ଋଷିଆରେ ବ୍ୟବସାୟ ବନ୍ଦ କଲା କୋକାକୋଲା,ପେପ୍ସିକୋ
ୱାଶିଂଟନ: ଋଷିଆରେ ବ୍ୟବସାୟ ବନ୍ଦ କଲା କୋକାକୋଲା ଏବଂ ପେପ୍ସିକୋ କମ୍ପାନୀ । ଏହି ଦୁଇ କମ୍ପାନୀ ଋଷରେ ନିଜର ଉତ୍ପାଦନ ଓ ବିକ୍ରୟକୁ ସ୍ଥଗିତ ରଖିବ ବୋଲି ମଙ୍ଗଳବାର ଘୋଷଣା କରିଛନ୍ତି । ୟୁକ୍ରେନ ଉପରେ ଋଷର ଆକ୍ରମଣକୁ...
ପୁଟିନ୍ଙ୍କ ଭୟରେ ଯୁଦ୍ଧ ବିମାନ ଦେବାକୁ ମନାକଲେ ବାଇଡେନ୍…
ଓ୍ବାଶିଂଟନ/ମସ୍କୋ,୯।୩ : ୟୁକ୍ରେନକୁ ପୁଣି ଏକ ବଡ ଝଟକା ମିଳିଛି। ପୋଲାଣ୍ଡର ୨୮ ମିଗ -୨୯ ଯୁଦ୍ଧ ବିମାନ ଯୋଗାଇବା ପ୍ରସ୍ତାବକୁ ଆମେରିକା ପ୍ରତ୍ୟାଖ୍ୟାନ କରିଛି। ପୋଲାଣ୍ଡର ମିଗ-୨୯ ଯୁଦ୍ଧ ବିମାନକୁ ଜର୍ମାନୀର ଆମେରିକାର ବାୟୁସେନା ବେସକୁ ସ୍ଥାନାନ୍ତର କରିବାକୁ...
ସୁମିରୁ ଉଦ୍ଧାର ହେଲେ ସବୁ ଭାରତୀୟ
ସୁମି,୯ା୩: ୟୁକ୍ରେନ୍ର ସୁମିରେ ଫସିଥିବା ସମସ୍ତ ୬୯୪ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ବସ୍ ଯୋଗେ ପୋଲଟାଭା ଅଣାଯାଇଥିବା ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ସୂଚନା ଦେଇଛନ୍ତି। ସେଠାରୁ ସେମାନେ ବିମାନ ଯୋଗେ ଭାରତ ଫେରିବେ। ଗଣମାଧ୍ୟମକୁ...
କାନ୍ଦିକାନ୍ଦି ଏକା ଦେଶ ଛାଡ଼ୁଛନ୍ତି ବାଳକ
କ୍ୱିଭ୍,୯ା୩: ଯୁଦ୍ଧଗ୍ରସ୍ତ ୟୁକ୍ରେନ୍ରେ ଜନସାଧାରଣଙ୍କ ଦୁର୍ଦ୍ଦଶାର ଅସଂଖ୍ୟ କାହାଣୀ ଭିତରୁ ଗୋଟିଏର ଭିଡିଓ ଏବେ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ବାଳକ ହାତରେ କିଛି ଚକୋଲେଟ୍, ଏକ ବ୍ୟାଗ୍ରେ କଣ୍ଢେଇ ଧରି କାନ୍ଦିକାନ୍ଦି ୟୁକ୍ରେନ୍ରୁ ପୋଲାଣ୍ଡ ସୀମା ଅଭିମୁଖେ...
ୟୁକ୍ରେନ୍ ଛାଡ଼ିଲେଣି ୨୦ ଲକ୍ଷ
କ୍ୱିଭ୍, ୯ା୩: ଯୁଦ୍ଧର ୧୩ତମ ଦିନରେ ଅସ୍ତ୍ରବିରତି ଘୋଷଣା କରାଯାଇ କ୍ୱିଭ୍ ନିକଟ ଇରପିନ୍ ଏବଂ ଉତ୍ତର ସହର ସୁମିରୁ ସାଧାରଣ ନାଗରିକଙ୍କୁ ହ୍ୟୁମାନ କରିଡର ଦ୍ୱାରା ବାହାର କରାଯିବା ନିମନ୍ତେ ବ୍ୟବସ୍ଥା ହୋଇଛି। ରୁଷିଆର ଆକ୍ରମଣ ପରଠାରୁ ଏ...
ରୁଷିଆର ଗ୍ୟାସ୍ ଯୋଗାଣ ବନ୍ଦ ଧମକ
ମସ୍କୋ, ୯ା୩: ୟୁକ୍ରେନ୍ ଉପରେ ଆକ୍ରମଣ ଯୋଗୁ ରୁଷିଆ ଉପରେ ଆମେରିକା ସମେତ ବିଭିନ୍ନ ଦେଶ କଟକଣା ଲଗାଇ ଚାଲିଛନ୍ତି। ଏଥିଯୋଗୁ ରୁଷିଆର ବ୍ୟାଙ୍କିଙ୍ଗ ସିଷ୍ଟମ, ଅର୍ଥ ବ୍ୟବସ୍ଥା ଏବଂ ମୁଦ୍ରା ରୁବଲ ଉପରେ ଏହାର ପ୍ରଭାବ ପଡ଼ିଛି। ଏବେ...
ରହୁଥିବା ଠିକଣା କହିଲେ ଜେଲେନ୍ସ୍କି, ଶେୟାର କଲେ ଲୋକେଶନ୍
କ୍ୱିଭ୍, ୭ା୩: ୟୁକ୍ରେନ୍ ଉପରେ୧୩ ଦିନ ହେଲା ରୁଷିଆ ଆକ୍ରମଣ ଜାରି ରଖିଛି। କିନ୍ତୁ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନ୍କୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ନେଉନାହାନ୍ତି। ନୋ-ଫ୍ଲାଏ ଜୋନ୍ କରିବାର ଦକ୍ଷତା ସେମାନଙ୍କ ନିକଟରେ ଥିଲେ ହେଁ ବାରମ୍ବାର ଅନୁରୋଧ...
ପୁଟିନ୍ଙ୍କ ବିରୋଧରେ ବାଇଡେନ୍ଙ୍କ କଡ଼ା ପଦକ୍ଷେପ, ରୁଷିଆରୁ ତୈଳ ଆମଦାନୀ ବନ୍ଦ ନିଷ୍ପତ୍ତି…
ଓ୍ବାଶିଂଟନ,୮।୩ : ରୁଷିଆ ସୈନ୍ୟ ୟୁକ୍ରେନ୍ ଉପରେ ଆକ୍ରମଣ ଜାରି ରଖିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍ଙ୍କୁ ବଡ଼ ଝଟକା ଦେଇଛନ୍ତି। ବାଇଡେନ୍ ପୁଟିନ୍ଙ୍କ ଚିନ୍ତାକୁ ବୃଦ୍ଧି କରିଛନ୍ତି। ରୁଷିଆରୁ ତୈଳ ଆମଦାନୀ ବନ୍ଦ...
ଜାତିସଂଘର ସୁରକ୍ଷା ପ୍ରତିଶ୍ରୁତି ଉପରେ ପ୍ରଶ୍ନଚିହ୍ନ !…
ଜେନେଭା,୮।୩ : ଜାତିସଂଘର ନିରାପତ୍ତା ପରିଷଦ ପୃଥିବୀର ସମସ୍ତ ସଦସ୍ୟ ରାଷ୍ଟ୍ରଙ୍କ ସୁରକ୍ଷା ପାଇଁ ପ୍ରତିଶ୍ରୁତି ଦେଇଥାଏ। ସୁରକ୍ଷାର ଦାୟିତ୍ୱବୋଧ(ଆର୍ଟୁପି) ଅନ୍ତର୍ଗତ କୌଣସି ରାଷ୍ଟ୍ର ଉପରେ ଅନ୍ୟ ରାଷ୍ଟ୍ର ଆକ୍ରମଣ କଲେ ଏଥିରେ ସୁରକ୍ଷା ପରିଷଦ ହସ୍ତକ୍ଷେପ କରିଥାଏ। ମାତ୍ର...
ଆମେରିକା-ବ୍ରିଟେନ୍ ଉପରେ ବର୍ଷିଲେ ଜେଲେନସ୍କି, ୧୩ ଦିନ ଧରି ପାଶ୍ଚାତ୍ୟ ଦେଶ ଦେଉଛନ୍ତି ମିଥ୍ୟା ପ୍ରତିଶ୍ରୁତି…
କ୍ୱିଭ୍,୮।୩ : ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଙ୍ଗଳବାର ଆମେରିକା, ବ୍ରିଟେନ୍ ସମେତ ସମସ୍ତ ପାଶ୍ଚାତ୍ୟ ଦେଶଙ୍କ ଉପରେ ବର୍ଷିଛନ୍ତି। ଗତ ୧୩ ଦିନ ଧରି ପାଶ୍ଚାତ୍ୟ ଦେଶଗୁଡ଼ିକ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଚାଲିଛନ୍ତି ବୋଲି ସେ ଅଭିଯୋଗ...
୩ ଲକ୍ଷ ନାଗରିକଙ୍କୁ ବନ୍ଧକ ରଖିଛି ରୁଷିଆ, ୟୁକ୍ରେନ୍ର ଅଭିଯୋଗ…
କ୍ୱିଭ୍,୮।୩ : ରୁଷିଆ ବିରୋଧରେ ୟୁକ୍ରେନ୍ ଗୁରୁତର ଅଭିଯୋଗ ଆଣିଛି। ରୁଷିଆ ୩ ଲକ୍ଷ ନାଗରିକଙ୍କୁ ମାରିୟୁପୋଲ୍ଠାରେ ବନ୍ଧକ ରଖିଥିବା ୟୁକ୍ରେନ୍ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୟୁକ୍ରେନ୍ ବୈଦେଶିକମନ୍ତ୍ରୀ ଦିମିତ୍ରୋ କୁଲେବା କହିଛନ୍ତି ଯେ, ଆଇସିଆର୍ସି ମଧ୍ୟସ୍ଥତା ପରେ...
ଅଜ୍ଞାତ ସ୍ଥାନରେ ଲୁଚିଛନ୍ତି ଜେଲେନସ୍କି…
କ୍ୱିଭ୍,୮।୩ : ୟୁକ୍ରେନ୍ର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଜ୍ଞାତ ସ୍ଥାନରେ ଲୁଚି ରହିଛନ୍ତି। ତାଙ୍କୁ ସୁରକ୍ଷା ଦେବା ପାଇଁ ଆମେରିକାର ନୌସେନା ସିଲ ଏବଂ ବ୍ରିଟିଶ ଏସ୍ଏଏସ୍ କମାଣ୍ଡୋ ନିୟୋଜିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜେଲେନସ୍କିଙ୍କ ନିକଟକୁ...
Archives


