ଅନ୍ତର୍ଜାତୀୟ

ପର୍ତ୍ତୁଗାଲରେ ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ହଙ୍ଗାମା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା

ଲିସବନ,୩୧।୮: ଜଣେ ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ପର୍ତ୍ତୁଗାଲରେ ହଙ୍ଗାମା ସୃଷ୍ଟି ହୋଇଛି। ଏହି ଘଟଣାରେ ପର୍ତ୍ତୁଗାଲର ସ୍ବାସ୍ଥ୍ୟମନ୍ତ୍ରୀ ମାର୍ଟା ଟେମିଡୋ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଜଣେ ଭାରତୀୟ ମହିଳା ବୁଲିବାକୁ ପର୍ତ୍ତୁଗାଲ ଯାଇଥିଲେ ଏବଂ ସେ ମଧ୍ୟ…

ଆସୁଛି ସବୁଠୁ ଶକ୍ତିଶାଳୀ ବାତ୍ୟା

ଟୋକିଓ,୩୧ା୮: ଚଳିତବର୍ଷ ଜାପାନରେ ସବୁଠୁ ଶକ୍ତିଶାଳୀ ବାତ୍ୟା ହେବ। ଯାହାକି ଅତ୍ୟନ୍ତ ଭୟଙ୍କର। ଜାପାନର ପାଣିପାଗ ବିଜ୍ଞାନ ଏଜେନ୍ସି କହିଛି, ବୁଧବାର ଏହା ମୁଖ୍ୟ ଓକିନାଓ୍ବା ଦ୍ୱୀପରେ ପହଞ୍ଚିବ ବୋଲି ଆଶା କରାଯାଉଛି। ଏପରିକି ଘଣ୍ଟାପ୍ରତି ୧୯୮ କିଲୋମିଟର ବେଗରେ ପବନ…

ସୋଭିଏଟ୍‌ ସଂଘର ଶେଷ ଶାସକ ମିଖାଇଲ ଗୋର୍ବାଚେଭ୍‌ଙ୍କ ପରଲୋକ

ମସ୍କୋ, ୩୧ା୮:ସୋଭିଏତ ସଂଘର ଶେଷ ଶାସକ ମିଖାଇଲ ଗୋର୍ବାଚେଭ ପରଲୋକ ହୋଇଛି। ତାଙ୍କୁ ୯୧ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ବିଂଶତମ ଶତାବ୍ଦୀରେ ଗୋର୍ବାଚେଭ୍‌ ସବୁଠୁ ପ୍ରଭାବଶାଳୀଙ୍କ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ ଥିଲେ। ବିନା ରକ୍ତପାତରେ ଆମେରିକା…

ଭାରତଠାରୁ ସହାୟତା ନେବ କି ନାହିଁ ଚିନ୍ତା କରୁଛି ପାକିସ୍ତାନ

ଇସଲାମାବାଦ,୩୧ା୮: କିଛି ସପ୍ତାହ ଧରି ପାକିସ୍ତାନରେ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ଲାଗି ରହିଛି। ବନ୍ୟା ଯୋଗୁ ଦେଶରେ ବିସ୍ଥାପିତ ହୋଇଥିବା ହଜାର ହଜାର ଲୋକ ରିଲିଫ୍‌ କ୍ୟାମ୍ପରେ ଆଶ୍ରୟ ନେଇଛନ୍ତି। ବନ୍ୟାଜଳ ଦ୍ୱାରା ଫସଲ ନଷ୍ଟ ହୋଇଯାଇଛି। ବର୍ତ୍ତମାନ…

ଭୋଷ୍ଟୋକ -୨୦୨୨ ମିଳିତ ସମରାଭ୍ୟାସ ନେଇ ଚିନ୍ତାରେ ଆମେରିକା…

ମସ୍କୋ, ୩୧।୮ : ରୁଷିଆ ଭାରତ ମିଳିତ ସମାରାଭ୍ୟାସ ଭୋଷ୍ଟୋକ -୨୦୨୨ ଘୋଷଣା ହେବା ପରେ ଆମେରିକାର ଚିନ୍ତା ବଢ଼ିବାରେ ଲାଗିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ଅଭ୍ୟାସରେ ଭାରତ ଏବଂ ଚାଇନାର ୫୦ ହଜାର ସୈନିକ ଅଂଶଗ୍ରହଣ କରୁଛନ୍ତି।…

ଭାରତ-ଫ୍ରାନ୍ସ ରଣନୀତିକ ଚୁକ୍ତି ନେଇ ଆଲୋଚନା…

ନୂଆଦିଲ୍ଲୀ/ପ୍ୟାରିସ, ୩୧।୮ : ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ରଣନୀତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ପାଇଁ ମଙ୍ଗଳବାର ପ୍ୟାରିସରେ ଏକ ଆଲୋଚନା ହୋଇଥିଲା। ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏଜେଣ୍ଡା ସହିତ ପାରସ୍ପରିକ ସ୍ବାର୍ଥର କେତେକ ନିର୍ଦ୍ଦିଷ୍ଟ ପ୍ରସଙ୍ଗ ଉପରେ…

ମାଇକେଲ ଜ୍ୟାକ୍‌ସନଙ୍କ ଆଇଡି ଜାଲିଆତି

ଲସ୍‌ ଏଞ୍ଜେଲ୍ସ, ୩୧ା୮(ଆଇଏନ୍‌ଏସ୍‌): ପପ୍‌ ଡ୍ୟାନ୍ସର ମାଇକେଲ ଜ୍ୟାକ୍‌ସନଙ୍କ ମୃତ୍ୟୁ ଉପରେ ପ୍ରକାଶିତ ନୂଆ ଡକ୍ୟୁମେଣ୍ଟାରିରେ ଚକିତ କଲାଭଳି ତଥ୍ୟ ପ୍ରଘଟ ହୋଇଛି। ଅତ୍ୟଧିକ ଡ୍ରଗ୍ସ ସେବନ ଯୋଗୁ ୨୦୦୯ରେ ୫୦ ବର୍ଷୀୟ ମାଇକେଲଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିବାବେଳେ ସେ ଏହି…

ଚାଇନା ଡ୍ରୋନ୍‌କୁ ଘଉଡ଼ାଇଲା ତାଇଓ୍ବାନ

ତାଇପେଇ, ୩୧ା୮: ପ୍ରାୟ ମାସେ ଧରି ମୁହାଁମୁହିଁ ଅବସ୍ଥାରେ ଥିବା ଚାଇନା ଓ ତାଇଓ୍ବାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆମେରିକା ହାଉସ୍‌ ସ୍ପିକର ନାନ୍ସି ପେଲୋସିଙ୍କ ତାଇପେଇ ଗସ୍ତପରଠୁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ତାଇଓ୍ବାନ ପ୍ରଣାଳୀରେ ସମରାଭ୍ୟାସ…

୧୪୦ ଯୁଦ୍ଧବିମାନ, ୬୦ ଜାହାଜ

ମସ୍କୋ, ୩୧ା୮: ୟୁକ୍ରେନ୍‌ ଉପରେ ଆକ୍ରମଣ ମଧ୍ୟରେ ରୁଷିଆ ସେପ୍ଟେମ୍ବର ୧ରୁ ଭୋଷ୍ଟୋକ-୨୦୨୨ ସମରାଭ୍ୟାସ ଆୟୋଜନ କରିବାକୁ ଯାଉଛି। ପୂର୍ବ ରୁଷିଆ, ଜାପାନ ସାଗର ସମେତ ବିଭିନ୍ନ ସ୍ଥାନରେ ହେବାକୁ ଥିବା ଏହି ମିଲିଟାରୀ ଡ୍ରିଲ୍‌ ୭ ତାରିଖ ପର୍ଯ୍ୟନ୍ତ ଚାଲିବ।…

୨୦୫୦ ସୁଦ୍ଧା ୫.୬ ଟ୍ରିଲିୟନ୍‌ ଡଲାର କ୍ଷତି

ଓ୍ବାଶିଂଟନ,୩୧ା୮: ଚଳିତ ବର୍ଷ ବିଶ୍ୱ ଅର୍ଥନୀତିକୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି ପ୍ରାକୃତିକ ବିପର୍ଯ୍ୟୟ। ପାକିସ୍ତାନରେ ବନ୍ୟା ଅନେକ ଲକ୍ଷ ଲୋକଙ୍କୁ ବାସଚ୍ୟୁତ କରି ୧,୦୦୦ରୁ ଊର୍ଦ୍ଧ୍ୱ ଜଣଙ୍କ ଜୀବନ ନେଇସାରିଲାଣି। ଚାଇନାରେ ଗ୍ରୀଷ୍ମପ୍ରବାହ ଦେଶର ଅର୍ଥନୀତି ଓ ଯୋଗାଣ ଶୃଙ୍ଖଳକୁ ବହୁଳ ଭାବେ…

ଶ୍ରୀଲଙ୍କାରେ ମଧ୍ୟବର୍ତ୍ତିକାଳୀନ ବଜେଟ ଉପସ୍ଥାପନ, ଭାରତ-ଚାଇନା ହସ୍ତକ୍ଷେପରୁ ଦୂରେଇ ରହିବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ…

କଲମ୍ବୋ, ୩୦।୮ : ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ମଙ୍ଗଳବାର କହିଛନ୍ତି ଯେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ଏକ ବେଲଆଉଟ୍‌ ପ୍ୟାକେଜ ଉପରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହା ସହିତ ସେ ସଂସଦରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ…

ପାକିସ୍ତାନରେ ଲିଙ୍ଗଗତ ଭେଦଭାବ, ଦେଶରେ ୫ ପ୍ରତିଶତରୁ କମ୍‌ ମହିଳା ଗଣମାଧ୍ୟମ ପ୍ରତିନିଧି…

ଇସଲାମାବାଦ, ୩୦।୮ : ପାକିସ୍ତାନରେ ମହିଳା କର୍ମଚାରୀଙ୍କ ପ୍ରତି ଅନ୍ୟାୟ ବଢ଼ିବାରେ ଲାଗିଛି। ଦେଶରେ ଲିଙ୍ଗ ଭିତ୍ତିକ ବେତନ ବ୍ୟବଧାନ, ଲିଙ୍ଗଗତ ପକ୍ଷପାତିତା ଏକ ସମସ୍ୟା ସୃଷ୍ଟି କରିଛି। ଦେଶରେ ଗଣମାଧ୍ୟମ ପ୍ରତିନିଧି ଭାବରେ କାର୍ଯ୍ୟ କରୁଥିବା ମହିଳାଙ୍କ ସ୍ଥିତି ସଙ୍କଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri