ଅନ୍ତର୍ଜାତୀୟ

ଶ୍ରୀଲଙ୍କାରେ ଶାନ୍ତିପୂର୍ଣ୍ଣ ସାମ୍ବିଧାନିକ ଭାବେ ହେଉ କ୍ଷମତା ହସ୍ତାନ୍ତର, ଜାତିସଂଘର ଅନୁରୋଧ …

ଜେନେଭା, ୧୬।୭ : ମିଳିତ ଜାତିସଂଘ ଶ୍ରୀଲଙ୍କାର ନେତାମାନଙ୍କୁ ଦେଶର ସମ୍ବିଧାନ ଅନୁଯାୟୀ ଶାନ୍ତିପୂର୍ଣ୍ଣ ଭାବରେ କ୍ଷମତା ହସ୍ତାନ୍ତର କରିବାକୁ ଅନୁରୋଧ କରିଛି। ସପ୍ତାହେ ଧରି ଶ୍ରୀଲଙ୍କାରେ ଜାରି ରହିଥିବା ବିକ୍ଷୋଭ ପରେ ଗୋଟାବାୟା ରାଜପାକ୍ସେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି।…

ଶ୍ରୀଲଙ୍କାରେ ହାହାକାର, ୬୦ ଲକ୍ଷରୁ ଅଧିକ ଲୋକ ଉପାସ …

କଲମ୍ବୋ, ୧୬।୭ : ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ମୁଦ୍ରାସ୍ଫୀତି ଏତେ ବୃଦ୍ଧି ପାଇଛି ଯେ ଲୋକଙ୍କ ପାଇଁ ଦୁଇବେଳା ଦୁଇମୁଠା ଖାଦ୍ୟ ଯୋଗାଡ଼ କରିବା କଷ୍ଟକର ହୋଇ ପଡୁଛି। ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଚପି) କହିଛି ଯେ…

ଅଢ଼େଇ କୋଟିରୁ ଅଧିକ ନବଜାତ ଶିଶୁଙ୍କୁ ଦିଆଯାଇନି ଅତ୍ୟାବଶ୍ୟକ ଟିକା, ଡବ୍ଲୁଏଚଓ-ୟୁନିସେଫ୍‌ ପକ୍ଷରୁ ସତର୍କ ସୂଚନା…

ଜେନେଭା, ୧୬।୭ : ଡବ୍ଲୁଏଚଓ ଏବଂ ୟୁନିସେଫର ସଦ୍ୟତମ ତଥ୍ୟ ଅନୁଯାୟୀ, ଗତ ୨୦୨୧ ବର୍ଷରେ ବିଶ୍ୱରେ ଅଢ଼େଇକୋଟିରୁ ଅଧିକ ନବଜାତ ଶିଶୁଙ୍କୁ ଅତ୍ୟାବଶ୍ୟକ ଟିକା ପ୍ରଦାନ କରାଯାଇ ନାହିଁ। ଗତ ୩୦ ବର୍ଷ ମଧ୍ୟରେ ଏଭଳି ସ୍ଥିତି କେବେ ସୃଷ୍ଟି…

ନୌସେନାର ହେଲିକପ୍ଟର କ୍ରାସ୍‌: ୧୪ ମୃତ

ମାକ୍ସିକୋ,୧୬।୭: ମାକ୍ସିକୋର ସିନାଲୋଆରେ ଶନିବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ମାକ୍ସିକୋର ସେନା ହେଲିକପ୍ଟର ବ୍ଲାକ ହୋକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ସେନା ହେଲିକପ୍ଟରରେ ୧୫ ଜଣ ଯାତ୍ରୀ ଥିଲେ, ସେଥିମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହି…

ସ୍ତ୍ରୀକୁ ହତ୍ୟାକରି ସିଝାଇଲେ

ଇସ୍‌ଲାମାବାଦ,୧୬ା୭: ପାକିସ୍ତାନର ସିନ୍ଧରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀ ନର୍ଗିସଙ୍କୁ ଅନୈତିକ ସମ୍ପର୍କରେ ଲିପ୍ତ ରହିବା ପାଇଁ ସ୍ବାମୀ ଆଶିକ ବାଧ୍ୟ କରୁଥିଲେ। ନର୍ଗିସ୍‌ ଏହାର ବିରୋଧ କରିବାରୁ ଆଶିକ ରାଗିଯାଇ ତାଙ୍କୁ ହତ୍ୟା କରିଥିବା ଖବର ପ୍ରକାଶ ପାଇଛି।…

ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତଙ୍କୁ କାନାଡାରେ ହତ୍ୟା

ଅଟାଓ୍ବା,୧୬ା୭: ୧୯୮୫ ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତ ରିପୁଦମନ ସିଂ ମଲିକଙ୍କୁ କାନାଡାର ସରେଠାରେ ହତ୍ୟା କରାଯାଇଛି। ରିପୁଦମନଙ୍କ କାର୍‌ ଭିତରୁ ତାଙ୍କ ଗୁଳିବିଦ୍ଧ ମୃତଦେହକୁ ବ୍ରିଟିଶ କଲମ୍ବିଆ ପୋଲିସ ଜବତ କରିଛି। ୧୯୮୫ ଜୁନ୍‌ ୨୩ରେ ଏୟାର ଇଣ୍ଡିଆ ଫ୍ଲାଇଟ୍‌-୧୮୨…

