୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ସାଜିଦ ମୀର ଜୀବିତ, ମୋଷ୍ଟ ୱାଣ୍ଟେଡକୁ ମୃତ ଘୋଷଣା କରିଥିଲା ଆଇଏସଆଇ
ଇସଲାମାବାଦ,୨୫ ।୬: ୨୦୦୮ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ସାଜିଦ ମୀରଙ୍କୁ ପାକିସ୍ତାନ ଗିରଫ କରିଥିବା ଜଣାପଡିଛି । ଏହା ପୂର୍ବରୁ ପାକିସ୍ତାନି ଗୁପ୍ତଚର ସଂସ୍ଥା ଆଇଏସଆଇ ଏଫବିଆଇ ପକ୍ଷରୁ ମୋଷ୍ଟ ୱାଣ୍ଟେଡ ସାଜିଦଙ୍କ ମୃତ୍ୟୁ ହୋଇଥିବା ଦାବି କରିଥିଲା ।…
ବ୍ରିଟେନ ରୟାଲ ସୋସାଇଟିର ସଦସ୍ୟ ହେଲେ ଦେବ ଆରିଷ୍ଟୋଟଲ
ଲଣ୍ଡନ,୨୪।୬: ପ୍ରସିଦ୍ଧ ବୈଜ୍ଞାନିକ ତଥା ଆଧୁନିକ ଆଇନଷ୍ଟାଇନ ଭାବେ ଜଣାଶୁଣା ଦେବ ଆରିଷ୍ଟୋଟଲ ପଞ୍ଚାରିଆଙ୍କୁ ବ୍ରିଟେନର ରୟାଲ ସୋସାଇଟି ଦ୍ୱାରା ମୁଖ୍ୟ ରାଜ ପରିଷଦର ସଦସ୍ୟ ଭାବରେ ମନୋନୀତ କରାଯାଇଛି। ଆଗାମୀ ନିର୍ବାଚନରେ ତାଙ୍କୁ କାଉନସିଲରେ ସାମିଲ କରାଯାଇଛି। ଦେବଙ୍କ ଏହି…
ଭୋକରେ ପ୍ରତିଦିନ ୨୫ ହଜାର ଲୋକଙ୍କ ଜୀବନ ଯାଉଛି, ଜାତିସଂଘ ରିପୋର୍ଟ…
ଜେନେଭା, ୨୪।୬ : ମିଳିତ ଜାତିସଂଘ ଦ୍ୱାରା ପ୍ରକାଶିତ ସର୍ବଶେଷ ରିପୋର୍ଟ ଅନୁଯାୟୀ, ଭୋକ ଉପାସ କାରଣରୁ ସାରା ବିଶ୍ୱରେ ପ୍ରତିଦିନ ୨୫ ହଜାର ଲୋକଙ୍କ ମୃତ୍ୟୁ ଘଟୁଛି। ସେଥିମଧ୍ୟରୁ ସର୍ବାଧିକ ସଂଖ୍ୟକ ଶିଶୁ ଅଛନ୍ତି। ଜାତିସଂଘର ରିପୋର୍ଟରେ କୁହାଯାଇଛି ଯେ…
ମଙ୍କିପକ୍ସକୁ ମହାମାରୀ ଘୋଷଣା କଲା ଡବ୍ଲୁଏଚ୍ଏନ୍
ଜେନେଭା/ନୂଆଦିଲ୍ଲୀ,୨୪।୬: କରୋନା ପରେ ଏବେ ମଙ୍କିପକ୍ସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏକ ନୂତନ ବିପଦ ଭାବେ ଉଭା ହୋଇଥିବା ମଙ୍କିପକ୍ସକୁ ଓ୍ବାଲ୍ଡ ହେଲଥ୍ ସ୍ବାସ୍ଥ୍ୟ ନେଟଓ୍ବାର୍କ(ଡବ୍ଲୁଏଚ୍ଏନ୍) ମହାମାରୀ ବୋଲି ଘୋଷଣା କରିଛି। ଡବ୍ଲୁଏଚ୍ଏନ୍ ଦ୍ୱାରା ଜାରି କରାଯାଇଥିବା ତଥ୍ୟ ଅନୁସାରେ…
ବନ୍ଧୁକ ରଖିବା ଆମେରିକୀୟଙ୍କ ମୌଳିକ ଅଧିକାର: ସୁପ୍ରିମକୋର୍ଟ
ଓ୍ବାଶିଂଟନ,୨୪।୬: ବନ୍ଧୁକ ରଖିବା ଆମେରିକୀୟଙ୍କ ମୌଳିକ ଅଧିକାର ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ଆମେରିକାରେ ବାରମ୍ବାର ଗୁଳିକାଣ୍ଡ ଘଟଣା ଘଟି ଲୋକଙ୍କ ଜୀବନ ଯାଉଥିବାରୁ ବନ୍ଧୁକ ରଖିବା ଉପରେ କଟକଣା ଜାରି କରିବାକୁ ବିଭିନ୍ନ ରାଜ୍ୟ ଚାହୁଁଥିବା…
ବିଶ୍ୱ କପ ଫୁଟବଲରେ ରୋମାନ୍ସ ମନା, ଉଲ୍ଲଂଘନ କଲେ ୭ ବର୍ଷ ଜେଲ…
ଦୋହା, ୨୪।୬ : ଚଳିତ ବର୍ଷ ନଭେମ୍ବରରେ ଆରବ ଦେଶ କାତାରରେ ଫିଫା ଫୁଟବଲ ବିଶ୍ୱକପ ୨୦୨୨ ଆୟୋଜିତ ହେଉଛି। ଏହି ସମୟ ମଧ୍ୟରେ, ବିଶ୍ୱର ବହୁ ସଂଖ୍ୟକ ଫୁଟବଲ ପ୍ରେମୀ ଏଠାରେ ପହଞ୍ଚିବେ। ତେବେ ଏଠାରେ ଫିଫା ବିଶ୍ୱକପ ଫୁଟବଲ…
