ଅନ୍ତର୍ଜାତୀୟ

୧୦ ହଜାର ରୁଷିଆ ସୈନ୍ୟଙ୍କୁ ମାରିଛୁ…

କ୍ୱିଭ୍‌, ୫।୩ : ରୁଷିଆ ଆକ୍ରମଣ ସତ୍ତ୍ୱେ ୟୁକ୍ରେନ୍‌ ହାର୍‌ ମାନିବାକୁ ନାରାଜ। ଏପରିସ୍ଥଳେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ, ଆମେ ୧୦ ହଜାର ରୁଷିଆ ସୈନ୍ୟଙ୍କୁ ମାରିଛୁ। ବହୁ ସୈନ୍ୟଙ୍କୁ ଯୁଦ୍ଧବନ୍ଦୀ ମଧ୍ୟ କରାଯାଇଛି। ୟୁକ୍ରେନ୍‌ବାସୀ...

୬୬ ହଜାର ୟୁକ୍ରେନ୍‌ବାସୀ ରୁଷିଆ ସହିତ ଲଢ଼ିବା ପାଇଁ ସ୍ବଦେଶ ଫେରିଲେ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ରେ ରୁଷିଆ ପାଇଁ ବାଧା ସାଜିଛନ୍ତି ୟୁକ୍ରେନ୍‌ର ସାଧାରଣ ନାଗରିକ। ଆଖିରେ ଲୁହ, ମନରେ କୋହ ଥିଲେ ବି ମାତୃଭୂମିର ସୁରକ୍ଷା ପାଇଁ ସେମାନେ ହାତରେ ଅସ୍ତ୍ର ଧରିବାରେ ଲାଗିଛନ୍ତି। ଦିନକୁ ଦିନ ଏଭଳି ନାଗରିକଙ୍କ...

ଜେଲେନସ୍କିଙ୍କ ହାତ ଛାଡ଼ିଲା ନାଟୋ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ବଡ଼ ଝଟ୍‌କା ଲାଗିଛି। ନାଟୋ ନୋ ଫ୍ଲାଏ ଜୋନ୍‌ ଘୋଷଣା କରିବାକୁ ମନା କରିଛି। ଫଳରେ ଜେଲେନସ୍କି ଏବେ ଅଡୁଆରେ ପଡ଼ିଛନ୍ତି। ଜେଲେନସ୍କି କହିଛନ୍ତି ଯେ, ଏହା ଦ୍ୱାରା ୟୁକ୍ରେନ୍‌ର...

ରୁଷିଆର ଅସ୍ତ୍ରବିରତି ଘୋଷଣା

ମସ୍କୋ,୫।୩: ରୁଷିଆ ଓ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ ପକ୍ଷରୁ ୟୁକ୍ରେନରେ ଅସ୍ତ୍ରବିରତି ପାଇଁ ଘୋଷଣା କରାଯାଇଛି। ଭାରତୀୟ ସମୟ ଅନୁସାରେ ସକାଳ ସାଢ଼େ ୧୧ଟାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯିବ। ଏଥିସହ ଯେପର୍ଯ୍ୟନ୍ତ...

ଯୁଦ୍ଧ ମଧ୍ୟରେ ପୋଲାଣ୍ଡ ଗସ୍ତ କରିବେ କମଲା ହାରିସ

ଓ୍ବାଶିଂଟନ୍‌,୫।୩: ୟୁକ୍ରେନରେ ରୁଷିଆ ପକ୍ଷରୁ ଜୋରଦାର ଆକ୍ରମଣ ଜାରି ରହିଛି। ଯୁଦ୍ଧର ୧୦ଦିନରେ ବି ରୁଷିଆ ସୈନ୍ୟ ୟୁକ୍ରେନ ଉପରେ ରକେଟ ଓ ବୋମାମାଡ଼ କରୁଛନ୍ତି। ଏହି ଆକ୍ରମଣରେ ୟୁକ୍ରେନର ବିଭିନ୍ନ ସହର ଏବେ ଧ୍ୱଂସସ୍ତୁପ ପାଲଟିଗଲାଣି। ଅନ୍ୟପଟେ ରୁଷିଆକୁ...

ନିଜ ଦେଶର ବଙ୍କରରେ ସୁରକ୍ଷିତ ଅଛନ୍ତି ଜେଲେନ୍‌ସ୍କି

କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ଶନିବାର ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ରକେଟ ମାଡ଼ କରାଯାଇଛି। ଗୋଟିଏ ପଟେ ରୁଷିଆ ଲଗାତର ଭାବେ ଦାବି କରିଆସୁୁଛି ଯେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର...

ୟୁକ୍ରେନ ସୀମାରୁ ରୁଷିଆ ଗୁପ୍ତଚର ଗିରଫ

କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ହୋଇଥିବା ବେଳେ କୌଣସି ନିଷ୍କର୍ସ ବାହାରିପାରିନାହିଁ। ଉଭୟ ପାର୍ଶ୍ୱରୁ ବ୍ୟାପକ ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଇତିମଧ୍ୟରେ...

ରୁଷିଆରେ ଖବରଦାତାଙ୍କ କାର୍ଯ୍ୟ ବନ୍ଦ କଲା ବିବିସି

ଲଣ୍ଡନ,୫।୩ : ରୁଷିଆ ପାର୍ଲାମେଣ୍ଟର ନିମ୍ନ ସଦନ(ଡୁମା) ଶୁକ୍ରବାର ଏକ ନୂଆ ଆଇନ ଅନୁମୋଦନ କରିଛି। ଏଥିରେ ରୁଷିଆ ସଶସ୍ତ୍ର ବାହିନୀ ବିରୋଧରେ ମିଥ୍ୟା ଖବର ପ୍ରସାରଣ କଲେ ୧୫ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ହୋଇପାରେ ବୋଲି ଆଇନରେ ଉଲ୍ଲେଖ...

ଚଳିତ ବର୍ଷର ନବମ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଚରମ ସୀମାରେ ପହଞ୍ଚିଥିବା ବେଳେ ଉତ୍ତର କୋରିଆ ଶନିବାର ସକାଳେ ଏକ ଅଜଣା ମିଶାଇଲ ପରୀକ୍ଷା କରି ଏହାର ପଡୋଶୀ ଦେଶକୁ ଚମକାଇ ଦେଇଛି । ଏହି ମିଶାଇଲ କୋରିଆ ପ୍ରାନ୍ତର ପୂର୍ବ ସାଗରରେ...

ଖାର୍କିଭରେ ଥମୁନି ବିସ୍ଫୋରଣ, ଲୁଚି ରହିବାକୁ ସାଧାରଣ ନାଗରିକଙ୍କୁ ପରାମର୍ଶ

କ୍ୱିଭ୍‌,୫ ।୩: ୟୁକ୍ରେନ୍‌-ରୁଷିଆ ଯୁଦ୍ଧକୁ ପୂରଣ ହୋଇଛି ୧୦ ଦିନ । ୟୁକ୍ରେନ୍ ଏବେ ଧ୍ୱଂସ ସ୍ତୁପରେ ପରିଣତ ହେବାକୁ ଯାଉଛି । ଗୋଟିଏ ପଟେ ରୁଷିଆର ଦାଦାଗିରି ତ ଅନ୍ୟପଟେ ୟୁକ୍ରେନର ଜିଦ୍ ବେଳକୁ ବେଳ ସ୍ଥିତିକୁ ଅଣାୟତ୍ତ...

ସ୍ବତନ୍ତ୍ର ଟ୍ରିବ୍ୟୁନାଲରେ ହେଉ ପୁଟିନ୍‌ଙ୍କ ବିଚାର

ମସ୍କୋ,୫ା୩: ଆକ୍ରମଣକାରୀ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଦଣ୍ଡିତ କରିବା ଲାଗି ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲରେ ତାଙ୍କର ବିଚାର କରାଯାଉ ବୋଲି ଶୁକ୍ରବାର ୟୁକ୍ରେନ୍‌ ପକ୍ଷରୁ ଦାବି କରାଯାଇଛି। ୟୁକ୍ରେନ୍‌ ସରକାର ଏବଂ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଗୋର୍ଡୋନ ବ୍ରାଉନ୍‌...

ଆକାଶରୁ ବୋମା ବର୍ଷା

କ୍ୱିଭ୍‌/ମସ୍କୋ,୫ା୩: ଆକାଶରୁ ତୁହାକୁ ତୁହା ବର୍ଷୁଛି ବୋମା। ରାଜରାସ୍ତାରେ ଫୁଟୁଛି ଗୁଳି। ବଡ଼ ବଡ଼ ଆପାର୍ଟମେଣ୍ଟ ଓ ସରକାରୀ ବିଲ୍ଡିଂଗୁଡ଼ିକୁ ରକେଟ ମାଡ଼ କରି ଧରାଶାୟୀ କରିବାରେ ଲାଗିଛି ରୁଷିଆ ସେନା। ମୃତାହତଙ୍କ ସଂଖ୍ୟା କେବଳ ଅନୁମାନ ମାତ୍ର। ପ୍ରକୃତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri