ଅନ୍ତର୍ଜାତୀୟ

କାହାକୁ ବି ଭୋଟ ଦିଅନ୍ତୁ ହେଲେ ଋଷି ସୁନକଙ୍କୁ ନୁହେଁ: ଜନସନ

ଲଣ୍ଡନ,୧୬ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡର ସବୁଠାରୁ ଆଗରେ ରହିଥିବା ଚର୍ଚ୍ଚା ହେଉଛି । ଇତିମଧ୍ୟରେ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କ ବିରୋଧରେ କହିବା ଆରମ୍ଭ କରିଛନ୍ତି । ଗଣମାଧ୍ୟମର ସୂଚନା…

କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ

କଲମ୍ବୋ,୧୫।୭: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ଅସ୍ଥିରତା ଲାଗିରହିଛି। ଗୋଟବାୟା ରାଜପକ୍ସେ ନିଜ ପଦରୁ ଇସ୍ତଫା ଦେବା ପରେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଦାୟିତ୍ୱ ସମ୍ଭାଳିବେ। ସଂସଦର ବାଚସ୍ପତି ମହିନ୍ଦା ୟାପା ଆବେୱାର୍ଡେନା ଗୋଟାବାୟାଙ୍କ ଇସ୍ତଫାକୁ ଗ୍ରହଣ…

ଭିନିତ୍‌ସିଆରେ ରୁଷିଆର ମିଶାଇଲ ମାଡ଼: ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି, ଏବେବି ୩୯ ନିଖୋଜ

କିଭ୍‌,୧୫ା୭: କେନ୍ଦ୍ରୀୟ ୟୁକ୍ରେନ୍‌ର ଭିନିତ୍‌ସିଆ ସହରରେ ରୁଷିଆ ପକ୍ଷରୁ ମିଶାଇଲ ମାଡ଼ କରାଯାଇଛି। ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ୬ ମୃତକଙ୍କ ପରିଚୟ ମିଳିଥିବା ବେଳେ ଏବେବି ୩୯ ଜଣ ନିଖୋଜ…

ଭାରତ ପାଇଁ ବଡ ପଦକ୍ଷେପ ନେଲା ଆମେରିକା

ଓ୍ବାଶିଂଟନ୍‌,୧୫।୭: ଛୋଟ ଏବଂ ଦୁର୍ବଳ ପଡୋଶୀ ଦେଶ ଉପରେ ଚାଇନା କ୍ରମାଗତ ଭାବରେ ନିଜର ପ୍ରାଧାନ୍ୟ ହାସଲ କରୁଛି। ତେବେ ଚାଇନାର ବିସ୍ତାରବାଦୀ ନୀତି ଭାରତ ଆଗରେ ସର୍ବଦା ଫେଲ୍‌ ମାରୁଛି। କୂଟନୈତିକ ହେଉ କି ସାମରିକ, ଭାରତ ପ୍ରତ୍ୟେକ କ୍ଷେତ୍ରରେ…

ଗୋଟାବାୟାଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ପଦ ସମ୍ଭାଳିବେ ରାନିଲ

ଲମ୍ବୋ,୧୫ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଇସ୍ତଫା ଦେବା ପରେ ବିକ୍ଷୋଭକାରୀମାନେ ଅତ୍ୟଧିକ ଆନନ୍ଦିତ ହୋଇଛନ୍ତି। ତାଙ୍କ ଇସ୍ତଫା ଶ୍ରୀଲଙ୍କା ପାର୍ଲମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବ୍‌ୟଓ୍ବେର୍ଦେନା ଗ୍ରହଣ କରିଛନ୍ତି। ଗୁରୁବାର ଇ-ମେଲ୍‌ ଜରିଆରେ ବାଚସ୍ପତିଙ୍କ କାର୍ଯ୍ୟାଳୟକୁ ପଠାଇଥିଲେ ଗୋଟାବାୟା। ଗୋଟାବାୟା…

ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନାଙ୍କ ପରଲୋକ

ଓ୍ବାଶିଂଟନ୍‌, ୧୫ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଭାନା ଟ୍ରମ୍ପ୍‌(୭୩)ଙ୍କ ଗୁରୁବାର ଅପରାହ୍ନରେ ନ୍ୟୁୟର୍କରେ ପରଲୋକ ହୋଇଛି। ଏ ନେଇ ଟ୍ରମ୍ପ୍‌ ନିଜ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟ୍ରୁଥ୍‌ ସୋସିଆଲରେ ପୋଷ୍ଟ କରି ଜଣାଇଛନ୍ତି। ଇଭାନାଙ୍କୁ ଟ୍ରମ୍ପ୍‌ ୧୯୭୭ରେ…

କାନାଡାରେ ଶିଖ୍‌ ନେତାଙ୍କୁ ହତ୍ୟା

ଓଟାଓ୍ବା,୧୫।୭: କାନାଡାର ଶିଖ ନେତା ତଥା ପଞ୍ଜାବୀ ମୂଳ ବ୍ୟବସାୟୀ ରିପୁଦାମାନ ସିଂ ମଲିକଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ସେ ତାଙ୍କ କାରରେ ଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାରୀମାନେ ଏକ କାରରେ ଆସିଥିଲେ। କାରକୁ କିଛି ଦୂରରେ ପାର୍କିଂ…

ଇସ୍ତଫା ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୫।୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଗୁରୁବାର ମାଳଦ୍ୱୀପରୁ ସିଙ୍ଗାପୁର ଯିବାପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଶ୍ରୀଲଙ୍କା ପାର୍ଲାମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବେୟଓ୍ବର୍ଦେନାଙ୍କ ନିକଟକୁ ଇ-ମେଲ୍‌ ଜରିଆରେ ଇସ୍ତଫାପତ୍ର ପ୍ରେରଣ କରିଛନ୍ତି। ବାଚସ୍ପତିଙ୍କ କାର୍ଯ୍ୟାଳୟ ରାଷ୍ଟ୍ରପତିଙ୍କ ଇସ୍ତଫା…

କାନାଡ଼ାରେ ଭାଙ୍ଗିଦେଲେ ଗାନ୍ଧୀ ପ୍ରତିମୂର୍ତ୍ତି, ଭାରତର ପ୍ରତିବାଦ

ରିଚ୍‌ମଣ୍ଡ, ୧୪ା୭: କାନାଡାର ରିଚ୍‌ମଣ୍ଡ ହିଲ୍‌ ସହରରେ ଥିବା ମହାତ୍ମା ଗାନ୍ଧୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ଭଙ୍ଗାରୁଜା କରାଯାଇଛି। କିଛି ଖଲିସ୍ତାନୀ ସମର୍ଥକ ଏବଂ ପାକିସ୍ତାନ ବଂଶୋଦ୍ଭବ ଏହି କାର୍ଯ୍ୟରେ ସମ୍ପୃକ୍ତ ଥିବା ଜଣାପଡିଛି। ପ୍ରତିମୂର୍ତ୍ତି ଭାଙ୍ଗିବା ବେଳର ଭିଡିଓ ସୋସିଆଲ…

ସିଙ୍ଗାପୁର ଗଲେ ଗୋଟାବାୟା

କଲମ୍ବୋ,୧୪।୭: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ସାଙ୍ଗକୁ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଗୁରୁବାର ମାଳଦ୍ୱୀପରୁ ସିଙ୍ଗାପୁର ଯାଇଛନ୍ତି। ସେଠାରୁ ସେ ସାଉଦି ଆରବ ଯିବେ ବୋଲି ଶ୍ରୀଲଙ୍କାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି । ସୂଚନା ମୁତାବକ,…

ଶ୍ରୀଲଙ୍କା ପରିସ୍ଥିତି ଜଟିଳ: ପୁଣି ଲାଗିଲା କର୍ଫ୍ୟୁ

କଲମ୍ବୋ,୧୪।୭: ଆର୍ଥିକ ସଙ୍କଟରେ ଫସିଥିବା ଶ୍ରୀଲଙ୍କାରେ ଅରାଜକତା ପରିସ୍ଥିତି ସୃଷ୍ଟି ହୋଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଦେଶ ଛାଡିବା ପରେ ଦେଶରେ ରାଜନୈତିକ ପରିସ୍ଥିତି ଆହୁରି ଜଟିଳ ହେବାରେ ଲାଗିଛି। ରାଷ୍ଟ୍ରପତି ଏବଂ ସରକାରଙ୍କ ବିରୋଧରେ ବ୍ୟାପକ ପ୍ରଦର୍ଶନ ମଧ୍ୟରେ…

ପାକିସ୍ତାନରେ ବନ୍ୟା: ମୃତ୍ୟୁସଖ୍ୟା ୨୦୪କୁ ବୃଦ୍ଧି

ଇସଲାମାବାଦ,୧୪ା୭:  ପ୍ରବଳ ବର୍ଷା ହେତୁ ପାକିସ୍ତାନର ଅନେକ ଜିଲାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ପାକିସ୍ତାନ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୧୬୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଫଗାନିସ୍ତାନରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri