ଅନ୍ତର୍ଜାତୀୟ

ପାକ୍‌ ପାର୍ଲାମେଣ୍ଟ ଲଜ୍‌ରେ ପୋଲିସ

ଇସ୍‌ଲାମାବାଦ,୧୨ା୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଥିବାବେଳେ ଏହା ପୂର୍ବରୁ ଇସ୍‌ଲାମାବାଦ ପୋଲିସ ଗୁରୁବାର ରାତିରେ ପାର୍ଲାମେଣ୍ଟ ଲଜ୍‌ରେ ଧସେଇ ପଶି ୧୯ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ନ୍ୟାଶନାଲ...

ନିରୀହଙ୍କ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି

କ୍ୱିଭ୍‌,୧୧ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣରେ ନିରୀହ ନାଗରିକଙ୍କ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରୁଷୀୟ ସୈନ୍ୟଙ୍କ ଗୁଳିଗୋଳା ଓ ମିଶାଇଲ ମାଡ଼ରେ ଅଦ୍ୟାବଧି ୫୪୯ ୟୁକ୍ରେନୀୟ ନିହତ ଓ ୯୫୭ ଆହତ ହୋଇଥିବାବେଳେ ସାଧାରଣ ଜନତାଙ୍କୁ ଯନ୍ତ୍ରଣା ଭୋଗିବାକୁ ପଡ଼ୁଛି ବୋଲି ଜାତିସଂଘ...

୩୮୬ ରୁଷୀୟ ଏମ୍‌ପିଙ୍କ ଉପରେ କଟକଣା ଜାରି କଲା ବ୍ରିଟେନ୍‌

ଲଣ୍ଡନ,୧୨ା୩: ବ୍ରିଟେନ୍‌ର ବୋରିସ୍‌ ଜନ୍‌ସନ୍‌ ସରକାର ଶୁକ୍ରବାର ୩୮୬ ରୁଷୀୟ ଏମ୍‌ପିଙ୍କ ବିରୋଧରେ କଟକଣା ଜାରି କରିଛନ୍ତି। ରୁଷିଆ ପାର୍ଲାମେଣ୍ଟର ନିମ୍ନ ସଦନ ଡୁମାର ଏହି ସଦସ୍ୟମାନେ ୟୁକ୍ରେନ୍‌ରୁ ଲୁହାନସ୍କ ଓ ଡୋନେସ୍କକୁ ବିଚ୍ଛିନ୍ନ କରି ସ୍ବାଧୀନ ରାଷ୍ଟ୍ର ଭାବେ...

ରୁଷିଆ ପାଇଁ ଲଢ଼ିବେ ବିଦେଶୀ ଯୋଦ୍ଧା

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୧୨ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ୧୬ ଦିନ ବିତିଛି। ରୁଷୀୟ ସୈନ୍ୟଙ୍କ ଘନ ଘନ ରକେଟ ମାଡ଼ରେ ରାଜଧାନୀ କ୍ୱିଭ୍‌ ସମେତ ଅନେକ ସହର ଛିନ୍‌ଛତ୍ର ହୋଇଯାଇଥିବାବେଳେ ୟୁକ୍ରେନୀୟ ସୈନ୍ୟ ମଧ୍ୟ ଆମତ୍ରକ୍ଷା ପାଇଁ ମୁହଁତୋଡ଼ ଜବାବ ଦେଉଛନ୍ତି। ୟୁକ୍ରେନ୍‌...

ବିଗୁଡୁଛି ସ୍ଥିତି, ସଡ଼କ ଉପରେ ଏଣେତେଣେ ପଡିଛି ମୃତଦେହ

ମୈରିୟୁପୋଲ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣକୁ ୧୬ ଦିନ ପୂରଣ ହୋଇଥିବା ବେଳେ ସ୍ଥିତି କିନ୍ତୁ ସୁଧୁରିବା ପରିବର୍ତ୍ତେ ବିଗିଡିବାରେ ଲାଗିଛି । ରୁଷିଆ ସେନା ଲଗାତାର ବୋମା ମାଡ କରିବା ସହ ମିଶାଇଲ ମାଡ ବି କରି...

ଦିବ୍ୟାଙ୍ଗ କେନ୍ଦ୍ର ଉପରେ ରୁଷିଆର ମିଶାଇଲ ମାଡ, ଦବିଗଲେ ୨୬୭ ଲୋକ

ଖାର୍କିବ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଏପର୍ଯ୍ୟନ୍ତ ଜାରି ରହିଥିବା ବେଳେ ବେଳକୁ ବେଳ ବଢି ଚାଲିଛି ନିରିହ ଜନତାଙ୍କ ମୃତ୍ୟୁ ସଂଖ୍ୟା । ଶୁକ୍ରବାର ରୁଷିଆ ସେନା ୟୁକ୍ରେନର ଏକ ଦିବ୍ୟାଙ୍କ କେନ୍ଦ୍ର ଉପରେ ମିଶାଇଲ ମାଡ...

ଇସ୍ତଫା ଦେବେ ଚାଇନା ପ୍ରଧାନମନ୍ତ୍ରୀ

ବେଜିଂ,୧୧।୩: ଚାଇନା ପ୍ରଧାନମନ୍ତ୍ରୀ ଲି କେକିଆଙ୍ଗ ଚଳିତ ବର୍ଷ ଇସ୍ତଫା ଦେବେ ବୋଲି କହିଛନ୍ତି। ସେ ଦଶବର୍ଷ ହେଲା ଦେଶର ଅର୍ଥନୀତି ପରିଚାଳନା କରିଆସୁଥିଲେ। ତେବେ ୧୦ ବର୍ଷରେ ଥରେ ଚାଇନାରେ ନେତୃତ୍ୱ ପରିବର୍ତ୍ତନ ଲାଗି କମ୍ୟୁନିଷ୍ଟ ସରକାର ପ୍ରସ୍ତାବ...

ପାକିସ୍ତାନରେ ପଡ଼ିଲା ଭାରତୀୟ କ୍ଷେପଣାସ୍ତ୍ର; ପ୍ରତିରକ୍ଷା ମନ୍ତ୍ରଣାଳୟ କହିଲା…

ନୂଆଦିଲ୍ଲୀ,୧୧।୩: ପାକିସ୍ତାନରେ ପଡ଼ିଲା ଭାରତୀୟ କ୍ଷେପଣାସ୍ତ୍ର। ଭାରତପଟୁ ଏକ ମିସାଇଲ୍‌ ଦୁର୍ଘଟଣାବଶତଃ ପାକିସ୍ତାନ ପଟକୁ ଫାୟାରିଂ ହୋଇଯାଇଥିଲା। ହେଲେ ଏଥିରେ କିଛି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ତେବେ ଏଥିରେ ଦୁଃଖପ୍ରକାଶ କରିବା ସହ ଯାନ୍ତ୍ରିକ ତ୍ରୁଟି ଯୋଗୁ...

କ୍ୱିଭ୍‌ କବ୍‌ଜା କରିବାକୁ ରୁଷିଆର ଶେଷ ପ୍ରସ୍ତୁତି

କ୍ୱିଭ୍‌,୧୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୬ତମ ଦିନରେ ପହଞ୍ଚିଛି। କିନ୍ତୁ ଯୁଦ୍ଧ ବନ୍ଦ ହେବାର ନାଁ ଧରୁନି। ଅନ୍ୟପଟେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଆଖି ୟୁକ୍ରେନର ରାଜଧାନୀ କ୍ୱିଭ୍‌ ଉପରେ ରହିଛି। ଏହାକୁ...

ଭାରତକୁ ଚେତାବନୀ ଦେଲା ପାକିସ୍ତାନ

ଇସଲାମାବାଦ,୧୧।୩: ଭାରତରେ ନିର୍ମିତ ସୁପରସୋନିକ୍‌ ବସ୍ତୁ ପାକିସ୍ତାନର ଭୂଖଣ୍ଡରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥି ଲାଗି ଅପ୍ରୀତିକର ପରିଣାମ ଭୋଗିବାକୁ ପଡ଼ିପାରେ ବୋଲି ନୂଆଦିଲ୍ଲୀକୁ ଚେତାବନୀ ଦେଇଛି ପାକିସ୍ତାନ। ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ ପକ୍ଷରୁ ଭାରତ ଦ୍ୱାରା କରାଯାଇଥିବା ଏୟାର ସ୍ପେସ୍‌...

ଘରେ ପଶି ଆସିଥିବା ସଶସ୍ତ୍ର ରୁଷିଆ ସେନାକୁ ତଡ଼ିଦେଲେ

କ୍ୱିଭ,୧୧।୩: ୟୁକ୍ରେନର ଏକ ଦମ୍ପତି ସଶସ୍ତ୍ର ରୁଷିଆ ଯବାନଙ୍କ ଏକ ଗ୍ରୁପ୍‌ ଆଗରେ ସାହାସିକତାର ପରିଚୟ ଦେଇଛନ୍ତି। ବେସରକାରୀ ସମ୍ପତି ମଧ୍ୟକୁ ପଶି ଆସିଥିବା ସୈନ୍ୟଙ୍କୁ ବୃଦ୍ଧ ଦମ୍ପତି ବିନା କୌଣସି ଅସ୍ତ୍ରରେ ଘରୁ ତଡ଼ି ଦେଇଥିଲେ। ଦମ୍ପତିଙ୍କ ଘରେ...

୭ମ ଥର ବାପା ହେଲେ ବିଶ୍ୱର ୧ ନମ୍ବର ଧନୀ ବ୍ୟକ୍ତି

ନ୍ୟୁୟର୍କ,୧୧।୩: ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ଏଲୋନ ମସ୍କ ଏବଂ ହଲିଉଡ୍‌ର ପ୍ରସିଦ୍ଧ ଗାୟିକା ଗ୍ରିମସ ପୁଣି ଥରେ ମାତାପିତା ହୋଇଛନ୍ତି। ସରୋଗେସି ମାଧ୍ୟମରେ ଡିସେମ୍ବର ୨୦୨୧ରେ ସେମାନଙ୍କର ଦ୍ୱିତୀୟ ଶିଶୁକୁ ଗୁପ୍ତ ଭାବରେ ସ୍ବାଗତ କରିଛନ୍ତି। ଶିଶୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri