ଅନ୍ତର୍ଜାତୀୟ

ପାକ୍‌ ଚ୍ୟାନେଲରେ ଇମ୍ରାନ୍‌ଙ୍କ ଭାଷଣ ବ୍ୟାନ୍‌

ଇସ୍‌ଲାମାବାଦ, ୨୨ା୮: ଇସ୍‌ଲାମାବାଦର ଏକ ପାର୍କରେ ଭାଷଣ ଦେବାବେଳେ ବରିଷ୍ଠ ପୋଲିସ ଅଧିକାରୀ, ଜଣେ ମହିଳା ବିଚାରପତି, ସରକାରୀ ଅଫିସରଙ୍କୁ ଖୋଲାଖୋଲି ଧମକ ଅଭିଯୋଗରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏଣିକି ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌…

ଅପରାଧମୁକ୍ତ ହେବ ସମଲିଙ୍ଗୀ ସମ୍ପର୍କ

ସିଙ୍ଗାପୁର, ୨୨ା୮ : ସିଙ୍ଗାପୁରରେ ପୁରୁଷଙ୍କ ସମଲିଙ୍ଗୀ ସମ୍ପର୍କକୁ ଅପରାଧମୁକ୍ତ କରାଯିବ ବୋଲି ରବିବାର ସେଠାର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଙ୍ଗ୍‌ ଘୋଷଣା କରିଛନ୍ତି। ବ୍ରିଟିଶ ଉପନିବେଶ ଯୁଗୀୟ ଆଇନ ଅନୁସାରେ ସିଙ୍ଗାପୁର ପେନାଲ କୋଡ୍‌ର ଧାରା ୩୭୭ ଏ ବଳରେ…

୨୪ରେ ବଡ଼ ଆକ୍ରମଣ କରିବ ରୁଷିଆ

କିଭ୍‌, ୨୨ା୮: ସୋଭିଏଟ୍‌ ସଂଘଠାରୁ ଅଲଗା ହୋଇଥିବା ୟୁକ୍ରେନ୍‌ ଆସନ୍ତା ୨୪ ତାରିଖରେ ଏହାର ସ୍ବାଧୀନତା ଦିବସ ପାଳନ କରିବ। ପ୍ରାୟ ୬ ମାସ ଧରି ରୁଷିଆ ଆକ୍ରମଣର ମୁକାବିଲା କରୁଥିବା ଏହି ପୂର୍ବ ୟୁରୋପୀୟ ଦେଶର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି…

ପଦ ଛାଡ଼ିଲେ ଏନ୍‌ଏସ୍‌ଓ ସିଇଓ

ଜେରୁଜେଲମ, ୨୨ା୮: ଇସ୍ରାଏଲର ପେଗାସସ୍‌ ସ୍ପାଏଓ୍ବେର ପ୍ରସ୍ତୁତକାରୀ କମ୍ପାନୀ ଏନ୍‌ଏସ୍‌ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଶାଲେଭ ହୁଲିଓ ପଦ ଛାଡ଼ିଛନ୍ତି। ଏନ୍‌ଏସ୍‌ଓରେ ହୋଇଥିବା ଅଦଳବଦଳ ଅନୁଯାୟୀ ତାଙ୍କୁ ଇସ୍ତଫା ଦେବାକୁ କୁହାଯାଇଛି। କମ୍ପାନୀର ଅନ୍ୟତମ ପ୍ରତିଷ୍ଠାତା ହୁଲିଓଙ୍କ ସ୍ଥାନରେ ଚିଫ୍‌…

ଚାଇନା ମୁକାବିଲା ପାଇଁ ଜାପାନର ୧,୦୦୦ ମିଶାଇଲ

ଟୋକିଓ, ୨୨ା୮: ଆମେରିକା ହାଉସ୍‌ ସ୍ପିକର ନାନ୍ସି ପେଲୋସିଙ୍କ ତାଇପେଇ ଗସ୍ତ ପରେ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ) ପକ୍ଷରୁ କରାଯାଇଥିବା ସମରାଭ୍ୟାସବେଳେ ଜାପାନର ଏକ୍ସକ୍ଲୁସିଭ୍‌ ଇକୋନୋମିକ୍‌ ଜୋନ୍‌(ଇଇଜେଡ୍‌)ରେ ୫ଟି ଦୂରଗାମୀ କ୍ଷେପଣାସ୍ତ୍ର ପଡ଼ିଥିଲା। ଏହାକୁ ନେଇ କ୍ଷୁବ୍ଧ ଜାପାନ…

ଆଣ୍ଟି ଟେରର ଆକ୍ଟରେ ଇମ୍ରାନଙ୍କ ବିରୋଧରେ ଆରେଷ୍ଟ ୱାରେଣ୍ଟ, ଖୁବଶୀଘ୍ର ହୋଇପାରନ୍ତି ଗିରଫ

ଇସଲାମାବାଦ,୨୨ ।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଯେ କୌଣସି ସମୟରେ ଗିରଫ ହୋଇ ପାରନ୍ତି । ଆଣ୍ଟି ଟେରର ଆକ୍ଟ ଅନୁଯାୟୀ ଇମ୍ରାନଙ୍କ ବିରୋଧରେ ଆରେଷ୍ଟ ୱାରଣ୍ଟ ଜାରି କରାଯାଇଛି । ଅଗଷ୍ଟ ୨୦ରେ ଇମ୍ରାନ ଖାଁ ଆଇଜି…

ମସ୍କୋରେ ବିସ୍ଫୋରଣ: ପୁଟିନ୍‌ ସହଯୋଗୀଙ୍କ ଝିଅ ନିହତ

ମସ୍କୋ, ୨୧ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହଯୋଗୀ ଆଲେକ୍‌ଜାଣ୍ଡର ଡଗିନ୍‌ଙ୍କ ଝିଅ ଏକ କାର୍‌ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି। ୨୯ ବର୍ଷୀୟା ଡାରିଆ ଡଗିନା ଏକ ଏସ୍‌ୟୁଭି କାର୍‌ ଚଳାଉଥିବା ବେଳେ ସେଥିରେ ବୋମା ଖଞ୍ଜାଯାଇଥିବା କୁହାଯାଉଛି। ମସ୍କୋଠାରୁ ୪୦…

ଆଫଗାନିସ୍ତାନରେ ପ୍ରବଳ ବନ୍ୟା: ୨୦ ମୃତ

କାବୁଲ, ୨୧ା୮: ଆଫଗାନିସ୍ତାନର ଲୋଗାର ପ୍ରଦେଶରେ ଲଗାଣ ବର୍ଷା ଯୋଗୁ ଖୋସି ଜିଲାରେ ବନ୍ୟା ହୋଇଛି। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ରହିଛନ୍ତି। ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଘର କ୍ଷତିଗ୍ରସ୍ତ ହୋଇଛି। ଗତ…

ଚାଇନା ଚୁକ୍ତିନାମା ଉଲ୍ଲଂଘନ କରିଛି: ଜୟଶଙ୍କର

ବ୍ରାସିଲିଆ,୨୧।୮: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ରବିବାର ବ୍ରାଜିଲରେ ଚାଇନାକୁ ନେଇ ଏକ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଭାରତ-ଚାଇନା ମଧ୍ୟରେ ଅଶାନ୍ତ ସମ୍ପର୍କ ଏକ ଲୁକ୍କାୟିତ ଜିନିଷ ନୁହେଁ। ଆମେ ବହୁତ କଠିନ ପର୍ଯ୍ୟାୟ…

୫୦୦ ଫୁଟ ତଳକୁ ଖସିଲା ଟ୍ରକ୍‌: ୯ ପାକିିସ୍ତାନୀ ସୈନ୍ୟ ମୃତ, ୪ ଗୁରୁତର

ଇସଲାମାବାଦ,୨୧ା୮: ରବିବାର ପାକ୍‌ ସୈନିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଉକ୍ତ ଟ୍ରକ୍‌ଟି ୫୦୦ ଶହ ଫୁଟ ଗଭୀରକୁ ଖସି ପଡ଼ିଥିଲା। ଫଳରେ ୯ ସୈନିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ସେନା କହିଛି,…

ଚାଇନାରେ ରେକର୍ଡ ଭାଙ୍ଗିଲା ତାପମାତ୍ରା, ରେଡ୍‌ ଆଲର୍ଟ ଜାରି

ବେଜିଂ,୨୧ା୮: ଚାଇନାରେ ରେକର୍ଡ ଭାଙ୍ଗିଛି ତାପମାତ୍ରା। ଏନେଇ ଦେଶରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏହି ଚେତାବନୀ ସବୁଠାରୁ ଭୟଙ୍କର ବୋଲି କୁହାଯାଉଛି। ଦେଶର ଗାନସୁ, ଶାନସି, ହେନାନ, ଅନ୍‌ହୁଇ ଏବଂ ଅନ୍ୟାନ୍ୟ କେତେକ ଅଞ୍ଚଳରେ ଅଧିକ ତାପମାତ୍ରା ଅନୁଭୂତ ହେବ…

ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାର ବେଆଇନ ମାଛଧରାରେ ଲାଗିବ ରୋକ…

ଓ୍ବାଶିଂଟନ, ୨୧।୮ : ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନା ବେଆଇନ ଭାବେ ମାଛ ଧରିବା ଜାରି ରଖିଛି। ଏହା ଦ୍ୱାରା ଚାଇନା ବେଶ୍‌ ଲାଭାନ୍ବିତ ହେଉଛି। ଏହି ଅଞ୍ଚଳରେ ଥିବା ଛୋଟ ଛୋଟ ଦେଶଙ୍କ ପକ୍ଷରୁ ଏନେଇ ଆପତ୍ତି କରାଯାଉଥିଲେ ମଧ୍ୟ ଚାଇନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri