ଅନ୍ତର୍ଜାତୀୟ

କୋଭିଡ-୧୯ର ସଂଯୋଜକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଡକ୍ଟର ଆଶିଷ ଝା

ଓ୍ବାସିଂଟନ୍‌,୧୮।୩: ଭାରତୀୟ-ଆମେରିକୀୟ ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡକ୍ଟର ଆଶିଷ ଝା ଆସନ୍ତା ମାସରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ କୋଭିଡ-୧୯ର ସଂଯୋଜକ ଭାବରେ ଦାୟିତ୍ୱ ଗ୍ରହଣ କରିବେ । ସଂଯୋଜକ ନାଟାଲୀ କ୍ୱିଲିଆନ ଆସନ୍ତା ମାସରେ ପ୍ରଶାସନ ଛାଡୁଛନ୍ତି । ହ୍ବାଇଟ ହାଉସ...

ରୁଷିଆକୁ କାଉଣ୍ଟର କଲା ୟୁକେନ୍‌

କ୍ୱିଭ୍‌,୧୮।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଲଗାତର ୨୩ ଦିନ ହେବ ଜାରି ରହିଛି। ଉଭୟ ଦେଶ ପରସ୍ପରକୁ ଛାଡିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ୟୁକ୍ରେନରୁଷିଆର ୧୪ଟି ବେସ ଧ୍ୱଂସ କରିଥିବା ଦାବି କରିଛି। ୟୁକ୍ରେନ୍‌ ଏୟାର ଡିଫେଣ୍ଡ୍‌...

ସ୍କୁଲକୁ ଫେରିବେ ଆଫଗାନିସ୍ତାନ ଛାତ୍ରୀ

କାବୁଲ,୧୮।୩: ଦୀର୍ଘ ମାସ ପରେ ସ୍କୁଲକୁ ଫେରିବେ ଆଫଗାନିସ୍ତାନ ଛାତ୍ରୀମାନେ। ଆସନ୍ତା ସପ୍ତାହରେ ହାଇସ୍କୁଲ ଖୋଲିଲା ବେଳେ ଛାତ୍ରୀମାନଙ୍କୁ ସ୍କୁଲ ଫେରିବାକୁ ତାଲିବାନ ପକ୍ଷରୁ ଅନୁମତି ଦିଆଯିବ। ଏ ନେଇ ଜଣେ ଶିକ୍ଷା ଅଧିକାରୀ ମଙ୍ଗଳବାର କହିଛନ୍ତି। “ସମସ୍ତ ଛାତ୍ରୀଛାତ୍ରଙ୍କ...

ଶିକ୍ଷକଙ୍କୁ ୧୦୧ ଥର ଛୁରା ମାଡ଼ କଲେ ପୂର୍ବତନ ଛାତ୍ର

ବ୍ରୁସେଲ୍ସ(ବେଲଜିୟମ),୧୮।୩: ଜଣେ ୩୭ ବର୍ଷୀୟ ବ୍ୟକ୍ତି ପ୍ରାଇମେରି ସ୍କୁଲରେ ଥିଲା ବେଳେ ତାଙ୍କ ଶିକ୍ଷକ ଦ୍ୱାରା ଅପମାନିତ ହୋଇଥିଲେ। ଏହାର ପ୍ରତିଶୋଧ ନେବା ପାଇଁ ୩ ଦଶନ୍ଧୀ ପରେ ୨୦୨୦ରେ ଶିକ୍ଷକଙ୍କୁ ୧୦୧ ଥର ଛୁରା ମାରି ହତ୍ୟା କରିଥିବା...

ଇମ୍ରାନଙ୍କ ଆସନ ଟଳମଳ

ଇସଲାମାବାଦ୍‌,୧୮।୩: ପାକିସ୍ତାନର ଇମ୍ରାନ ଖାନ ସରକାର ଉପରେ ସଙ୍କଟର ବାଦଲ ଛାଇ ଯାଇଛି। ଇମ୍ରାନଙ୍କ ଗାଦିରୁ ହଟାଇବା ପାଇଁ ତାଙ୍କ ନିଜ ଦଳ ତେହେରିକ-ଇ-ଇନସାଫ (ପିଟିଆଇ)ର ଏମ୍‌ପିମାନେ ବି ଲାଗିପଡିଛନ୍ତି। ସେମାନେ ବିରୋଧୀ ସହ ହାତ ମିଳାଇଛନ୍ତି। ସରକାର ବିରୋଧରେ...

ରୁଷିଆର ରକେଟ୍‌ ମାଡରେ ୟୁକ୍ରେନ ଅଭିନେତ୍ରୀଙ୍କ ଚାଲିଗଲା ଜୀବନ

କ୍ୱିଭ୍‌,୧୮।୩: ୟୁକ୍ରେନର ରାଜଧାନୀ କ୍ୱିଭ୍‌ର ଏକ ଆବାସିକ କୋଠା ଉପରେ ରୁଷିଅରେ ରକେଟ ଆକ୍ରମଣରେ ୟୁକ୍ରେନ ଅଭିନେତ୍ରୀ ଓକ୍ସାନା ଶଭେଟ୍ସଙ୍କ ମୃତ୍ୟୁ ଘଟିଛି। ଓକ୍ସାନାଙ୍କ ମୃତ୍ୟୁକୁ ନିଶ୍ଚିତ କରି ତାଙ୍କ ଟ୍ରୁପ ୟଙ୍ଗ ଥିଏଟର ଏକ ବିବୃତ୍ତି ଜାରି କରିଛି।...

ପୁଟିନଙ୍କୁ ‘ଯୁଦ୍ଧ ଅପରାଧୀ’ କହିଲେ ବାଇଡେନ୍‌

ନ୍ୟୁୟର୍କ,୧୮।୩: ୟୁକ୍ରେନର ସାଧାରଣ ନାଗରିକଙ୍କ ଉପରେ ରୁଷିଆର ଆକ୍ରମଣ ଭୟଙ୍କର ରୂପ ଧାରଣ କରିଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଜଣେ ଯୁଦ୍ଧ ଅପରାଧୀ ବୋଲି କହିଛନ୍ତି। ବାଇଡେନଙ୍କ ଏହି ମନ୍ତବ୍ୟ ଉପରେ ତୀବ୍ର...

ଆଜି ବାଇଡେନ୍‌-ଜିନ୍‌ପିଙ୍ଗ୍‌ ଆଲୋଚନା

ଓ୍ବାଶିଂଟନ୍‌, ୧୮ା୩: ୟୁକ୍ରେନ୍‌ ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ଆଲୋଚନା କରିବେ। ଏ ନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଚାଇନା ଓ ଆମେରିକା ମଧ୍ୟରେ ଚାଲିଥିବା...

ଥିଏଟରକୁ ରୁଷିଆର ଟାର୍ଗେଟ

କ୍ୱିଭ୍‌, ୧୮ା୩:ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ସାଧାରଣ ନାଗରିକଙ୍କ ସୁରକ୍ଷାକୁ ଗୁରୁତ୍ୱ ନ ଦେଇ ରୁଷୀୟ ସୈନ୍ୟ ଯେକୌଣସି ସ୍ଥାନରେ କ୍ଷେପଣାସ୍ତ୍ର, ବୋମାମାଡ଼ କରୁଛନ୍ତି। ଯୁଦ୍ଧର ୨୨ ଦିନରେ ଗୁରୁବାର ରୁଷିଆ ୟୁକ୍ରେନ୍‌ର...

ଆଇସିଜେ ରାୟକୁ ରୁଷିଆର ଅବଜ୍ଞା

ହେଗ୍‌/ମସ୍କୋ,୧୮ା୩:ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଥିବାବେଳେ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ ଶୁଣାଇଦେଇଛି। ରାୟର...

ୟୁକ୍ରେନର ସ୍କୁଲ-ସାଂସ୍କୃତିକ କେନ୍ଦ୍ର ଉପରେ ଆକ୍ରମଣ: ୨୧ ମୃତ

କ୍ୱିଭ୍‌,୧୭।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୨ ଦିନରେ ପହଞ୍ଚିଛି। ୟୁକ୍ରେନ ଉପରେ ଏବେ ବି ରୁଷିଆ ସୈନ୍ୟ ରକେଟ ଓ ମିଶାଇଲ ମାଡ଼ କରୁଥିବା ବେଳେ ଗୁରୁବାର ଦେଶର ୩ଟି ସହରରେ ବଡ଼ ଆକ୍ରମଣ...

ଆଇସିଜେ ରାୟକୁ ମାନିଲାନି ରୁଷିଆ

ହେଗ୍‌/ମସ୍କୋ,୧୭ା୩: ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଛି। କିନ୍ତୁ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri