ୟୁକ୍ରେନ୍ ସରକାର ପତନ ଚାହୁଁନି ରୁଷିଆ
ମସ୍କୋ/କ୍ୱିଭ୍, ୧୦ା୩: ଆମେରିକା ନେତୃତ୍ୱରେ ପାଶ୍ଚାତ୍ୟ ଦେଶକୁ ନେଇ ଗଠିତ ସାମରିକ ମେଣ୍ଟ ନର୍ଥ ଆଟ୍ଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସଦସ୍ୟତା ପାଇଁ ୟୁକ୍ରେନ୍ର ଇଚ୍ଛା କମିବା ପରେ ରୁଷିଆ ସାମାନ୍ୟ ନରମିଛି। ୨ ସପ୍ତାହ ଧରି ୟୁକ୍ରେନ୍ ଉପରେ...
ଯୁଦ୍ଧ ବିମାନ ପଠାଇବାକୁ ମନା କଲା ଜର୍ମାନୀ
ବର୍ଲିନ,୯।୩: ୟୁକ୍ରେନକୁ ଯୁଦ୍ଧ ବିମାନ ପଠାଇ ସହାୟତା କରିବାକୁ ମନା କରି ଦେଇଛନ୍ତି ଜର୍ମାନୀର ଚାନ୍ସେଲର ଓଲାଫ ସ୍କଲଜ। ପୋଲାଣ୍ଡର ପ୍ରସ୍ତାବକୁ ଆମେରିକାର ପ୍ରତ୍ୟାଖ୍ୟାନ ଯୋଗୁ ଜର୍ମାନୀ ଏଭଳି ନିଷ୍ପତ୍ତି ନେଇଛି। କାରଣ ମଙ୍ଗଳବାର ରୁଷିଆ ନିର୍ମିତ ମିଗ୍-୨୯ ଯୁଦ୍ଧ...
ଏଯାଏ ରୁଷିଆର ୧୨ ହଜାର ସୈନ୍ୟ ନିହତ; ୩୧୭ ଟ୍ୟାଙ୍କ-୪୯ ବିମାନ ଧ୍ୱଂସ
କ୍ୱିଭ୍,୯।୩: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣର ଆଜି ହେଉଛି ୧୪ତମ ଦିନ। ଏବେ ଏହି ଯୁଦ୍ଧକୁ ନେଇ ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରୀ ବଡ଼ ବିବୃତ୍ତି ଦେଇଛନ୍ତି। ଏପର୍ଯ୍ୟନ୍ତ ରୁଷିଆର ୧୨ ଲକ୍ଷ ସୈନିକ ନିହତ ହୋଇଛନ୍ତି। ଏହାଛଡ଼ା ୩୧୭ ଟ୍ୟାଙ୍କର୍,...
ପଶ୍ଚିମ ଦେଶକୁ ଚେତାବନୀ ଦେଲେ ପୁଟିନ
ମସ୍କୋ,୯।୩: ୟୁକ୍ରେନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ବୁଧବାର ପାଶ୍ଚାତ୍ୟ ଦେଶକୁ ଚେତାବନୀ ଦେଇଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି, ଆମେ ପାଲଟା କଟକଣା ଲାଗଇଲେ ପରିସ୍ଥିତି ଅସମ୍ଭାଳ ହେବ। ୟୁକ୍ରେନ ବିରୋଧରେ ଯୁଦ୍ଧକୁ ବିରୋଧ କରି ରୁଷ...
ଦେଶ ଛାଡ଼ିଲେ ପୂର୍ବତନ ମିସ୍ ୟୁକ୍ରେନ, ବଖାଣିଲେ ଯନ୍ତ୍ରଣା
କ୍ୱିଭ୍,୯ା୩: ରୁଷିଆ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଲୋକମାନେ ୟୁକ୍ରେନ ଛାଡ଼ି ଚାଲି ଆସୁଛନ୍ତି। ଏପର୍ଯ୍ୟନ୍ତ ୨ ଲକ୍ଷରୁ ଅଧିକ ଲୋକ ବାସହୀନ ହୋଇପଡ଼ିଛନ୍ତି। ଲକ୍ଷ ଲକ୍ଷ ଲୋକ ଅନ୍ୟ ଦେଶରେ ଶରଣାର୍ଥୀ ହୋଇଛନ୍ତି। ଏହି ସମୟରେ, ପୂର୍ବତନ ମିସ୍...
ପୁଟିନ୍ଙ୍କ ଲଜ୍ଜାଜନକ ରେକର୍ଡ, କଟକଣା ଜାରି କରିଥିବା କମ୍ପାନୀ ସଂଖ୍ୟା ୫୫୩୦ ଟପିଲା…
ଓ୍ବାଶିଂଟନ/ମସ୍କୋ,୯।୩ : ୟୁକ୍ରେନ ଆକ୍ରମଣ ପରେ ରୁଷିଆ ଉପରେ ଆର୍ଥିକ କଟକଣା ଜାରି ହୋଇଛି। ଆର୍ଥିକ କଟକଣା ଜାରି କରିଥିବା କମ୍ପାନୀଗୁଡ଼ିକର ସଂଖ୍ୟା ଅନୁସାରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ଏକ ବଡ଼ ଧରଣର ଲଜ୍ଜାଜନକ ରେକର୍ଡ କରିଛନ୍ତି। ୟୁକ୍ରେନ ଉପରେ...
ସୁମି ଅଞ୍ଚଳରେ ଏୟାର୍ଷ୍ଟ୍ରାଇକ୍ କଲା ରୁଷିଆ: ୨୨ ମୃତ
କ୍ୱିଭ୍,୯।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ରୁଷିଆ ସୁମିର ଆବାସିକ ଅଞ୍ଚଳ ଉପରେ ଏୟାରଷ୍ଟ୍ରାଇକ୍ କରିଛି। ଏଥିରେ ଅତିକମ୍ରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୩ ପିଲା ସାମିଲ ଅଛି। ସୂଚନାଯୋଗ୍ୟ, ଆଜି...
୨୦ ଲକ୍ଷ ଛାଡ଼ିଲେ ଭିଟାମାଟି, ୮ ଲକ୍ଷ ଶିଶୁ ବି ସାମିଲ…
କ୍ୱିଭ୍/ମସ୍କୋ,୯।୩ : ୟୁକ୍ରେନଉପରେ ରୁଷିଆ ଆକ୍ରମଣ ଯୋଗୁ ଇତିମଧ୍ୟରେ ୨୦ ଲକ୍ଷ ଲୋକ ଭିଟାମାଟି ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୮ ଲକ୍ଷ ଶିଶୁ ମଧ୍ୟ ରହିଛନ୍ତି ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ରୁଷିଆ ବୋମାମାଡ଼ରେ ୟୁକ୍ରେନ୍ର ୮୧...
ୟୁକ୍ରେନ୍ ଯୁଦ୍ଧ ଯୋଗୁ ପୁଟିନ୍ଙ୍କ ଲୋକପ୍ରିୟତା ନିଜ ଦେଶରେ ୭୧ ପ୍ରତିଶତ ବଢ଼ିଲା…
ମସ୍କୋ,୯।୩ : ୟୁକ୍ରେନ ଉପରେ ଆକ୍ରମଣ ପରେ ରୁଷିଆରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ଙ୍କ ଲୋକପ୍ରିୟତା ୭୧ ପ୍ରତିଶତ ବୃଦ୍ଧି ପାଇଛି। ଯୁଦ୍ଧକୁ ନେଇ ବିରୋଧ ପ୍ରଦର୍ଶନ ମଧ୍ୟରେ, ରୁଷିଆର ୬୫ ପ୍ରତିଶତ ଜନସାଧାରଣ ଏକ ସରକାରୀ ଏଜେନ୍ସି ଦ୍ୱାରା କରାଯାଇଥିବା...
ଲୁହ କୋହର ପରିବେଶ, ମୃତଦେହ-ଭୋକିଲା ଗୋଟିଏ ସ୍ଥାନରେ…
କ୍ୱିଭ୍,୯।୩ : ୟୁକ୍ରେନର ମାରିଅପୋଲରେ ରୁଷିଆର ଆକ୍ରମଣ ପରେ ରାସ୍ତାରେ ପଡ଼ିଥିବା ମୃତଦେହଗୁଡ଼ିକରୁ ସହରର ବିନାଶର ଦୃଶ୍ୟ ସ୍ପଷ୍ଟ ଦେଖାଯାଉଛି। ଅନେକ ଦିନ ଧରି ଭୋକିଲା ଲୋକମାନେ ଖାଦ୍ୟ ସନ୍ଧାନରେ ଦୋକାନଗୁଡ଼ିକର ତାଲା ଭାଙ୍ଗୁଛନ୍ତି। ମୃତଦେହ ଏବଂ ଭୋକିଲା ଗୋଟିଏ...
ଶାନ୍ତି ମୁହାଁ ପୁଟିନ୍-ଜେଲେନସ୍କି, ବେନେଟଙ୍କ ମଧ୍ୟସ୍ଥତା…
କ୍ୱିଭ୍/ମସ୍କୋ,୯।୩ : ଗତ ୧୪ ଦିନ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଶାନ୍ତି ପ୍ରୟାସ ସମ୍ଭାବନା ଏବେ ବଢ଼ିବାରେ ଲାଗିଛି। ଇସ୍ରାଏଲ, ଭାରତ ଏବଂ ଫ୍ରାନ୍ସର ବରିଷ୍ଠ ନେତାଙ୍କ ଉଦ୍ୟମର ପ୍ରଭାବ ବର୍ତ୍ତମାନ ସ୍ପଷ୍ଟ ଦେଖାଯାଉଛି।...
ଅସ୍ତ୍ରଶସ୍ତ୍ର ବିକ୍ରି ପାଇଁ ଯୁଦ୍ଧ, ୫ ବଡ଼ ବିକ୍ରେତା…
ଓ୍ବାଶିଂଟନ/ମସ୍କୋ,୯।୩: ୟୁକ୍ରେନ ରୁଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଅସ୍ତ୍ରଶସ୍ତ୍ର ବିକ୍ରି ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରୁଷିଆର ଆଣବିକ ଅସ୍ତ୍ର ପ୍ରୟୋଗ ଭୟରେ ଆମେରିକା ଏବଂ ନାଟୋ ଦେଶକୁ ୟୁକ୍ରେନଠାରୁ ଦୂରରେ ରହିଛନ୍ତି। ତୃତୀୟ ବିଶ୍ୱଯୁଦ୍ଧର ଭୟ...
Archives