କରୋନା ଟିକା ବଞ୍ଚାଇଛି ୨ କୋଟି ଲୋକଙ୍କ ଜୀବନ, ତାଲିକାରେ ୪୨ ଲକ୍ଷରୁ ଅଧିକ ଭାରତୀୟ …
ଓ୍ବାଶିଂଟନ, ୨୪।୬ : କରୋନା ମହାମାରୀକୁ ରୋକିବା ପାଇଁ ପ୍ରସ୍ତୁତ ଟିକା ଭାରତ ସହିତ ଅନ୍ୟାନ୍ୟ ଦେଶ ପାଇଁ ଜୀବନ ରକ୍ଷାକାରୀ ବୋଲି ପ୍ରମାଣିତ ହୋଇଛି। ଏହି ଟିକା ଭାରତରେ ୪୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନକୁ ବଞ୍ଚାଇଥିବାବେଳେ ସମଗ୍ର ବିଶ୍ୱରେ…
ରୁଷିଆ-ୟୁକ୍ରେନ ଯୁଦ୍ଧକୁ ପୂରଣ ହେଲା ୪ ମାସ
ମସ୍କୋ/କ୍ୱିଭ,୨୪ ।୬: ଫେବୃୟାରୀ ୨୪, ୨୦୨୨ ସକାଳୁ ସକାଳୁ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ ଆରମ୍ଭ କରିଦେଲା । ବହୁ ବାରଣ ପରେ ବି ରୁଷିଆର ଏଭଳି ଆକ୍ରମଣରେ ସ୍ତବ୍ଧ ହୋଇଗଲା ବିଶ୍ୱ । କେହି କିଛି ବୁଝିବା ପୂର୍ବରୁ ରୁଷିଆ…
‘ଏଲ୍ଏସିରେ ଶାନ୍ତି ବଜାୟ ରଖିବାକୁ ଗମ୍ଭୀରତା ସହ ଚିନ୍ତା କରୁ ଚାଇନା’
ବେଜିଂ,୨୩।୬: ବ୍ରିକ୍ସ ସମ୍ମିଳନୀ ପୂର୍ବରୁ ଚାଇନାରେ ଭାରତୀୟ ରାଜଦୂତ ପ୍ରଦୀପ କୁମାର ରାୱତ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ଭେଟି ସୀମାବର୍ତ୍ତୀ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଏସିଆ ଏବଂ ବିଶ୍ୱର…
ଜେଲ ନିଃସଙ୍ଗ ପ୍ରକୋଷ୍ଠକୁ ସ୍ୟୁ ଚୀ ସ୍ଥାନାନ୍ତର
ବ୍ୟାଙ୍କକ୍,୨୪।୬: ମ୍ୟାନ୍ମାରର ସାମରିକ ସରକାର ଗୁରୁବାର ଦେଶର ବହିଷ୍କୃତ ନେତ୍ରୀ ଅଙ୍ଗ୍ ସାନ୍ ସ୍ୟୁ ଚୀଙ୍କୁ ଜେଲର ଏକ ନିଃସଙ୍ଗ ପ୍ରକୋଷ୍ଠକୁ ପଠାଇଦେଇଛନ୍ତି। ୨୦୨୧ ଫେବୃୟାରୀ ୧ରେ ସେନା ବିଦ୍ରୋହ କରି ଶାସନ କ୍ଷମତା ଅକ୍ତିଆର କରିବା ପରେ ସ୍ୟୁ ଚୀଙ୍କୁ…
ଭାରତୀୟ ବଂଶୋଦ୍ଭବ ଅଞ୍ଜଳିଙ୍କୁ ମଳିଲା ଗୁରୁଦାୟିତ୍ୱ
ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଭାରତୀୟ ବଂଶୋଦ୍ଭବ ଆଇନ ବିଶେଷଜ୍ଞ ଅଞ୍ଜଳି ଚତୁର୍ବେଦୀଙ୍କୁ ବରିଷ୍ଠ ବ୍ୟାପାର ବିଭାଗ ଜେନେରାଲ କାଉନ୍ସଲ୍ ଭାବେ ମନୋନୀତ କରିଛନ୍ତି। ବରିଷ୍ଠ ନାଗରିକମାନଙ୍କୁ ବିଶ୍ୱସ୍ତରୀୟ ସୁବିଧା ଓ ସେବା ଯୋଗାଇବା ଏହି ବିଭାଗର ମୁଖ୍ୟ ଉଦ୍ଦେଶ୍ୟ।…
ବାଂଲାଦେଶରେ ବନ୍ୟାବିତ୍ପାତ: ୧୨୨ ବର୍ଷରେ ସବୁଠୁ ଭୟଙ୍କର
ଢାକା, ୨୩।୬: ଆସାମ ରାଜ୍ୟ ସହ ସୀମା ବାଣ୍ଟୁଥିବା ପଡ଼ୋଶୀ ବାଂଲାଦେଶରେ ଚଳିତ ବର୍ଷ ଭୟଙ୍କର ବନ୍ୟାବିତ୍ପତ୍ତି ୯୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିସ୍ଥାପିତ କରିବା ସହ ୩୨ ଜଣଙ୍କ ଜୀବନ ନେଲାଣି। ୧୨୨ ବର୍ଷରେ ଏହା ଦେଶର ସବୁଠୁ ବଡ଼ଧରଣର…
Archives


