ପୂର୍ବତନ ମୁଖ୍ୟ...
ଇମ୍ରାନଙ୍କ ଉପରେ ମଙ୍ଗଳବାର ନିଆଯିବ ନିଷ୍ପତ୍ତି
ଇସଲାମାବାଦ୍,୪।୪:ପାକିସ୍ତାନରେ ରାଜନୈତିକ ସଙ୍କଟ ଥମିବାର ନା ଧରୁନି। ନ୍ୟାଶନାଲ୍ ଆସେମ୍ବ୍ଲି ଭଙ୍ଗ ବିରୋଧରେ ବିରୋଧୀଙ୍କ ଆବେଦନ ଉପରେ ପାକିସ୍ତାନର ସୁପ୍ରିମକୋର୍ଟରେ ଶୁଣାଣି ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସୋମବାର ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି, ଉପବାଚସ୍ପତି କାସିମ ସୁରି ନିଜ...
‘ବିନ୍ଦି ଲଗାଇବାରୁ ହଇରାଣ କଲେ’
ଢାକା,୪।୪: ବାଂଲାଦେଶର ଏକ ବେସରକାରୀ କଲେଜର ଜଣେ ମହିଳା ପ୍ରଫେସରଙ୍କୁ ବିନ୍ଦି ପିନ୍ଧିବା କାରଣରୁ ଜଣେ ପୋଲିସ ଅଧିକାରୀ ହଇରାଣ କରିଛନ୍ତି। ଏ ନେଇ ଢାକା ଟ୍ରିବ୍ୟୁନ ଖବର କାଗଜରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଢାକାସ୍ଥିତ ତଜଗାଓଁ କଲେଜରେ...
କେବେ ଥମିବ ନରସଂହାର
କ୍ୱିଭ୍,୪।୪: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ୪୦ ଦିନରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ରୁଷିଆ ୟୁକ୍ରେନର ଅନେକ ବଡ ସହରକୁ ଧ୍ୱଂସ କରିଦେଇଛି। ଲକ୍ଷ ଲକ୍ଷ ଲୋକ ଦେଶ ଛାଡିଛନ୍ତି। ଏହି ସମୟରେ, ୟୁକ୍ରେନର ବୁଚାରୁ...
ଶ୍ରୀଲଙ୍କାରୁ ହଟିଲା ୩୬ ଘଣ୍ଟିଆ କର୍ଫ୍ୟୁ, ନୂଆ କ୍ୟାବିନେଟର ହେବ ଗଠନ
କଲମ୍ବୋ,୪ ।୪: ଶ୍ରୀଲଙ୍କାରେ ଦେଖାଯାଇଥିବା ରାଜନୈତିକ ଅଶାନ୍ତିକୁ ଲକ୍ଷ୍ୟ କରି ଯେଉଁ ୩୬ ଘଣ୍ଟିଆ କର୍ଫ୍ୟୁ ଲଗାଯାଇଥିଲା ତାହା ସୋମବାର ହଟାଇ ଦିଆଯାଇଛି । ଶ୍ରୀଲଙ୍କାରେ ଏବେ ପରିବହନ ସେବା ପୂର୍ବପରି ଆରମ୍ଭ କରାଯାଇଛି । ସମସ୍ତ କାର୍ଯ୍ୟଳୟରେ କାମ...
କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭୂମିକାରେ ରହିବେ ଇମ୍ରାନ
ଇସଲାବାବାଦ,୪ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ବିପକ୍ଷରେ ରବିବାର ବିରୋଧୀଙ୍କ ପକ୍ଷରୁ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବକୁ ନ୍ୟାଶନାଲ ଆସେମ୍ବ୍ଲିରେ ପ୍ରତ୍ୟାଖ୍ୟାନ କରାଯାଇଥିଲା। ସୋମବାର କ୍ୟାବିନେଟ୍ ଭଙ୍ଗ ପାଇଁ ଡେପୁଟି ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ଶୁଣାଣି ହେବ। ଏହି ମାମଲାରେ କୋର୍ଟ...
ରୁଷିଆରେ ଔଷଧ ମିଳୁନି
ମସ୍କୋ,୪ା୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ପରିଣାମ ସାଧାରଣ ଲୋକଙ୍କୁ ଭୋଗିବାକୁ ପଡୁଛି। ଏହି ଯୁଦ୍ଧ ଯୋଗୁ ମସ୍କୋରେ ବର୍ତ୍ତମାନ ଔଷଧର ଅଭାବ ପରିଲକ୍ଷିତ ହୋଇଛି। ଲୋକମାନେ ସୋସିଆଲ ମିଡିଆ ମାଧ୍ୟମରେ କ୍ରମାଗତ ଭାବରେ ଏହି ଅଭାବ...
Archives