ରୁଷିଆ ସହ ଏସ୍‌-୪୦୦ ମିଶାଇଲ୍‌ ଡିଲ୍‌: ହଟିବ ଆମେରିକାର ସିଏଏଟିଏସ୍‌ଏ କଟକଣା

ଓ୍ବାଶିଂଟନ,୧୫ା୭: ରୁଷିଆଠାରୁ ୫ଟି ଏସ୍‌-୪୦୦ ଏୟାର ଡିଫେନ୍ସ ମିଶାଇଲ ସିଷ୍ଟମ କିଣିବା ପାଇଁ ଭାରତର ଚୁକ୍ତି ଆଗରେ ଥିବା ପ୍ରତିବନ୍ଧକ ଏକପ୍ରକାର ହଟିଛି। ଆମେରିକାର ପ୍ରତିନିଧି ସଭାରେ ଏ ନେଇ ଧ୍ୱନିମତରେ ଏକ ସଂଶୋଧନ ଗୃହୀତ ହୋଇଛି। ୨୦୧୮ ଅକ୍ଟୋବରରେ ଟ୍ରମ୍ପ୍‌…

ପାକ୍‌ ପ୍ରଧାନମନ୍ତ୍ରୀଙ୍କ ପୁଅ ଅପରାଧୀ ଘୋଷିତ

ଇସ୍‌ଲାମାବାଦ,୧୬ା୭: ପାକିସ୍ତାନର ଏକ କୋର୍ଟ ଶୁକ୍ରବାର ମନି ଲଣ୍ଡରିଂ ମାମଲାର ଶୁଣାଣି କରି ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫଙ୍କ ସାନପୁଅ ସୁଲେମାନ ଶେହବାଜଙ୍କୁ ଅପରାଧୀ ଘୋଷଣା କରିଛନ୍ତି। ୨୦୨୦ ନଭେମ୍ବରରେ ପାକିସ୍ତାନର ସଂଘୀୟ ତଦନ୍ତ ସଂସ୍ଥା (ଏଫ୍‌ଆଇଏ) ଦୁର୍ନୀତି ନିର୍ବାରଣ ଆଇନ ଏବଂ…

ଇମ୍ରାନଙ୍କ ବିରୋଧରେ ହୋଇପାରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ

ଇସଲାମାବାଦ,୧୬ ।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ-ଏ-ଇନସାଫ ପାର୍ଟି ମୁଖ୍ୟ ଇମ୍ରାନ ଖାଁଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ପାକିସ୍ତାନ ସରକାର ଏବେ ତାଙ୍କ ବିରୋଧରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଥିବା ଜଣାପଡିଛି ।…

କାଲିର ନାୟକ ଆଜି ଖଳନାୟକ

କଲମ୍ବୋ,୧୬ା୭: ଶ୍ରୀଲଙ୍କାର ସାମ୍ପ୍ରତିକ ଦୁର୍ଦ୍ଦଶା ପାଇଁ କାହାକୁ ଦାୟୀ କରାଯିବ? ୨୦୦୫ରେ ମହିନ୍ଦା ରାଜପାକ୍ସେ ପ୍ରଥମେ ରାଷ୍ଟ୍ରପତି ନିର୍ବାଚିତ ହେବା ପରଠୁ ଦ୍ୱୀପରାଷ୍ଟ୍ରର ରାଜନୀତିରେ ଆଧିପତ୍ୟ ବିସ୍ତାର କରିଥିବା ପ୍ରଭାବଶାଳୀ ରାଜପାକ୍ସେ ପରିବାରକୁ? ମହିନ୍ଦାଙ୍କୁ ତୃତୀୟ ଥର ରାଷ୍ଟ୍ରପତି ହେବାରେ ବାଧା…

ଏଲନ୍‌ ମସ୍କଙ୍କ ତିନି ବର୍ଷୀୟା ସାବତ ଭଉଣୀ

ଓ୍ବାଶିଂଟନ୍‌, ୧୬ା୭: ଟେସ୍‌ଲା ଏବଂ ସ୍ପେସ୍‌ଏକ୍ସ ମାଲିକ ଏଲନ୍‌ ମସ୍କଙ୍କର ଜଣେ ୩ ବର୍ଷୀୟା ଭଉଣୀ ଅଛନ୍ତି। ଏଲନଙ୍କ ୭୬ ବର୍ଷୀୟ ବାପା ଏରୋଲ ମସ୍କଙ୍କ ଔରସରୁ ଜନ୍ମିତ ଉକ୍ତ ଶିଶୁକନ୍ୟାଙ୍କ ମା’ ହେଉଛନ୍ତି ବିଶ୍ୱର ଏହି ସବୁଠୁ ଧନୀବ୍ୟକ୍ତିଙ୍କ ସାବତ…

କରୋନାର ନୂଆ ଲହରକୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ

ଜେନେଭା,୧୬ ।୭: ସାରା ବିଶ୍ୱରେ ପୁଣିଥରେ କରୋନା ମହାମାରୀ ତା’ର ପ୍ରକୋପ ଦେଖାଇବା ଆରମ୍ଭ କଲାଣି । ଯେତେବେଳେ ସ୍ଥିତି ଆୟତ୍ତରେ ଥିଲା ଏବେ କିନ୍ତୁ ଏହା ଅଣାୟତ୍ତ ହେବାକୁ ଯାଉଛି । କେବଳ ସଂକ୍ରମିତ ନୁହେଁ ମୃତକଙ୍କକ ସଂଖ୍ୟା ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri